ଟିଏମ୍ସିର ଅଭିଯୋଗ: ବାଂଲାଦେଶରେ ଗସ୍ତରେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଛନ୍ତି ମୋଦି
ନୂଆଦିଲ୍ଲୀ,୩୦।୩: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ଗସ୍ତରେ ଯାଇଥିଲେ। ଏହି ସମୟରେ ସେ ନିର୍ବାଚନୀ ଆଚାରସଂହିତା ଉଲ୍ଲଂଘନ କରିଥିବା ତୃଣମୂଳ କଂଗ୍ରେସ ଅଭିଯୋଗ କରିଛି। ଦଳର ନେତାମାନେ ଏନେଇ ନିର୍ବାଚନ ଆୟୋଗଙ୍କ ନିକଟରେ ଫେରାଦ ହୋଇଛନ୍ତି। ଟିଏମସି କହିଛି...
ଭାଜପା ନେତାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନୂଆଦିଲ୍ଲୀ,୩୦।୩: ଦିଲ୍ଲୀର ସୁଭାଷ ନଗର ସ୍ଥିତ ଏକ ପାର୍କର ଗ୍ରୀଲ୍ରୁ ଝୁଲନ୍ତା ଅବସ୍ଥାରେ ଜଣେ ଭାଜପା ନେତାଙ୍କ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ଦିଲ୍ଲୀ ଭାଜପା ପୂର୍ବତନ ଅଧ୍ୟକ୍ଷ ଜି ଏସ ବାୱା। ୫୮ ବର୍ଷୀୟ ବାଓ୍ବା...
୪୬ ମହିଳା କଏଦୀଙ୍କୁ କରୋନା
ଚଣ୍ଡିଗଡ,୩୦।୩: ପଞ୍ଜାବରେ କରୋନା ଦ୍ରୁତ ଗତିରେ ବ୍ୟାପିଛି। ମଙ୍ଗଳବାର ପଟିଆଲାର ନଭା ଜିଲା ଜେଲରେ ୪୬ ଜଣ ମହିଳା କଏଦୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ସେମାନେଙ୍କୁ କୋଭିଡ ହସ୍ପିଟାଲ ସ୍ଥାନାନ୍ତର କରାଯିବ ବୋଲି ଜଣାପଡିଛି। ସୂଚନାନୁସାରେ, ନବାଙ୍କ...
ବଜାରକୁ ଗଲେ ଦେବାକୁ ପଡ଼ିବ ୫ ଟଙ୍କା: ୧ ଘଣ୍ଟାରୁ ଅଧିକ ସମୟ ରହିଲେ ୫ଶହ ଜରିମାନା
ମୁମ୍ବାଇ, ୩୦।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କେତେକ ରାଜ୍ୟରେ ଏହା ତୀବ୍ର ହୋଇଛି। ବିଶେଷ କରି ମହାରାଷ୍ଟ୍ର ମୁମ୍ବାଇରେ ସଂକ୍ରମିତଙ୍କ ସଂଖ୍ୟ ଯଥେଷ୍ଟ ବୃଦ୍ଧି ପାଇବାରେ ଲାଗିଛି। ତେବେ ନାଶିକ ଜିଲା...
ଏଲ୍ଡିଏଫ୍-ୟୁଡିଏଫ୍ ମଧ୍ୟରେ ଚାଲିଛି ମ୍ୟାଚ୍ ଫିକ୍ସିଂ:ମୋଦି
ଥିରୁଭାନନ୍ତପୁରମ୍,୩୦।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେରଳରେ ଏକ ନିର୍ବାଚନୀ ସଭାକୁ ମଙ୍ଗଳବାର ସମ୍ବୋଧିତ କରିଛନ୍ତି। ଲେଫ୍ଟ ଡେମୋକ୍ରାଟିକ ଫ୍ରଣ୍ଟ (ଏଲଡିଏଫ୍) ଏବଂ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (ୟୁଡିଏଫ୍) ମଧ୍ୟରେ ମ୍ୟାଚ ଫିକ୍ସିଂ ଅଭିଯୋଗ କରିଛନ୍ତି ପ୍ରଧାନମନ୍ତ୍ରୀ। କେରଳ ବିଧାନସଭା ନିର୍ବାଚନ...
ପୂର୍ବତନ ଏମ୍ପିଙ୍କ ବିବାଦୀୟ ମନ୍ତବ୍ୟ: ରାହୁଲ ଗାନ୍ଧୀଙ୍କଠାରୁ ଦୂରେଇ ରୁହନ୍ତୁ ଯୁବତୀ
ଥିରୁଭାନନ୍ତପୁରମ୍,୩୦।୩: କେରଳ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ପୂର୍ବତନ ଇଡୁକି ଏମ୍ପି ଜୋଏସ ଜର୍ଜ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ଉଡୁମ୍ବାଚୋଲାରେ ଏଲଡିଏଫ୍ ପ୍ରାର୍ଥୀ ତଥା...
ଆଜି ପ୍ରଚାରର ଶେଷ ଦିନ: ନନ୍ଦିଗ୍ରାମରେ ଶାହା-ମମତା ମୁହାଁମୁହିଁ
କୋଲକାତା,୩୦।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଏପ୍ରିଲ ୧ରେ ଅନୁଷ୍ଠିତ ହେବ। ଆଜି ପ୍ରଚାରର ଶେଷ ଦିନ ହୋଇଥିବାରୁ ନନ୍ଦିଗ୍ରାମରେ ଏକ ନିର୍ବାଚନ ମହାସଂଗ୍ରାମ ଦେଖିବାକୁ ମିଳିଛି। ଆଜି ନନ୍ଦିଗ୍ରାମରେ ମମତା ବାନାର୍ଜୀ ଏବଂ ଅମିତ ଶାହାଙ୍କ...
ଆଇଆଇଏମ୍ ଅହମଦାବାଦରେ ୭୦ କରୋନା ସଂକ୍ରମିତ ଚିହ୍ନଟ
ଅହମଦାବାଦ,୩୦।୩: ଦେଶରେ ପୁଣି କରୋନା ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦ ହଜାରରୁ ଊର୍ଦ୍ଧ୍ୱ ରହୁଛି। ଏସବୁ ଭିତରେ ଆଇଆଇଏମ୍ ଅହମଦାବାଦରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁଜୁରାଟର ଅହମ୍ମଦାବାଦ...
ଜଣେ ବ୍ୟକ୍ତିଙ୍କୁ ଚାପୁଡା ମାରିଲେ କେନ୍ଦ୍ର ମନ୍ତ୍ରୀ
କୋଲକାତା,୩୦।୩: ପଶ୍ଚିମବଙ୍ଗର ଟୋଲିଗଞ୍ଜ ଆସନରୁ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଏବେ ଚର୍ଚ୍ଚାରେ ଅଚନ୍ତି। କୋଲକାତାରେ ଥିବା ପାର୍ଟି କାର୍ଯ୍ୟାଳୟରେ ଜଣେ ବ୍ୟକ୍ତିଙ୍କୁ ଚାପୁଡ଼ା ମାରିବା ବିବାଦ ଘେରକୁ ଆସିଛନ୍ତି। ଏହାର ଭିଡିଓ ଏବେ...
ପୁଣି ଡରାଇଲାଣି କରୋନା: ଦିନକରେ ୫୬ହଜାରରୁ ଅଧିକ ସଂକ୍ରମିତ,୨୭୧ ମୃତ
ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ...
ଫାରୁଖ ଅବଦୁଲ୍ଲା କରୋନା ସଂକ୍ରମିତ: ପୂରା ପରିବାର ଏବେ କ୍ୱାରାଣ୍ଟାଇନରେ
ନୂଆଦିଲ୍ଲୀ,୩୦।୩: ନ୍ୟାଶ୍ନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ପୁଅ ଓମାର ଅବଦୁଲ୍ଲା ଟୁଇଟ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ କହିଥିଲେ ଯେ, ମୋ ବାପାଙ୍କ କରୋନା ରିପୋର୍ଟ ପଜିଟିଭ୍ ହୋଇଛି ଏବଂ...
ହୋଲି ପାଳନକୁ ବିରୋଧ କରିବାରୁ ମହିଳାଙ୍କୁ ହତ୍ୟା
ଲକ୍ଷ୍ନୌ,୨୯।୩ : ଉତ୍ତର ପ୍ରଦେଶର ଏଟାଓ୍ବା ଜିଲାର ମେବତି ତୋଲା ଅଞ୍ଚଳରେ ହୋଲି ପାଳନକୁ ବିରୋଧ କରିବାରୁ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହି ଆକ୍ରମଣରେ ମୃତ ମହିଳାଙ୍କ ପରିବାର ୫ ସଦସ୍ୟ ଆହତ ହୋଇଛନ୍ତି। ନିଶାଗ୍ରସ୍ତ ଅବସ୍ଥାରେ...
Archives


