ଜାତୀୟ

ରେଳଧାରଣାରେ ଯାଇଛି ୮,୭୦୦ ଜୀବନ

ନୂଆଦିଲ୍ଲୀ, ୩।୬(ପି.ଟି.): ୨୦୨୦ରେ ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଚଳ ଯଥେଷ୍ଟ ହ୍ରାସ ସତ୍ତ୍ୱେ ରେଳଧାରଣାରେ ୮,୭୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମୃତକ ପ୍ରବାସୀ ଶ୍ରମିକ। ମଧ୍ୟପ୍ରଦେଶର ଚନ୍ଦ୍ରଶେଖର ଗୌର ସୂଚନା ଅଧିକାର ଆଇନ…

ଲକ୍ଷ୍ୟ କେତେ ଦୂର

ନୂଆଦିଲ୍ଲୀ/ କୋଲକାତା,୩ା୬: ୨୦୨୧ ଡିସେମ୍ବର ସୁଦ୍ଧା କେନ୍ଦ୍ର ସରକାର ୧୦୦ କୋଟି ଭାରତୀୟଙ୍କୁ ଟିକା ଦେବା ପାଇଁ ସ୍ଥିର କରିଛନ୍ତି। ତେବେ ବର୍ତ୍ତମାନର ମନ୍ଥର ଟିକାକରଣକୁ ଦେଖିଲେ ଏହି ଲକ୍ଷ୍ୟ ଏତେ ସହଜରେ ପୂରଣ ହେବ ନାହିଁ ବୋଲି ବିଶେଷଜ୍ଞମାନେ ମତ…

‘ପୁରୁଷଙ୍କ ପାଇଁ ଘରୋଇ ହିଂସା ଆଇନ ନ ଥିବା ଦୁର୍ଭାଗ୍ୟଜନକ’

ଚେନ୍ନାଇ, ୩ା୬: ଘରୋଇ ହିଂସାର ଶିକାର ହେଉଥିବା ପୁରୁଷମାନେ ସ୍ତ୍ରୀଙ୍କ ବିରୋଧରେ ଅଭିଯୋଗ ଆଣୁଛନ୍ତି। ହେଲେ ଏ ନେଇ ଆଇନ ନ ଥିବା ଦୁର୍ଭାଗ୍ୟଜନକ ବୋଲି ମାଡ୍ରାସ ହାଇକୋର୍ଟ ମଙ୍ଗଳବାର କହିଛନ୍ତି। ପ୍ରାଣୀଧନ ଚିକିତ୍ସକ ପି. ଶଶିକୁମାରଙ୍କ ଆବେଦନର ଶୁଣାଣି କରି…

ମଡେଲ ଟେନାନ୍ସି ଆଇନକୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଘରଭଡ଼ା ଦିଆଯିବା ସଂକ୍ରାନ୍ତ ଆଇନରେ ଆବଶ୍ୟକ ପରିବର୍ତ୍ତନ ଆଣିବା ଲାଗି ମଡେଲ ଟେନାନ୍ସି ଆଇନ ଲାଗୁ କରିବା ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ଏହାକୁ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶଗୁଡିକ…

ଗୋଇନ୍ଦା, ସୁରକ୍ଷା ଅଧିକାରୀଙ୍କ ଉପରେ ଅଙ୍କୁଶ

ନୂଆଦିଲ୍ଲୀ, ୩।୬(ଆଇଏଏନ୍‌ଏସ୍‌): ଦେଶର ଗୋଇନ୍ଦା କିମ୍ବା ସୁରକ୍ଷା ବିଭାଗରେ କାର୍ଯ୍ୟରତ ଅଧିକାରୀ ଉପଯୁକ୍ତ କର୍ତ୍ତୃପକ୍ଷଙ୍କର ପ୍ରାକ୍‌ ମଞ୍ଜୁରୀ ବିନା କୌଣସି ବିଷୟ ପ୍ରକାଶ କରିପାରିବେ ନାହିଁ। ସେମାନଙ୍କୁ କାର୍ମିକ ଓ ତାଲିମ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆଯାଇଛି।…

ଟିକା ନୀତି ସ୍ବେଚ୍ଛାଚାରୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬(ପି.ଟି.): କରୋନା କାଳରେ ରାଜ୍ୟଗୁଡ଼ିକର ଆର୍ଥିକ ସ୍ଥିତି ଦୋହଲିଯାଇଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରି ଟିକା କିଣିବା ଅବସ୍ଥାରେ ନାହାନ୍ତି। ତେଣୁ ଯୁବବର୍ଗଙ୍କ ଟିକାକରଣ ଦାୟିତ୍ୱ କେନ୍ଦ୍ର ସରକାର ବହନ କରନ୍ତୁ ବୋଲି…

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…

ଘରୁ ବାହାରିବା ଟାଇଗରଙ୍କୁ ପଡ଼ିଲା ମହଙ୍ଗା

ମୁମ୍ବାଇ,୨।୬ : କୋଭିଡ୍‌-୧୯ କଟକଣା ଉଲ୍ଲଂଘନ କରିବାରୁ ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫଙ୍କ ନା’ରେ ବୁଧବାର ଥାନାରେ ମାମଲା ରୁଜୁ ହୋଇଛି। ସେ ବିନା କାରଣରେ ସର୍ବସାଧାରଣ ସ୍ଥାନରେ ବୁଲୁଥିଲେ। ଏ ନେଇ ମୁମ୍ବାଇ ପୋଲିସ ପକ୍ଷରୁ କୁହାଯାଇଛି। ବୁଧବାର ସନ୍ଧ୍ୟାରେ…

ଅମ୍ରିତସରରେ ‘ସିଦ୍ଧୁଙ୍କ ନିଖୋଜ’ ପୋଷ୍ଟର

ଅମ୍ରିତସର,୨।୬ : କଂଗ୍ରେସ ବିଧାୟକ ନବଜୋତ ସିଂ ସିଦ୍ଧୁ ନିଖୋଜ ଥିବା ପୋଷ୍ଟର ଅମ୍ରିତସରର ପୂର୍ବ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଲଗାଯାଇଛି। ଏକ ଏନ୍‌ଜିଓ ପକ୍ଷରୁ ମଙ୍ଗଳବାର ରାତିରେ ଲଗାଇଯାଇଛି ଏହି ପୋଷ୍ଟର। ଏଥିରେ ନିଖୋଜ ବିଧାୟକଙ୍କୁ ବିଧାନସଭା…

ସାଲାଡ ପାଇଁ ସ୍ତ୍ରୀଙ୍କୁ ହତ୍ୟା

ଲକ୍ଷ୍ନୌ,୨।୬ : ରାତ୍ରି ଭୋଜନରେ ସାଲାଡ ଦେବାରେ ବିଳମ୍ବ ହେବାରୁ ସ୍ତ୍ରୀଙ୍କୁ ବେଲଚାରେ ପିଟି ପିଟି ହତ୍ୟା କରିଛନ୍ତି ସ୍ବାମୀ। ଉତ୍ତର ପ୍ରଦେଶର ଶାମଲି ଜିଲାର ଗୋଗାଓ୍ବାନ ଜଲାଲପୁରରୁ ଘଟିଛି ଏଭଳି ଘଟଣା। ହତ୍ୟା ପରଠାରୁ ଅଭିଯୁକ୍ତ ସ୍ବାମୀ ଫେରାର ଅଛନ୍ତି।…

ଭାରତରେ ବିଦେଶୀ ଟିକାର ପରୀକ୍ଷା କରାଯିବ ନାହିଁ

ନୂଆଦିଲ୍ଲୀ,୨।୬: ବିଶ୍ୱସ୍ତରରେ ଉପଲବ୍ଧ ହେଉଥିବା କୋଭିଡ୍‌-୧୯ ଟିକା ଭାରତରେ ବିନା କ୍ଲିନିକାଲ ପରୀକ୍ଷା ଏବଂ ଅନୁମୋଦନରେ ବ୍ୟବହାର ହୋଇପାରିବ। ଭାରତର ଔଷଧ ମହାନିୟନ୍ତ୍ରକ (ଡିଜିଜିଆଇ) ପକ୍ଷରୁ ବୁଧବାର ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଯେଉଁ ଟିକାଗୁଡ଼ିକ ଆମେରିକାର ଏଫ୍‌ଡିଏ, ଏଏମ୍‌ଏ, ବ୍ରିଟେନ୍‌ର ଏମ୍‌ଏଚ୍‌ଆର୍‌ଏ,…

ଗଣବଳାତ୍କାର ଅଭିଯୁକ୍ତଙ୍କୁ ଗୁଳି କଲା ପୋଲିସ

ବେଙ୍ଗାଲୁରୁ,୨।୬ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ବାଂଲାଦେଶୀ ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାର ଆଉ ଜଣେ ଅଭିଯୁକ୍ତ ପୋଲିସ ଗୁଳିରେ ଆହତ ହୋଇଛନ୍ତି। ଗିରଫ ଭୟରେ ପୋଲିସ କର୍ମୀଙ୍କୁ ଆକ୍ରମଣ କରି ଫେରାର ହେବାକୁ ଉଦ୍ୟମ କରିଥିବାବେଳେ ପୋଲିସକୁ ଗୁଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri