ଜାତୀୟ

ସ୍ବଚ୍ଛ ଭାରତ ମିଶନ- ଅର୍ବାନ ୨.୦ ଶୁଭାରମ୍ଭ: ପ୍ରଧାନମନ୍ତ୍ରୀ କହିଲେ, ସଫେଇ କର୍ମଚାରୀ ଅସଲ ମହାନାୟକ

ନୂଆଦିଲ୍ଲୀ,୧।୧୦:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନ୍ୟତମ ଚର୍ଚ୍ଚିତ ଯୋଜନା ମଧ୍ୟରୁ ସ୍ବଚ୍ଛ ଭାରତ ମିଶନ ଅନ୍ୟତମ। ଏହି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ନୂଆଦିଲ୍ଲୀର ଡକ୍ଟର ଆମ୍ବେଦକର ଅନ୍ତର୍ଜାତୀୟ କେନ୍ଦ୍ରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି…

ଏୟାର ଇଣ୍ଡିଆର ନୂଆ ‘ମହାରାଜା’ ହେବ ଟାଟା ଗ୍ରୁପ୍‌

ନୂଆଦିଲ୍ଲୀ,୧।୧୦: ସରକାରୀ ବିମାନ ଏୟାର ଇଣ୍ଡିଆକୁ ଏଣିକି ଟାଟା ଗ୍ରୁପ୍‌ ନିୟନ୍ତ୍ରଣକୁ ଆସିଛି। ଏୟାର ଇଣ୍ଡିଆର ନିଲାମ ପ୍ରକ୍ରିୟାରେ ଟାଟା ଗ୍ରୁପ୍‌ ସବୁଠୁ ଅଧିକ ଟଙ୍କା ଦେଇ ଏହାକୁ କିଣି ନେଇଛି। ଏୟାର ଇଣ୍ଡିଆ କିଣିବା ପାଇଁ ଟାଟା ଗ୍ରୁପ୍‌ ଏବଂ…

ଚେତାବନୀ ଦେଲେ କୃଷକ ନେତା: ଘରୁ କୁକୁର ବି ବାହାରକୁ ଯିବା ପାଇଁ ଦେବୁ ନାହିଁ

ଚଣ୍ଡିଗଡ,୧।୧୦:କୃଷି ଆଇନ ବିରୋଧରେ ଚାଲିଥିବା କୃଷକ ଆନ୍ଦୋଳନ ମଧ୍ୟରେ ସରକାର ଏବଂ କୃଷକ ସଂଗଠନ ପୁଣି ସାମ୍ନା-ସାମ୍ନି ହୋଇଛନ୍ତି। ଧାନ କିଣାକୁ ନେଇ ପଞ୍ଜାବ ଏବଂ ହରିୟାଣାରେ କୃଷକ ଆନ୍ଦୋଳନ ଜୋର ଧରିଛି। ଫସଲ କିଣାରେ ବିଳମ୍ବକୁ ଦୃଷ୍ଟିରେ ରଖି କୃଷକ…

ନୂଆଦଳ ଗଠନ କରିବେ ଅମରିନ୍ଦର: ଅସନ୍ତୁଷ୍ଟଙ୍କୁ ମିଳିବ ସ୍ଥାନ

ଚଣ୍ଡିଗଡ,୧।୧୦: ପ୍ରାୟ ଦୁଇ ଦଶନ୍ଧି ଧରି ପଞ୍ଜାବରେ କଂଗ୍ରେସ ସହ ରହିଥିବା କ୍ୟାପଟେନ ଅମରିନ୍ଦର ସିଂ ଏବେ ଏକ ନୂତନ ଦଳ ଗଠନ ପାଇଁ ପ୍ରସ୍ତୁତ ହେଉଛନ୍ତି। କ୍ୟାପଟେନ କଂଗ୍ରେସ ଛାଡିବାକୁ ଘୋଷଣା କରି ତାଙ୍କର ତୀକ୍ଷ୍ଣ ମନୋଭାବ ବିଷୟରେ ସମସ୍ତଙ୍କୁ…

ବସ-ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା: ୭ ଜୀବନ ଚାଲିଗଲା

ଭୋପାଳ,୧।୧୦:ମଧ୍ୟପ୍ରଦେଶର ଭିଣ୍ଡ ଜିଲାରେ ଏକ ବସ ଏବଂ ଡମ୍ପର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୧୩ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଶୁକ୍ରବାର ସକାଳେ ଜାତୀୟ ରାଜପଥରେ ଏକ ଡମ୍ପର ସହିତ ଏକ…

ଦିନେ ବଢିଲେ, ଦିନେ କମୁଛି

ନୂଆଦିଲ୍ଲୀ,୧।୧୦: ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟର ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧୬,୭୨୭ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୭ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ…

ନାଚିଲେ କେନ୍ଦ୍ରମନ୍ତ୍ରୀ, କମେଣ୍ଟ କଲେ ମୋଦି

ଦିଲ୍ଲୀ,୧।୧୦: ଅରୁଣାଚଳ ପ୍ରଦେଶ କାଜଲଙ୍ଗା ଗାଁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରକଳ୍ପ ସମୀକ୍ଷା ପାଇଁ ଯାଇଥିଲେ କେନ୍ଦ୍ର ଆଇନ ମନ୍ତ୍ରୀ କିରଣ ରିଜିଜୁ। ପାରମ୍ପରିକ ରୀତିନୀତିରେ ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ସେଠାରେ ବାସ କରୁଥିବା ସାଜୋଲାଙ୍ଗ ଲୋକମାନଙ୍କ ସହ ତାଳ ମିଳାଇ…

ସିଦ୍ଧୁଙ୍କୁ ମନାଇଲେ ଚନ୍ନି

ଚଣ୍ଡିଗଡ଼,୧।୧୦: ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି (ପିପିସିସି) ସଭାପତି ପଦ ଛାଡ଼ିଥିବା ନବଜୋତ୍‌ ସିଂ ସିଦ୍ଧୁ ଚଣ୍ଡିଗଡ଼ର ପଞ୍ଜାବ ଭବନରେ ମୁଖ୍ୟମନ୍ତ୍ରୀ ଚରଣଜିତ୍‌ ସିଂ ଚନ୍ନିଙ୍କୁ ଭେଟିଛନ୍ତି। ଚନ୍ନି ତାଙ୍କୁ ପଦରେ ରହିବା ପାଇଁ ମନାଇବାକୁ ଉଦ୍ୟମ କରିଥିବା କୁହାଯାଉଛି। ବିଧାନସଭା…

ପ୍ରାତଃ ଭ୍ରମଣ କହି ଦୈନିକ ଯାଉଥିଲେ ପାର୍କ, ଦିନେ ପିଛା କରି ଧରିଲା ସ୍ତ୍ରୀ

ନୂଆଦିଲ୍ଲୀ,୧।୧୦: ପାର୍କରେ ଅନ୍ୟ ଜଣେ ମହିଳାଙ୍କ ସହ ସ୍ବାମୀଙ୍କୁ ଧରିଥିଲେ ଜଣେ ମହିଳା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଭିଡିଓରେ ସକାଳୁ ସକାଳୁ ଜଣେ ବ୍ୟକ୍ତି ପାର୍କରେ ଜଣେ ଯୁବତୀଙ୍କ ସହ ବସି କଥା ହେଉଥିବା ବେଳେ…

ବହୁ ମହଲା କୋଠା ଭୁଶୁଡ଼ିଲା

ଶିମ୍‌ଲା,୩୦।୯: ହିମାଚଳ ପ୍ରଦେଶରେ ଲଗାଣ ବର୍ଷା ଯୋଗୁ ରାଜଧାନୀ ଶିମ୍‌ଲାରେ ଗୁରୁବାର ଏକ ୮ ମହଲା କୋଠା ଭୁଶୁଡ଼ିପଡ଼ିଛି। କଚ୍ଚିଘାଟ ଅଞ୍ଚଳରେ ଥିବା ଏହି କୋଠା ଭୁଶୁଡି ପଡିବା ଆଶଙ୍କା କରି ୧୫ ଦିନ ପୂର୍ବରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ…

କ୍ରୀଡ଼ା ଉତ୍ସବ ପରେ ୨୯ ଡାକ୍ତରୀ ଛାତ୍ରୀଛାତ୍ର ପଜିଟିଭ୍‌

ମୁମ୍ବାଇ, ୩୦।୯: ମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ ପରିଚାଳିତ ପାରେଲସ୍ଥିତ କେଇଏମ୍‌ ହସ୍ପିଟାଲର ୨୯ ଜଣ ଡାକ୍ତରୀ ଛାତ୍ରୀଛାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ଏମ୍‌ବିବିଏସ୍‌ ପ୍ରଥମ ବର୍ଷ ଓ ୨୩ ଜଣ ଦ୍ୱିତୀୟ ବର୍ଷ ଶିକ୍ଷାର୍ଥୀ…

ଇଭିଏମ୍‌ରେ ମମତାଙ୍କ ଭାଗ୍ୟ ସିଲ୍‌

କୋଲକାତା,୩୦।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ହାଇପ୍ରୋଫାଇଲ ଆସନ ଭବାନୀପୁରରେ ଗୁରୁବାର ଉପନିର୍ବାଚନ ଅନୁଷ୍ଠିତ ହୋଇଛି। ଏଠାରେ ଅପରାହ୍ନ ୫ଟା ସୁଦ୍ଧା ୫୩.୩୨% ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ ମମତା ବାନାର୍ଜୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri