ଜାତୀୟ

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ ଜିତିଥିବାବେଳେ ବିରୋଧୀ କଂଗ୍ରେସ ୩,୬୧୩ଟିରେ ବିଜୟୀ ହୋଇଛି। ବିକାନେର ପୌର ନିଗମରେ କଂଗ୍ରେସ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ ଉଲ୍ଲେଖ କରାଯାଇଥିବା ଦୁଇଟି ଉତ୍ପାଦ ହେଉଛି ଗୋରା ହେବା ପାଇଁ କ୍ରିମ୍‌ ‘ଚାନ୍ଦନୀ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପାକିସ୍ତାନ ହାଇକମିଶନର ‘ଚାର୍ଜ ଡି’ଆଫେୟାର୍ସ’ (Charge d’Affaires) ଙ୍କୁ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI ଶୁଳ୍କଲାଗୁ କରିବାକୁ ଘୋଷଣା କରିଛି। UPI ପେମେଣ୍ଟ ଉପରେ ଲାଗୁ ହେବାକୁ ଥିବା…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B) ନିକଟରେ ଏକ ବ୍ଲଗ ପୋଷ୍ଟ ଲେଖିଥିଲେ, ଯାହା ୮୩ ବର୍ଷୀୟ ଏହି ସୁପରଷ୍ଟାରଙ୍କ…

ଭାଜପାର ଟେନସନ ବଢାଇଲେ ଜଣେ ପୂର୍ବତନ ଭାଜପା ନେତା? ଜାଣନ୍ତୁ କ’ଣ କଲେ

ଲକ୍ଷ୍ନୌ,୧୬।୯: ଉତ୍ତର ପ୍ରଦେଶ ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା) ବର୍ଦ୍ଧିତ ଆହ୍ବାନର ସମ୍ମୁଖୀନ ହୋଇପାରେ। କର୍ଣ୍ଣି ସେନା ରାଜ୍ୟରେ ୫୦ଟି ଆସନରେ ନିର୍ବାଚନ ଲଢ଼ିବାକୁ ଯୋଜନା ଘୋଷଣା କରିଛି। କର୍ଣ୍ଣି ସେନାର ଜାତୀୟ ସଭାପତି ସୁରଜ ପାଲ ସିଂହ ଅମ୍ମୁ…

LPG e-KYCର ସମୟସୀମା ଶେଷ: ଆଜିଠୁ ଏମାନଙ୍କର କଟିଯିବ ଗ୍ୟାସ କନେକ୍ସନ! ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: LPG ଗ୍ୟାସ ଉପଭୋକ୍ତାଙ୍କ ପାଇଁ ଜରୁରୀ ଖବର। ଗ୍ୟାସ କନେକ୍ସନର e-KYC କରାଇବା ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି। ସର୍ଭର ସମସ୍ୟା ଯୋଗୁ ପ୍ରଥମେ ୭ ସେପ୍ଟେମ୍ବରର ଡେଡଲାଇନକୁ ବଢ଼ାଇ ୧୪ ସେପ୍ଟେମ୍ବର କରାଯାଇଥିଲା। ଏବେ ୧୪ ସେପ୍ଟେମ୍ବରର…

୨୦୦୦ ଟଙ୍କାରୁ ଅଧିକ ରେଳ ଟିକେଟ ବୁକିଂରେ କେତେ ଚାର୍ଜ ଦେବେ ଯାତ୍ରୀ? ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୧୬।୯: ଟ୍ରେନରେ ଯାତ୍ରା କରୁଥିବା ଏବଂ ଅନଲାଇନରେ ଟିକେଟ ବୁକ କରୁଥିବା ଯାତ୍ରୀଙ୍କ ପାଇଁ ଜରୁରୀ ଖବର। UPI ପେମେଣ୍ଟକୁ ନେଇ ନୂଆ ନିୟମ ଲାଗୁ ହେବାକୁ ଯାଉଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI)ର ନୂଆ ଫ୍ରେମୱର୍କ ଅନୁସାରେ,…

ଭାରତ ଉପରେ ୧୦୦% ଟାରିଫ୍‌ ଲଗାଇବ ଆମେରିକା: ଭାରତ କହିଲା, ଆମେ…

ନୂଆଦିଲ୍ଲୀ,୧୬।୯: ରୁଷିଆଠାରୁ ବିପୁଳ ପରିମାଣରେ କ୍ରୁଡ ଅଏଲ କିଣୁଥିବା ଦେଶଗୁଡ଼ିକ ଉପରେ ୧୦୦ ପ୍ରତିଶତ ଟାରିଫ ଲଗାଇବା ନେଇ ଆମେରିକାରେ ଆଇନ ପ୍ରଣୟନ ପ୍ରକ୍ରିୟା ଆଗକୁ ବଢ଼ିଛି। ଆମେରିକୀୟ ସିନେଟ୍‌ରେ ବିଲ୍‌କୁ ଅନୁମୋଦନ ମିଳିବା ପରେ ଏବେ ଏହାକୁ ହାଉସ ଅଫ…

ପେଟ୍ରୋଲ-ଡିଜେଲ ଭରିବା ହେବ ମହଙ୍ଗା! ଏବେ ଲାଗିବ ଅତିରିକ୍ତ ଚାର୍ଜ, ଜାଣନ୍ତୁ କେତେ…

ନୂଆଦିଲ୍ଲୀ: UPI ପେମେଣ୍ଟକୁ ନେଇ ବଡ଼ ପରିବର୍ତ୍ତନ ଆସିଛି। ନ୍ୟାଶନାଲ ପେମେଣ୍ଟ୍ସ କର୍ପୋରେସନ ଅଫ ଇଣ୍ଡିଆ (NPCI) ଘୋଷଣା କରିଥିବା ନୂଆ ମର୍ଚ୍ଚାଣ୍ଟ ଡିସ୍କାଉଣ୍ଟ ରେଟ (MDR) ଫ୍ରେମୱର୍କ ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବ। ଏହା ଅନୁସାରେ ୨,୦୦୦ ଟଙ୍କାରୁ…

ହଇଚଇ ସୃଷ୍ଟି କଲା ଅଭିଜିତ ଦୀପକେଙ୍କ ନୂଆ ପୋଷ୍ଟ, କହିଲେ- ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାରେ…

ନୂଆଦିଲ୍ଲୀ,୧୬।୯: ଉତ୍ତରପ୍ରଦେଶର ୧୪,୪୨୯ଟି ପରିଷଦୀୟ ପ୍ରାଥମିକ ବିଦ୍ୟାଳୟକୁ ‘ସ୍ମାର୍ଟ ସ୍କୁଲ’ ଭାବେ ବିକଶିତ କରାଯିବ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ପ୍ରକଳ୍ପ ପାଇଁ ୩୦୦ କୋଟି ଟଙ୍କାର ବଜେଟ…

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ ପଡ଼ିପାରେ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ରେଟ ବଢ଼ାଇବା ନେଇ ବିଚାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?