ସ୍କୁଲରେ କରୋନା ଆତଙ୍କ, ୭୯ ଛାତ୍ରୀଛାତ୍ର-୩ କର୍ମଚାରୀ ପଜିଟିଭ୍…
ଶିମଲା,୨୨।୯: ହିମାଚଳ ପ୍ରଦେଶର ଏକ ସ୍କୁଲରେ କରୋନା ଆତଙ୍କ ଦେଖାଦେଇଛି। ସ୍କୁଲର ୭୯ ଛାତ୍ରୀଛାତ୍ର ଏବଂ ୩ ଜଣ କର୍ମଚାରୀଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ମଣ୍ଡି ଅଞ୍ଚଳରେ ଥିବା ଧରମପୁରସ୍ଥିତ ଏକ ସ୍କୁଲରେ ଏଭଳି ଆତଙ୍କ ସୃଷ୍ଟି ହୋଇଛି।…
ଘରେ ଘରେ ନଳ ଜଳ ଯୋଜନା ଉପରେ ପ୍ରଶ୍ନ ଚିହ୍ନ, ଉପମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କୀୟଙ୍କୁ ୩୬ ଠିକା…
ପାଟନା,୨୨।୯: ବିହାରରେ ଘରେ ଘରେ ନଳ ଜଳ ଯୋଜନା ନେଇ ସାଧାରଣରେ ପ୍ରଶ୍ନ ଚିହ୍ନ ଉଠିଛି। ଏହି ଯୋଜନାରେ ଉପମୁଖ୍ୟନ୍ତ୍ରୀ ତାରକିଶୋର ପ୍ରସାଦଙ୍କ ପରିବାର ଏବଂ ସମ୍ପର୍କୀୟଙ୍କକୁ ୩୬ ଠିକା ମିଳିଛି। ଏଥିରେ ଉପମୁଖ୍ୟନ୍ତ୍ରୀଙ୍କ ବୋହୂ ମଧ୍ୟ ଅଛନ୍ତି। ତେବେ ଏନେଇ…
ମନ୍ଦିରରେ ପ୍ରବେଶ କରିବାରୁ ୨ ବର୍ଷ ଶିଶୁଙ୍କ ମାତାପିତାଙ୍କୁ ଦଣ୍ଡ, ୨୩ ହଜାର ଜରିମାନା…
କୋପ୍ପଲ,୨୨।୯: ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଥିବା ସମ୍ପର୍କ ଅତି ନିଆରା। ଭଗବାନ ଭକ୍ତର ଭାବରେ ବନ୍ଧା। ଭଗବାନଙ୍କୁ ଦର୍ଶନ କରିବାରେ ଭକ୍ତଙ୍କ ଉପରେ ପହରା ଲଗାଇବା ଅନ୍ୟାୟ। ମାତ୍ର କର୍ନାଟକରେ ମନ୍ଦିରରେ ପ୍ରବେଶ କରିଥିବା ଜଣେ ୨ ବର୍ଷ ଶିଶୁଙ୍କ…
ସାର୍କ ବୈଠକ ବାତିଲ
ନୂଆଦିଲ୍ଲୀ, ୨୨ା୯: ପାକିସ୍ତାନର ତାଲିବାନ୍ ପ୍ରେମ ଯୋଗୁ ଆସନ୍ତା ୨୫ରେ ହେବାକୁ ଥିବା ସାଉଥ୍ ଏସିଆନ ଆସୋସିଏଶନ ଫର୍ ରିଜିଓନାଲ କୋଅପରେଶନ(ସାର୍କ) ବହିର୍ବ୍ୟାପାର ମନ୍ତ୍ରୀଙ୍କ ବୈଠକ ବାତିଲ ହୋଇଛି। ଏହି ବୈଠକରେ ତାଲିବାନ୍ ପ୍ରତିନିଧିଙ୍କୁ ସାମିଲ କରିବାକୁ ପାକିସ୍ତାନ ଜିଦ୍ ଧରିଥିଲା।…
ଦୈନିକ ସଂକ୍ରମଣ କମିଲା, ମୃତ୍ୟୁ ସଂଖ୍ୟା ବଢ଼ିଲା…
ନୂଆଦିଲ୍ଲୀ,୨୨।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା…
୨୪ରେ ମୋଦି-ବାଇଡେନ ଆଲୋଚନା
ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଆମେରିକା ଗସ୍ତରେ ଯାଉଥିବାବେଳେ ଶୁକ୍ରବାର (ସେପ୍ଟେମ୍ବର ୨୪ରେ) ସେ ଓ୍ବାଶିଂଟନରେ ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ସହ ବୈଠକରେ ଯୋଗଦେବେ। ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ବାଣିଜ୍ୟ, ପୁଞ୍ଜିନିବେଶ, ପ୍ରତିରକ୍ଷା ଏବଂ ସୁରକ୍ଷା କ୍ଷେତ୍ରରେ…
ଉପହାର ପାଖରେ ରଖିପାରିବେ ଆଇଏଏସ୍, ଆଇପିଏସ୍ ଅଫିସର
ନୂଆଦିଲ୍ଲୀ, ୨୨।୯(ପି.ଟି.): ଆଇଏଏସ୍, ଆଇପିଏସ୍ ଏବଂ ଆଇଏଫ୍ଏସ୍ ଅଫିସରମାନେ ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିଙ୍କଠାରୁ ଗ୍ରହଣ କରିଥିବା ଉପହାର ପାଖରେ ରଖିପାରିବେ। ଏଥିପାଇଁ କେନ୍ଦ୍ର ସରକାର ୫୦ ବର୍ଷର ପୁରୁଣା ନିୟମାବଳୀରେ ସଂଶୋଧନ କରିଛନ୍ତି। ପ୍ରଚଳିତ ନିୟମାବଳୀରେ ବିବାହ, ବାର୍ଷିକୋତ୍ସବ ଏବଂ ଧର୍ମୀୟ…
ସୋସିଆଲ ମିଡିଆରେ ବିଚ୍ଛିନ୍ନତାବାଦର ପ୍ରସାର କରିପାରିବେନି କର୍ମଚାରୀ
ନୂଆଦିଲ୍ଲୀ, ୨୨।୯: ଜମ୍ମୁ-କଶ୍ମୀରର ୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ କର୍ମଚାରୀ ସୋସିଆଲ୍ ମିଡିଆ ବ୍ୟବହାରରେ ନିରଙ୍କୁଶ ସ୍ବାଧୀନତା ହରାଇବେ। ସେମାନେ ସୋସିଆଲ ମିଡିଆ ମାଧ୍ୟମରେ ରାଜନୀତି କରିପାରିବେ ନାହିଁ, ଆତଙ୍କବାଦୀ ସଂଗଠନର ଡାକରାରେ ବନ୍ଦ ପାଳନ କରିପାରିବେ ନାହିଁ ଏବଂ ଭାରତଠାରୁ…
ଚତୁର୍ଥ ସ୍ଥାନରେ ଓଡ଼ିଶା
ନୂଆଦିଲ୍ଲୀ, ୨୨।୯: ଭାରତର ଖାଦ୍ୟ ସୁରକ୍ଷା ମାନକ କର୍ତ୍ତୃପକ୍ଷ (ଏଫ୍ଏସ୍ଏସ୍ଏଆଇ) ପକ୍ଷରୁ ୨୦୨୦-୨୧ ବର୍ଷ ଲାଗି ଖାଦ୍ୟ ସୁରକ୍ଷା ସୂଚକାଙ୍କ ପ୍ରକାଶ ପାଇଛି। କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖଲାଲ୍ ମାଣ୍ଡବ୍ୟ ଉନ୍ମୋଚନ କରିଥିବା ଏହି ରିପୋର୍ଟ ଅନୁଯାୟୀ ଖାଦ୍ୟ ସୁରକ୍ଷାରେ ଗୁଜରାଟ ପ୍ରଥମ…
ଓଓ୍ବାଇସିଙ୍କ ଘରେ ଭଙ୍ଗାରୁଜା
ନୂଆଦିଲ୍ଲୀ,୨୨।୯: ଏଆଇଏମ୍ଆଇଏମ୍ ମୁଖ୍ୟ ତଥା ହାଇଦ୍ରାବାଦ୍ ଏମ୍ପି ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଦିଲ୍ଲୀର ଅଶୋକା ରୋଡ୍ସ୍ଥିତ ବାସଭବନରେ ଭଙ୍ଗାରୁଜା କରିଛନ୍ତି ହିନ୍ଦୁ ସେନାର ୫ ସଦସ୍ୟ। ପଚରାଉଚୁରା କରାଯିବା ପରେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ନ୍ୟୁ ଦିଲ୍ଲୀ ଜିଲାର ଡିସିପି ଦୀପକ…
ମହିଳାଙ୍କୁ ଗଣବଳାତ୍କାର କଲେ ସ୍ବାମୀଙ୍କ ସମ୍ପର୍କୀୟ, ବନ୍ଧୁ
ପୁଣେ,୨୧।୯: ଜଣେ ୧୯ ବର୍ଷୀୟା ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ପର୍କୀୟ ଓ ସାଙ୍ଗ ମିଶି ଗଣବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଛି ପୁଣେର ପିମ୍ପ୍ରି ଥାନା ଅନ୍ତର୍ଗତ ଏକ ଗ୍ରାମ ପାଖ ମନ୍ଦିରରେ। ସ୍ବାମୀଙ୍କ…
ଫୋନ ଚାର୍ଜ କଲା ବେଳେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ
କୋଲକାତା,୨୧।୯: କୋଲକାତାଠାରୁ ୨୦ କିମି ଦୂର ବାରାକପୋର ନିକଟସ୍ଥ ଖାର୍ଦର ଏକ ଘରୁ ମିଳିଛି ଗୋଟିଏ ପରିବାର ୩ ସଦସ୍ୟଙ୍କ ମୃତଦେହ। ଘରେ ବର୍ଷା ପାଣି ପଶିଥିବାରୁ ବିଦ୍ୟୁତ୍ ଆଘାତରେ ସମସ୍ତେ ପ୍ରାଣ ହରାଇଥିବା ଅଧିକାରୀମାନେ ସନ୍ଦେହ କରୁଛନ୍ତି। ମୃତକଙ୍କ ମଧ୍ୟରୁ…
Archives


