ଖୁସି ଖବର: ଭାକ୍ସିନ୍ ମିକ୍ସିଂରେ ପରାଜିତ ହେବ କରୋନା…
ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍ର ୨ ଡୋଜ୍ ମିକ୍ସିଂ ଦ୍ୱାରା ସୁଫଳ ମିଳିବା…
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଏହି…
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକା…
୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ…
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ ଜାତୀୟ…
କୋଭିଡ୍ ମୃତ୍ୟୁ: ପରିବାରକୁ ମିଳିପାରେ ୪ ଲକ୍ଷ
ନୂଆଦିଲ୍ଲୀ, ୧୨।୬(ଆଇଏଏନ୍ଏସ୍): କରୋନାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ସଦସ୍ୟଙ୍କୁ ୪ ଲକ୍ଷ ଟଙ୍କା ଆର୍ଥିକ କ୍ଷତିପୂରଣ ଯୋଗାଇଦେବା ପାଇଁ ଏକ ଆବେଦନର ବିଚାର କରାଯାଉଛି ବୋଲି କେନ୍ଦ୍ର ସରକାର ଶୁକ୍ରବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। କେନ୍ଦ୍ର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ସଲିସିଟର…
ଆଇଶାଙ୍କ ବିରୋଧରେ ଦେଶଦ୍ରୋହ
କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଅଭିନେତ୍ରୀଙ୍କ ବିରୋଧରେ ଭାଜପା ନେତା…
ଜି ୭: ଭାରତ ପାଇଁ କ’ଣ
ଲଣ୍ଡନ/ନୂଆଦିଲ୍ଲୀ,୧୨ା୬: ବ୍ରିଟେନର କର୍ନଓ୍ବାଲସ୍ଥିତ ସେଣ୍ଟ ଆଇଭେସ୍ରେ ବିଶ୍ୱର ପ୍ରମୁଖ ୭ ଧନୀ ରାଷ୍ଟ୍ର ଏକତ୍ରିତ ହୋଇଛନ୍ତି। ଆମେରିକା, ବ୍ରିଟେନ, ଫ୍ରାନ୍ସ, ଜର୍ମାନୀ, ଇଟାଲୀ, କାନାଡା ଓ ଜାପାନକୁ ନେଇ ଗଠିତ ଏହି ରାଷ୍ଟ୍ର ସମୂହର ୩ ଦିନିଆ ସମ୍ମିଳନୀ ଶୁକ୍ରବାର କାର୍ବିସ୍…
ହସ୍ପିଟାଲରେ ବ୍ୟକ୍ତିଙ୍କୁ ଜାଳି ଦେଲେ
ଭୋପାଳ, ୧୧।୬: ଆକ୍ରମଣରେ ଆହତ ହୋଇ ଚିକିତ୍ସିତ ହେଉଥିବା ଜଣେ ବ୍ୟକ୍ତିଙ୍କୁ ମଧ୍ୟ ପ୍ରଦେଶର ସାଗର ଜିଲା ହସ୍ପିଟାଲରେ ଜାଳି ଦିଆଯାଇଛି। ସମ୍ପୂର୍ଣ୍ଣ ଘଟଣା କଏଦ ହୋଇଛି ହସ୍ପିଟାଲରେ ଲାଗିଥିବା ସିସିଟିଭିରେ। ପୀଡ଼ିତଙ୍କ ନାମ ଦାମୋଦର କୋରି। ଏବେ ବୁଣ୍ଡେଲଖଣ୍ଡ ମେଡିକାଲ…
ପଞ୍ଜାବ, ହରିୟାଣାରେ ପ୍ରବଳ ବର୍ଷା: ନେଲାଣି ୫ ଜୀବନ
ଚଣ୍ଡିଗଡ଼,୧୧।୬: ପଞ୍ଜାବ ଏବଂ ହରିୟାଣାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ଏଭଳିସ୍ଥିତିରେ ପଞ୍ଜାବର ପଟିଆଲା ଜିଲାରେ ଗୋଟିଏ ପରିବାରର ୪ ଜଣ ଏବଂ ଅନ୍ୟ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ବର୍ଷା ଯୋଗୁ ସୈଦଖେରି ଗ୍ରାମରେ ଏକ…
୧୦ ବର୍ଷ ଧରି ପ୍ରେମିକାଙ୍କୁ ରୁମ୍ରେ ଲୁଚାଇ ରଖିଥିଲେ ପ୍ରେମିକ, ଜାଣିପାରିଲେ ନାହିଁ ପରିବାର ଲୋକ
ପଲକ୍କଡ (କେରଳ), ୧୧।୬: କେରଳର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ୧୦ ବର୍ଷ ଧରି ରୁମ୍ରେ ଲୁଚାଇ ରଖିଥିଲେ। ଆଉ ଏ ସମ୍ପର୍କରେ ଟେର ପାଇ ନ ଥିଲେ ଯୁବକଙ୍କ ପରିବାର ଲୋକେ। ନିଖୋଜ ହେବାର ୧୦ ବର୍ଷ ପରେ ମିଳିଛି…
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର
ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ ହେବା ପରେ ମାମଲା ରୁଜୁ ହୋଇଛି। ଭିଡିଓ ଭାଇରାଲ ହେବାର ୨ ସପ୍ତାହ ପରେ…
Archives


