ଜାତୀୟ

ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ ଚନ୍ନୀ: ଖେଳି ପାରନ୍ତି ଲମ୍ବା ଇନିଂସ୍‌

ଚଣ୍ଡିଗଡ଼,୨୫ ।୯: ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନୀ ସବୁଠାରୁ ଅଧିକ ଶିକ୍ଷିତ ମୁଖ୍ୟମନ୍ତ୍ରୀ । ସେ ରାଜନୀତି ବିଜ୍ଞାନରେ ଏମ୍‌ଏ କରିଥିବା ବେଳେ ତାଙ୍କ ପାଖରେ ରହିଛି ଏମ୍‌ବିଏ ଡିଗ୍ରୀ । ସେ ଲ’ ଗ୍ରାଜୁଏଟ୍ ଆଉ ଏବେ…

ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ହଟିବ ମୋଦିଙ୍କ ଫଟୋ-ସରକାରୀ ସ୍ଲୋଗାନ୍‌…

ନୂଆଦିଲ୍ଲୀ,୨୫।୯: ଟ୍ରିବ୍ୟୁନାଲ ଓ୍ବେବସାଇଟ୍‌ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ସରକାରୀ ସ୍ଲୋଗାନ୍‌ ହଟାଇବା ଲାଗି ସୁପ୍ରିମ୍‌କୋର୍ଟ ନ୍ୟାଶନାଲ୍‌ ଇନଫରମେଟିକ୍ସ୍‌ ସେଣ୍ଟର(ଏନ୍‌ଆଇସି)କୁ ନିର୍ଦ୍ଦେଶ ଦିଆଯାଇଛି। ଏନ୍‌ଆଇସି ଶୀର୍ଷକୋର୍ଟଙ୍କ ଅଫିସିଆଲ୍‌ ଡୋମେନ୍‌ ପରିଚାଳିତ କରିଥାନ୍ତି। କୋର୍ଟଙ୍କ ଅଫିସିଆଲ ଇ-ମେଲ୍‌ ଫୁଟରରେ ମୋଦିଙ୍କ ଫଟୋ ସହିତ…

କରୋନାରେ ଚାଲିଗଲା ବାପାଙ୍କ ଜୀବନ, ମନେ ପକାଇବା ପାଇଁ ସିଲିକନ୍‌ରେ ପ୍ରତିମୂର୍ତ୍ତି ନିର୍ମାଣ କଲେ ପୁଅ

ମୁମ୍ବାଇ,୨୫ା୯: କରୋନାରେ ବାପାଙ୍କ ଦେହାନ୍ତ ହେବା ପରେ ଜଣେ ପୁଅ ତାଙ୍କୁ ମନେ ପକାଇବା ପାଇଁ ବାପାଙ୍କ ଅବିକଳ ପ୍ରତିମୂର୍ତ୍ତି ତିଆରି କରି ଘରେ ପୂଜାର୍ଚ୍ଚନା କରୁଛନ୍ତି। ଏପରିକି ଏହି ପ୍ରତିମୂର୍ତ୍ତିରେ ସବୁବେଳେ ପୋଷାକ ପରିବର୍ତ୍ତନ ବି କରାଯାଉଛି। ୨୦୨୦ରେ ମହାରାଷ୍ଟ୍ରର…

ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ତିହାର ସମେତ ଦିଲ୍ଲୀର ସମସ୍ତ ଜେଲ୍‌ରେ ହାଇ ଆଲର୍ଟ

ନୂଆଦିଲ୍ଲୀ,୨୫ ।୯: ଦିଲ୍ଲୀର ରୋହିଣି କୋର୍ଟରେ ଶୁକ୍ରବାର ଗ୍ୟାଙ୍ଗଷ୍ଟର ଜିତେନ୍ଦ୍ର ଗୋଗିଙ୍କ ହତ୍ୟା ପରେ ଗ୍ୟାଙ୍ଗୱାର ଆଶଙ୍କା ବୃଦ୍ଧି ପାଇଛି । ଏହାକୁ ଦୃଷ୍ଟିରେ ରଖି ରୋହିଣି ଜେଲ ସମେତ ଅନ୍ୟ କିଛି ଜେଲ୍‌କୁ ସତର୍କ କରି ଦିଆଯାଇଛି । ଏହିସବୁ…

୧୨ବର୍ଷ ବୟସ ବାଳକଙ୍କୁ ମିଳିଥିଲା ପ୍ରଥମ ‘ପରିଚୟ’, ଆସାମ ହିଂସା ଛଡାଇ ନେଲା ଜୀବନ

ଗୁଆହାଟି,୨୫ ।୯: ଆସାମରେ ହୋଇଥିବା ହିଂସାରେ ଜଣେ ୧୨ ବର୍ଷ ବୟସ ପିଲାର ଜୀବନ ଯିବା ଘଟଣା ଏବେ ଆଲୋଚନାର ପରିସରକୁ ଚାଲି ଅସିଛି । ପିଲାଟିକୁ ତା’ର ପ୍ରଥମ ପରିଚୟ ମିଳିଥିଲା, ଯାହାକୁ ନେଇ ସେ ଖୁବ୍ ଖୁସିଥିବା ସହ…

ଜୀବନ ନେଲା ଶେଷ ପରୀକ୍ଷା,ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ମୃତ୍ୟୁ…

ଜୟପୁର,୨୫।୯: ଆର୍‌ଇଇଟି ପରୀକ୍ଷା ଦେବାକୁ ଯାଉଥିବା ୫ ଛାତ୍ରଙ୍କ ସମତେ ୬ ମୃତ୍ୟୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟିଛି। ରାଜସ୍ଥାନର ଚାକସୁରସ୍ଥିତ ନିମୋଡ଼ିଆ ରୋଡ଼ରେ ଘଟିଥିବା ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଛାତ୍ରମାନଙ୍କ ଜୀବନର ଏହା ଶେଷ ପରୀକ୍ଷା…

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ବର୍ଷରେ ବଢ଼ିଛି ୨୨ ଲକ୍ଷ…

ନୂଆଦିଲ୍ଲୀ,୨୫।୯: ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସମ୍ପତ୍ତି ବିଷୟରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନିଜର ବାର୍ଷିକ ଆୟ, ବ୍ୟାଙ୍କ ଆକାଉଣ୍ଟରେ କେତେ ଟଙ୍କା ଜମା ହୋଇଛି ଏନେଇ ତଥ୍ୟ ସାର୍ବଜନୀନ କରିଛନ୍ତି। ସରକାରୀ ରିପୋର୍ଟ…

୩୦ ହଜାର ତଳେ ଦୈନିକ ସଂକ୍ରମଣ, ସୁଧୁରୁନି କେରଳ ସ୍ଥିତି…

ନୂଆଦିଲ୍ଲୀ,୨୫।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେଲାଗିଛନ୍ତି। ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ କରୋନାରେ ୨୯୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୯ ହଜାର…

ଓ୍ବାରାଓ୍ବାରା ରାଓଙ୍କ ଜାମିନ ଶୁଣାଣି ସ୍ଥଗିତ

ମୁମ୍ବାଇ, ୨୫।୯(ପି.ଟି.): ଏଲ୍‌ଗାର ପରିଷଦ ମାମଲାରେ ଅଭିଯୁକ୍ତ ଥିବା କବି ତଥା ସାମାଜିକ କର୍ମୀ ଓ୍ବାରାଓ୍ବାରା ରାଓଙ୍କ ଜାମିନ ମିଆଦ ବୃଦ୍ଧି ଆବେଦନର ଶୁଣାଣିକୁ ଶୁକ୍ରବାର ବମ୍ବେ ହାଇକୋର୍ଟ ଅକ୍ଟୋବର ୧୩ ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି। ଅକ୍ଟୋବର ୧୪ ପର୍ଯ୍ୟନ୍ତ ତାଙ୍କର…

ଅଳିଆ ପକାଇବାକୁ ଯାଉଥିବା ନାବାଳିକାଙ୍କୁ ଗଣବଳାତ୍କାର

ମୁଜାଫରନଗର,୨୫।୯: ବନ୍ଧୁକ ଦେଖାଇ ୧୭ ବର୍ଷୀୟା ନାବାଳିକାଙ୍କୁ ୩ ଜଣ ଯୁବକ ଗଣବଳାତ୍କାର କରିଛନ୍ତି। ଏଭଳି ଘଟଣା ଘଟିଛି ଉତ୍ତର ପ୍ରଦେଶର ମୁଜାଫରନଗର ଜିଲାରେ। ପୀଡ଼ିତାଙ୍କ ବାପା ଥାନାରେ ଅଭିଯୋଗ କରିବା ପରେ ସାମ୍ନାକୁ ଆସିଛି ଏହି ଗଣବଳାତ୍କାର ଘଟଣା। ପୋଲିସର…

ଏନ୍‌ଡିଏ ପରୀକ୍ଷା ପାଇଁ ଆବେଦନ କରିପାରିବେ ଅବିବାହିତ ମହିଳା

ନୂଆଦିଲ୍ଲୀ, ୨୪।୯: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଚଳିତବର୍ଷ ନଭେମ୍ବରରେ ଜାତୀୟ ପ୍ରତିରକ୍ଷା ଏକାଡେମୀ (ଏନ୍‌ଡିଏ) ଏବଂ ନାଭାଲ ଏକାଡେମୀ ପରୀକ୍ଷା ଦେବାକୁ ଚାହୁଁଥିବା ଅବିବାହିତା ମହିଳା ଆବେଦନ କରିବାକୁ କେନ୍ଦ୍ର ଲୋକସେବା ଆୟୋଗ (ୟୁପିଏସ୍‌ସି) ଅନୁମତି ଦେଇଛି। ସର୍ବୋଚ୍ଚ ଅଦାଲତଙ୍କ ଅନ୍ତରୀଣ ନିର୍ଦ୍ଦେଶନାମାର…

ପ୍ରେମୀ ଯୁଗଳଙ୍କୁ ହତ୍ୟା: ଭାଇଙ୍କୁ ଫାଶୀ, ୨ ପୋଲିସ ସମେତ ୧୨ ଜଣଙ୍କୁ ଆଜୀବନ

ଚେନ୍ନାଇ,୨୪।୯: ୨୦୦୩ରେ ଅନ୍ୟ ଜାତିରେ ବିବାହ କରିବାରୁ ଦମ୍ପତିଙ୍କୁ ହତ୍ୟା କରିଥିଲେ ଯୁବତୀଙ୍କ ପରିବାର ଲୋକେ। ଏହି ଅନର କିଲିଂ ମାମଲାର ଶୁଣାଣି କରି ତାମିଲନାଡୁର କୁଡାଲୋର ଜିଲାର ଏକ କୋର୍ଟ ଶୁକ୍ରବାର ଜଣଙ୍କୁ ଫଶି ଦଣ୍ଡାଦେଶ ଦେଇଛନ୍ତି। ମାମଲାରେ ଜଡ଼ିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri