ଅର୍ଥମନ୍ତ୍ରୀ ନେଲେ କରୋନା ଟିକା
ଓ୍ବାୟନାଡ଼,୪।୩: କରୋନା ଟିକାର ସାର୍ବଜନୀକ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର ଟିକା ନେଇଛନ୍ତି। ସେ ଦିଲ୍ଲୀର ବସନ୍ତକୁଞ୍ଜ ସ୍ଥିତ ଫୋର୍ଟିସ୍ ହସ୍ପିଟାଲରେ ପହଞ୍ଚି କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ତାଙ୍କୁ ଟିକାଦାନ କରିଥିବା ସିଷ୍ଟର...
ବେଙ୍ଗାଲୁରୁ ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ଶୀର୍ଷରେ
ନୂଆଦିଲ୍ଲୀ,୪।୩: ବାସୋପଯୋଗୀ ଶ୍ରେଷ୍ଠ ସହର ତାଲିକା ମଧ୍ୟରେ ବେଙ୍ଗାଲୁରୁ ଶୀର୍ଷରେ ରହିଛି। କେନ୍ଦ୍ରୀୟ ଆବାସ ଓ ସହର ବ୍ୟାପାର ପକ୍ଷରୁ ଇଜି ଅଫ୍ ଲିଭିଙ୍ଗ୍ ଇଣ୍ଡେକ୍ସ୍ ର଼୍ୟାଙ୍କିଙ୍ଗ୍-୨୦୨୦ ଜାରି କରାଯାଇଛି। ମନ୍ତ୍ରୀ ହରଦୀପ୍ ସିଂ ପୁରୀ ଏହି ରିପୋର୍ଟ ପ୍ରକାଶ...
ଖରାକୁ ସାମ୍ନା କରିବାକୁ ଆନ୍ଦୋଳନରତ କୃଷକଙ୍କ ପାଇଁ ଲାଗିଲା ଫ୍ରିଜ୍, ଫ୍ୟାନ୍, ପାଣିପମ୍ପ
ନୂଆଦିଲ୍ଲୀ,୪ ।୩: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ଗତ ଡିସେମ୍ବରରୁ ଦିଲ୍ଲୀର ବିଭିନ୍ନ ସୀମାରେ କୃଷକମାନେ ଆନ୍ଦୋଳନରେ ବସିଛନ୍ତି । ପ୍ରବଳ ଥଣ୍ଡାକୁ ସାମ୍ନାକରି ମଧ୍ୟ ଏମାନେ ଆନ୍ଦୋଳନରୁ ଓହରି ଯାଇ ନାହାନ୍ତି । ତମ୍ବୁ...
ଅଫିସ୍ରେ ଜିନ୍ସ୍-ଟି ଶର୍ଟ ପିନ୍ଧିବା ମନା
ସମ୍ଭାଲ,୪।୩: ଉତ୍ତରପ୍ରଦେଶ ସମ୍ଭାଳ ଜିଲାପାଳ ଜିଲାର ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ କର୍ମଚାରୀଙ୍କ ପାଇଁ ନୂଆ ଡ୍ରେସ୍ କୋଡ୍ ଲାଗୁ କରିଛନ୍ତି। ସରକାରୀ କର୍ମଚାରୀମାନେ ଅଫିସକୁ ଜିନ୍ସ, ଟି-ଶର୍ଟ ପିନ୍ଧି ଆସିବେ ନାହିଁ ବୋଲି ଜିଲାପାଳ ସଞ୍ଜିବ ରଞ୍ଜନଙ୍କ ପକ୍ଷରୁ ନିର୍ଦ୍ଦେଶ...
ବଢୁଛି କରୋନା ସଂକ୍ରମଣ ସଂଖ୍ୟା: ୧.୬୬ କୋଟି ଲୋକଙ୍କୁ ଦିଆ ସରିଲାଣି ଟିକା
ନୂଆଦିଲ୍ଲୀ,୪ ।୩: ଦେଶରେ ପୁଣିଥରେ କରୋନା ସଂକ୍ରମଣ ବଢି ଚାଲିଥିବା ବେଳେ ଏହା ଦେଶବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଅନ୍ୟପଟେ ଏହି ମହାମାରୀକୁ ଦୂରେଇ ଦେବାକୁ ଟିକାକରଣର ଦ୍ୱିତୀୟ ପର୍ଯ୍ୟାୟ ବି ଆରମ୍ଭ ହୋଇଯାଇଛି ।...
ଆଇଇଡ଼ି ବିସ୍ଫୋରଣ: ୨ ଯବାନ ଶହୀଦ୍, ୩ ଗୁରୁତର
ରାଞ୍ଚି,୪।୩: ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାରେ ମାଓବାଦୀଙ୍କ ଦ୍ୱାରା ପ୍ଲାଣ୍ଟ୍ କରାଯାଇଥିବା ଆଇଇଡ଼ି ବିସ୍ଫୋରଣରେ ୨ ଜଣ ଜାଗୁଆର ଯବାନ ଶହୀଦ୍ ହୋଇଛନ୍ତି। ଏହି ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ହୋୟାତୁ ଗାଁରେ ପୂର୍ବାହ୍ନ ୮ଟା...
ଇଡ଼ି-ଆୟକର-ସିବିଆଇ ଟିମ୍କୁ ଅଙ୍ଗୁଳିରେ ନଚାଉଛନ୍ତି ସରକାର: ରାହୁଲ
ନୂଆଦିଲ୍ଲୀ,୪।୩: ଇଡ଼ି, ଆୟକର ଏବଂ ସିବିଆଇ ଟିମ୍କୁ ସରକାର ଅଙ୍ଗୁଳିରେ ନଚାଉଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନିର୍ଦ୍ଦେଶରେ ବଲିଉଡ୍ରେ ଜାଣିଶୁଣି ଆୟକର ଚଢ଼ାଉ କରାଯାଇଥିବା କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି। ରାହୁଲ ଟୁଇଟ୍ କରି କହିଛନ୍ତି...
ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ବାସଭବନ ନିକଟରୁ ପାର୍ଲାମେଣ୍ଟ ପର୍ଯ୍ୟନ୍ତ ନିର୍ମାଣ ହେବ ସୁଡ଼ଙ୍ଗ
ନୂଆଦିଲ୍ଲୀ,୪ ।୩: ଦେଶର ନୂଆ ପାର୍ଲାମେଣ୍ଟ ଭାବନ ବା ସଂସଦ ଭବନକୁ ପ୍ରଧାନମନ୍ତ୍ରୀ ଓ ଉପରାଷ୍ଟ୍ରପତିଙ୍କ ଭଳି ଭିଭିଆଇପିଙ୍କ ଯିବା ଆସିବା ଏବେ ସହଜ ହେବ । ଏମାନଙ୍କୁ ଆଉ ରାସ୍ତାରେ ବେଶି ଅଟକିବାକୁ ପଡିବ ନାହିଁ । ନ୍ରୂଆ...
ତାଜ୍ମହଲରେ ବୋମା ଆତଙ୍କ: ପର୍ଯ୍ୟଟକଙ୍କୁ ବାହାର କରାଗଲା
ଆଗ୍ରା,୪।୩: ତାଜ୍ମହଲରେ ବୋମା ଆତଙ୍କ ଯୋଗୁ ଏହାର ପରିସରକୁ ଖାଲି କରି ଦିଆଯାଇଛି। ପର୍ଯ୍ୟଟକଙ୍କୁୁ ସିଆଇଏସ୍ଏଫ୍ ଟିମ୍ ପକ୍ଷରୁ ବାହାର କରାଯାଇଛି। ପରିସରରେ ବୋମା ରହିଥିବା ସୂଚନା ମିଳିବା ପରେ ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ପୋଲିସ...
ପଞ୍ଜାବର ସ୍ଥପତି ଦେବେ ରାଫାଲ ଜେଟ୍ର ଅନୁଭୁତି
ଚଣ୍ଡିଗଡ଼,୪ ।୩: ପଞ୍ଜାବର ସ୍ଥପତି ରାମପାଲ ବେହନିୱାଲ ନିଜର ବୁଦ୍ଧି ଖଟାଇ ଏକ ଯାନ ନିର୍ମାଣ କରିଛନ୍ତି । ଯାହା ଦେଖିବାକୁ ଅବିକଳ ଯୁଦ୍ଧ ବିମାନ ରାଫାଲ ଭଳି । ଏହାର ନାମ ଦେଇଛନ୍ତି ‘ପଞ୍ଜାବ ରାଫାଲ’ । ଏହି...
ମୁଖ୍ୟମନ୍ତ୍ରୀ ମାତା ପିତାଙ୍କ ସହିତ ନେଲେ କରୋନା ଟିକାର ପ୍ରଥମ ଡୋଜ୍
ନୂଆଦିଲ୍ଲୀ,୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଅଭିଯାନରେ ଗୁରୁବାର ପ୍ରଥମ ଡୋଜ୍ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦିଲ୍ଲୀର ଲୋକନାୟକ ଜୟପ୍ରକାଶ ହସ୍ପିଟାଲରେ ପହଞ୍ଚି କୋଭିଶିଲ୍ଡ ଟିକା ନେଇଛନ୍ତି। ତାଙ୍କ ସହିତ ମାତା ଗୀତା ଦେବୀ...
୭୦ ନୁହେଁ ୧୦୭ ଏକର ଜମିରେ ନିର୍ମିତ ହେବ ଭବ୍ୟ ରାମମନ୍ଦିର: ଅଧିକ ଜମି କିଣିଛି ଟ୍ରଷ୍ଟ୍
ଅଯୋଧ୍ୟା,୪।୩: ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ରାମମନ୍ଦିର ୭୦ ଏକର ଜମିରେ ନିର୍ମାଣ କରାଯିବ ବୋଲି ପୂର୍ବରୁ କହାଯାଇଥିଲା। ତେବେ ପ୍ରକୃତରେ ମନ୍ଦିର ନିର୍ମାଣ ୧୦୭ ଏକର ଜମିରେ କରାଯିବ ବୋଲି ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ୍ ପକ୍ଷରୁ...
Archives


