ସୋସିଆଲ ମିଡିଆକୁ ଟାର୍ଗେଟ
ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍ ବର୍ଡର୍ସ (ଆର୍ଏସ୍ଏଫ୍) ମତରେ ବିଶ୍ୱ ପ୍ରେସ୍ ଫ୍ରିଡମ୍ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨। ଉତ୍ତର ପ୍ରଦେଶର ଗାଜିଆବାଦରେ ଜଣେ ସଂଖ୍ୟାଲଘୁ ବୃଦ୍ଧଙ୍କ ଉପରେ ଆକ୍ରମଣର ରିପୋର୍ଟିଂ କରିଥିବା ଖବରଦାତାମାନଙ୍କ…
ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ
ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି। ଗତ ୩ ଦିନ ହେଲା ଯେଉଁଭଳି ଗହଳି ଲାଗି ରହିଛି, ତାହା ଜାରି ରହିଲେ,…
ସ୍ବିସ୍ ବ୍ୟାଙ୍କ୍ରେ ୨୦ ହଜାର କୋଟି ଟପିଲା ଭାରତୀୟଙ୍କ ଜମାରାଶି
ନୂଆଦିଲ୍ଲୀ,୧୭।୬: ସ୍ବିସ୍ ବ୍ୟାଙ୍କରେ ଗଚ୍ଛିତ ଥିବା ଭାରତୀୟଙ୍କ ଜମାରାଶି ୨୦୨୦ ବର୍ଷ ସୁଦ୍ଧା ୨୦,୭୦୦ କୋଟି ଟଙ୍କାକୁ ବୃଦ୍ଧି ପାଇଛି। ଏଥିରେ ଦେଶର ବ୍ୟକ୍ତିବିଶେଷ ଓ ଫାର୍ମ କମ୍ପାନୀଙ୍କ ଆକାଉଣ୍ଟରେ ଥିବା ଅର୍ଥ ମଧ୍ୟ ସାମିଲ ରହିଛି। ସୁଇଜରଲାଣ୍ଡର ସେଣ୍ଟ୍ରାଲ ବ୍ୟାଙ୍କ୍…
କାର୍ରୁ ମିଳିଲା ୪୩ କେଜି ସୁନା ବିସ୍କୁଟ୍
ନୂଆଦିଲ୍ଲୀ,୧୭।୬: ମଣିପୁର ଇମ୍ଫାଲରେ ରାଜସ୍ବ ଅଧିକାରୀଙ୍କ ଚଢ଼ାଉବେଳେ ଗୋଟିଏ କାର୍ରୁ ଜବତ ହୋଇଛି ୪୩ କେଜି ସୁନା ବିସ୍କୁଟ। ଏହାର ଆନୁମାନିକ ମୂଲ୍ୟ ୨୧ କୋଟି ଟଙ୍କା ହେବ। ଟିପ୍ ଅପ୍ ପାଇବା ପରେ ଇମ୍ଫାଲରେ କାରକୁ ଅଟକାଇଥିଲେ ରାଜସ୍ବ ବିଭାଗର…
‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’
କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର କ୍ଷେତ୍ରରେ ସମାନ ଦେଖିବାକୁ ମିଳିଛି। ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଏହି ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମକୁ…
ମୁସଲିମ ବୃଦ୍ଧଙ୍କୁ ମାଡ଼: ଅଭିନେତ୍ରୀ ସ୍ବରା, ଟୁଇଟର ଇଣ୍ଡିଆ ମୁଖ୍ୟଙ୍କ ନାମରେ ମାମଲା
ନୂଆଦିଲ୍ଲୀ,୧୭।୬: ଉତ୍ତର ପ୍ରଦେଶର ଗାଜିଆବାଦରେ ମୁସଲିମ ବୃଦ୍ଧଙ୍କୁ ମାଡ଼ ଘଟଣାରେ ବିବାଦୀୟ ଟୁଇଟ୍କୁ ନେଇ ବଲିଉଡ୍ ଅଭିନେତ୍ରୀ ସ୍ବରା ଭାସ୍କର ଓ ଟୁଇଟର ଇଣ୍ଡିଆର ମ୍ୟାନେଜିଂ ଡିରେକ୍ଟରଙ୍କ ସମେତ ଅନ୍ୟ ୨ ଜଣଙ୍କ ନାମରେ ଦିଲ୍ଲୀରେ ମାମଲା ରୁଜୁ ହୋଇଛି। ଗାଜିଆବାଦ୍…
ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…
ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର ବାହାଦୂରଗଡ଼ ଅଞ୍ଚଳରେ ଘଟିଛି। ଜଣେ ୭ ବର୍ଷ ବାଳକଙ୍କୁ ଟାଇଫଏଡ୍ ହୋଇଥିଲା। ସେ ଦିଲ୍ଲୀରେ…
ବଳଦ ସହ ମିଶି ହଳ ଟାଣୁଛନ୍ତି କୁନି ବାଳକ, କାରଣ ଜାଣିଲେ…
ହାଇଦ୍ରାବାଦ,୧୭ା୬: ମଣିଷ ହଳ ଟାଣୁଥିବାର ବଲିଉଡ୍ର କିଛି ପୁରୁଣା ଫିଲ୍ମରେ ନିଶ୍ଚିତ ଦେଖିଥିବେ। ମାତ୍ର ବାସ୍ତବରେ ମଧ୍ୟ ବଳଦ ନ ଥିଲେ ମଣିଷ ହଳ ଟାଣେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ବି ବଳଦ ଅଭାବ ଯୋଗୁ ମଣିଷ…
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍ ନଗର ନିଗମର ଲକଡ଼ପୁର-ଖୋରି ଗାଁରେ…
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍ ଯୋଗୁ ତୃତୀୟ ଲହର ସୃଷ୍ଟି ହୋଇ…
ଘର ବାହୁଡ଼ା ପରେ ହଟିଲା ଜେଡ୍ ସିକ୍ୟୁରିଟି
କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର ବାହୁଡ଼ା ହୋଇଛି। ଅର୍ଥାତ୍ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମ୍ସିର ବିଜୟ ହାସଲ ପରେ ମୁକୁଲ…
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା। ସିବିଏସ୍ଇ ପକ୍ଷରୁ ଭାଲ୍ୟଏଶନ୍ ଫର୍ମୂଲା ସୁପ୍ରିମ୍କୋର୍ଟରେ ଦାଖଲ କରାଯାଇଛି। ଫର୍ମୂଲା ଅନୁସାରେ ଦଶମ, ଏକାଦଶ…
Archives


