ଜାତୀୟ

ଭାରତରେ ୪୨ ଲକ୍ଷ କରୋନା ମୃତ୍ୟୁ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୮ା୫:କରୋନା ମହାମାରୀ ଯୋଗୁ ଭାରତରେ ଘଟୁଥିବା ମୃତ୍ୟୁସଂଖ୍ୟାକୁ ନେଇ ଲଗାତର ପ୍ରଶ୍ନ ଉଠିବାରେ ଲାଗିଛି। ସରକାର ବତାଉଥିବା ସଂଖ୍ୟାକୁ ଭୁଲ୍‌ ବୋଲି କୁହାଯାଉଛି। ଶ୍ମଶାନ ଘାଟ ଓ ନଦୀକୂଳର ଚିତ୍ର ଦେଖିଲେ ସରକାରଙ୍କ ଡାଟା ତ୍ରୁଟିଯୁକ୍ତ ମନେହେଉଛି। ଏଭଳି ସମୟରେ ଆମେରିକାର…

ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି: ଆଜି ଆକାଶମାର୍ଗରୁ ଦେଖିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୮ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ବାତ୍ୟା ୟାସ୍‌ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିବେ। ବୁଧବାର ସାମୁଦ୍ରିକ ଝଡ଼ ଓଡ଼ିଶା ଉପକୂଳରେ ମାଡ଼ କରିବା ସହ ଉଭୟ ରାଜ୍ୟରେ ବ୍ୟାପକ…

ଜୁଲାଇରେ ଆସିବ ଫାଇଜର ଟିକା

ନୂଆଦିଲ୍ଲୀ, ୨୭।୫: ଦେଶରେ କୋଭିଡ୍‌ ଟିକା ଅଭାବ ପୂରଣ କରିବା ଲାଗି ସରକାର ବିଦେଶରୁ ଭାକ୍ସିନ ଆମଦାନିକୁ ତ୍ୱରାନ୍ବିତ କରିବାକୁ ଚାହୁଁଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଟିକା ନୀତିରେ ପରବର୍ତ୍ତନ କରାଯିବ ବୋଲି ନୀତି ଆୟୋଗ ସଦସ୍ୟ ଭି.କେ ପଲ୍‌ ସୂଚନା…

ବର୍ଷେ ବଢ଼ିଲା ‘ର’, ଆଇବି ମୁଖ୍ୟଙ୍କ କାର୍ଯ୍ୟକାଳ

ନୂଆଦିଲ୍ଲୀ, ୨୭।୫ : ଦେଶର ବାହ୍ୟ ଗୋଇନ୍ଦା ସଂସ୍ଥା ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ମୁଖ୍ୟ ସାମନ୍ତ କୁମାର ଗୋୟଲ ଏବଂ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ମୁଖ୍ୟ ଅରବିନ୍ଦ କୁମାରଙ୍କ କାର୍ଯ୍ୟକାଳକୁ ଗୋଟିଏ ବର୍ଷ ବଢ଼ାଇ ଦିଆଯାଇଛି। ର’ ମୁଖ୍ୟ…

ଫସିଗଲେ ଚୋକ୍‌ସି: ଫିଟିଲା ପ୍ରତ୍ୟର୍ପଣ ବାଟ

ନୂଆଦିଲ୍ଲୀ, ୨୭।୫: ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତ ମେହୁଲ ଚୋକ୍‌ସିଙ୍କୁ କୂଟନୀତି ମାଧ୍ୟମରେ ଡୋମିନିକାରୁ ସିଧାସଳଖ ଭାରତ ନେଇପାରେ ବୋଲି ଗୁରୁବାର ବିବୃତି ଜାରି କରିଛନ୍ତି ଆଣ୍ଟିଗୁଆ ପ୍ରଧାନମନ୍ତ୍ରୀ ଗାଷ୍ଟୋନ ବ୍ରାଉନେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି,…

ଅନ୍ତିମ ସଂସ୍କାରର ୭ ଦିନ ପରେ ଘରକୁ ଫେରିଲେ ଯୁବକ

ଜୟପୁର, ୨୭।୫: ଜଣେ ୪୦ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରି ଏକ ପରିବାର ପକ୍ଷରୁ ଗଳିତ ମୃତ ଦେହର ଅନ୍ତିମ ସଂସ୍କାର କରାଯାଇଥିଲା। ଏହାର ୭ ଦିନ ପରେ ଯୁବକ ଜଣକ ଘରକୁ ଫେରି ଆସିଛନ୍ତି। ଏଭଳି ଘଟଣା…

ତାଙ୍କ ବାପା ବି ମୋତେ ଗିରଫ କରିପାରିବ ନାହିଁ : ରାମଦେବ

ଡେରାଡୁନ, ୨୭।୫: ଏଲୋପାଥି ଓ ଆଧୁନିକ ମେଡିସିନ ଉପରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଯୋଗଗୁରୁ ରାମଦେବଙ୍କ ଆଉ ଏକ ବିବାଦୀୟ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓରେ ‘ତାଙ୍କ ବାପା ବି ସ୍ବାମୀ ରାମଦେବଙ୍କୁ ଗିରଫ କରିପାରିବେ…

୨୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ମୋଦି ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ଆସି ପ୍ରଥମେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିବେ। ପରେ ବାତ୍ୟା ‘ୟାସ’ କ୍ଷୟକ୍ଷତି ସମ୍ପର୍କରେ ଏକ…

ଶାରୀରିକ ସମ୍ପର୍କ ରଖିବାକୁ ସ୍ତ୍ରୀ ମନା କରିବାରୁ ସ୍ବାମୀ ନେଲେ ଏମିତି ନିଷ୍ପତ୍ତି

ଲକ୍ଷ୍ନୌ,୨୭।୫: ଉତ୍ତରପ୍ରଦେଶର ମୁଜାଫରନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଶାରୀରିକ ସମ୍ପର୍କ ରଖିବାକୁ ମନା କରିବାରୁ ସ୍ବାମୀ ତାଙ୍କୁ ଗୁଳି କରି ହତ୍ୟା କରିବା ସହ ୩ ପିଲାଙ୍କୁ କେନାଲରେ ଫିଙ୍ଗି ଦେଇଛନ୍ତି। ସୂଚନାଯୋଗ୍ୟ, ମୁଜଫରନଗର ପୁରକାଜୀ ଥାନା ଅଞ୍ଚଳରେ…

ଯମୁନା ଏକ୍ସପ୍ରେସ୍‌ଓ୍ବେରେ ଜରୁରୀ ଅବତରଣ କଲା ବିମାନ…

ଲକ୍ଷ୍ନୌ,୨୭।୫: ଉତ୍ତରପ୍ରଦେଶରେ ଯମୁନା ଏକ୍ସପ୍ରେସ୍‌ଓ୍ବେରେ ଏକ ବିମାନର ଜରୁରୀ କାଳୀନ ଅବତରଣ କରାଯାଇଛି। ଦୁଇ ସିଟ୍‌ ବିଶିଷ୍ଟ ଏହି ବିମାନର ଦୁଇ ପାଇଲଟ ସୁରକ୍ଷିତ ରହିଛନ୍ତି। ହଠାତ୍‌ ବିମାନଟି ଅବତରଣ କରିବାରୁ କିଛି ଘଣ୍ଟା ପାଇଁ ଏକ୍ସପ୍ରେସ୍‌ଓ୍ବେରେ ଯାନବାହନ ଯିବା ଆସିବାକୁ…

ବିଧାୟକଙ୍କୁ ନିଜ ଦଳର ନେତ୍ରୀ କରୁଥିଲେ ବ୍ଲାକମେଲ୍‌

ହରିଦ୍ୱାର,୨୭।୫: ହରିଦ୍ୱାରର ଜ୍ୱାଲାପୁରର ଭାଜପା ବିଧାୟକ ସୁରେଶ ରାଠୋରଙ୍କୁ ବଳାତ୍କାର ମାମଲାରେ ଫସାଇଥିବା ୫ ଅଭିଯୁକ୍ତଙ୍କୁ ଶେଷରେ ଗିରଫ କରାଯାଇଛି। ଗିରଫ ହୋଇଥିବା ୫ଜଣଙ୍କ ମଧ୍ୟରେ ଜଣେ ମହିଳା ସାମିଲ ଅଛନ୍ତି। ସେ ଜଣେ ଭାଜପା ଦଳର ନେତ୍ରୀ ବୋଲି ଜଣାପଡିଛି।…

ମୋଦି ସରକାରଙ୍କୁ ବଦନାମ କରିବା ଲାଗି କୃଷକ ସଂଗଠନ ପକ୍ଷରୁ ହୋଇଥିଲା ଷଡ଼ଯନ୍ତ୍ର: ୩,୨୨୪ ପୃଷ୍ଠାର ଚାର୍ଜଶିଟ୍‌…

ନୂଆଦିଲ୍ଲୀ,୨୭।୫: ଜାନୁୟାରୀ ୨୬ରେ କୃଷକ ସଂଗଠନ ପକ୍ଷରୁ ଲାଲ୍‌କିଲ୍ଲାକୁ ନିଜ କବ୍‌ଜାକୁ ନେବା ଲାଗି ଯୋଜନା କରାଯାଇଥିଲା। ଯାହାଦ୍ୱାରା ସେଠାରେ କୃଷକମାନେ ସହଜରେ ଧାରଣା ଦେଇପାରିବେ। ଏହାସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ବଦନାମ କରିବା ଲାଗି ମଧ୍ୟ ଷଡ଼ଯନ୍ତ୍ର ହୋଇଥିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri