ଜାତୀୟ

ଏଆଇଏଡିଏମ୍‌କେରୁ ୧୭ ନେତା ବହିଷ୍କୃତ

ଚେନ୍ନାଇ, ୧୫।୬(ଆଇଏଏନ୍‌ଏସ୍‌): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍‌କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍‌କେର ବୈଠକ ବସି ଏଭଳି ନିଷ୍ପତ୍ତି ନିଆଯାଇଛି।…

ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍‌ଓ ସ୍ତରୀୟ ଆଲୋଚନା…

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ ଏହି…

୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍‌ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌

ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨ ଜଣଙ୍କର…

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨ ବର୍ଷ ବୟସର ପିଲାମାନଙ୍କଠାରେ କରାଯିବ। ପୂର୍ବରୁ ପାଟନାସ୍ଥିତ ଏମ୍ସରେ ପିଲାମାନଙ୍କ ଠାରେ ଏହି ଟିକାର…

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ ୫ ବର୍ଷର ଶିଶୁ ୧୫୦ ଫୁଟ ଗଭୀର ବୋର୍‌ଓ୍ବେଲ୍‌କୁ ଖସିପଡ଼ିଥିଲା। ଦୀର୍ଘ ୮ଘଣ୍ଟାର ଧରି…

୩୨ ଅତିରିକ୍ତ ଜିଲାପାଳଙ୍କୁ ଉପହାରରେ ମିଳିଲା ଦାମୀ କାର୍‌

ହାଇଦ୍ରାବାଦ,୧୪।୬: ମହାମାରୀ ସମୟରେ ଉନ୍ନତିମୂଳକ କାର୍ଯ୍ୟକୁ ଆଗେଇ ନେବା ପାଇଁ ତେଲେଙ୍ଗାନାର ୩୨ ଅତିରିକ୍ତ ଜିଲାପାଳଙ୍କୁ ରାଜ୍ୟ ସରକାର ଦାମୀ କାର୍‌ ଉପହାର ସ୍ବରୂପ ପ୍ରଦାନ କରିଛନ୍ତି। କିଆ ମୋଟର୍ସ ଦ୍ୱାରା ନିର୍ମିତ ବିଳାସପୂର୍ଣ୍ଣ କାର କିଣିବା ପାଇଁ ସରକାରୀ ପାଣ୍ଠିରୁ…

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମାରି ଦାଢ଼ି କାଟିଦେଲେ

ନୂଆଦିଲ୍ଲୀ,୧୪।୬: ନମାଜ ପାଠ କରିବା ପାଇଁ ମସ୍‌ଜୀଦ ଯାଉଥିବା ଜଣେ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ସହ ଦାଢ଼ି କାଟି ଦେଇଛନ୍ତି କିଛି ଦୁର୍ବୃତ୍ତ। ରାଜଧାନୀ ନିକଟସ୍ଥ ୟୁପିର ଗାଜିଆବାଦ ଜିଲାର ଲୋନି ଅଞ୍ଚଳରେ ଗତ ୫ ତାରିଖରେ ଘଟିଛି ଏଭଳି…

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର କାରଣ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ଜାତୀୟ ନ୍ୟୁଜ…

ହାତ ଯୋଡି ଏମିତି ଅପିଲ୍‌ କଲେ ରାଜ୍ୟପାଳ

କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ…

ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ

ଚେନ୍ନାଇ,୧୪।୬: ଏଆଇଡିଏମ୍‌କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍‌କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ…

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍‌ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍‌ଟାଲି ବେନେଟଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri