ଜାତୀୟ

ବଢ଼ୁଛି ବଜ୍ରପାତ ବିପଦ

ନୂଆଦିଲ୍ଲୀ, ୧୩ା୭: ବୈଷୟିକ ଜ୍ଞାନକୌଶଳର ଅଗ୍ରଗତି ସତ୍ତ୍ୱେ ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଭାରତରେ ଅନେକ ଲୋକଙ୍କ ଜୀବନ ଯାଉଛି। ସେଥିମଧ୍ୟରୁ ବଜ୍ରପାତ ପ୍ରମୁଖ କାରଣ ପାଲଟିଛି। ରବିବାର ଉତ୍ତର ପ୍ରଦେଶ, ମଧ୍ୟପ୍ରଦେଶ, ରାଜସ୍ଥାନ ଆଦି ରାଜ୍ୟରେ ବଜ୍ରପାତରେ ଅତି କମ୍‌ରେ ୭୦…

ଡେମ୍‌ଚୁକ୍‌ରେ ଚାଇନା ସୈନ୍ୟ

ଶ୍ରୀନଗର, ୧୩।୭: ଲଦାଖର ଡେମଚୁକ୍‌ ଅଞ୍ଚଳ ଅନ୍ତର୍ଗତ ସିନ୍ଧୁନଦୀ ଅପରପାର୍ଶ୍ୱରେ ଅବସ୍ଥିତ କେତେକ ଭାରତୀୟ ଗ୍ରାମରେ ତିବ୍ବତୀୟ ଧର୍ମଗୁରୁ ଦଲାଇଲାମାଙ୍କ ଜନ୍ମଦିନ ପାଳନ କରାଯାଉଥିବାବେଳେ ଚାଇନା ସୈନ୍ୟ ଓ ନାଗରିକମାନେ ୫ଟି ଗାଡ଼ିରେ ଆସି ଏହାକୁ ବିରୋଧ କରିଥିଲେ। ଉକ୍ତ ଗାଡ଼ିରେ…

ଭାରତରେ ତୃତୀୟ ଲହର

ହାଇଦ୍ରାବାଦ, ୧୩।୭ : ଜୁଲାଇ ୪ରୁ ଭାରତରେ କୋଭିଡ୍‌-୧୯ର ତୃତୀୟ ଲହର ଆରମ୍ଭ ହୋଇଥିବା ଭଳି ମନେ ହେଉଥିବା ହାଇଦ୍ରାବାଦର ଜଣେ ଗବେଷକ ସୂଚନା ଦେଇଛନ୍ତି। ୟୁନିଭର୍ସିଟି ଅଫ୍‌ ହାଇଦ୍ରାବାଦର ପୂର୍ବତନ ପ୍ରୋ-ଭାଇସ୍‌ଚାନ୍‌ସେଲର ତଥା ଖ୍ୟାତନାମା ପଦାର୍ଥ ବିଜ୍ଞାନୀ ଡ. ବିପିନ…

ମହାରାଷ୍ଟ୍ର, କେରଳରେ ବଢ଼ୁଛି ସଂକ୍ରମଣ

ମୁମ୍ବାଇ/ନୂଆଦିଲ୍ଲୀ, ୧୩।୭: ମହାରାଷ୍ଟ୍ର ଏବଂ କେରଳରେ କରୋନା ଭୂତାଣୁର ‘ଆର୍‌’ ଫ୍ୟାକ୍ଟର (ସଂକ୍ରମଣ ହାର) ବଢ଼ୁଥିବାରୁ ଏହାର ଚିନ୍ତାର କାରଣ ହୋଇଛି। ଏହା ଉକ୍ତ ରାଜ୍ୟରେ ସଂକ୍ରମଣର ଆଉ ଏକ ଲହର ଆଣିବା ଆଶଙ୍କା କରାଯାଉଛି। ଆର୍‌ ଫ୍ୟାକ୍ଟର ହେଉଛି ଭୂତାଣୁ…

ହିମାଚଳପ୍ରଦେଶରେ ବର୍ଷା ବିତ୍ପାତ

ଧର୍ମଶାଳା(ହିମାଚଳ ପ୍ରଦେଶ), ୧୩ା୭: ଦକ୍ଷିଣ-ପଶ୍ଚିମ ମୌସୁମୀଜନିତ ବର୍ଷା ହିମାଚଳପ୍ରଦେଶରେ ବିପର୍ଯ୍ୟୟ ସୃଷ୍ଟି କରିଛି। ରାଜ୍ୟର ଅନେକ ସ୍ଥାନରେ ରବିବାର ରାତିରେ ବାଦଲଫଟା ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ଉପୁଜିଛି। କାଙ୍ଗ୍ରା ଜିଲାରେ ଭୂସ୍ଖଳନ ଯୋଗୁ ବହୁ ଲୋକ ନିଖୋଜ ଥିବା ଜଣାପଡ଼ିଛି।…

୨୪ ଘଣ୍ଟାରେ ମାଡ଼ ହେବ ସୌରଝଡ଼: ପ୍ରଭାବିତ ହେବ ମୋବାଇଲରୁ ବିମାନ ସେବା

ନୂଆଦିଲ୍ଲୀ,୧୨।୭: ଏକ ଶକ୍ତିଶାଳୀ ସୌର ଝଡ଼ ଦ୍ରୁତ ବେଗରେ ପୃଥିବୀ ଆଡେ ମାଡ଼ିଆସୁଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଯେକୌଣସି ସମୟରେ ପୃଥିବୀକୁ ମାଡ଼ କରିବା ଆକଳନ କରାଯାଉଛି। ଏହାର ପ୍ରଭାବରେ ସାଟେଲାଇଟ୍‌, ଜିପିଏସ୍‌ ନାଭିଗେଶନ, ମୋବାଇଲ୍‌ ଫୋନ୍‌ ସିଗ୍‌ନାଲ…

ସେପ୍ଟେମ୍ବର ୧୨ରେ ନିଟ୍‌(ୟୁଜି) ପରୀକ୍ଷା

ନୂଆଦିଲ୍ଲୀ,୧୨।୭: ସେପ୍ଟେମ୍ବର ୧୨ତାରିଖରେ ହେବ ନିଟ୍‌ (ଏନ୍‌ଇଇଟି ୟୁଜି) ପରୀକ୍ଷା। କୋଭିଡ୍‌ ଗାଇଡ୍‌ଲାଇନ ଅନୁଯାୟୀ ପରୀକ୍ଷା କରାଯିବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଏହି ସୂଚନା ଦେଇଛନ୍ତି । ଶିକ୍ଷାମନ୍ତ୍ରୀ ପ୍ରଧାନ ଟୁଇଟ୍‌ କରି ଆସନ୍ତା ସେପ୍ଟେମ୍ବର ୧୨ରେ…

ଏହି ରାଜ୍ୟକୁ ଆସିଲେ ଆରଟି-ପିସିଆର ରିପୋର୍ଟ ବାଧ୍ୟତାମୂଳକ

ଡେରାଡୁନ,୧୨।୭: ଦେଶରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ଆଉ କେତେକ ରାଜ୍ୟରେ ପୁଣି ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଗତ କିଛି ଦିନରୁ ଉତ୍ତରାଖଣ୍ଡରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ସରକାର କିନ୍ତୁ କଟକଣା କୋହଳ କରିବାକୁ ଚାହୁଁନାହାନ୍ତି।…

୧୪ ଦିନିଆ ରିମାଣ୍ଡରେ ଅଲ୍‌କାଏଦାର ୨ ଆତଙ୍କବାଦୀ

ଲକ୍ଷ୍ନୌ,୧୨।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ରବିବାର ଗିରଫ ହୋଇଥିବା ଅଲ୍‌କାଏଦା ସଂଗଠନର ୨ଜଣ ଆତଙ୍କବାଦୀଙ୍କୁ ସୋମବାର କୋର୍ଟରେ ହାଜର କରାଯାଇଥିଲା। କଡ଼ା ସୁରକ୍ଷା ବଳୟ ମଧ୍ୟରେ ସେମାନଙ୍କୁ ହାଜର କରାଯାଇଥିଲା। ଆଣ୍ଟି ଟେରୋରିଷ୍ଟ ସ୍କ୍ବାର୍ଡ(ଏଟିଏସ୍‌) କରିଥିବା ରିମାଣ୍ଡ ଆବେଦନର କୋର୍ଟ ଶୁଣାଣି…

କେନ୍ଦ୍ରର ରାଜ୍ୟ ଆଇଟି ମନ୍ତ୍ରୀଙ୍କ ଟୁଇଟର ଆକାଉଣ୍ଟରୁ ହଟିଲା ବ୍ଲୁ ଟିକ୍‌

ନୂଆଦିଲ୍ଲୀ,୧୨।୭: କିଛି ଦିନ ହେଲେ ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର କୌଣସି ନା କୌଣସି କାରଣରୁ ବିବାଦରେ ରହିଆସୁଛି। ଏବେ ପୁଣି ଟୁଇଟର ଚର୍ଚ୍ଚାର ପରିସରକୁ ଆସିଛି। ଇତିମଧ୍ୟରେ କେନ୍ଦ୍ର ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ତଥା ଦକ୍ଷତା ବିକାଶ ରାଜ୍ୟ…

ଲକ୍ଷ୍ନୌରୁ ୨ ଆତଙ୍କବାଦୀ ଗିରଫ ହେବା ପରେ ମଧ୍ୟପ୍ରଦେଶରେ ରେଡ ଆଲର୍ଟ

ଭୋପାଳ,୧୨ ।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌ ବାହାରେ ଅଲ କାଏଦା ସଙ୍ଗଠନର ୨ ଆତଙ୍କବାଦୀ ଗିରଫ ହେବା ପରେ ଏହାକୁ ଗମ୍ଭିରତାର ସହ ନେଇଛନ୍ତି ମଧ୍ୟପ୍ରଦେଶ ସରକାର । ମଧ୍ୟପ୍ରଦେଶର ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ସୋମବାର ପ୍ରକାଶ କରିଛନ୍ତି ଯେ ସେ…

ବନ୍ୟାରେ ଭାଙ୍ଗି ଯାଇଛି ଘର, ଟ୍ରକ୍‌ରେ ଆଶ୍ରୟ ନେଇଛନ୍ତି ଲୋକେ

ପାଟଣା,୧୨ା୭: କୁହାଯାଏ, ଘର ବିନା ଶାନ୍ତି କେଉଁଠି ମିଳେନାହିଁ। ମାତ୍ର ମୁଜାଫରପୁରର କିଛି ଗାଁର ଲୋକମାନଙ୍କ ପାଇଁ ବଡ଼ ସମସ୍ୟା ଭାବେ ଠିଆ ହୋଇଛି ଘର। କାରଣ ପ୍ରବଳ ବନ୍ୟା ଯୋଗୁ ଗ୍ରାମବାସୀଙ୍କୁ ନିଜ ଘରଦ୍ୱାର ଛାଡ଼ି ଏକ ଟ୍ରକ୍‌ରେ ଆଶ୍ରୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri