ଜାତୀୟ

ପୂର୍ବ ଲଦାଖରେ କଂକ୍ରିଟ ଶିବିର ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୧୫।୭: ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଚାଇନା ଏହାର ସୈନ୍ୟବାହିନୀ ପାଇଁ ପକ୍କା ଘର ନିର୍ମାଣ କରୁଛି। ବେଜିଂ ପୂର୍ବ ଲଦାଖର ନାକୁ ଲା ନିକଟରେ ଏହି ଶିବିର ନିର୍ମାଣ କାର୍ଯ୍ୟ ଚାଲିଥିବା ଜଣାପଡିଛି। କେବଳ ନାକୁ ଲା ନୁହେଁ ପୂର୍ବ ଲଦାଖର…

୨୦ ଲକ୍ଷ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟ ବ୍ୟାନ

ନୂଆଦିଲ୍ଲୀ, ୧୫।୭: ଗତ ମେ’ ୧୫ରୁ ଜୁନ ୧୫ ମଧ୍ୟରେ ୨୦ ଲକ୍ଷ ଭାରତୀୟଙ୍କ ହ୍ବାଟ୍ସଆପ୍‌ ଆକାଉଣ୍ଟକୁ ବ୍ଲକ କରାଯାଇଛି। ଅନଲାଇନ ଅପବ୍ୟବହାରରୁ ୟୁଜର୍ସଙ୍କୁ ସୁରକ୍ଷିତ ରଖିବା ପାଇଁ ଫେସ୍‌ବୁକ ମାଲିକାନାରେ ଥିବା କମ୍ପାନୀ ଏଭଳି ପଦକ୍ଷେପ ନେଇଛି। ଏ ନେଇ…

ପ୍ରଶ୍ନ ପଚାରିବାରରୁ ଆର୍‌ଟିଆଇ କର୍ମୀଙ୍କ ହାତଗୋଡ଼ ହାଣିଦେଲେ

ରାମନଗର(କର୍ନାଟକ), ୧୫।୭: ତଥ୍ୟ ଜାଣିବା ଅଧିକାର (ଆର୍‌ଟିଆଇ) ଦ୍ୱାରା କର୍ନାଟକ ସରକାରଙ୍କ ବିଭିନ୍ନ ବିଭାଗର ତଥ୍ୟ ମାଗିଥିଲେ ଜଣେ ବ୍ୟକ୍ତି। ଏଥି ଯୋଗୁ କିଛି ଦୁର୍ବୃତ୍ତ ଗୁରୁବାର ସ୍ପଷ୍ଟ ଦିବାଲୋକରେ ଆର୍‌ଟିଆଇ କର୍ମୀଙ୍କ ହାତ ଗୋଡ଼ ହାଣିଦେଇଛନ୍ତି। ଏଭଳି ଘଟଣା ଘଟିଛି…

ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ କାହିଁକି ହଟାଯାଉ ନାହିଁ

ନୂଆଦିଲ୍ଲୀ,୧୫ା୭: ୭୫ ବର୍ଷ ହେଲା ଦେଶକୁ ସ୍ବାଧୀନତା ମିଳିଲାଣି। କିନ୍ତୁ ବ୍ରିଟିଶ ଅମଳର ଦେଶଦ୍ରୋହ ଆଇନ ଆଜି ବି ଚାଲୁଛି। ସେତେବେଳେ ସ୍ବାଧୀନତା ସଂଗ୍ରାମୀଙ୍କୁ ଏହି ଆଇନରେ ଗିରଫ କରାଯାଉଥିଲା। ଏହି ଆଇନକୁ କାହିଁକି ହଟାଯାଉ ନାହିଁ। ଗୁରୁବାର କେନ୍ଦ୍ରକୁ ଏଭଳି…

ତୃତୀୟ ଲହର ପୂର୍ବରୁ କେତେ ସତର୍କ ଭାଜପା ମନ୍ତ୍ରୀ

ନୂଆଦିଲ୍ଲୀ,୧୫।୭: ବିଶେଷଜ୍ଞଙ୍କ ମତରେ ତୃତୀୟ ଲହର ପାଇଁ ଅଧିକ ସତର୍କ ରହିବା ଦରକାର। ଏଥି ନେଇ କୋଭିଡ୍‌ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ଚେନାବନୀ ମଧ୍ୟ ଦିଆଯାଇଛି। ଏହାକୁ ଖାତିର କରୁନାହାନ୍ତି ବହୁ ଲୋକେ। ସେମାନଙ୍କ ପାଇଁ ଉଦ୍‌ହାରଣ ସାଜିଛନ୍ତି ଉତ୍ତରାଖଣ୍ଡ…

ଗଗନୟାନ ଇଞ୍ଜିନର ସଫଳ ପରୀକ୍ଷା ପରେ ଏଲୋନ ମସ୍କଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫।୭: ଦେଶର ସବୁଠୁ ବଡ଼ ମହାକାଶ ମିଶନ ‘ଗଗନୟାନ’ କ୍ଷେତ୍ରରେ ସୋମବାର ପାଦେ ଆଗକୁ ବଢ଼ିଛି ଇସ୍ରୋ। ଭାରତୀୟଙ୍କୁ ମହାକାଶକୁ ପଠାଇବା ପାଇଁ ପ୍ରସ୍ତୁତ ବିକାଶ ଇଞ୍ଜିନ(ଯାନ)ର ପରୀକ୍ଷା ସଫଳ ହୋଇଛି। ଏଥିଲାଗି ଭାରତୀୟ ମହାକାଶ ରିସର୍ଚ୍ଚ ଅର୍ଗାନାଇଜେଶନ (ଇସ୍ରୋ)କୁ ଗୋଟିଏ…

ମିଛ କରୋନା ନେଗେଟିଭ ରିପୋର୍ଟ ନେଇ ବୁଲିବାକୁ ଯାଇଥିବା ୧୩ ପର୍ଯ୍ୟଟକ ଗିରଫ

ଡେରାଡୁନ,୧୫ ।୭: ପର୍ଯ୍ୟଟନସ୍ଥଳି ବୁଲିବାକୁ ଗଲେ କରୋନା ନେଗେଟିଭ ରିପୋର୍ଟ ସାଙ୍ଗରେ ଧରିବା ବାଧ୍ୟତାମୂଳକ ହୋଇଯାଇଛି । ଉତ୍ତରାଖଣ୍ଡ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ଏହା ବାଧ୍ୟତାମୂଳକ । ଏହି ସମୟରେ କେତେକ ଲୋକ କରୋନା ନେଗେଟିଭ ମିଛ ରିପୋର୍ଟ ନେଇ…

କାଶୀକୁ ପ୍ରଧାନମନ୍ତ୍ରୀଙ୍କ ଉପହାର

ବାରାଣସୀ,୧୫ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବାରାଣସୀ ଗସ୍ତ କରିଛନ୍ତି । ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହାପରେ ସିଧା ସେ ବିଏଚ୍‌ୟୁ ପହଞ୍ଚିଥିଲେ । ବାରାଣସୀକୁ ଏହା ପ୍ରଧାନମନ୍ତ୍ରୀଙ୍କ ୨୭ତମ…

ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୧୫।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଛନ୍ତି। ତାଙ୍କ ରାଜ୍ୟକୁ ପର୍ଯ୍ୟାପ୍ତ ଟିକା ଦିଆଯାଉ ନାହିଁ ବୋଲି ଚିଠିରେ ଅଭିଯୋଗ କରିଛନ୍ତି। ପକ୍ଷପାତିତା ଅଭିଯୋଗ କରି ମମତା ବାନାର୍ଜୀ କହିଛନ୍ତି ଯେ, ବଙ୍ଗଳାକୁ…

ମୋଦିଙ୍କୁ ଭେଟିବେ ଦିଦି!

କୋଲକାତା,୧୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜୁଲାଇ ୨୫ରେ ଦିଲ୍ଲୀ ଗସ୍ତ କରିପାରନ୍ତି । ସେ କହିଛନ୍ତି ସଂସଦର ମୌସୁମୀ ଅଧିବେଶନ ଚାଲିଥିବା ବେଳେ ସେ ଦିଲ୍ଲୀ ଗସ୍ତ କରିବେ । ଏହି ସମୟରେ ସେ କେତେଜଣ ନେତାଙ୍କୁ ଭେଟିବାର…

ସୋନିଆଙ୍କୁ ସାକ୍ଷାତ୍ କଲେ କମଲନାଥ

ନୂଆଦିଲ୍ଲୀ,୧୫ ।୭: ଆଗକୁ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ସେମାନଙ୍କ ସ୍ଥିତିକୁ ମଜଭୁତ କରିବାରେ ଲାଗି ପଡିଛନ୍ତି । ବିଶେଷ କରି ଦେଶରେ ନିଜର ସ୍ଥିତିକୁ ହରାଇବାକୁ ଯାଉଥିବା କଂଗ୍ରେସ ଏବେ ପୁଣିଥରେ…

ସିଦ୍ଧୁ ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ!

ଚଣ୍ଡିଗଡ଼,୧୫ ।୭: ପଞ୍ଜାବ କଂଗ୍ରେସରେ ଲାଗି ରହିଥିବା କଳହ ଧୀରେ ଧୀରେ ସମାଧାନ ହେବାକୁ ଯାଉଛି । ଏଠାରେ କ୍ୟାପଟେନ ଅମରିନ୍ଦର ସିଂ ମୁଖ୍ୟମନ୍ତ୍ରୀ ଆସନ ସମ୍ଭାଳିଥିବା ବେଳେ ଅସନ୍ତୁଷ୍ଟ ନେତା ନବଜୋତ ସିଂ ସିଦ୍ଧୁଙ୍କୁ କୁଆଡେ ପଞ୍ଜାବ ପ୍ରଦେଶ କଂଗ୍ରେସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri