ଜାତୀୟ

ରଘୁନାଥଙ୍କ ସ୍ଥାନରେ ମହେଶ ଜେଠମାଲାନି ରାଜ୍ୟସଭାକୁ ମନୋନୀତ

ମୁମ୍ବାଇ, ୧।୬: ବିଶିଷ୍ଟ ଆଇନଜୀବୀ ମହେଶ ଜେଠମାଲାନିଙ୍କୁ ରାଜ୍ୟ ସଭାକୁ ମନୋନୀତ କରାଯାଇଛି। କେନ୍ଦ୍ର ସରକାରଙ୍କ ସୁପାରିଶ ପରେ ସ୍ବର୍ଗତ ଆଇନଜୀବୀ ତଥା ପୂର୍ବତନ ଆଇନ ମନ୍ତ୍ରୀ ରାମ ଜେଠମାଲାନିଙ୍କ ପୁଅ ମହେଶଙ୍କୁ ରାଜ୍ୟସଭା ସଦସ୍ୟ ଭାବେ ମନୋନୀତ କରିଛନ୍ତି ରାଷ୍ଟ୍ରପତି…

ବଲିଉଡ୍‌ ଅଭିନେତାଙ୍କ ଘରୁ ଚୋରି

ମୁମ୍ବାଇ, ୧।୬: ବଲିଉଡ୍‌ ଷ୍ଟାର ସଲମାନ ଖାନଙ୍କ ସହ ବିବାଦ ପାଇଁ ଏବେ ଚର୍ଚ୍ଚାରେ ଥିବା କେଆର୍‌କେ ଭାବେ ଜଣାଶୁଣା କମଲ ରଶିଦ ଖାନଙ୍କ ଘରୁ ଚୋରି ହୋଇଛି। ଚୋରି ବେଳର ସିସିଟିଭି ଫୁଟେଜ ସେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

ଯୁବତୀଙ୍କ ସହ ବନ୍ଧୁତା ରଖିବାରୁ ଦଳିତ ଯୁବକଙ୍କୁ ଲଣ୍ଡା କରି ନିର୍ଯାତନା

ଜବଲପୁର, ୧।୬: ଯୁବତୀଙ୍କ ସହ ବନ୍ଧୁତା ରଖିବା କାରଣରୁ ୨୦ ବର୍ଷୀୟ ଦଳିତ ଯୁବକ ଓ ତାଙ୍କ ସାଙ୍ଗକୁ ଅର୍ଦ୍ଧ ଲଣ୍ଡା କରି ନିର୍ଯାତନା ଦିଆଯାଇଛି। ମଧ୍ୟପ୍ରଦେଶର ଜବଲପୁରରେ ଗତ ୨୨ ତାରିଖରେ ଏଭଳି ଘଟଣା ଘଟିଛି। ଘଟଣାରେ ସମ୍ପୃକ୍ତ ମହିଳାଙ୍କ…

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ୍‌(ସିବିଏସ୍‌ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା ସ୍ଥିତିକୁ…

ଦ୍ୱାଦଶ ପରୀକ୍ଷା ବାତିଲ କରିବାକୁ କେନ୍ଦ୍ର ସରକାରଙ୍କୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧।୬: ଦ୍ୱାଦଶ ବୋର୍ଡ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ବୈଠକ ବସିବ। ଏଥିରେ ପରୀକ୍ଷା ହେବ କି ନାହିଁ ସେନେଇ ଆଲୋଚନା କରାଯିବ। ଇତିମଧ୍ୟରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କେନ୍ଦ୍ର ସରକାରଙ୍କୁ…

ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟା କଲେ ଏମିତି କାଣ୍ଡ; ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ପ୍ରତାପଗଡ,୧।୬: ଉତ୍ତର ପ୍ରଦେଶର ପ୍ରତାପଗଡ ଜିଲାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏଠାରେ ଏକ ବିବାହ ସମାରୋହରେ ବରକୁ ବରଣମାଳା ପିନ୍ଧାଇବା ପାଇଁ ଷ୍ଟେଜ୍‌ ଉପରକୁ ଯିବା ପୂର୍ବରୁ କନ୍ୟା ରିଭଲଭରରେ ଫାୟାରିଂ କରିଥିଲେ। ଏହାର ଭିଡିଓ ଭାଇରାଲ ହେବା…

ଜୟମାଲା ସମୟରେ ବନ୍ଧୁକ ଚଳାଇଲେ ଦବଙ୍ଗ କନ୍ୟା: ଭିଡିଓ ଭାଇରାଲ

ପ୍ରତାପଗଡ଼, ୧।୬: ଅନେକ ଥର ବିବାହ ସମୟରେ ବର ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିବାକୁ ମିଳେ। ହେଲେ କେବେ କନ୍ୟା ହର୍ଷ ଫାଇରିଂ କରୁଥିବାର ଦୃଶ୍ୟ ଦେଖିଛନ୍ତି କି। ଆଜ୍ଞା ହଁ କିଛି ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶ…

ଛାତ୍ରଙ୍କ ସହ ଫେରାର୍‌ ହେଲେ ଟ୍ୟୁସନ୍‌ ଦିଦି

ପାନିପତ୍‌,୧।୬: ହରିୟାଣାର ପାନିପତ୍‌ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍‌ ଦିଦି। ପାନିପତର ଦେଶରାଜ କଲୋନୀରେ ଏହି ଘଟଣା ସାମ୍ନାକୁ ଆସିଛି। ସମ୍ପୃକ୍ତ ମହିଳା ଜଣଙ୍କ…

ଦ୍ୱାଦଶ ପରୀକ୍ଷା ନେଇ ସନ୍ଧ୍ୟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୧।୬: ବୋର୍ଡ ପରୀକ୍ଷାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସନ୍ଧ୍ୟାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ। ମୋଦିଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ଦ୍ୱାଦଶ ଶ୍ରେଣୀର ପରୀକ୍ଷାକୁ ନେଇ ସମସ୍ତ ସମ୍ଭାବ୍ୟ ଦିଗରେ ଉପରେ ଆଲୋଚନା କରାଯିବ। କରୋନା ସଙ୍କଟ ମଧ୍ୟରେ…

ରାଜ୍ୟପାଳ ଆଣିଲେ ଅଭିଯୋଗ: ମିଛ କହୁଛନ୍ତି ଦିଦି

କୋଲକତା,୧।୬: ପଶ୍ଚିମବଙ୍ଗ ରାଜନୀତିରେ ଆରୋପ-ପ୍ରତ୍ୟାରୋପ ଥମିବାର ନାଁ ନେଉ ନାହଁି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ହୋଇଥିବା ବାତ୍ୟା ବୈଠକରେ ଯୋଗ ଦେଇ ନ ଥିବାରୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଦୂରତା ଆହୁରି ବୃଦ୍ଧି ପାଇଛି।…

ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

ନୂଆଦିଲ୍ଲୀ,୧।୬: ଭାଜପା ରାଜ୍ୟସଭା ଏମ୍‌ପି ସୁବ୍ରମଣ୍ୟମ ସ୍ବାମୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ପୁଣି ବର୍ଷିଛନ୍ତି। ସେ ମଙ୍ଗଳବାର ଟୁଇଟ୍‌ କରି କହିଛନ୍ତି ଯେ, ମୋଦି ସରକାରଙ୍କ ଅଦୂରଦର୍ଶୀ ଆର୍ଥିକ ନୀତି ଯୋଗୁ ଦେଶରେ ଅର୍ଥନୀତି ରୁଗ୍‌ଣ ହୋଇଯାଇଛି। କେନ୍ଦ୍ର ସରକାର…

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ଶରୀରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri