ଜାତୀୟ

ପଣ୍ଡ ହେଲା ଆତଙ୍କବାଦୀଙ୍କ ଆକ୍ରମଣ ଯୋଜନା, ଅଳ୍ପକେ ବର୍ତ୍ତିଲା ଦେଶ

ନୂଆଦିଲ୍ଲୀ,୧୬ ।୯: ଦେଶରେ ହେବାକୁ ଯାଉଥିବା ଏକ ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ ହୋଇଛି । ଭିନ୍ନ ଭିନ୍ନ ସ୍ଥାନରୁ ଗିରଫ ହୋଇଥିବା ଆତଙ୍କବାଦୀମାନେ କିଛି ସହରକୁ ବିସ୍ଫୋରକ ପଠାଇଥିବା ଦାବି କରିଛନ୍ତି । ଏହାକୁ ନେଇ ଭିନ୍ନ ଭିନ୍ନ…

ପ୍ରତିଶୋଧ ପାଇଁ କଲେଜ ଛାତ୍ରଙ୍କ ମୁଣ୍ଡକାଟି ଦେଲେ

ଚେନ୍ନାଇ,୧୬।୯: ତାମିଲନାଡୁର କାଞ୍ଚତ୍ପୁରମ୍‌ ଜିଲାରେ ଜଣେ ୨୧ ବର୍ଷୀୟ କଲେଜ ଛାତ୍ରଙ୍କ ମୁଣ୍ଡକାଟି ହତ୍ୟା କରାଯାଇଛି। କଟାମୁଣ୍ଡକୁ ଏରୁମାଇୟୁର ଚର୍ଚ୍ଚ ସମ୍ମୁଖରେ ରଖାଯିବା ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ମୃତ ଛାତ୍ର ଜି. ଭେଟ୍ରଭେଲ୍‌ଙ୍କ ଗଣ୍ଡିକୁ ଅନ୍ୟତ୍ର ଫିଙ୍ଗି ଦିଆଯାଇଛି।…

ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା

ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲାଙ୍କ ନାମ…

କାମୁଡ଼ିବା ପରେ ବେକରେ ୨ ଘଣ୍ଟା କାଳ ଗୁଡ଼ାଇ ହୋଇରହିଲା ନାଗ ସାପ, ତଥାପି …

ମୁମ୍ବାଇ,୧୫।୯: ନାଗ ସାପ କାମୁଡ଼ିବା ପରେ ୨ ଘଣ୍ଟା ଧରି ବେକରେ ଗୁଡ଼ାଇ ହୋଇ ରହିଥିଲା। ହେଲେ ବଞ୍ଚିଯାଇଛି ୬ ବର୍ଷୀୟା କୁନି ଝିଅର ଜୀବନ। ଏଭଳି ଅବିଶ୍ୱସନୀୟ ଘଟଣା ଘଟିଛି ମହାରାଷ୍ଟ୍ରର ଓ୍ବାର୍ଧା ଜିଲାରେ। ଘଟଣାର ୪ ଦିନ ପରେ…

ଏହି ରାଜ୍ୟରେ ବଳାତ୍କାର ମାମଲା ସର୍ବାଧିକ

ଜୟପୁର,୧୫।୯: ଅନ୍ୟ ରାଜ୍ୟ ତୁଳନାରେ ରାଜସ୍ଥାନରେ ସର୍ବାଧିକ ସଂଖ୍ୟକ ବଳାତ୍କାର ମାମଲା ରୁଜୁ ହେଉଛି। ଏପରି କି ଉତ୍ତରପ୍ରଦେଶକୁ ପଛରେ ଛାଡ଼ି ଦେଇଛି କଂଗ୍ରେସ ଶାସିତ ରାଜସ୍ଥାନ। ଏହା ଦର୍ଶାଇଛି ଜାତୀୟ ଅପରାଧ ରେକଡର୍‌ସ ବ୍ୟୁରୋ (ଏନ୍‌ସିଆର୍‌ବି)ର ୨୦୨୦ ବର୍ଷର ରିପୋର୍ଟ।…

‘ଟଙ୍କା ପଠାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’

ପାଟନା,୧୫।୯: ବ୍ୟାଙ୍କର ଭୁଲ ଯୋଗୁ ବିହାରର ଖାଗାରିଆ ଜିଲାର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରେ ଜମା ହୋଇଥିଲା ୫.୫ ଲକ୍ଷ ଟଙ୍କା। ଏହି ଟଙ୍କା ଫେରାଇ ଦେବାକୁ ତାଙ୍କ ପାଖକୁ ଅନେକ ଥର ନୋଟିସ ଆସିଥିଲା। ଏହାର ଜବାବରେ ବ୍ୟକ୍ତି ଜଣଙ୍କ କହିଥିଲେ,…

ସୋନୁ ସୁଦଙ୍କ ଘରେ ଆଇଟି ଚଢ଼ାଉ

ନୂଆଦିଲ୍ଲୀ,୧୫।୯: ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ମୁମ୍ବାଇ ସ୍ଥିତ ବାସଭବନରେ ଓ ତାଙ୍କ ଲିଙ୍କ୍‌ରେ ଥିବା ଲକ୍ଷ୍ନୌର ଏକ କମ୍ପାନୀ ଉପରେ ବୁଧବାର ଆୟକର ବିଭାଗ (ଆଇଟି) ଚଢ଼ାଉ କରିଛି। ନିକଟରେ ସୋନୁଙ୍କ କମ୍ପାନୀ ଓ ଲକ୍ଷ୍ନୌସ୍ଥିତ ରିଅଲ ଇଷ୍ଟେଟ୍‌ ଫାର୍ମ…

ରାସ୍ତା ଉପରେ ନାଚିବା ପଡ଼ିଲା ମହଙ୍ଗା

ଇନ୍ଦୋର,୧୫।୯: ମଧ୍ୟପ୍ରଦେଶ ଇନ୍ଦୋରର ରସୋମା ସ୍କୋୟାରରେ ରେଡ୍‌ ସିଗନାଲର ଫାଇଦା ଉଠାଇ ଜଣେ ଯୁବତୀ ରାସ୍ତା ଉପରେ ନାଚି ଥିଲେ, ଯାହାର ଭିଡିଓ ଭାଇରାଲ ହେଉଛି ଇନ୍‌ଷ୍ଟାଗ୍ରାମରେ। ଏହି ଭିଡିଓ ଯୁବତୀଙ୍କ ପାଇଁ ଅଡ଼ୁଆ ସୃଷ୍ଟି କରିଛି। ଟ୍ରାଫିକ୍‌ ନିୟମ ଭାଙ୍ଗିବା…

‘ଭିକ ମାଗୁଛି, ଜୀବନ ଶେଷ କରନାହିଁ’

ଚେନ୍ନାଇ,୧୫।୯: ତାମିଲନାଡୁରେ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ (ନିଟ୍‌) ପରୀକ୍ଷା ଚାପର ସମ୍ମୁଖୀନ ହେଉଥିବା ଛାତ୍ରୀଛାତ୍ରଙ୍କୁ ବୁଧବାର ଏକ ଭାବପ୍ରବଣ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ଏମ୍‌ କେ ଷ୍ଟାଲିନ। ଏହି ବିବାଦୀୟ ପରୀକ୍ଷା କାରଣରୁ ଗୋଟିଏ ସପ୍ତାହରେ ରାଜ୍ୟର ୩…

‘ଧରିପଡ଼ିବା ପରେ ବଳାତ୍କାରୀଙ୍କୁ ଏନକାଉଣ୍ଟର’

ହାଇଦ୍ରାବାଦ୍‌,୧୫।୯: ପଡୋଶୀଙ୍କ ୬ ବର୍ଷୀୟା ଝିଅଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଅଭିଯୁକ୍ତ ଏପର୍ଯ୍ୟନ୍ତ ଧରା ପଡ଼ିନାହିଁ। ଏହି ବଳାତ୍କାର ଓ ହତ୍ୟା କାଣ୍ଡ ଘଟାଇଥିବା ଅପରାଧୀ ଧରାପଡ଼ିବା ପରେ ଏନକାଉଣ୍ଟର କରାଯିବ ବୋଲି ତେଲାଙ୍ଗାନାର ଜଣେ ଶ୍ରମ ମନ୍ତ୍ରୀ ମଲ୍ଲା…

‘ଭାରତ କେବେ ଆଫଗାନିସ୍ତାନ ଭଳି ହୋଇପାରିବ ନାହିଁ’

ମୁମ୍ବାଇ,୧୫।୯: ରାଷ୍ଟ୍ରିୟ ସ୍ବୟଂ ସେବକ ସଂଘ (ଆରଏସଏସ) ଏବଂ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚପି) କୁ ତାଲିବାନ ସହିତ ତୁଳନା କରିଥିବା ଗୀତିକାର ଜାଭେଦ ଅଖତର ହିନ୍ଦୁମାନଙ୍କୁ ବିଶ୍ୱର ସବୁଠାରୁ ସହନଶୀଳ ସମ୍ପ୍ରଦାୟ ବୋଲି ବର୍ଣ୍ଣନା କରିଛନ୍ତି। ଶିବସେନା ମୁଖପତ୍ର ‘ସାମନା’ରେ…

ଅଷ୍ଟମ ପର୍ଯ୍ୟନ୍ତ ସ୍କୁଲ୍‌ ଏବେ ଖୋଲିବା ମନା…

ନୂଆଦିଲ୍ଲୀ,୧୫।୯: କରୋନା ମହାମାରୀର ଦ୍ୱିତୀୟ ଳହର ଦେଶରେ ଥମିବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ନବaମରୁ ଦ୍ୱାଦଶ ପର୍ଯ୍ୟନ୍ତ ସ୍କୁଲ ଖୋଲାଯିବା ଉପରେ ନିଷ୍ପତ୍ତି ଗ୍ରହଣ ହୋଇଥିଲା। ସ୍କୁଲଗୁଡ଼ିକ ୫୦ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରିବ ବୋଲି ପୂର୍ବରୁ ଦିଲ୍ଲୀ ବିପର୍ଯ୍ୟୟ ପ୍ରଶମନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri