ଅଗଷ୍ଟ ୫କୁ ମନେ ରଖିବ ଦେଶ, ବିରୋଧୀ କରୁଛନ୍ତି ସେଲ୍ଫ ଗୋଲ, କହିଲେ ମୋଦି…
ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉତ୍ତରପ୍ରଦେଶରେ ’ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା’ର ହିତାଧିକାରୀଙ୍କ ସହ କଥାବାର୍ତ୍ତା କରିଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ କଥାବାର୍ତ୍ତା କରୁଥିବାବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବାରାଣାସୀର ଏହି କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିଥିଲେ।…
କ୍ୟାପଟେନ୍ଙ୍କ ହାତ ଛାଡ଼ିଲେ ପିକେ…
ଚଣ୍ଡିଗଡ଼,୫।୮: ଆଗକୁ ପଞ୍ଜାବ ବିଧାନସଭା ନିର୍ବାଚନ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂଙ୍କ ମୁଖ୍ୟ ପରାମର୍ଶଦାତା ପଦବୀରୁ ପ୍ରଶାନ୍ତ କିଶୋର(ପିକେ) ଇସ୍ତଫା ଦେଇଛନ୍ତି। ନିଜ ଦାୟିତ୍ୱ ସେ ଠିକ୍ ଭାବେ ତୁଲାଇ ପାରୁ ନ ଥିବାରୁ ପଦବୀ ଛାଡୁଥିବା ପ୍ରଶାନ୍ତ…
ଅଖିଳେଶଙ୍କ ସାଇକେଲ ଯାତ୍ରା
ଲକ୍ଷ୍ନୌ,୫ ।୮: ସମାଜବାଦୀ ଆନ୍ଦୋଳନର ବରିଷ୍ଠ ନେତା ଜନେଶ୍ୱର ମିଶ୍ରଙ୍କର ଜୟନ୍ତି ଅବସରେରେ ସାଇକେଲ ଯାତ୍ରାରେ ବାହାରିଥିଲେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ଅଖିଳେଶ ଯାଦବ । ଗୁରୁବାର ସେ ଏହି ରାଲିରେ ବାହାରିବା ପୂର୍ବରୁ କେତେଜଣ ଖବରଦାତାଙ୍କ ପଶ୍ନର ଉତ୍ତର ଦେଇଥିଲେ…
ରାମ ମନ୍ଦିର ଭୂମି ପୂଜାକୁ ବର୍ଷେ ପୂରିଲା: ଅଯୋଧ୍ୟା ଗସ୍ତରେ ଯୋଗୀ ଆଦିତ୍ୟନାଥ
ଅଯୋଧ୍ୟା,୫ ।୮: ରାମ ମନ୍ଦିର ଭୂମି ପୂଜାକୁ ପୂରଣ ହୋଇଛି ୧ ବର୍ଷ । ଏବେ ସେଠାରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ଗତବର୍ଷ ଅଗଷ୍ଟ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା…
ପେଗାସସ୍ ମାମଲାରେ କାହିଁକି ହୋଇନି ମାମଲା ରୁଜୁ, ପ୍ରଶ୍ନ କଲେ ସିଜେଆଇ…
ନୂଆଦିଲ୍ଲୀ,୫।୮: ପେଗାସସ ଗୁପ୍ତଚରୀ ମାମଲାରେ ନିରପେକ୍ଷ ଯାଞ୍ଚ ପାଇଁ ବିଭିନ୍ନ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛିି। ପ୍ରଧାନ ବିଚାରପତି (ସିଜେଆଇ )ଏନ.ଭି ରାମନା ଏବଂ ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠଙ୍କ ଦ୍ୱାରା ଏସମ୍ପର୍କିତ ୯ଟି ଆବେଦନର ଶୁଣାଣି…
ନିଶାରେ ଚୁର୍ ଯୁବତୀ, ଶୋଇଗଲେ ରାସ୍ତାରେ; ଆଉ ତା’ ପରେ…
ମୁମ୍ବାଇ,୫ା୮: ମହାରାଷ୍ଟ୍ରର ପୁଣେରେ ଏକ ଅଜବ ଘଟଣା ନଜରକୁ ଆସିଛି। ଜଣେ ଯୁବତୀ ଅଚାନକ ରାସ୍ତା ଉପରେ ଜଣେ ଶୋଇପଡ଼ିଲେ। ଯୁବତୀଙ୍କ ଏପରି ଅବସ୍ଥା ଦେଖି ଶହ ଶହ ଗାଡ଼ିମୋଟର ରାସ୍ତାରେ ଅଟକି ରହିଗଲା। ଫଳରେ ଟ୍ରାଫିକ୍ ଜାମ୍ ହୋଇଗଲା। କାହାକୁ…
ଅଲିମ୍ପିକ୍ ହକି ଖେଳାଳିଙ୍କୁ କୋଟିଏ ଟଙ୍କା ପୁରସ୍କାର…
ଚଣ୍ଡିଗଡ଼,୫।୮: ଭାରତୀୟ ପୁରୁଷ ହକି ଦଳ ଅଲିମ୍ପିକ୍ରେ ବ୍ରୋଞ୍ଜ୍ ପଦକ ହାସଲ କରିଛି। ପଞ୍ଜାବ ସରକାର ଟିମ୍ ଇଣ୍ଡିଆରେ ସାମିଲ ଥିବା ରାଜ୍ୟର ହକି ଖେଳାଳିଙ୍କ ପାଇଁ କୋଟିଏ ଟଙ୍କାର ପୁରସ୍କାର ଘୋଷଣା କରିଛନ୍ତି। ରାଜ୍ୟ କ୍ରୀଡ଼ା ଏବଂ ଯୁବ ବ୍ୟାପାର…
ସମସ୍ତ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ସରକାର…
ନୂଆଦିଲ୍ଲୀ,୫।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ମଧ୍ୟରେ ଜାରି ରହିଛି। ବିରୋଧୀ ସଦସ୍ୟଙ୍କ ଯୋଗୁ ଉଭୟ ରାଜ୍ୟ ସଭା ଏବଂ ଲୋକ ସଭାରେ ବାରମ୍ବାର ଗୃହକୁ ମୁଲତବୀ ଘୋଷଣା କରାଯାଉଛି। ଏପରିସ୍ଥଳେ ଭାରତୀୟ ଜନତା ଦଳର ମୁଖପାତ୍ର ରବି…
୫ ରାଜ୍ୟରେ ୮୦ ପ୍ରତିଶତରୁ ଅଧିକ ନୂଆ ଆକ୍ରାନ୍ତ…
ନୂଆଦିଲ୍ଲୀ,୫।୮: ତୃତୀୟ ତରଙ୍ଗ ଆତଙ୍କ ମଧ୍ୟରେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ହୋଇଥିବା ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୯୮୨ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।…
ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ପୂରଣ ହେଲା ୨ ବର୍ଷ
ନୂଆଦିଲ୍ଲୀ,୫ ।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୨ ବର୍ଷ ପୂରଣ ହେଲା । ସରକାର ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ର ଶାସିତ ଅଞ୍ଚଳ(ଜମ୍ମୁ-କଶ୍ମୀର ଓ ଲଦ୍ଦାଖ) ଭାଗ କରିଦେଲେ । ଜମ୍ମୁ-କଶ୍ମୀର ପରିବର୍ତ୍ତନର ଅନେକ ପୃଷ୍ଠା ଦେଖିଛି । ଏଠାରେ…
ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର…
ନୂଆଦିଲ୍ଲୀ,୫।୮: ଆତଙ୍କବାଦୀମାନେ ଭାରତରେ ଆକ୍ରମଣ କରିବାକୁ ଷଡଯନ୍ତ୍ର ରଚିଛନ୍ତି। ଏନେଇ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପଞ୍ଜାବ ଏବଂ ଜମ୍ମୁ ସୀମାରେ ଆତଙ୍କବାଦୀମାନେ ବଡ଼ ଧରଣର ଆକ୍ରମଣ ଲାଗି ପ୍ରସ୍ତୁତ ହେଉଥିବା ଗୋଇନ୍ଦା ରିପୋର୍ଟରେ ଉଲ୍ଲେଖ କରାଯାଇଛି।…
ଅନାଥ ପିଲାଙ୍କ ପାଇଁ ୫ ଲକ୍ଷର ସ୍ବାସ୍ଥ୍ୟ ବୀମା…
ନୂଆଦିଲ୍ଲୀ,୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ନିଜର ମାତାପିତାଙ୍କୁ ହରାଇ ଥିବା ଅନାଥ ପିଲାଙ୍କ ପାଇଁ ପ୍ରଧାନମନ୍ତଦ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବୀମା ଘୋଷଣା କରାଯାଇଛି। କେନ୍ଦ୍ରୀୟ ମନ୍ତ୍ରୀ ଅନୁରାଗ ଠାକୁର ଏସମ୍ପର୍କରେ ସୂଚନା ଦେଇଛନ୍ତି। କେନ୍ଦ୍ର…
Archives


