ଜାତୀୟ

ସ୍ତ୍ରୀଙ୍କ ପ୍ରେମିକଙ୍କୁ ବାଡ଼େଇ ବାଡ଼େଇ ମାରିଲେ

ଜୟପୁର,୧୦।୧୦: ସ୍ତ୍ରୀଙ୍କ ପ୍ରେମିକଙ୍କୁ ବାଡ଼େଇ ବାଡ଼େଇ ହତ୍ୟା କରିଛନ୍ତି ସ୍ବାମୀ ଓ ତାଙ୍କ ପରିବାର ସମ୍ପର୍କିୟ। ଗୁରୁବାର ରାଜସ୍ଥାନର ହନୁମାନଗଡ଼ ଜିଲାରେ ଏଭଳି ଘଟଣା ଘଟିଛି। ସୋସିଆଲ ମିଡିଆରେ ହତ୍ୟାକାଣ୍ଡର କିଛି ଭିଡିଓ ମିଳିବା ପରେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।…

ପରୀକ୍ଷାର ଦିନକ ପୂର୍ବରୁ ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ, ୯।୧୦: ୟୁପିଏସ୍‌ସି ପ୍ରିଲିମ୍‌ ୨୦୨୧ ପରୀକ୍ଷା ରବିବାର ଅନୁଷ୍ଠିତ ହେବାକୁ ଥିବାବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ରୀୟ ଦିଲ୍ଲୀର ରାଜେନ୍ଦ୍ର ନଗରରେ ଜଣେ ୨୫ ବର୍ଷୀୟ ୟୁପିଏସ୍‌ସି ଆଶାୟୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶ ଭାଦୋହି ଅଞ୍ଚଳର ଆକାଂକ୍ଷା…

ଦେଶକୁ ଡରାଇଲାଣି ବିଦ୍ୟୁତ୍‌ ଅଭାବ

ନୂଆଦିଲ୍ଲୀ,୯।୧୦: ପୂରା ଦେଶରେ କୋଇଲା ସଙ୍କଟ ଘନେଇବାରେ ଲାଗିଛି। ଦିଲ୍ଲୀ ପରେ ଉତ୍ତରପ୍ରଦେଶ(ୟୁପି)ରେ ମଧ୍ୟ ବିଦ୍ୟୁତ୍‌ କାଟ ହେବା ନେଇ ଘୋଷଣା ହୋଇସାରିଲାଣି। ବିଦ୍ୟୁତ୍‌ ସଙ୍କଟରୁ ବର୍ତ୍ତିବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହାୟତା ମାଗିବା…

ଲମ୍ବା ଜେରା ପରେ ଗିରଫ ହେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୯।୧୦: ଲଖିମପୁର ଖେରି ହିଂସା ଘଟଣାରେ ଶନିବାର ସନ୍ଧ୍ୟାରେ ଜୁନିୟର ସ୍ବରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଗିରଫ କରାଯାଇଛି। ଗିରଫ ପୂର୍ବରୁ ତାଙ୍କୁ ୮ ଘଣ୍ଟା ଧରି ପଚରାଉଚୁରା କରିଥିଲା ଡିଆଇଜି ଉପେନ୍ଦ୍ର ଅଗ୍ରଓ୍ବାଲଙ୍କ ନେତୃତ୍ୱାଧୀନ ସ୍ବତନ୍ତ୍ର…

ଆମରଣ ଅନଶନ ଭାଙ୍ଗିଲେ ସିଦ୍ଧୁ

ନୂଆଦିଲ୍ଲୀ,୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ଜିଲାରେ ୪ ଚାଷୀଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଆଶିଷ ମିଶ୍ରା କ୍ରାଇମ୍‌ ବ୍ରାଞ୍ଚ ଆଗରେ ହାଜର ହୋଇଛନ୍ତି। ଏହାପରେ ଆମରଣ ଅନଶନ ଭାଙ୍ଗିଛନ୍ତି ପଞ୍ଜାବ କଂଗ୍ରେସ ମୁଖ୍ୟ…

ଶାହରୁଖଙ୍କ ଡ୍ରାଇଭରଙ୍କୁ ଡାକରା

ମୁମ୍ବାଇ,୯।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ଡ୍ରାଇଭର ରାଜେଶ ମିଶ୍ରା ଶନିବାର ମୁମ୍ବାଇସ୍ଥିତ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଅଫିସରେ ପହଞ୍ଚିଛନ୍ତି। କ୍ରୁଜ ଡ୍ରଗ୍‌ ମାମଲାରେ ତାଙ୍କୁ ପଚରାଉଚୁରା ପାଇଁ ଏନ୍‌ସିବି ଡକାଇଛି। ମୁମ୍ବାଇର ଏକ କୋର୍ଟ ଶାହରୁଖଙ୍କ ପୁଅ ଆର୍ୟନଙ୍କ…

ଟିକାକରଣରେ ସିରିଞ୍ଜ୍‌ର ଅଭାବ: ରପ୍ତାନି ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୯ା୧୦: ଘରୋଇ ଉତ୍ପାଦନ ତଥା ଯୋଗାଣ ବୃଦ୍ଧି ପାଇଁ ସିରିଞ୍ଜ ରପ୍ତାନି ଉପରେ କେନ୍ଦ୍ର ସରକାର ପ୍ରତିବନ୍ଧକ ଲଗାଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର କୁହାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତ୍ତି ଅନୁଯାୟୀ, ୩ ମାସ…

ଦିଲ୍ଲୀରେ ବିଜୁଳି ସଙ୍କଟ ପରିସ୍ଥିତି: ମୋଦିଙ୍କୁ ଚିଠି ଲେଖିଲେ କେଜରିୱାଲ

ନୂଆଦିଲ୍ଲୀ,୯ ।୧୦: ରାଜଧାନୀ ଦିଲ୍ଲୀରେ ବିଜୁଳି ଯୋଗାଇ ଦେଉଥିବା ଟାଟା ପାୱାର ଡିଡିଏଲ୍ ନିଜ ଗ୍ରାହକଙ୍କୁ କହିଛି କି ସେମାନେ ଦେଖିରଖି ବିଜୁଳି ଖର୍ଚ୍ଚ କରନ୍ତୁ । ଟାଟା ପାୱାର ଏହି ମେସେଜ ଏଥିପାଇଁ ଦେଇଛି କାରଣ ଦେଶ ବର୍ତ୍ତମାନ କୋଇଲା…

ଚଳନ୍ତା ଟ୍ରେନ୍‌ରେ ସ୍ବାମୀଙ୍କ ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ମୁମ୍ବାଇ,୯ା୧୦: ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ଜଣେ ମହିଳାଙ୍କୁ ଗଣବଳାତ୍କାର ହୋଇଥିବା ଖବର ସାମ୍ନାକୁ ଆସିଛି। ଏପରି ନିନ୍ଦନୀୟ ଘଟଣା ଶୁକ୍ରବାର ରାତିରେ ଘଟିଛି। ସୂଚନାଯୋଗ୍ୟ, ଇଗତପୁରୀ-କସାରା ମଧ୍ୟରେ ୮ ଦୁର୍ବୃତ୍ତ ଟ୍ରେନ୍‌ର ବଗି ନଂ-୨ରେ ଚଢ଼ିଥିଲେ। ଏହି ବଗିରେ…

୧୮ରେ ରେଳ ରୋକୋ, ୨୬ରେ ମହାପଞ୍ଚାୟତ…

ନୂଆଦିଲ୍ଲୀ,୯।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ଘଟଣା ବିରୋଧରେ ମିଳିତ ଚାଷୀ ସଂଗଠନ ପକ୍ଷରୁ ଅକ୍ଟୋବର ୧୮ରେ ଦେଶରେ ରେଳ ରୋକୋ କରାଯିବା। ସେହିପରି ଅକ୍ଟୋବର ୨୬ରେ ମହାପଞ୍ଚାୟତ ଅନୁଷ୍ଠିତ ହେବ। ଏନେଇ ସଂଗଠନର ନେତା ଯୋଗେନ୍ଦ୍ର ଯାଦବ ସୂଚନା ଦେଇଛନ୍ତି।…

୧୬ ଅକ୍ଟୋବରରେ ସିଡବ୍ଲ୍ୟୁସି ବୈଠକ…

ନୂଆଦିଲ୍ଲୀ,୯।୧୦: ସ୍ଥାୟୀ ରାଷ୍ଟ୍ରୀୟ ଅଧ୍ୟକ୍ଷ ନ ଥିବା ନେଇ କଂଗ୍ରେସରେ କୁହୁଳୁଥିବା ଅସନ୍ତୋଷ ଏବେ ଥମିବାକୁ ଯାଉଛି। ଅକ୍ଟୋବର ୧୬ରେ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲ୍ୟୁସି) ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ପ୍ରଦାନ କରାଯାଇଛି। ଆଗକୁ ୫ ରାଜ୍ୟରେ ହେବାକୁ ଥିବା…

ଏନ୍‌ସିବି ବିରୋଧରେ ପାତର ଅନ୍ତର ଅଭିଯୋଗ, ୮ଗିରଫ ହୋଇଥିବାବେଳେ ୩ ଜଣଙ୍କୁ କାହା ନିର୍ଦ୍ଦେଶରେ ଛଡ଼ାଯାଇଛି…

ନୂଆଦିଲ୍ଲୀ,୯।୧୦: କ୍ରୁଜ୍‌ ଡ୍ରଗ୍ସ୍‌ ମାମଲାରେ ବଲିଉଡ୍‌ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ୟନ ଖାଁଙ୍କ ଗିରଫକୁ ନେଇ ଏବେ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଆରମ୍ଭ ହୋଇଛି। କଂଗ୍ରେସ ନେତା ନଓ୍ବାବ ମଲିିକ୍‌ ଏନ୍‌ସିବି ଚଢ଼ାଉକୁ ମିଥ୍ୟା ଏବଂ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?