ନ୍ୟାୟପାଳିକାରେ ମହିଳାଙ୍କୁ ମିଳୁ ୫୦% ସଂରକ୍ଷଣ
ନୂଆଦିଲ୍ଲୀ, ୨୭।୯: ନ୍ୟାୟପାଳିକାରେ ମହିଳାମାନଙ୍କ ନିମନ୍ତେ ୫୦ ପ୍ରତିଶତ ସ୍ଥାନ ସଂରକ୍ଷିତ ରଖିବା ଲାଗି ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମନା ରବିବାର ଆହ୍ବାନ ଦେଇଛନ୍ତି। ଦେଶର ଆଇନ ମହାବିଦ୍ୟାଳୟଗୁଡ଼ିକରେ ଅନୁରୂପ ସଂରକ୍ଷଣ ଦାବିକୁ ସେ ସମର୍ଥନ ଜଣାଇଛନ୍ତି। ଏହା…
ଦୁର୍ବଳ ହେଲା ‘ଗୁଲାବ’ର ତାଣ୍ଡବ: ଶ୍ରୀକାକୁଲମରେ ମତ୍ସଜୀବି ନିଖୋଜ
ବିଶାଖାପାଟନମ,୨୭ ।୯: ବାତ୍ୟା ‘ଗୁଲାବ’ ଓଡ଼ିଶା ଓ ଆନ୍ଧ୍ର ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ପରେ ଏବେ ଏହା ଦୁର୍ବଳ ହୋଇଯାଇଛି । ରବିବାର ସନ୍ଧ୍ୟାରେ ଏହା ସ୍ଥଳଭାଗ ଛୁଇଁବା ପରେ ଉପକୂଳ ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ବୋହିଥିଲା ।…
କୃଷକଙ୍କ ୧୦ ଘଣ୍ଟିଆ ଭାରତ ବନ୍ଦ: ଗାଜିପୁର-ଶମ୍ଭୁ ବର୍ଡର ଜାମ
ନୂଆଦିଲ୍ଲୀ,୨୭ ।୯: କୃଷକ ସଙ୍ଗଠନ ଦ୍ୱାରା ସୋମବାର ସକାଳୁ ୧୦ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ ହୋଇଯାଇଛି । ଏହି ସମୟରେ ଦିଲ୍ଲୀ, ଉତ୍ତର ପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ପୋଲିସ ହାଇ ଆଲର୍ଟରେ ରହିଛି । ଏହି ବନ୍ଦ…
କୃଷି ଆଇନ ବିରୋଧରେ କୃଷକଙ୍କ ଭାରତ ବନ୍ଦ ଡାକରା, ୧୦ ମାସ ପୂରଣ ହେଲେ କରିବେ ଶକ୍ତି ପ୍ରଦର୍ଶନ
ନୂଆଦିଲ୍ଲୀ,୨୭ ।୯: କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି ଆଇନକୁ ବିରୋଧ କରି ସୋମବାର ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ଏହି ଭାରତ ବନ୍ଦ ଆରମ୍ଭ ହୋଇଯାଇଛି ଯାହା ସନ୍ଧ୍ୟା ୪ଟା…
ବାୟୁ ସେନା ଅଧିକାରୀଙ୍କ ନାମରେ ସାଙ୍ଘାତିକ ଅଭିଯୋଗ
କୋଏମ୍ବାଟୋର: ୨୭ ବର୍ଷୀୟା ମହିଳା ଅଧିକାରୀ ଯୌନ ନିର୍ଯାତନା ଅଭିଯୋଗ ଆଣିବା ପରେ ଗିରଫ ହୋଇଛନ୍ତି ଭାରତୀୟ ବାୟୁ ସେନା (ଆଇଏଏଫ୍)ର ୨୬ ବର୍ଷୀୟ ଫ୍ଲାଇଟ୍ ଲ୍ୟୁଟନାଣ୍ଟ। ତେବେ ଏ ନେଇ ପୀଡ଼ିତା ଦୁଇ ସପ୍ତାହ ତଳେ ପ୍ରଥମେ ଆଇଏଏଫ୍ ନିକଟରେ…
ଓଡ଼ିଶାରେ ସବୁଠି ବନ୍ଦ ପାଳିବ କଂଗ୍ରେସ
ନୂଆଦିଲ୍ଲୀ/ଭୁବନେଶ୍ୱର,୨୭।୯: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ପ୍ରତ୍ୟାହାର ଦାବିରେ ବର୍ଷେ ହେଲା ଚାଷୀ ଆନ୍ଦୋଳନ ଜାରି ରହିଥିବା ବେଳେ ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍କେଏମ୍)ର ଆହ୍ବାନରେ ସୋମବାର ଭାରତ ବନ୍ଦ ରହିବ। ବିବାଦୀୟ କୃଷି ଆଇନକୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ…
୩ ମାସ ତଳେ ଭାଜପାରେ ଯୋଗଦେଇଥିବା କଂଗ୍ରେସ ନେତାଙ୍କୁ ମନ୍ତ୍ରୀ ପଦ
ଲକ୍ଷ୍ନୌ, ୨୫।୯: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଜାତି ଏବଂ ଆଞ୍ଚଳିକତାରେ ସନ୍ତୁଳନ ଆଣିବା ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ସନ୍ଧ୍ୟାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ୩ ମାସ ତଳେ କଂଗ୍ରେସ ଛାଡ଼ି ଭାଜପାରେ ଯୋଗଦେଇଥିବା…
ପରୀକ୍ଷାରେ କପି କରିବା ପାଇଁ ଛାତ୍ରଙ୍କ ହାଇଟେକ୍ ବୁଦ୍ଧି
ଜୟପୁର,୨୬।୯: ରାଜସ୍ଥାନର ସରକାରୀ ସ୍କୁଲ ପାଇଁ ଶିକ୍ଷକ ଚୟନ ପରୀକ୍ଷା ବେଳେ କପି କରିବାକୁ ଉଦ୍ୟମ କରି ଗିରଫ ହୋଇଛନ୍ତି ୫ ପରୀକ୍ଷାର୍ଥୀ। ଗିରଫ ହୋଇଥିବା ଆଶୟୀମାନେ ସ୍ବତନ୍ତ୍ର ଚପଲ ପିନ୍ଧିଥିଲେ, ଯେଉଁଥିରେ ଫିଟ୍ ହୋଇଥିଲା ବ୍ଲୁଟୁଥ ଡିଭାଇସ୍। ଏ ନେଇ…
ମୋତେ ଇର୍ଷା କରୁଛନ୍ତି ମୋଦି, କାହିଁକି ଏମିତି କହିଲେ ଦିଦି
କୋଲକାତା,୨୬।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରୋମ ଯିବାକୁ କେନ୍ଦ୍ର ତରଫରୁ ଅନୁମତି ନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଦିଦି। ସେ କହିଛନ୍ତି, ମୋଦି ମୋତେ ଇର୍ଷା କରୁଛନ୍ତି। ଅକ୍ଟୋବରରେ ଇଟାଲୀଠାରେ ବିଶ୍ୱ ଶାନ୍ତି ସମ୍ମିଳନୀ…
ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କଲେ ଯୋଗୀ: ୭ ଜଣଙ୍କୁ ମିଳିଲା ମନ୍ତ୍ରୀ ପଦ
ପ୍ରାୟ ଚାରିମାସ ପରେ ୟୁପିରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟକୁ ସମ୍ପ୍ରସାରିତ କରାଯାଇଛି। କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ଜିତିନ ପ୍ରସାଦଙ୍କ ସମେତ ୭ ଜଣ ନେତା କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମନ୍ତ୍ରୀ…
ଦେଶକୁ ଏସ୍ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍ ବ୍ୟାଙ୍କ୍ ଅଫ୍ ଇଣ୍ଡିଆ(ଏସ୍ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ…
ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି ଯୋଗୀ
ଲକ୍ଷ୍ନୋ,୨୬।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳ ରବିବାର ସନ୍ଧ୍ୟାରେ ସମ୍ପ୍ରସାରଣ ହେବ। ଏନେଇ ରାଜ୍ୟପାଳ ଆନନ୍ଦିବେନ ପଟେଲ ଲକ୍ଷୋ୍ନରେ ପହଞ୍ଚି ସାରିଛନ୍ତି। ପ୍ରାୟ ୭ରୁ ୮ ଜଣ ମନ୍ତ୍ରୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ଅନ୍ତର୍ଭୁକ୍ତ ହୋଇପାରନ୍ତି ବୋଲି ଜଣାପଡଛି। ୨୦୨୨ ନିର୍ବାଚନକୁ ଦୃଷ୍ଟିରେ…
Archives


