ଜାତୀୟ

ଅତ୍ୟାବଶ୍ୟକ ତାଲିକାରେ ୩୯ ନୂଆ ଔଷଧ…

ନୂଆଦିଲ୍ଲୀ,୪।୯: ଅତ୍ୟାବଶ୍ୟକ ଔଷଧ ତାଲିକାରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କେତେକ ପରିବର୍ତ୍ତନ ଆଣାଯାଇଛି। ଏହା ସହିତ ୩୯ ଟି ନୂଆ ଔଷଧକୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ବହୁ ପରିମାଣରେ ବ୍ୟବହୃତ ହେଉଥିବା ଏହି ସମସ୍ତ ଔଷଧର ମୂଲ୍ୟ ହ୍ରାସ କରିବା ଏବଂ…

ଦୈନିକ ମୃତ୍ୟୁ ସଂଖ୍ୟା ୪ ଶହ ତଳେ…

ନୂଆଦିଲ୍ଲୀ,୪।୯: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। କେରଳ ଯୋଗୁ ଦେଶରେ…

ଏକାଦଶ ପରୀକ୍ଷାରେ ଲାଗିଲା ବ୍ରେକ୍‌

ନୂଆଦିଲ୍ଲୀ,୩।୯: କେରଳରେ କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ଏକାଦଶ ଶ୍ରେଣୀ ପରୀକ୍ଷା ଗୋଟିଏ ସପ୍ତାହ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେପ୍ଟେମ୍ବର ୫ରୁ ଏହି ପରୀକ୍ଷା ଆରମ୍ଭ ହେବାର ଥିଲା। ରାଜ୍ୟରେ କରୋନା ସ୍ଥିତି ଉଦ୍‌ବେଗଜନକ ରହିଛି।…

କିଛି ମିନିଟ୍‌ରେ କୋଭିଶିଲ୍ଡର ଦୁଇଟି ଡୋଜ

ମାଙ୍ଗାଲୁରୁ,୩।୯: ୧୯ ବର୍ଷୀୟ ଦିନ ମଜୁରିଆଙ୍କୁ କିଛି ମିନିଟ୍‌ ବ୍ୟବଧାନରେ କୋଭିଶିଲ୍ଡ ଟିକାର ଦୁଇଟି ଡୋଜ ଦିଆଯାଇଛି। ଏଭଳି ଘଟଣା ଘଟିଛି କର୍ନାଟକର ଦକ୍ଷିଣ କନ୍ନଡ ଜିଲାର ସୁଲିଆ ତାଲୁକ ଟିକାକରଣ କେନ୍ଦ୍ରରେ। ଟିକା କେନ୍ଦ୍ରରେ ଅତ୍ୟଧିକ ଭିଡ଼ ଯୋଗୁ ଏଭଳି…

କରୋନା ଟିକା ନ ନେଲେ ମିଳିବ ନାହିଁ ମଦ

ଚେନ୍ନାଇ,୩ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ପ୍ରାୟ ସମସ୍ତ ରାଜ୍ୟର ପ୍ରଶାସନ ଅଣ୍ଟା ଭିଡିଛନ୍ତି । ଏବେ ତାମିଲନାଡୁର ନୀଳଗୀରି ଜିଲାରେ ମଦ କିଣିବା ପାଇଁ କରୋନା ଟିକା ନେବା ଜରୁରୀ ହୋଇଛି । ଅର୍ଥାତ୍ ଏବେ ମଦ ପିଇବାକୁ…

ଦିଦିରୁ ଦେବୀ ହେବାକୁ ଯାଉଛନ୍ତି ମମତା: ଭାଜପା କହିଲା ହିନ୍ଦୁଙ୍କ ଅପମାନ

କୋଲକାତା,୩ ।୯: ପାଖେଇ ଆସୁଛି ପାର୍ବଣ ଋତୁ । ଆଉ କେଇଟା ଦିନ ପରେ ସାରା ଦେଶରେ ପାଳନ କରାଯିବ ଦୁର୍ଗାପୂଜା । ଏଥିପାଇଁ ପ୍ରସ୍ତୁତି ବି ଆରମ୍ଭ ହୋଇ ଗଲାଣି । ହେଲେ ଦୂର୍ଗାପୂଜା ପାଇଁ ପ୍ରସିଦ୍ଧ ପଶ୍ଚିମବଙ୍ଗରେ ଏଥର…

କରୋନା ମୃତ୍ୟୁର ଅନୁକମ୍ପା ରାଶିକୁ ନେଇ କେନ୍ଦ୍ର କିଛି କରିବା ପୂର୍ବରୁ ତୃତୀୟ ଲହର ବି ସରିଯାଇଥିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ ।୯: କରୋନା ମହାମାରୀରେ ଯେଉଁ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି ସେମାନଙ୍କ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ କରିବାକୁ ନେଇ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ କୌଣସି ନିତି ସ୍ଥିର କରି ନାହାନ୍ତି । ଯାହାକୁ ନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି…

ସର୍ବସାଧାରଣ ସ୍ଥାନରେ ଅଳିଆ ପକାଇଲେ ଦେବାକୁ ପଡିବ ଜରିମାନା

ଲକ୍ଷ୍ନୌ,୩ ।୯: ଉତ୍ତର ପ୍ରଦେଶରେ ଏବେ ସର୍ବସାଧାରଣ ସ୍ଥାନରେ ଅଳିଆ ଆବର୍ଜନା ପକାଇଲେ ଜରିମାନା ଦେବାକୁ ପଡିବ । ଯୋଗୀ ସରକାର ସହରକୁ ସଫା ସୁତୁରା ରଖିବାକୁ ନୂଆ ନିୟମକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏହି ନିୟମ ଆଧାରରେ ଯଦି…

ଦିଲ୍ଲୀ ବିଧାନସଭା ତଳୁ ମିଳିଲା ସୁଡ଼ଙ୍ଗ, ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଅଛି ଗୁପ୍ତ ରାସ୍ତା

ନୂଆଦିଲ୍ଲୀ,୩ା୯: ଦିଲ୍ଲୀ ବିଧାନସଭାରେ ଗୁରୁବାର ଏକ ସୁଡ଼ଙ୍ଗର ସନ୍ଧାନ ମିଳିଛି। ଦିଲ୍ଲୀ ବିଧାନସଭା ଅଧ୍ୟକ୍ଷ ତଥା ବାଚସ୍ପତି ରାମ ନିବାସ ଗୋଏଲ କହିଛନ୍ତି, ଏହି ସୁଡ଼ଙ୍ଗ ବିଧାନସଭା ତଳୁ ଲାଲ୍‌କିଲ୍ଲା ପର୍ଯ୍ୟନ୍ତ ଯାଇଛି। ବ୍ରିଟିଶମାନେ ସ୍ବାଧୀନତା ସଂଗ୍ରାମୀଙ୍କ ଆନ୍ଦୋଳନ ସମୟରେ ଲୋକଙ୍କ…

ୟୁପିରେ ଡେଙ୍ଗୁ, ଭାଇରାଲ ଜ୍ୱରରେ ଗଲାଣି ୧୦୦ରୁ ଊର୍ଦ୍ଧ୍ୱ ଜୀବନ

ଲକ୍ଷ୍ନୌ,୩।୯: ଉତ୍ତର ପ୍ରଦେଶରେ ଡେଙ୍ଗୁ ଏବଂ ଭାଇରାଲ ଜ୍ୱରର ମାତ୍ରା ବଢିବାରେ ଲାଗିଛି। ଏପର୍ଯ୍ୟନ୍ତ ଏଥିରେ ୧୦୦ରୁ ଊର୍ଦ୍ଧ୍ୱ ରୋଗୀଙ୍କ ମୃତ୍ୟୁ ଘଟିଲାଣି। କେବଳ ଫିରୋଜାବାଦରେ ଏପର୍ଯ୍ୟନ୍ତ ୭୬ ଜଣ ଲୋକ ପ୍ରାଣ ହରାଇଛନ୍ତି। ମଥୁରାରେ ୧୭, ମୌନପୁରୀରେ ତିନି ଜଣ,…

ରେକର୍ଡ ଭାଙ୍ଗିଲା ସେନସେକ୍ସ

ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୨୧୭ ପଏଣ୍ଟ ବୃଦ୍ଧି ପାଇ ୫୮,୦୬୯ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୬୬.୨୦ ପଏଣ୍ଟ ବୃଦ୍ଧି…

ଅନ୍ତଃବସ୍ତ୍ର ପିନ୍ଧି ଟ୍ରେନ୍‌ ଭିତରେ ବୁଲିଲେ ବିଧାୟକ: ଆଉ ତା’ପରେ

ପାଟନା,୩।୯: ବିହାରର ଶାସକ ଦଳ ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏବେ ଏଭଳି କାର୍ଯ୍ୟ କରିଛନ୍ତି ଯେ ଲୋକେ ତାଙ୍କୁ ଗାଳି ଦେବାକୁ ପଛାଉନାହାନ୍ତି। ଆଜିକାଲି ତାଙ୍କର ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri