ଅନୈତିକ ସମ୍ପର୍କ ରଖିଥିବା ମହିଳା ବି ହୋଇ ପାରିବେ ଜଣେ ଭଲ ମା’: ହାଇକୋର୍ଟ…
ଚଣ୍ଡିଗଡ଼,୨।୬: ଜଣେ ମହିଳା ଅନୈତିକ ସମ୍ପର୍କ ରଖିଥିଲେ ବି ସେ ଭଲ ମା’ ହୋଇପାରିବେ। ଅନୈତିକ ସମ୍ପର୍କ ଭଲ ମା’ ହେବାକୁ ପ୍ରଭାବିତ କରି ନ ଥାଏ ବୋଲି ପଞ୍ଜାବ ହରିୟାଣା ହାଇକୋର୍ଟ ପକ୍ଷରୁ ଏକ ମାମଲାର ଶୁଶାଣି ସମୟରେ ଏଭଳି…
ଭାକ୍ସିନ୍ ବେପାର: ଘରୋଇ ହସ୍ପିଟାଲରେ ଗୋଟିଏ ଡୋଜ୍ ଦାମ୍ ୯୦୦ରୁ ୧୪୦୦ ଟଙ୍କା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। କେତେକ ଘରୋଇ ହସ୍ପିଟାଲକୁ ଟିକାଦାନ ଲାଗି ଅନୁମତି ପ୍ରଦାନ କରାଯାଇଛି। ତେବେ ଭାକ୍ସିନ୍ ବେପାରରେ ଘରୋଇ…
ନୂଆ ଭାରିଆଣ୍ଟ୍ ଦ୍ୱାରା ୩ ପ୍ରତିଶତ ଶିଶୁ ହେବେ ଗୁରୁତର: ନୀତି ଆୟୋଗ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ନୀତି ଆୟୋଗ ପକ୍ଷରୁ କୁହାଯାଇଛି ଯେ, କରୋନା ମହାମାରୀ ଭୂତାଣୁର ରୂପ ବଦଳିଲେ ଯେଉଁ ନୂଆ ଭାରିଆଣ୍ଟ୍ ସୃଷ୍ଟି ହେବ ତାହାଦ୍ୱାରା ଦେଶର ୩…
ମେ’ ମାସରେ ରାଜଧାନୀରେ ୯୩୦୦ ଆକ୍ରାନ୍ତଙ୍କ ମୃତ୍ୟୁ: ପ୍ରତିଦିନ ୩୦୦ ଅନ୍ତିମ ସଂସ୍କାର…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ଭାରତ ମେ’ ମାସରେ ପୃଥିବୀରେ ରେକର୍ଡ କରିଛି। ଗୋଟିଏ ମାସରେ ଦେଶରେ ୧…
୯୩୪୬ ଶିଶୁଙ୍କୁ ଅନାଥ କରିଛି କରୋନା: ଉତ୍ତରପ୍ରଦେଶରେ ସର୍ବାଧିକ…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ସଂକ୍ରମଣ ଯୋଗୁ ୯୩୪୬ ଶିଶୁ ମାତାପିତାଙ୍କୁ ହରାଇ ଅନାଥ ହୋଇଛନ୍ତି। ଏନେଇ ରାଷ୍ଟ୍ରୀୟ ବାଳ ଅଧିକାର ସଂରକ୍ଷଣ ଆୟୋଗ(ଏନ୍ସିପିସିଆର୍) ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ…
ଡୋମିନିକାରେ ୮ ଜଣିଆ ଟିମ୍
ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ ପହଞ୍ଚତ୍ଛି। ‘ମିଶନ ଚୋକ୍ସି’ରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ), ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବଂ କେନ୍ଦ୍ରୀୟ…
ରାଜ୍ୟକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ତାହାର…
କୋଭିଡ୍ ଅନାଥଙ୍କ ପାଇଁ ଯୋଜନା କ’ଣ
ନୂଆଦିଲ୍ଲୀ,୨ା୬: କରୋନା ମହାମାରୀର ଦ୍ୱିତୀୟ ଲହର ଅନେକ ପିଲାଙ୍କୁ ଅନାଥ କରିଦେଇଛି। ସେହି ଶିଶୁମାନଙ୍କୁ ଆଶ୍ୱସ୍ତି ପ୍ରଦାନ ଲାଗି କେନ୍ଦ୍ର ସରକାର କ’ଣ ସବୁ କଲ୍ୟାଣକାରୀ ଯୋଜନା ଗଢ଼ିଛନ୍ତି ତାହା ଜାଣିବା ପାଇଁ ଚାହିଁଛନ୍ତି ସୁପ୍ରିମକୋର୍ଟ। ଜଷ୍ଟିସ୍ ଏଲ୍. ନାଗେଶ୍ୱର ରାଓ…
ଅରୁଣ ମିଶ୍ର ହେବେ ଏନ୍ଏଚ୍ଆର୍ସି ଅଧ୍ୟକ୍ଷ
ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍ଏଚ୍ଆର୍ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଚୟନ କମିଟି ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ…
ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା
ନୂଆଦିଲ୍ଲୀ, ୨ା୬: କୋଭିଡ୍ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତ ୫୪ ଦିନରେ ଏହି ସଂଖ୍ୟା ସର୍ବନିମ୍ନ। ଦୈନିକ ସଂକ୍ରମଣ…
ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା
ନୂଆଦିଲ୍ଲୀ,୨ା୬: କୋଭିଡ୍-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ ପରାମର୍ଶ ଦେଇଛନ୍ତି। ଅଧିକ ଅପ୍ଡେଟ୍ ନ ଆସିବା ପର୍ଯ୍ୟନ୍ତ ଭାକ୍ସିନଗୁଡ଼ିକୁ ମିଶାଇବା ଏକ ପ୍ରୋଟୋକଲ…
ପୁଣି ବଢ଼ିଲା ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ…
Archives


