ଜାତୀୟ

କୋଭିଶିଲ୍ଡ ଟିକାର ସମୟ ବ୍ୟବଧାନ ହେବନି କମ୍‌, ସରକାରଙ୍କ ସୂଚନା…

ନୂଆଦିଲ୍ଲୀ,୨୩।୯: ଦେଶରେ କରୋନା ମହାମାରୀ ବିରୋଧରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ କୋଭିଶିଲ୍ଡ ଟିକାର ୨ ଡୋଜ୍‌ ମଧ୍ୟରେ ଥିବା ୧୨ ସପ୍ତାହ ଅର୍ଥାତ୍‌ ୮୪ ଦିନର ବ୍ୟବଧାନ କମାଇବା ପାଇଁ ବିଭିନ୍ନ ବର୍ଗରୁ ଦାବି କରାଯିବା ସହିତ…

ଶୋପିଆନ୍‌ରେ ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ର କାଶଓ୍ବା ଚିତ୍ରାଭାମ୍‌ ଅଞ୍ଚଳରେ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। କିଛି ଆତଙ୍କବାଦୀ ଲୁଚିଥିବା ଗୋଇନ୍ଦା ସୂଚନା ଆଧାରରେ ସ୍ଥାନୀୟ ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ…

ଉପରମୁହାଁ ଦୈନିକ ସଂକ୍ରମଣ ପାଇଁ କେରଳ ଦାୟୀ…

ନୂଆଦିଲ୍ଲୀ,୨୩।୯: କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ରହିବା ପରେ ପୁଣି ଏହା ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ଦେଶରେ…

ରାଜୀବ ବଂଶଲ ବେସାମରିକ ବିମାନ ଚଳାଚଳ ସଚିବ

ନୂଆଦିଲ୍ଲୀ,୨୩।୯: ଏୟାର ଇଣ୍ଡିଆ ଅଧ୍ୟକ୍ଷ ରାଜୀବ ବଂଶଲଙ୍କୁ କେନ୍ଦ୍ର ସରକାର ବେସାମରିକ ବିମାନ ଚଳାଚଳ ସଚିବ ଭାବେ ନିଯୁକ୍ତ କରିଛନ୍ତି। ବେସାମରିକ ବିମାନ ଚଳାଚଳ ସଚିବ ଭାବେ କାର୍ଯ୍ୟରତ ପ୍ରଦୀପ ସିଂ ଖରୋଲାଙ୍କ କାର୍ଯ୍ୟକାଳ ଚଳିତ ମାସ ଶେଷରେ ସମାପ୍ତ ହେଉଛି।…

‘ଭାରତକୁ ତାଲିବାନ୍‌ ହେବାକୁ ଦିଆଯିବନି’

ନୂଆଦିଲ୍ଲୀ, ୨୩ା୯ : ଭାଜପା ଏକ ଜୁମ୍‌ଲା ପାର୍ଟି। କେନ୍ଦ୍ର ସରକାର ଭାରତକୁ ତାଲିବାନ୍‌ରେ ପରିଣତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଏହାକୁ ସଫଳ ହେବାକୁ ଦିଆଯିବନାହିଁ ବୋଲି ବୁଧବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି। ଭବାନୀପୁର ନିର୍ବାଚନମଣ୍ଡଳୀରେ ଉପନିର୍ବାଚନ ପାଇଁ…

ଏଲ୍‌ଆଇସିରେ ନିବେଶ ସୁଯୋଗ ପାଇ ନ ପାରେ ଚାଇନା

ନୂଆଦିଲ୍ଲୀ,୨୩।୯: ଭାରତୀୟ ଜୀବନ ବୀମା ନିଗମ (ଏଲ୍‌ଆଇସି) ଶୀଘ୍ର ଇନିସିଆଲ ପବ୍ଲିକ ଅଫରିଂ ଜାରି କରିବାକୁ ଯାଉଛି। ଏଥିରେ ଚାଇନା ନିବେଶକଙ୍କୁ ଶେୟାର କ୍ରୟ ସୁଯୋଗ ମିଳି ନ ପାରେ। ଏହି ପ୍ରକ୍ରିୟା ଲାଗି ନୂଆଦିଲ୍ଲୀ ଚାଇନା ନିବେଶକଙ୍କୁ ବ୍ଲକ କରିବାକୁ…

ମଣିଷଖିଆ ବାଘର ପତ୍ତା ମିଳୁନି

ମୁମ୍ବାଇ, ୨୩ା୯: ମହାରାଷ୍ଟ୍ରର ଗଡଚିରୌଲି ଜିଲାରେ ମଣିଷ ଖିଆ ବାଘ ଆତଙ୍କ ଜାରି ରହିଛି। ଏ ପର୍ଯ୍ୟନ୍ତ ୧୫ ଲୋକଙ୍କ ଜୀବନ ନେଇ ସାରିଥିବା ବାଘକୁ ଖୋଜିବା ପାଇଁ ସ୍ପେଶାଲ ଟାଇଗର ପ୍ରୋଟେକ୍ସନ ଫୋର୍ସ ଜଙ୍ଗଲ ମଧ୍ୟରେ ଖୋଜାଖୋଜି ଚଳାଇଛନ୍ତି। ଫୋର୍ସର…

କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା

ନୂଆଦିଲ୍ଲୀ, ୨୩।୯(ପି.ଟି.): କୋଭିଡ୍‌ ମହାମାରୀରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ରାଜ୍ୟ ସରକାର ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ କରିବେ। କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଏହା ଜଣାଇଛନ୍ତି। ୨୦୨୦ ଜାନୁୟାରୀରେ ମହାମାରୀ ଆରମ୍ଭ ହେବାଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ…

ଶିଶୁଙ୍କୁ ମିଳୁନି ଆବଶ୍ୟକ ପୋଷକ ତତ୍ତ୍ୱ: ୟୁନିସେଫ

ନୂଆଦିଲ୍ଲୀ,୨୩ ।୯: ଶିଶୁମାନଙ୍କୁ ନେଇ ୟୁନିସେଫ ଏକ ରିପୋର୍ଟ ଜାରି କରିଛି । ଯେଉଁଥିରେ ଦର୍ଶାଯାଇଛି କି ୨ ବର୍ଷରୁ କମ୍ ବୟସର ଶିଶୁଙ୍କ ବିକାଶ ପାଇଁ ଆବଶ୍ୟକ ପରିମାଣର ଭୋଜନ ବା ପୋଷକ ତତ୍ତ୍ୱ ମିଳିପାରୁ ନାହିଁ । ରିପୋର୍ଟରେ…

ଯାତ୍ରା ସମୟରେ ବି କାର୍ଯ୍ୟବ୍ୟସ୍ତ ମୋଦି

ନୂଆଦିଲ୍ଲୀ,୨୩ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଆମେରିକା ଗସ୍ତରେ ବୁଧାବାର ଦିଲ୍ଲୀ ଛାଡିଛନ୍ତି । ଗୁରୁବାର ସେ ଆମେରିକା ପହଞ୍ଚିଛନ୍ତି । ଏହାରି ଭିତରେ ସେ ବିମାନ ଯାତ୍ରା କରୁଥିବା ବେଳେ ଏହାର କିଛି ଫଟୋ ଟୁଇଟ୍ କରିଛନ୍ତି…

‘ସିଦ୍ଧୁଙ୍କୁ ଜିତାଇ ଦେବିନି’

ନୂଆଦିଲ୍ଲୀ,୨୩।୯: ପଞ୍ଜାବ ବିଧାନସଭା ନିର୍ବାଚନରେ ପ୍ରଦେଶ କଂଗ୍ରେସ କମିଟି ସଭାପତି ନବଜ୍ୟୋତ ସିଂ ସିଦ୍ଧୁଙ୍କୁ ଜିତାଇ ଦେବେନାହିଁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ କହିଛନ୍ତି। ସିଦ୍ଧୁଙ୍କ ବିରୋଧରେ ପ୍ରାର୍ଥୀ ଦେବା ସହ ତାଙ୍କୁ ମୁଖ୍ୟମନ୍ତ୍ରୀ କରାଇ ନ ଦେବା ପାଇଁ…

ମାଗଣାରେ ୬ ମାସ ପାଇଁ ମହିଳାଙ୍କ ଲୁଗା ସଫା କରିବେ ଅଭିଯୁକ୍ତ

ମଧୁରାଇ,୨୩।୯: ମହିଳାଙ୍କୁ ଟଣାଓଟାର କରିବା ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗାଁରେ ରହୁଥିବା ପ୍ରତ୍ୟେକ ମହିଳାଙ୍କ ଲୁଗା ମାଗଣାରେ ଧୋଇବା ସହ ଆଇରନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ବିହାରର ମଧୁରାଇ କୋର୍ଟ। ଅଭିଯୁକ୍ତଙ୍କ ଜାମିନକୁ ମଞ୍ଜୁରି ଦେଲା ବେଳେ ଏଭଳି ଦଣ୍ଡାଦେଶ ଶୁଣାଇଥିଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri