ବ୍ଲାକ୍ ଫଙ୍ଗସ୍ ଔଷଧ ଟିକସ ମୁକ୍ତ
ନୂଆଦିଲ୍ଲୀ, ୧୨।୬: ବ୍ଲାକ୍ ଫଙ୍ଗସ୍ ଔଷଧକୁ ସରକାର ଟିକସ ମୁକ୍ତ କରିଛନ୍ତି। ଶନିବାର ଜିଏସ୍ଟି କାଉନସିଲ ବୈଠକ ପରେ ରେମ୍ଡେସିଭିର ଭଳି କୋଭିଡ୍-୧୯ ଔଷଧ ଏବଂ ମେଡିକାଲ ଅକ୍ସିଜେନ୍, କନ୍ସେଣ୍ଟ୍ରେଟର ଆଦି ହସ୍ପିଟାଲ ସରଞ୍ଜାମ ଉପରେ ସେବା ଓ ଦ୍ରବ୍ୟ ଟିକସ…
ତେଲେଙ୍ଗାନାରେ ଭାଜପାର ମିଶନ ଜାରି! ଇସ୍ତଫା ଦେଲେ ଟିଆର୍ଏସ୍ ବିଧାୟକ
ହାଇଦ୍ରାବାଦ,୧୨।୬: ତେଲେଙ୍ଗାନା ରାଷ୍ଟ୍ର ସମିତିର ବରିଷ୍ଠ ନେତା ତଥା ତେଲେଙ୍ଗାନାର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ଇ. ରାଜେନ୍ଦ୍ର ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। କିଛି ଦିନ ପୂର୍ବରୁ ସେ ଦଳର ସଦସ୍ୟତାରୁ ମଧ୍ୟ ଇସ୍ତଫା ଦେଇଥିଲେ। ହୁଜୁରାବାଦ ନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ରାଜେନ୍ଦ୍ର…
ବଡ଼ ଅଘଟଣ: ପ୍ରବଳ ବର୍ଷାରେ ୪ ଭାସିଗଲେ
ଭୋପାଳ,୧୨ା୬: ମଧ୍ୟପ୍ରଦେଶରେ ପ୍ରଥମ ମୌସୁମୀ ପହଞ୍ଚିସାରିଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା। ସିଙ୍ଗ୍ରାଉଲି ଜିଲାର ଏକ ଗାଁରେ ପ୍ରବଳ ବର୍ଷା ମଧ୍ୟରେ ଡ୍ରେନ ପାର୍ ହେଉଥିବା ବେଳେ ୪ ଜଣ ଭାସିଯିବାର ଖବର ସାମ୍ନାକୁ ଆସିଛି। ଏହି ସମୟରେ ଜଣେ…
ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍…
ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ବିହାରର ଗୋପାଳଗଞ୍ଜ ଜିଲାରେ ଏଭଳି ଅଭାବନୀୟ…
କରୋନା ମାତା ମନ୍ଦିର ହେଲା ନିର୍ମାଣ: ମାସ୍କ୍ ପିନ୍ଧି ପୂଜା କରିବାକୁ ନିର୍ଦ୍ଦେଶ…
ପ୍ରତାପଗଡ଼,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିଛନ୍ତି। ସାଙ୍ଗିପୁର ଥାନା ଅଞ୍ଚଳର ଶୁକ୍ଳପୁର ଗାଁରେ କରୋନା ମାତାଙ୍କ…
୧.୨୯ କୋଟି ଭାକ୍ସିନ୍ କିଣିଛନ୍ତି ଘରୋଇ ହସ୍ପିଟାଲ, ବ୍ୟବହାର ହୋଇଛି ୨୨ ଲକ୍ଷ: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ମେ’ ମାସରେ ଦେଶର ବିଭିନ୍ନ ହସ୍ପିଟାଲକୁ ୭.୪ କୋଟି ଭାକ୍ସିନ୍ ଯୋଗାଇ ଦିଆଯାଇଛି। ଏନେଇ କେନ୍ଦ୍ରୀୟ ସ୍ବାସ୍ଥ୍ୟ…
କରୋନା ଦ୍ୱିତୀୟ ଲହର ୭୧୯ଡାକ୍ତରଙ୍କ ନେଇଛି ଜୀବନ
ନୂଆଦିଲ୍ଲୀ,୧୨।୬: କରୋନା ସଂକମ୍ରଣର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣରେ ହ୍ରାସ ଘଟୁଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ ଥମିବାର ନା ନେଉନି। ଏହି ଦ୍ୱିତୀୟ ଲହରରେ ଏଯାଏ ୭୧୯ଡାକ୍ତରଙ୍କ ଜୀବନ ନେଇଛି କରୋନା। ଏନେଇ ଇଣ୍ଡିଆନ…
ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ
ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର ସୋପୋରେର ଆରାମପୋରାରେ ପୋଲିସ ଓ ସିଆରପିଏଫ୍ର ମିଳିତ ଟିମ୍ ଉପରେ ଆତଙ୍କବାଦୀ ଅଚାନକ ଆକ୍ରମଣ…
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକାର…
ଅକାଳୀ ଦଳ-ବିଏସ୍ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ
ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ ହେଉଥିବାର ମଧ୍ୟ ନଜିର ରହିଛି। ସେହିପରି ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା…
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା ଜଣାପଡ଼ିଛି।…
ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍ ଆତଙ୍କବାଦୀ…
ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍ରେ ଥିବା କେରଳର ୪ ମହିଳା ଇସଲାମିକ୍ ଷ୍ଟେଟ୍(ଆଇଏସ୍) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ ଅଛନ୍ତି। ସେମାନଙ୍କୁ ଭାରତ ଫେରିବାକୁ ଅନୁମତି ଦିଆଯିବ ନାହିଁ। ମହିଳା ଆତଙ୍କବାଦୀମାନେ ସେମାନଙ୍କ ସ୍ବାମୀମାନଙ୍କ…
Archives


