ଗୁଜରାଟ ଭାଜପାରେ ବଢୁଛି ବିବାଦ
ଗାନ୍ଧିନଗର,୧୫।୯: ଗୁଜରାଟରେ ନେତୃତ୍ୱ ପରିବର୍ତ୍ତନ ପରେ ବୁଧବାର କ୍ୟାବିନେଟକୁ ବିସ୍ତାର କରାଯିବାର ସମ୍ଭାବନା ରହିଛି। କିନ୍ତୁ କ୍ୟାବିନେଟର ସମ୍ପ୍ରସାରଣ ପୂର୍ବରୁ ଦଳରେ ଆଭ୍ୟନ୍ତରୀଣ ମତଭେଦ ମଧ୍ୟ ସାମ୍ନାକୁ ଆସୁଛି। ବିଭିନ୍ନ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ଯେ, ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ପୁରା…
ଅଟୋ ସେକ୍ଟରକୁ ପିଏଲ୍ଆଇ ପ୍ୟାକେଜ, ୭.୫ ଲକ୍ଷଙ୍କୁ ମିଳିବ ନିଯୁକ୍ତି…
ନୂଆଦିଲ୍ଲୀ,୧୫।୯: ଅଟୋ ଏବଂ ଡ୍ରୋନ୍ ସେକ୍ଟର ପାଇଁ ପ୍ରଡକଶନ୍ ଲିଙ୍କ୍ ଇନସେନଟିଭ୍ (ପିଏଲ୍ଆଇ) ଯୋଜନା ଅନ୍ତର୍ଗତ ୫୭,୦୪୩ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରାଯାଇଛି। ବୁଧବାର ଅନୁଷ୍ଠିତ ହୋଇଥିବା କ୍ୟାବିନେଟ୍ ବୈଠକରେ ଏହାକୁ ମଞ୍ଜୁରୀ ମିଳିଛି। ଧାର୍ଯ୍ୟ ପ୍ୟାକେଜ ମଧ୍ୟରୁ ଅଟୋ…
ଦୀପାବଳିରେ ରାଜଧାନୀରେ ଫୁଟିବନି ବାଣ, ସରକାର ଜାରି କଲେ କଟକଣା…
ନୂଆଦିଲ୍ଲୀ,୧୫।୯: ଚଳିତ ଦୀପାବଳିରେ ଗତ ବର୍ଷ ଭଳି ମଧ୍ୟ ରାଜଧାନୀ ଦିଲ୍ଲୀରେ ବାଣ ଫୁଟାଇବା ଏବଂ ବିକ୍ରି ଉପରେ ସରକାର କଡ଼ା କଟକଣା ଜାରି କରିଛନ୍ତି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏନେଇ ବୁଧବାର ଟୁଇଟ୍ କରି ସୂଚନା ଦେଇଛନ୍ତି। ଗତ ୩…
ମୋବାଇଲରେ କାର୍ଟୁନ ଦେଖୁଦେଖୁ ବାଲ୍କୋନିରୁ ଖସିପଡ଼ିଲେ ୨ ବର୍ଷର ଶିଶୁ
ମୁମ୍ବାଇ,୧୫ା୯: ଆଜିକାଲି ଛୋଟପିଲାଙ୍କୁ ଭୁଲାଇବା ପାଇଁ ମାତାପିତା ମୋବାଇଲର ସାହାରା ନେଉଛନ୍ତି। ମାତ୍ର ଏହି ମୋବାଇଲ ବେଳେବେଳେ ପିଲାଙ୍କ ପାଇଁ କାଳ ସାଜୁଛି। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗୁଜରାଟର ସୁରଟରେ। ସହରର ପ୍ରତାପନଗରରେ ଥିବା ଏକ ଆପାର୍ଟମେଣ୍ଟର ଚତୁର୍ଥ…
କେନ୍ଦ୍ରକୁ ଏସ୍ସିଙ୍କ ଛାଟ, ସରକାର କରୁଛନ୍ତି ଧର୍ଯ୍ୟ ପରୀକ୍ଷା,କହିଲେ ପ୍ରଧାନ ବିଚାରପତି…
ନୂଆଦିଲ୍ଲୀ,୧୫।୯: ଦେଶର ବିଭିନ୍ନ ଟ୍ରିବ୍ୟୁନାଲରେ ଖାଲିଥିବା ପଦବୀରେ ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କୁ ସୁପ୍ରିମକୋର୍ଟ (ଏସ୍ସି) ଛାଟ ଦେଖାଇଛନ୍ତି। ଟ୍ରିବ୍ୟୁନାଲ ସଂସ୍କାର ଅଧିନିୟମ ୨୦୨୧ ର ସାମ୍ବିଧାନିକ ବୈଧତା ଏବଂ ଟ୍ରିବ୍ୟୁନାଲରେ ଖାଲିଥିବା ପଦବୀ ପୂରଣକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଦାଖଲ…
ବସ୍-କାର୍ ମୁହାଁମୁହିଁ ଧକ୍କା, ୫ ଜୀଅନ୍ତା ଜଳିଗଲେ
ରାଞ୍ଚି,୧୫ା୯: ଝାଡ଼ଖଣ୍ଡରେ ବୁଧବାର ସକାଳେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ବସ୍ କାର୍ ମୁହାଁମୁହିଁ ଧକ୍କା ହେବାରୁ ୫ ଜଣ ଜୀଅନ୍ତା ଜଳିଯାଇଛନ୍ତି। ଏ ସମ୍ପର୍କରେ ଖବର ପାଇ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।…
ଅବ୍ବା ଜାନ୍ ପରେ ଚାଚା ଜାନ୍ଙ୍କ ଏଣ୍ଟ୍ରି, ଭାଜପାକୁ ଟାର୍ଗେଟ…
ଲକ୍ଷ୍ନୌ,୧୫।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ରାଜ୍ୟରେ ଅବ୍ବା ଜାନ୍କୁ ନେଇ ରାଜନୀତି ସରଗରମ ରହିଛି। ଏପରିସ୍ଥଳେ ରାଜ୍ୟରେ ଚାଚା ଜାନ୍ଙ୍କ ଏଣ୍ଟ୍ରି ହୋଇଛି। ଭାରତୀୟ କୃଷକ ସଂଘ ନେତା ରାକେଶ ଟିକାଏତ ବାଗପତର ଟଟିରି ଗାଁରେ…
ଦିଲ୍ଲୀରୁ ଖୁସି ଖବର, ୨ ମାସ ମଧ୍ୟରେ ଶତ ପ୍ରତିଶତ ବୟସ୍କଙ୍କୁ କରୋନା ଟିକା…
ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଦେଶର ୭୫…
ସଂକ୍ରମଣ ଶୀର୍ଷ ଅତିକ୍ରମ କରି ସାରିଛି କେରଳ: ଏମ୍ସ୍…
ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଆତଙ୍କ ସୃଷ୍ଟି ହୋଇଛି। କେରଳରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଯୋଗୁ ଦେଶର ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏପରିସ୍ଥଳେ ଏମ୍ସ୍ ପକ୍ଷରୁ କୁହାଯାଇଛି ଯେ, କେରଳ…
ଠକାମିର ଶିକାର ହେଲେ ଲାଲୁଙ୍କ ପୁଅ
ପାଟନା,୧୫।୯: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତଥା ତେଜ ପ୍ରତାପ ଯାଦବ ଠକାମିର ଶିକାର ହୋଇଛନ୍ତି। ଏହି ଠକେଇ ଅନ୍ୟ କେହି ନୁହେଁ, ତେଜ ପ୍ରତାପଙ୍କ କମ୍ପାନୀର କର୍ମଚାରୀଙ୍କ ଦ୍ୱାରା କରାଯାଇଛନ୍ତି। ଅଭିଯୋଗ ହୋଇଛି ଯେ କର୍ମଚାରୀ…
କେରଳ ଯୋଗୁ ବଢୁଛି ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…
ନୂଆଦିଲ୍ଲୀ,୧୫।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ନେଇ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। କେରଳ ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ଦୈନିକ ସଂକ୍ରମଣ…
‘ଅବ୍ବା ଜାନ୍’ ମନ୍ତବ୍ୟ: ଯୋଗୀଙ୍କ ନାଁରେ ମାମଲା
ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫।୯: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଭାଜପାର ଧ୍ରୁବୀକରଣ ପ୍ରୟୋଗ ସେତିକି ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଅବ୍ବା ଜାନ୍’ ମନ୍ତବ୍ୟ ଏବେ ଜାତୀୟ ରାଜନୀତିରେ ମଧ୍ୟ ଝଡ଼ ସୃଷ୍ଟି କରିଛି। ଇତିମଧ୍ୟରେ ବିହାରର ମୁଜାଫରପୁରସ୍ଥିତ…
Archives


