ଜାତୀୟ

ହତ୍ୟାର ୧୩ ମାସ ପରେ ମିଳିଲା ଯବାନଙ୍କ ମୃତଦେହ

ଶ୍ରୀନଗର,୨୩।୯: ଜମ୍ମୁ-କଶ୍ମୀରର କୁଲଗାମ ଜିଲାର ଏକ ଗ୍ରାମରୁ ବୁଧବାର ଗଳିତ ମୃତଦେହ ଉଦ୍ଧାର ହୋଇଛି। ତେବେ ଗଳିତ ମୃତଦେହଟି ରାଇଫଲମ୍ୟାନ ଶାକିର ମନଜୁରଙ୍କର ବୋଲି ତାଙ୍କ ବାପା ଦାବି କରିଛନ୍ତି। ସେ ଗତବର୍ଷ ଅଗଷ୍ଟ ୨ ତାରିଖରୁ ନିଖୋଜ ଥିଲେ। ତାଙ୍କୁ…

ଆବେଦନର ୩୦ ଦିନ ମଧ୍ୟରେ କୋଭିଡ୍‌ ମୃତକଙ୍କ ପରିବାରକୁ ମିଳିବ କ୍ଷତିପୂରଣ

ନୂଆଦିଲ୍ଲୀ,୨୨।୯: କୋଭିଡ୍‌ ମୃତକଙ୍କ ପରିବାରବର୍ଗକୁ କ୍ଷତିପୂରଣ ବାବଦରେ ରାଜ୍ୟ ସରକାର ୫୦ ହଜାର ଟଙ୍କା ପ୍ରଦାନ କରିବେ। ଏ ନେଇ ସୁପ୍ରିମକୋର୍ଟକୁ ବୁଧବାର ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ତେବେ କୋଭିଡ୍‌ କାରଣରୁ ଏପର୍ଯ୍ୟନ୍ତ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ କେବଳ…

ସାମ୍ନାକୁ ଆସିଲା ଦିଲ୍ଲୀ ନାବାଳିକା ବଳାତ୍କାର ଘଟଣାର ସତ୍ୟତା

ନୂଆଦିଲ୍ଲୀ,୨୨।୯: ଗତ ୨ ତାରିଖରେ ଜଣେ ୯ ବର୍ଷୀୟା ଝିଅକୁ ଦିଲ୍ଲୀର କଣ୍ଟେନମେଣ୍ଟ ଅଞ୍ଚଳରେ ବଳାତ୍କାର କରାଯାଇଥିଲା। ବଳାତ୍କାର ବେଳେ ଅଣ ନିଶ୍ୱାସ ହୋଇ ପୀଡ଼ିତା ପ୍ରାଣ ହରାଇଥିବା ଦିଲ୍ଲୀ ପୋଲିସ ପକ୍ଷରୁ କୋର୍ଟରେ କୁହାଯାଇଛି। ମୁଖ୍ୟ ଅଭିଯୁକ୍ତ ପୂଜକ ରାଧେ…

ପାକିସ୍ତାନ ଏୟାରସ୍ପେସ୍‌ ଦେଇ ଉଡିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ

ନୂଆଦିଲ୍ଲୀ,୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆମେରିକା ଗସ୍ତରେ ଯାଇଛନ୍ତି। ଓ୍ବାଶିଂଟନ୍‌ରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ଏକ ବୈଠକରେ ସେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତେବେ ପ୍ରଧାନମନ୍ତ୍ରୀଙ୍କ ନନ୍‌ଷ୍ଟପ୍‌ ବିମାନ ଉଡାଣ ନୂଆଦିଲ୍ଲୀରୁ ଉଡାଣ ଭରିବା ପରେ ପାକିସ୍ତାନ ଏୟାର୍‌…

ଭାଜପା କହିଲା ଡରିଗଲେ ଦିଦି

କୋଲକତା,୨୨।୯: ପଶ୍ଚିମବଙ୍ଗରେ ପୁଣି ଥରେ ଭାଜପା ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ ରାଜନୈତିକ କଳହ ଜାରି ରହିଛି। ଭବାନୀପୁର ଉପନିର୍ବାଚନରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ପ୍ରିୟଙ୍କା ଟିବ୍ରେୱାଲ ମୈଦାଙ୍କୁ ଓହ୍ଲାଇଛି ଭାଜପା। ବୁଧବାର ଭାଜପା ଅଭିଯୋଗ କରିଛି ଯେ, ମୁଖ୍ୟମନ୍ତ୍ରୀ…

ଟେରର ଲିଙ୍କ୍‌: ୨ ପୋଲିସ ସମେତ ୬ କର୍ମଚାରୀ ନିଲମ୍ବିତ…

ଶ୍ରୀନଗର,୨୨।୯: ଟେରର୍‌ ଲିଙ୍କ୍‌ ଅଭିଯୋଗରେ ଜମ୍ମୁ-କଶ୍ମୀରର ୨ ପୋଲିସଙ୍କ ସମେତ ୬ ଜଣ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଆତଙ୍କବାଦୀଙ୍କୁ ସହାୟତା କରିବା ସହିତ ସେମାନଙ୍କ ପାଇଁ ଓଭର ଗ୍ରାଉଣ୍ଡ ଓ୍ବାର୍କର ଭାବେ କାର୍ଯ୍ୟ କରୁଥିବା ଅଭିଯୋଗ ସେସବୁ କର୍ମଚାରୀ ବିରୋଧରେ ଅଣାଯାଇଛି।…

ମୁଖ୍ୟମନ୍ତ୍ରୀ ସାଇକେଲରେ ଗଲେ ସଚିବାଳୟ, ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ…

ଚଣ୍ଡିଗଡ଼,୨୨।୯: ହରିୟାନା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ସାଇକେଲ ଚଳାଇ ସଚିବାଳୟରେ ପହଞ୍ଚିଛନ୍ତି। ବୁଧବାର ଓ୍ବାଲର୍‌ଡ କାର୍‌ ଫ୍ରି ଡେ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଏଭଳି କରିଛନ୍ତି। ବାୟୁ ପ୍ରଦୂଷଣ ରୋକିବା ପାଇଁ ରାଜ୍ୟ ସରକାର…

ଡେଙ୍ଗୁ ବିରୋଧରେ ଲଢ଼େଇ, ସରକାର ଜାରି କଲେ ୧୦ ସପ୍ତାହ-୧୦ଟା-୧୦ମିନିଟ ଅଭିଯାନ…

ନୂଆଦିଲ୍ଲୀ,୨୨।୯: ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ସରକାରଙ୍କର ଚିନ୍ତା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ଡେଙ୍ଗୁ ବିରୋଧୀ ଲଢେଇକୁ ଜୋରଦାର କରିବା ଲାଗି ନୂଆ ଅଭିଯାନ ଘୋଷଣା କରାଯାଇଛି। ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ୍‌…

ମୌଲାନା କଲିମ ସିଦ୍ଦିକି ଗିରଫ

ଲକ୍ଷ୍ନୌ,୨୨।୯: ଧର୍ମାନ୍ତରଣ ମାମଲାରେ ଉତ୍ତର ପ୍ରଦେଶ ଏଟିଏସ ମୌଲାନା କଲିମ ସିଦ୍ଦିକିଙ୍କୁ ମିରୁଟରୁ ଗିରଫ କରିଛି। ଧର୍ମାନ୍ତରଣ ମାମଲାରେ କଲିମଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ଥିଲା। ବିଦେଶରୁ କୋଟି କୋଟି ଟଙ୍କା କଲିମଙ୍କ ଆକାଉଣ୍ଟକୁ ଆସିଥିଲା। ଏହି ମାମଲାରେ ପୂର୍ବରୁ ମୁଫତି କାଜୀ…

ଭାଜପା ଛାଡିବାର କାରଣ କହିଲେ ବାବୁଲ ସୁପ୍ରିୟୋ

ନୂଆଦିଲ୍ଲୀ,୨୨।୯: ନିକଟରେ ଭାଜପାରୁ ତୃଣମୂଳ କଂଗ୍ରେସ (ଟିଏମସି) ଦଳରେ ଯୋଗ ଦେଇଥିବା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିୟୋ ଦଳ ଛାଡିବାର କାରଣ କହିଛନ୍ତି। ମହାନ ଫୁଟବଲର ଲିଓନାଲ ମେସି ବାର୍ସିଲୋନା କ୍ଲବ ଛାଡିବାକୁ ଚାହୁଁ ନ ଥିଲେ, କିନ୍ତୁ ଦୁଃଖରେ…

ଚଳିତ ନଭେମ୍ବରରେ ଏନ୍‌ଡିଏ ପରୀକ୍ଷା ଦେବେ ଝିଅ…

ନୂଆଦିଲ୍ଲୀ,୨୨।୯: ଚଳିତ ବର୍ଷ ନଭେମ୍ବରରେ ଝିଅମାନେ ଏନ୍‌ଡିଏ ପରୀକ୍ଷା ଦେଇପାରିବେ। ଏନେଇ କେନ୍ଦ୍ର ସରକାରଙ୍କ ଟାଳଟୁଳ ନୀତିକୁ ସୁପ୍ରିମ୍‌ କୋର୍ଟ ନା ପସନ୍ଦ କରିଛନ୍ତି। ନଭେମ୍ବର ୧୪ରେ ଏନ୍‌ଡିଏ ପ୍ରବେଶିକା ପରୀକ୍ଷା ହେବ। ଏଥିରେ ଝିଅଙ୍କୁ ପରୀକ୍ଷା ଦେବାକୁ କୋର୍ଟ ଅନୁମତି…

ପୋଲିସଙ୍କୁ ଆତଙ୍କବାଦୀ ଭାବି ଗୁଳି…

ଜମ୍ମୁ,୨୨।୯: ଜମ୍ମୁ-କଶ୍ମୀରରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପୋଲିସ କର୍ମଚାରୀଙ୍କୁ ଆତଙ୍କବାଦୀ ଭାବି ମନ୍ଦିର ସୁରକ୍ଷାକର୍ମୀ ଗୁଳି ଚଳାଇବାରୁ ତାଙ୍କର ମୃତ୍ୟୁ ଘଟିଛି। କୁପଓ୍ବାରା ଜିଲାର ହନ୍ଦଓ୍ବାଡ଼ାରେ ଏଭଳି ଘଟିଛି। ପୋଲିସ କର୍ମଚାରୀ ଅଜୟ ଧର ଲଙ୍ଗେଟ୍‌ ହନ୍ଦଓ୍ବାଡ଼ାର ବାସିନ୍ଦା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri