ଜାତୀୟ

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ ଦାବି କରାଯାଇଛି। ଭାଜପା ଏମ୍‌ପି ସଂଘମିତ୍ରା ମୌର୍ଯ୍ୟ ଏନେଇ ଦାବି କରିଛନ୍ତି। ନୁସରତଙ୍କ ଆଚରଣ…

ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ସୋସିଆଲ ମିଡ଼ିଆରେ କରୋନା ଭାକ୍ସିନ୍‌ ନେଇ ନାନା…

ସିସିଆଇ ନୋଟିସ ଉପରେ ରୋକ ଲଗାଯାଉ

ନୂଆଦିଲ୍ଲୀ, ୨୨ା୬: ନୂତନ ଗୋପନୀୟତା ନୀତିର ଅନୁସନ୍ଧାନ ବାବଦରେ ସୂଚନା ଦେବାକୁ କୁହାଯାଇ କମ୍ପିଟେଶନ କମିଶନ ଅଫ୍‌ ଇଣ୍ଡିଆ(ସିସିଆଇ) ପକ୍ଷରୁ ଜାରି କରାଯାଇଥିବା ନୋଟିସ୍‌ ଉପରେ ରୋକ ଲଗାଇବାକୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଫେସ୍‌ବୁକ୍‌ ଏବଂ ହ୍ବାଟ୍ସଆପ୍‌ ସୋମବାର ଦିଲ୍ଲୀ ହାଇକୋର୍ଟରେ…

କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍‌ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର ସବିଶେଷ…

ମୂଲ୍ୟାୟନ ସୂତ୍ରକୁ ବିରୋଧ

ନୂଆଦିଲ୍ଲୀ, ୨୨ା୬: କରୋନା ଯୋଗୁ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ ହୋଇଥିବାବେଳେ ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇର ଫଳାଫଳ ମୂଲ୍ୟାୟନ ସୂତ୍ରକୁ ନେଇ କେତେଜଣ ଛାତ୍ରୀଛାତ୍ର ଓ ଅଭିଭାବକ ଚିନ୍ତା ପ୍ରକଟ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଦ୍ୱାଦଶ ଶ୍ରେଣୀ ଫଳାଫଳ…

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାରରୁ କମ୍‌ ରହିଛି। ୯୧ ଦିନ ପରେ ସମାନ ସ୍ଥିତି ରହିଛି। ଏହା ପୂର୍ବରୁ…

୨୦୨୪ ରଣନୀତି: ଶରଦ ପାୱାରଙ୍କ ନେତୃତ୍ୱରେ ହେବ ବିରୋଧୀ ଦଳ ବୈଠକ

ନୂଆଦିଲ୍ଲୀ,୨୧।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିରୋଧୀଙ୍କ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି) ମୁଖ୍ୟ ଶରଦ ପାୱାର ମଙ୍ଗଳବାର ଅଣ କଂଗ୍ରେସ ବିରୋଧୀ ଦଳ ବୈଠକର ନେତୃତ୍ୱ ନେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ବିରୋଧରେ…

ଅମରନାଥ ଯାତ୍ରା ବନ୍ଦ

ନୂଆଦିଲ୍ଲୀ,୨୧।୬: ଜମ୍ମୁ-କଶ୍ମୀର ପ୍ରଶାସନ କରୋନା ସଂକ୍ରମଣ ସ୍ଥିତି ଅନୁଧ୍ୟାନ କରି ଚଳିତ ବର୍ଷ ଅମରନାଥ ଯାତ୍ରାକୁ ସ୍ଥଗିତ କରିଛନ୍ତି। ଜମ୍ମୁ-କଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା ସୋମବାର ଏହି ସୂଚନା ଦେଇଛନ୍ତି। ଉପରାଜ୍ୟପାଳ ସିହ୍ନା କହିଛନ୍ତି, କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନକୁ…

ୟୁଏଇ-ଭାରତ ମଧ୍ୟରେ ୨୩ରୁ ବିମାନ ସେବା ଆରମ୍ଭ

ନୂଆଦିଲ୍ଲୀ/ଦୁବାଇ,୨୧।୬: ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ) ଏବଂ ଭାରତ ମଧ୍ୟରେ ଆସନ୍ତା ୨୩ତାରିଖରୁ ବିମାନ ସେବା ଆରମ୍ଭ ହେବ। ୟୁଏଇ ଏୟାରଲାଇନ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୟୁଏଇ-ଭାରତ ମଧ୍ୟରେ ବିମାନ ଚଳାଚଳକୁ ବନ୍ଦ କରାଯାଇଥିଲା। କଟକଣା…

ରାଜସ୍ଥାନ-ପଞ୍ଜାବରେ ରାଜନୈତିକ ସଙ୍କଟ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଡ଼କାଇଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୧।୬: ରାଜସ୍ଥାନ ଓ ପଞ୍ଜାବରେ ଦେଖାଦେଇଥିବା ରାଜନୈତିକ ସଙ୍କଟ ମଧ୍ୟରେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଜୁନ ୨୪ରେ ଏକ ବଡ଼ ବୈଠକ ଡ଼କାଇଛନ୍ତି। ଏହି ବୈଠକରେ ଦଳର ସମସ୍ତ ମହାସଚିବ, ରାଜ୍ୟ ପ୍ରଭାରୀ ଓ ରାଜ୍ୟର ସଭାପତି ଆଦି…

ଟିକାକରଣ ପାଇଁ ପାହାଡ଼ ଚଢ଼ିଲେ ଜିଲାପାଳ

କୋଲକାତା,୨୧।୬: ପଶ୍ଚିମବଙ୍ଗ ଅଲିପୁରଦ୍ୱାର ଜିଲାର ଜିଲାପାଳ ସୁରେନ୍ଦ୍ର କୁମାର ମିନା ଏବେ ଚର୍ଚ୍ଚାରେ ରହିଛନ୍ତି। ଗାଁରେ ଟିକାକରଣ ପାଇଁ ଜିଲାପାଳ କଠିନ ରାସ୍ତା ଦେଇ ପାହାଡ଼ ଚଢ଼ିଥିବା ଦେଖିବାକୁ ମିଳିଛି। ଏହି ସମୟରେ ତାଙ୍କ ସହ ଏକ ମେଡିକାଲ ଟିମ୍‌ ମଧ୍ୟ…

ମନ୍ଦିର ଦର୍ଶନକୁ ନେଇ ପୋଲିସ-ପୁରୋହିତ ମୁହାଁମୁହିଁ

ମିର୍ଜାପୁର,୨୧।୬: ଉତ୍ତରପ୍ରଦେଶର ବିନ୍ଧ୍ୟାଞ୍ଚଳରେ ଥିବା ପ୍ରସିଦ୍ଧ ମା’ ବିନ୍ଧବାସିନି ମନ୍ଦିରରେ ଦର୍ଶନ ଓ ପୂଜାକୁ ନେଇ ରବିବାର ପୋଲିସ ଓ ପୁରୋହିତ ମୁହାଁମୁହିଁ ହୋଇଥିବା ଜଣାପଡ଼ିଛି। କରୋନା କଟକଣା ଯୋଗୁ ଶନିବାର ଓ ରବିବାର ରାଜ୍ୟରେ ସମସ୍ତ ଧାର୍ମିକ ସ୍ଥଳ ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri