କରୋନା ନେଗେଟିଭ୍ ମା’ଙ୍କ ନବଜାତ ଶିଶୁ ପଜିଟିଭ୍ ଚିହ୍ନଟ
ବାରାଣସୀ,୨୮।୫: ଦେଶରେ କରୋନାର ଦ୍ୱିତୀୟ ଲହର ପ୍ରକୋପ ଜାରି ରହିଥିବା ବେଳେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଛି। ବୈଜ୍ଞାନିକଙ୍କ ତଥ୍ୟ ଅନୁସାରେ କୁହାଯାଉଛି, ତୃତୀୟ ଲହରରେ ପିଲାମାନେ ଅଧିକ ସଂକ୍ରମିତ ହେବେ। ଇତିମଧ୍ୟରେ ଉତ୍ତରପ୍ରଦେଶ ବାରାଣସୀରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା…
ସ୍ବାମୀ କରୁଥିଲେ ଦ୍ୱିତୀୟ ବିବାହ: ମଣ୍ଡପରେ ଝିଅକୁ ଧରି ପହଞ୍ଚିଲେ ପ୍ରଥମ ସ୍ତ୍ରୀ, ପରେ ଘଟିଲା ଏମିତି…
ଚଣ୍ଡିଗଡ଼,୨୮ା୫: ପଞ୍ଜାବର ଫିରୋଜପୁରରେ ଜଣେ ବ୍ୟକ୍ତି ଦ୍ୱିତୀୟ ବିବାହ କରୁଥିଲେ। ଏହା ଜାଣିପାରି ତାଙ୍କ ପ୍ରଥମ ସ୍ତ୍ରୀ ମଣ୍ଡପରେ ପହଞ୍ଚି ହଙ୍ଗାମା କରିଥିଲେ। ପ୍ରଥମ ସ୍ତ୍ରୀ ଅଭିଯୋଗ ଆଣିଛନ୍ତି, ତାଙ୍କ ସ୍ବାମୀ ପ୍ରଥମେ ତାଙ୍କୁ ବିବାହ କରିଥିଲେ। ତାଙ୍କର ଏକ ଝିଅ…
ରାଜଧାନୀରୁ ହଟିଲା ଲକ୍ଡାଉନ୍: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ
ନୂଆଦିଲ୍ଲୀ,୨୮।୫: ଦିଲ୍ଲୀବାସୀଙ୍କ ପାଇଁ ଏକ ଖୁସି ଖବର। ଦେଶର ରାଜଧାନୀରେ କ୍ରମାଗତ ଭାବେ କରୋନା ପଜିଟିଭ୍ ହାର ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନ୍ଲକ୍ ପାଇଁ ସରକାର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ…
ଶୁଭେନ୍ଦୁ ଆସିବେ ବୋଲି ଜାଣି ରାଗିଗଲେ ଦିବି
କୋଲକତା,୨୮।୫: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାତ୍ୟା ‘ୟାସ୍’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବାତ୍ୟାଞ୍ଚଳ ପରିଦର୍ଶନ କରି ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହ ଏକ ରିଭ୍ୟୁ ମିଟିଂ କରିବେ ପ୍ରଧାନମନ୍ତ୍ରୀ। ତେବେ ପଶ୍ଚିମବଙ୍ଗରେ ହେବାକୁ ଥିବା…
କେଜ୍ରିଓ୍ବାଲଙ୍କ ନାଁରେ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ ଆଣିଲେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ,୨୮।୫: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂ ପଟେଲ ତ୍ରିରଙ୍ଗାକୁ ଅସମ୍ମାନ କରିଥିବା ଅଭିଯୋଗ କରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ୍ ଏବଂ ଲେଫ୍ଟନାଣ୍ଟ ଗଭର୍ନର ଅନିଲ ବୈଜଲଙ୍କୁ ଚିଠି ଲେଖିଛନ୍ତି। ପ୍ରହ୍ଲାଦ ପଟେଲ ତାଙ୍କ ଚିଠିରେ ଉଲ୍ଲେଖ…
୨ରୁ ୮ବର୍ଷର ପିଲାଙ୍କ ଉପରେ କୋଭାକ୍ସିନ ଟ୍ରାଏଲ ଆରମ୍ଭ
ପାଟନା,୨୮।୫: ବିହାର ସମେତ ପୁରା ଦେଶରେ କରୋନା ଭାଇରସ୍ର ପ୍ରକୋପ ଜାରି ରହିଛି। ପ୍ରତିଦିନ ହଜାର ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା କଥା ନ କହିଲେ ଭଲ। କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତଦେହର ଅନ୍ତିମ…
ଭାଜପା ଏମ୍ପିଙ୍କ କାର୍ ଉପରକୁ ଆକ୍ରମଣ
ଜୟପୁର,୨୮।୫: ଭାରତପୁରରୁ ଭାରତୀୟ ଜନତା ପାର୍ଟି ଏମ୍ପି ରଣଜିତା କୋଲିଙ୍କ ଗାଡି ଉପରେ ଆକ୍ରମଣ ହୋଇଛି। ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଯାଞ୍ଚ କରିବା ପରେ ଏମ୍ପି ତାଙ୍କ ଘରକୁ ଫେରୁଥିବା ବେଳେ ତାଙ୍କ କାର ଉପରେ କିଛି ଦୁର୍ବୃତ୍ତ ଧରସୋନି ଗ୍ରାମ…
ମୋଦିଙ୍କୁ ଭେଟିବେ ଦିଦି
ନୂଆଦିଲ୍ଲୀ,୨୮।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ବାଚନ ଫଳାଫଳ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଏକ ବୈଠକ କରି ବାତ୍ୟା ୟାସ ଯୋଗୁ ରାଜ୍ୟରେ ପ୍ରଭାବିତ ଅଞ୍ଚଳରେ ହୋଇଥିବା ସମ୍ପର୍କରେ…
ବିଷାକ୍ତ ମଦ ପିଇ ଚାଲିଗଲା ୭ ଜୀବନ: ୫ ହରାଇଲେ ଦୃଷ୍ଟିଶକ୍ତି
ଆଲିଗଡ,୨୮।୫: ଉତ୍ତରପ୍ରଦେଶର ଆଲିଗଡ ଜିଲାରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ମଦ ପିଇ ଦୁଇ ଟ୍ରକ ଡ୍ରାଇଭରଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଛି। ଅନେକ ଲୋକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି। ଏଥିମଧ୍ୟରୁ ଅନେକ ଦୃଷ୍ଟି ଶକ୍ତି ହରାଇଛନ୍ତି। ଏଥିସହ…
୪୪ ଦିନ ପରେ ଦୁଇ ଲକ୍ଷ ତଳକୁ ଖସିଲା କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୨୮।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୮୬,୧୬୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୦୦୦ ଜଣଙ୍କର…
ଜୁଲାଇରେ ଆସିବ ଫାଇଜର
ନୂଆଦିଲ୍ଲୀ, ୨୮।୫:ଦେଶରେ କୋଭିଡ୍ ଟିକା ଅଭାବ ପୂରଣ ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନୀକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏଥିପାଇଁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ସରକାର ଦୋହରାଇଛନ୍ତି। ଆମେରିକାର ଫାଇଜର କମ୍ପାନୀ ଭାରତକୁ ୫ କୋଟି ଡୋଜ୍ ଯୋଗାଇଦେବାକୁ…
୧୫ ଦିନରେ ନୂଆ ନିୟମ ଅନୁପାଳନ ବିବରଣୀ ଦିଅ
ନୂଆଦିଲ୍ଲୀ, ୨୮।୫:କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତ ଫେବୃୟାରୀରେ ଜାରି ହୋଇଥିବା ନୂଆ ଡିଜିଟାଲ ମିଡିଆ ନିୟମାବଳୀ କେତେଦୂର କାର୍ଯ୍ୟକାରୀ ହୋଇଛି ୧୫ ଦିନ ମଧ୍ୟରେ ତା’ର ସବିଶେଷ ବିବରଣୀ ଦାଖଲ କରିବା ପାଇଁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସମସ୍ତ ଓଭର…
Archives


