ଜାତୀୟ

କମୁଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହେଲେ, ଶ୍ମଶାନ ଆଗରେ ଏବେ ବି ଧାଡ଼ିଧାଡ଼ି ମୃତଦେହ…

ନୂଆଦିଲ୍ଲୀ,୨୨।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ତେବେ ଲକ୍‌ଡାଉନ୍‌ ପ୍ରଭାବରୁ ଧୀରେଧୀରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ମୃତକଙ୍କ ସଂଖ୍ୟା ପୂର୍ବପରି ରହିଛି। ଗତ…

ବିଦେଶରେ ପ୍ରସ୍ତୁତ ହେବ କୋଭାକ୍ସିନ

ନୂଆଦିଲ୍ଲୀ, ୨୨।୫: ଭାରତରେ କୋଭିଡ୍‌ ଭାକ୍ସିନ ସଙ୍କଟ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ବିଦେଶରେ ଟିକା ଉତ୍ପାଦନ ନିମନ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ କୋଭାକ୍ସିନ ଉତ୍ପାଦନ ବଢ଼ାଇବା ପାଇଁ ଭାରତ ବାହାରେ ଏହାର ପ୍ରଡକ୍ସନ ସେଣ୍ଟର ପ୍ରତିଷ୍ଠା…

ଗିରଫ ନେତାଙ୍କୁ ଗୃହବନ୍ଦୀ ନିର୍ଦ୍ଦେଶ

କୋଲକାତା, ୨୨।୫: ନାରଦ ଷ୍ଟିଙ୍ଗ ଅପରେଶନ ମାମଲାରେ ଗିରଫ ହୋଇଥିବା ପଶ୍ଚିମବଙ୍ଗ କ୍ୟାବିନେଟର ଦୁଇ ମନ୍ତ୍ରୀ ଫିର୍‌ହାଦ ହକିମ ଏବଂ ସୁବ୍ରତ ମୁଖାର୍ଜୀଙ୍କ ସମେତ ଦୁଇ ପୂର୍ବତନ ମନ୍ତ୍ରୀ ମଦନ ମିତ୍ର ଓ ଶୋଭନ ଚାଟାର୍ଜୀଙ୍କୁ ଗୃହବନ୍ଦୀ ରଖିବାକୁ କୋଲକାତା ହାଇକୋର୍ଟ…

ଏନ୍‌କାଉଣ୍ଟରରେ ୧୩ ମାଓବାଦୀ ନିହତ

ଗଡ଼ଚିରୋଲି,୨୨ା୫: ମହାରାଷ୍ଟ୍ର ପୋଲିସକୁ ଶୁକ୍ରବାର ବଡ଼ ସଫଳତା ମିଳିଛି। ଗଡ଼ଚିରୋଲି ଜିଲା ଏଟାପଲ୍ଲୀ ନିକଟସ୍ଥ ଘଞ୍ଚ ଜଙ୍ଗଲରେ ପୋଲିସ ଏନ୍‌କାଉଣ୍ଟରରେ ୧୩ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ମହିଳା ବୋଲି ରାଜ୍ୟ ଗୃହମନ୍ତ୍ରୀ ଦିଲୀପ ଓ୍ବାଲ୍‌ସେ ପାଟିଲ…

ପୁଣି ଆଲୋଚନା ପାଇଁ କହିଲେ କୃଷକ ସଂଗଠନ

ନୂଆଦିଲ୍ଲୀ,୨୧।୫: ପୁଣି ଥରେ ତେଜିପାରେ କୃଷକ ଆନ୍ଦୋଳନ। କରୋନା ବିଫଳତା ଯୋଗୁ ଚାରି ଆଡ଼ୁ ଘେରି ହୋଇପଡ଼ିଛନ୍ତି କେନ୍ଦ୍ର ସରକାର। ଏଭଳି ସ୍ଥିତିରେ କୃଷକ ସଂଗଠନ ପକ୍ଷରୁ ଦିଆଯାଇଛି ଚେତାବନୀ। ଆସନ୍ତା ୨୫ ତାରିଖ ସୁଦ୍ଧା କେନ୍ଦ୍ର ସରକାରଙ୍କ ପକ୍ଷରୁ କୌଣସି…

ଦୁଇ ମାସରେ କର୍ନାଟକରେ ସଂକ୍ରମିତ ଚିହ୍ନଟ ହେଲେଣି ୪୦ ହଜାର ଶିଶୁ

ବେଙ୍ଗାଲୁରୁ, ୨୧।୫ : କରୋନା ଦ୍ୱିତୀୟ ଲହରରେ କର୍ନାଟକରେ ୯ ବର୍ଷରୁ କମ୍‌ ପ୍ରାୟ ୪୦,୦୦୦ ଶିଶୁ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚଳିତ ବର୍ଷ ମାର୍ଚ୍ଚ ୧୮ ସୁଦ୍ଧା ଯେତିକି ଶିଶୁ ସଂକ୍ରମିତ ହୋଇଥିଲେ ଗତ ଦୁଇମାସରେ ତାହାର ପାଖାପାଖି…

ବିହାର ପରେ ୟୁପିରେ ହ୍ବାଇଟ୍‌ ଫଙ୍ଗସ୍‌

ନୂଆଦିଲ୍ଲୀ, ୨୧।୫: ବିହାରର ପାଟନାରେ ୪ ଜଣ ହ୍ବାଇଟ ଫଙ୍ଗସ୍‌ ରୋଗୀ ଚିହ୍ନଟ ହେବାର ଦିନକ ପରେ ଶୁକ୍ରବାର ଉତ୍ତରପ୍ରଦେଶର ମାଉ ଜିଲାରେ ଜଣେ ୭୦ ବର୍ଷୀୟ ବ୍ୟକ୍ତିଙ୍କଠାରେ ଦେଖାଦେଇଛି ହ୍ବାଇଟ ଫଙ୍ଗସ୍‌ । ସେ ଗତ ଏପ୍ରିଲରେ କରୋନା ସଂକ୍ରମିତ…

ଟିକା ନେଲେ ୧୨୦ ବର୍ଷୀୟା ମହିଳା

ଉଧମପୁର,୨୧।୫: ୧୨୦ ବର୍ଷୀୟା ମହିଳା କୋଭିଡ୍‌-୧୯ ଟିକା ନେଇ ଜମ୍ମୁ-କଶ୍ମୀରର ଉଧମପୁର ଜିଲାର ଗ୍ରାମାଞ୍ଚଳବାସୀଙ୍କ ପାଇଁ ପାଲଟିଛନ୍ତି ପ୍ରେରଣା। ଏଥି ଲାଗି ଉକ୍ତ ମହିଳାଙ୍କ ଘରକୁ ଯାଇ ସମ୍ବର୍ଦ୍ଧିତ କରିଛନ୍ତି ନର୍ଦନ ଆର୍ମି କମାଣ୍ଡର ଲ୍ୟୁଟନାଣ୍ଟ ଜେନେରାଲ ଓ୍ବାଇ କେ ଯୋଷୀ।…

ମମତାଙ୍କ ପାଇଁ ବାଟ ଛାଡ଼ିଲେ ଭବାନୀପୁର ବିଧାୟକ

କୋଲକାତା,୨୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପାଇଁ ବିଧାନସଭା ଉପ-ନିର୍ବାଚନ ଲାଗି ଏବେ ରାସ୍ତା ସଫା ହୋଇଯାଇଛି। କାରଣ ରାଜ୍ୟର ଶାସକ ଦଳ ତୃଣମୂଳ କଂଗ୍ରେସର ନେତା ଶୋଭନ ଦେବ ଚାଟାର୍ଜୀ ବିଧାୟକ ପଦରୁ ଶୁକ୍ରବାର ଇସ୍ତଫା ଦେଇଛନ୍ତି। ସେ ଭବାନୀପୁର…

୧୩ବର୍ଷ ପିଲା ନିକଟରେ ଚିହ୍ନଟ ହେଲା ବ୍ଲାକ୍‌ ଫଙ୍ଗସ୍‌

ଅହମଦାବାଦ,୨୧।୫: କରୋନା ସଙ୍କଟ ମଧ୍ୟରେ ବ୍ଲାକ୍‌ ଫଙ୍ଗସ୍‌ ଏକ ନୂଆ ସମସ୍ୟା ଭାବେ ଉଭା ହୋଇଛି। ଦେଶର ଅନେକ ରାଜ୍ୟରେ ଏହି ରୋଗର ଲକ୍ଷଣ ଦେଖାଦେଇଥିବା ବେଳେ ଏହାକୁ ନେଇ ଏବେ ଲୋକେ ଚିନ୍ତାରେ ପଡ଼ିଯାଇଛନ୍ତି। ବୟସ୍କ ଓ ବୃଦ୍ଧଙ୍କ ପରେ…

ପଶ୍ଚିମବଙ୍ଗର ୨ ନେତା, ୨ମନ୍ତ୍ରୀ ଗୃହବନ୍ଦୀ

କୋଲକାତା,୨୧।୫: ନାରଦା ଷ୍ଟ୍ରିଙ୍ଗ୍‌ ଅପରେଶନ୍‌ ମାମଲାରେ ଗିରଫ ହୋଇଥିବା ଟିଏମ୍‌ସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ୨ ମନ୍ତ୍ରୀ, ଜଣେ ବିଧାୟକ ଓ ଜଣେ ପୂର୍ବତନ ମେୟର ଏବେ ଗୃହବନ୍ଦୀ। ଶୁକ୍ରବାର କୋଲକାତା ହାଇକୋର୍ଟ ଏହି ମାମଲାର ଶୁଣାଣି କରି…

କରୋନାରେ ପରିବେଶବିତ୍‌ ସୁନ୍ଦରଲାଲଙ୍କ ନିଧନ

ଡେରାଡୁନ,୨୧।୫: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି। ଏହି ସମୟରେ ଗୋଟିଏ ପରେ ଗୋଟିଏ ଦୁଃଖଦ ଖବର ସାମ୍ନାକୁ ଆସୁଛି। ଏହିକ୍ରମରେ ଶୁକ୍ରବାର ବେଶ୍‌ ଜଣାଶୁଣା ପରିବେଶବିତ୍‌ ସୁନ୍ଦରଲାଲ ବହୁଗୁଣାଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri