ଜାତୀୟ

ଗ୍ୟାଙ୍ଗ୍‌ଷ୍ଟର ଛୋଟା ରାଜନଙ୍କୁ ୧୦ ବର୍ଷ ଜେଲ୍‌

ମୁମ୍ବାଇ,୧୭ା୩: ଏକ ହତ୍ୟା ଉଦ୍ୟମ ମାମଲାରେ ଗ୍ୟାଙ୍ଗଷ୍ଟର ଛୋଟା ରାଜନଙ୍କୁ ମୁମ୍ବାଇର ସ୍ବତନ୍ତ୍ର ସିବିଆଇ କୋର୍ଟ ମଙ୍ଗଳବାର ୧୦ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ୫ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ୨୦୧୩ରେ ରାଜନ ବିଲ୍ଡର...

‘ରାଲିରେ ଲୋକ ନ ହେବାରୁ ଶାହା ହତାଶ’

କୋଲକାତା, ୧୭ା୩: ନିର୍ବାଚନୀ ପ୍ରଚାର ରାଲିରେ ଲୋକ ନ ହେବାରୁ ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ହତାଶ ହୋଇପଡ଼ିଛନ୍ତି ବୋଲି କହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସଭାପତି ମମତା ବାନାର୍ଜୀ। ସୋମବାର ଝାରଗ୍ରାମ...

ଆମେରିକାରେ ଗୁଳିମାଡ଼, ୮ ମୃତ

ଓ୍ବାଶିଂଟନ, ୧୭।୩: ଆମେରିକାର ଆଟାଲାଣ୍ଟାରେ ଭୟାନକ ଗୁଳିମାଡ ହୋଇଛି। ଅଟଲାଣ୍ଟା ସ୍ଥିତ ଜର୍ଜିଆର ୩ଟି ସ୍ପା ଭିତରେ ପଶି ଜଣେ ଦୁର୍ବୃତ୍ତ ଏହି ଗୁଳିମାଡ କରିଥିଲେ। ଏଥିରେ ୪ଜଣ ମହିଳାଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ତେବେ...

ଚାଷୀଙ୍କ ପରେ ବ୍ୟାଙ୍କ କର୍ମଚାରୀ

କରୋନା ଲକ୍‌ଡାଉନ୍‌ ସାରା ଦେଶର ଅର୍ଥନୀତିକୁ ଉଜାଡ଼ି ଦେଇଥିବାରୁ ଅର୍ଥ ବ୍ୟବସ୍ଥାକୁ ସଜାଡ଼ିବା କେନ୍ଦ୍ର ସରକାରଙ୍କ ପ୍ରଥମ କର୍ତ୍ତବ୍ୟ ହେବା ଆବଶ୍ୟକ। କିନ୍ତୁ ସରକାର ବିପର୍ଯ୍ୟସ୍ତ ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣିବା ପରିବର୍ତ୍ତେ ଏହାକୁ ଆହୁରି ବିପଦ ମଧ୍ୟକୁ ଠେଲିଦେବା...

ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ

ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ...

ଇସ୍ତଫା ଦେଲେ ମୋଦିଙ୍କ ମୁଖ୍ୟ ପରାମର୍ଶଦାତା

ନୂଆଦିଲ୍ଲୀ,୧୬।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମୁଖ୍ୟ ପରାମର୍ଶଦାତା ପି. କେ. ସିହ୍ନା ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଭଳି ପଦକ୍ଷେପ ପଛରେ ବ୍ୟକ୍ତିଗତ କାରଣ ରହିଛି। ପୂର୍ବତନ କ୍ୟାବିନେଟ୍‌ ସଚିବ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଗତ ୧୮...

‘ ଭାଜପା ପାଇଁ ଭୋଟ ନାହିଁ ’ ପୋଷ୍ଟର

କୋଲକାତା,୧୬।୩ : ଭାଜପା-ତୃଣମୂଳ କଂଗ୍ରେସ ମଧ୍ୟରେ ପଶ୍ଚିମବଙ୍ଗ ହାତେଇବା ପାଇଁ ଚାଲିଥିବା ଯୁଦ୍ଧ ଏବେ ପହଞ୍ଚିଛି କୋଲକାତାର ଆଇକ୍‌ନିକ କଫି ହାଉସରେ। କଲେଜ ଷ୍ଟ୍ରିଟ୍‌ରେ ଥିବା କଫି ହାଉସର ପ୍ରଥମ ଫ୍ଲୋରରେ ଲାଗିଥଲା ଭାଜପା ବିରୋଧୀ ପୋଷ୍ଟର, ଯେଉଁଥିରେ ‘ଭାଜପା...

ବିଶ୍ୱର ସବୁଠୁ ପ୍ରଦୂଷିତ ୩୦ ସହର ମଧ୍ୟରୁ ଭାରତର ୨୨

ନୂଆଦିଲ୍ଲୀ,୧୬।୩ : ଦେଶର ଲୋକଙ୍କୁ ଚିନ୍ତାରେ ପକାଇଲା ଭଳି ଏକ ତଥ୍ୟ ସାମ୍ନାକୁ ଆସିଛି। ଏକ ରିପୋର୍ଟ ଅନୁଯାୟୀ, ବିଶ୍ୱର ସବୁଠୁ ପ୍ରଦୂଷିତ ୩୦ ସହର ମଧ୍ୟରେ ରହିଛି ଭାରତର ୨୨ଟି ସିଟି। ଆଉ ଦିଲ୍ଲୀକୁ ସବୁଠୁ ପ୍ରଦୂଷିତ ରାଜଧାନୀ...

୨ ମାସ ମଧ୍ୟରେ ବଳାତ୍କାର ପୀଡ଼ିତାଙ୍କୁ ମିଳିଲା ନ୍ୟାୟ

ଲକ୍ଷ୍ନୌ,୧୬।୩ : ଉତ୍ତର ପ୍ରଦେଶରେ ଏଟାଓ୍ବା ଜିଲାର ଜଣେ ବଳାତ୍କାର ଅଭିଯୁକ୍ତଙ୍କୁ ଘଟଣାର ୫୫ ଦିନରେ ଆଜୀବନ କାରଦଣ୍ଡ ଶୁଣାଇଛନ୍ତି କୋର୍ଟ। ଆମ ଦେଶରେ ଏତେ ଶୀଘ୍ର ନ୍ୟାୟ ମିଳିବା ଘଟଣା ବୋଧହୁଏ ପ୍ରଥମ। ତେବେ ସ୍ଥାନୀୟ ପୋଲିସ ଅଧିକାରୀଙ୍କ...

ରେଳବାଇ ଭାରତର ସମ୍ପତ୍ତି, ଏହାର ଘରୋଇକରଣ କେବେ ବି ହେବନାହିଁ: ରେଳମନ୍ତ୍ରୀ

ନୂଆଦିଲ୍ଲୀ,୧୬।୩: ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର ସ୍ପଷ୍ଟ କରିଛନ୍ତି ଯେ ରେଳବାଇ ଭାରତର ସମ୍ପତ୍ତି। ଏହାର ଘରୋଇକରଣ କେବେହେଲେ କରାଯିବ ନାହିଁ। ଯାତ୍ରୀମାନଙ୍କୁ ଭଲ ସୁବିଧା ମିଳିବା ଲାଗି ତଥା ରେଳ ମାଧ୍ୟମରେ ଅର୍ଥନୀତିକୁ ମଜଭୂତ କରିବା ଭଳି...

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ମମତାଙ୍କୁ କରାଯିବନି ଆକ୍ଷେପ

କୋଲକାତା,୧୬।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଛକାପଞ୍ଝା ସ୍ଥିତିି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗୋଡ଼ ଭାଙ୍ଗିବା ଦ୍ୱାରା ଭୋଟର ତାଙ୍କ ଆଡ଼କୁ ମୁହାଁଇବା ସ୍ବାଭାବିକ ବୋଲି ଭାଜପା ଚିନ୍ତା...

୪ ମେଟ୍ରୋରେ ରାତ୍ରକାଳୀନ କର୍ଫ୍ୟୁ

ଅହମଦାବାଦ,୧୬।୩: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅହମଦାବାଦ, ବଡୋଦରା, ସୁରଟ ଏବଂ ରାଜକୋଟ ଆଦି ୪ ମେଟ୍ରୋ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ମାର୍ଚ୍ଚ ୧୭ରୁ ୩୧ ପର୍ଯ୍ୟନ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri