ସ୍ଫୁଟନିକ୍-ଭି ଉତ୍ପାଦନ ସେପ୍ଟେମ୍ବରରୁ
ନୂଆଦିଲ୍ଲୀ,୧୩।୭: ଭାରତରେ କରୋନା ଭାଇରସ୍ ସଂକ୍ରମଣର ପ୍ରକୋପକୁ ରୋକିବା ପାଇଁ ଦେଶବ୍ୟାପି ଟିକାକରଣ ଅଭିଯାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୮କୋଟି ୧୪ଲକ୍ଷ ୬୭ହଜାର ୬୪୬ଜଣ ଲୋକଙ୍କୁ ଟିକା ଦିଆଯାଇସାରିଛି। ସେଥିମଧ୍ୟରେ ୩୦କୋଟି ୬୬ ଲକ୍ଷ ୧୨ହଜାର ୭୮୧ଜଣ ବ୍ୟକ୍ତିଙ୍କୁ କରୋନା…
ଅଗଷ୍ଟଠାରୁ ପ୍ରତିମାସରେ ଦିଆଯିବ ୯୦ ଲକ୍ଷ ଡୋଜ୍…
ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ସୁରକ୍ଷିତ ରହିବା ଲାଗି ଦେଶରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାର ଅଭାବ ଯୋଗୁ କେତେକ ଅଞ୍ଚଳରେ ଏହି ଅଭିଯାନ ପଛେଇ ଯାଉଛି। ତେବେ…
ପୂର୍ବଠାରୁ ଅଧିକ ସତର୍କତା ଜରୁରୀ, ମାସ୍କ୍ ପିନ୍ଧିବା ଅପରିହାର୍ଯ୍ୟ, କହିଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ପୂର୍ବଠାରୁ ଅଧିକ ସତର୍କତା ଜରୁରୀ। ମାସ୍କ୍ ପିନ୍ଧିବା ଅପରିହାର୍ଯ୍ୟ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉତ୍ତର-ପୂର୍ବ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହିତ ହୋଇଥିବା ବୈଠକରେ ଯୋଗଦେଇ ଏଭଳି କହିଛନ୍ତି। ହିଲ୍ ଷ୍ଟେଶନ,…
କରୋନା ବହୁରୂପି, ସବୁ ଭାରିଏଣ୍ଟ ଉପରେ ରଖିବାକୁ ପଡିବ ନଜର: ମୋଦି
ନୂଆଦିଲ୍ଲୀ,୧୩ ।୭: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର କମି କମି ଆସୁଛି ହେଲେ କିଛି ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଇବା ତୃତୀୟ ଲହରର ସଙ୍କେତ ଦେଲାଣି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପୂର୍ବୋତ୍ତର ରାଜ୍ୟର ୮ ମୁଖ୍ୟମନ୍ତ୍ରୀଙ୍କ ସହ…
ଏମ୍ସ ଆସିଲେ ଡେରା ମୁଖ୍ୟ ରାମ ରହିମ
ରୋହତକ,୧୩ ।୭: ରୋହତକର ସୁନରିୟା ଜେଲରେ ବନ୍ଦୀ ଜୀବନ କାଟୁଥିବା ଡେରା ସଚ୍ଚା ସୌଦାର ମୁଖ୍ୟ ଗୁରମିତ ରାମ ରହିମଙ୍କ ସ୍ୱାସ୍ଥ୍ୟ ବିଗିଡି ଯାଇଛି । ମଙ୍ଗଳବାର ଭୋର ପ୍ରାୟ ସାଢେ ୫ଟା ବେଳେ ତାଙ୍କୁ ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ…
ଆମିରଙ୍କୁ ନେଇ ବିବାଦୀୟ ବୟାନ ଦେଲେ ଭାଜପା ଏମ୍ପି
ନୂଆଦିଲ୍ଲୀ,୧୩ ।୭: ମଧ୍ୟପ୍ରଦେଶ ମନ୍ଦସୌରର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ ପି ସୁଧୀର ଗୁପ୍ତା ଏକ ବିବାଦୀୟ ବୟାନ ଦେଇଛନ୍ତି । ବଲିଉଡ୍ର ମିଷ୍ଟର ପରଫେକ୍ସନିଷ୍ଟ ଆମିର ଖାଁ ଓ ତାଙ୍କ ପତ୍ନୀ କିରଣ ରାଓଙ୍କୁ ନେଇ ଏହି ବୟାନ ଦେଇଛନ୍ତି…
ଜନସଂଖ୍ୟା ଆଇନ ନେଇ ଏନ୍ଡିଏରେ ଫାଟ…
ପାଟନା,୧୩।୭: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ପକ୍ଷରୁ ଜାରି କରାଯାଇଥିବା ଜନସଂଖ୍ୟା ଆଇନକୁ ନେଇ ଏନ୍ଡିଏରେ ଫାଟ ସୃଷ୍ଟି ହୋଇଛି। ବିହାରରେ ମୁଖ୍ୟମନ୍ତ୍ରୀ ଜେଡ଼ିୟୁ ପ୍ରମୁଖ ନୀତୀଶ କୁମାର ଏବଂ ଉପ ମୁଖ୍ୟମନ୍ତ୍ରୀ ରେଣୁ ଦେବୀ ମୁହାଁମୁହିଁ ହୋଇଛନ୍ତି। ନୀତୀଶ ଏକ…
ପରଲୋକରେ ପୂର୍ବତନ କ୍ରିକେଟର ୟଶପାଲ
ନୂଆଦିଲ୍ଲୀ,୧୩।୭: ପୂର୍ବତନ ଭାରତୀୟ କ୍ରିକେଟର ତଥା ୧୯୮୩ର ବିଶ୍ୱ ବିଜେତା ଟିମ୍ର ସଦସ୍ୟ ରହିଥିବା ୟଶପାଲ ଶର୍ମାଙ୍କ ପରଲୋକ ଘଟିଛି। ମଙ୍ଗଳବାର ସକାଳେ ୭ଟା ୪୦ରେ ହୃଦ୍ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୬ବର୍ଷ ହୋଇଥିଲା। ସକାଳୁ…
ରାଣ ପକାଇ ସତ କୁହ କାହାକୁ ଦେଇଛ ଭୋଟ
ଲକ୍ଷ୍ନୌ,୧୩।୭: ଉତ୍ତରପ୍ରଦେଶ ଶାହଜହାଁପୁରର ଭାଜପା ବିଧାୟକ ଏବେ ଚର୍ଚ୍ଚାରେ ଅଛନ୍ତି। ତାଙ୍କର ଏକ ବିବାଦୀୟ ବୟାନର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଟିରେ ସେ କହିଛନ୍ତି, ପୁଅର ରାଣ ପକାଇ କୁହ ଭାଜପାକୁ ଭୋଟ ଦେଇଛ…
ଦୈନିକ କରୋନା ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…
ନୂଆଦିଲ୍ଲୀ,୧୩।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍ ଲାଗିଛି। ଦୈନିକ ସଂକ୍ରମଣ ସଂଖ୍ୟା ଲଗାତାର ୨…
ଆସିଲା ହୋମ୍ କିଟ୍, ଏବେ ଘରେ କରିହେବ କରୋନା ଟେଷ୍ଟ୍…
ନୂଆଦିଲ୍ଲୀ,୧୩।୭: ଏବେ ଘରେ ବସି ସହଜରେ କରୋନା ଟେଷ୍ଟ୍ କରିହେବ। ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରମୁଖ କମ୍ପାନୀ ଏବୋଟ୍ ପକ୍ଷରୁ ହୋମ୍ କିଟ୍ ପ୍ରସ୍ତୁତ କରାଯାଇଛି। ଏହି ରାପିଡ୍ ଆଣ୍ଟିଜେନ୍ କିଟ୍ର ଦାମ ୩୨୫ ଟଙ୍କା ରହିଛି। ଦେଶର…
ମୁକ୍ତ, ଅବାଧ ଇଣ୍ଟରନେଟ ଆକ୍ରମଣର ସମ୍ମୁଖୀନ: ପିଚାଇ
ନୂଆଦିଲ୍ଲୀ, ୧୩।୭: ମୁକ୍ତ ଓ ଅବାଧ ଇଣ୍ଟରନେଟ ବିଭିନ୍ନ ଦେଶରେ ଆକ୍ରମଣର ସମ୍ମୁଖୀନ ହୋଇଥିବା ଗୁଗଲ୍ ସିଇଓ ସୁନ୍ଦର ପିଚାଇ କହିଛନ୍ତି। ଅଧିକାଂଶ ଦେଶ ତଥ୍ୟ ପ୍ରବାହ ଧାରା ଉପରେ କଟକଣା ଲଗାଇଛନ୍ତି ବା ଲଗାଇବାକୁ ଉଦ୍ୟମ କରୁଛନ୍ତି। ସୋସିଆଲ ମିଡିଆ…
Archives


