କୂଅରୁ ବାହାରୁଛି ୨ ହଜାର ଟଙ୍କିଆ ନୋଟ୍, ଟଙ୍କା ନେବା ପାଇଁ ଭିଡ଼…
ଘାଟମପୁର,୧୪।୭: ଟଙ୍କା ପୁଣି କୂଅରୁ ବାହାରୁଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। ଉତ୍ତରପ୍ରଦେଶର ଘାଟମପୁର ଅନ୍ତର୍ଗତ ଭିତରଗାଓ୍ବଁ ଅଞ୍ଚଳର ପସେମା ଗାଁରେ ଏକ ପରିତ୍ୟକ୍ତ ଶୁଖିଲା କୂଅରୁ ଶହେ, ଦୁଇ ଶହ, ପାଞ୍ଚ ଶହ ଏବଂ…
କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…
ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍କୁ ହଟାଇ ନିଆଯାଇଛି। ଏହା ସହିତ ମହଙ୍ଗା ଭତ୍ତାକୁ ୧୮ ପ୍ରତିଶତରୁ ବୃଦ୍ଧି କରାଯାଇ ୨୮…
ମହିଳା ଡାକ୍ତରଙ୍କ ବେଡ୍ରୁମ୍ଠାରୁ ଆରମ୍ଭ କରି ବାଥ୍ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…
ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍ରୁମ ଠାରୁ ଆରମ୍ଭ କରି ବେଡ୍ରୁମ୍ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା…
ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍କୋର୍ଟଙ୍କ ଜବାବ ତଲବ…
ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହା ବିରୋଧରେ ସୁପ୍ରିମ୍କୋର୍ଟରେ ଆବେଦନ କରାଯାଇଛି। ଏହି ଆବେଦନର…
ବିଦ୍ୟୁତ୍ ଚାଲିଯିବାରୁ ଲଗାଗଲା ଜେନେରେଟର, ନବଦମ୍ପତିଙ୍କ ସହ ପରିବାରର ୬ ଜଣଙ୍କ ଜୀବନ ଗଲା
ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ଚନ୍ଦ୍ରପୁର ନିକଟ ଦୁର୍ଗାପୁରରେ ଏକ ପରିବାରର ୬ ଜଣ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ବିଦ୍ୟୁତ୍ ଚାଲିଯିବାରୁ ଜେନେରେଟର ଲଗାଇ ପୂରା ପରିବାର ଶୋଇଥିଲେ। ଏହି ସମୟରେ ଜେନେରେଟର ଧୂଆଁରେ ପୂରା କୋଠରି ଛାଇ ଯାଇଥିଲା। ଫଳରେ ୬ ଜଣଙ୍କ…
ଦ୍ୱାରକାଧୀଶ ମନ୍ଦିର ଧ୍ୱଜା ଉପରେ ବଜ୍ରପାତ…
ଅହମଦାବାଦ,୧୪।୭: ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରକାଧୀଶ ମନ୍ଦିରର ଧ୍ୱଜା ଉପରେ ବଜ୍ରପାତ ହୋଇଛି। ମଙ୍ଗଳବାର ପ୍ରଚଣ୍ଡ ବଜ୍ରପାତ ଯୋଗୁ ଏଭଳି ଘଟିଛି। ଅପରାହ୍ନ ୨ଟା ୩୦ରେ ହୋଇଥିବା ବଜ୍ରପାତରେ ଏଭଳି ଅଘଟଣ ଘଟିଥିବା କୁହାଯାଉଛି। ମନ୍ଦିରର ୫୨ ଗଜ ଲମ୍ବ ଧ୍ୱଜାକୁ…
ତୃତୀୟ ସନ୍ତାନ ଥିବାରୁ ସରକାରୀ ଅଧିକାରୀଙ୍କୁ ଅଯୋଗ୍ୟ ଘୋଷିିତ କଲେ ହାଇକୋର୍ଟ…
ଭୋପାଳ,୧୪।୭: ଚାକିରି କରିବା ପରେ ଜଣେ ସରକାରୀ ଅଧିକାରୀଙ୍କ ତୃତୀୟ ସନ୍ତାନ ହେବାରୁ ହାଇକୋର୍ଟ ତାଙ୍କ ଅଯୋଗ୍ୟ ଘୋଷିତ କରିଛନ୍ତି। ମଧ୍ୟପ୍ରଦେଶର ଗ୍ବାଲିୟର ହାଇକୋର୍ଟଙ୍କ ପକ୍ଷରୁ ରାଜ୍ୟରେ ପ୍ରଣୟନ ହୋଇଥିବା ସଭିଲ୍ ସର୍ଭିସ୍ ଅଧିନିୟମ ୧୯୬୧ ଅନ୍ତର୍ଗତ ସମ୍ପୃକ୍ତ ସରକାରୀ ଅଧିକାରୀଙ୍କୁ…
କୋଭାକ୍ସିନକୁ ଖୁବ୍ଶୀଘ୍ର ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ
କରୋନାର ତୃତୀୟ ଲହରକୁ ରୋକିବା ପାଇଁ ଟିକାକରଣ ଜରୁରୀ ହୋଇପଡ଼ିଥିବାବେଳେ କୋଭାକ୍ସିନକୁ ନେଇ ବଡ଼ ଖବର ଆସିଛି। କୋଭାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ୍ ପକ୍ଷରୁ କୁହାଯାଇଛି ଯେ, ଏହି ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମଞ୍ଜୁରୀ ଯଥାଶୀଘ୍ର ସମ୍ଭବ…
ଟୁଇଟ୍ ହଟାଇବାକୁ ସାକେତଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୧୪ା୭: କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ସ୍ତ୍ରୀ ତଥା ଜାତିସଂଘର ପୂର୍ବତନ ସହକାରୀ ମହାସଚିବ ଲକ୍ଷ୍ମୀ ପୁରୀଙ୍କ ବିରୋଧରେ କରିଥିବା ଅପମାନଜନକ ଟୁଇଟ୍ ହଟାଇବା ପାଇଁ ସାମାଜିକ କର୍ମୀ ସାକେତ ଗୋଖଲେଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଲକ୍ଷ୍ମୀ…
କ୍ୟାବିନେଟ କମିଟି ପୁନର୍ଗଠିତ
ନୂଆଦିଲ୍ଲୀ,୧୪ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ୬ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡ଼ିକୁ ପୁନର୍ଗଠନ କରିଛନ୍ତି। ମଙ୍ଗଳବାର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)କୁ ଛୋଟ କରାଯାଇଥିବାବେଳେ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ରେ ନୂଆ ମୁହଁଙ୍କୁ…
ଦୈନିକ ସଂକ୍ରମଣ ପୁଣି ବଢ଼ିଲା…
ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଜୁଲାଇ ୧୨ରେ ନୂଆ…
ପୁଲଓ୍ବାମା ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୧୪।୭: ଜମ୍ମୁ-କଶ୍ମୀରରେ ଅତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷା କର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ହୋଇଥିବା ଏନ୍କାଉଣ୍ଟରରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ କମାଣ୍ଡର ଏଜାଜ୍ ଓରଫ୍ ଅବୁ…
Archives


