ଜାତୀୟ

ନାଗରିକ ସ୍ବତନ୍ତ୍ରତା: ଭାରତର ରେଟିଂ କମିଲା

ନୂଆଦିଲ୍ଲୀ,୪।୩: ଭାରତରେ ନାଗରିକଙ୍କ ସ୍ବତନ୍ତ୍ରତା ଗତ ବର୍ଷ ତୁଳନାରେ ଚଳିତ ବର୍ଷ କମିଛି। ଆମେରିକା ସଂସ୍ଥା ଫ୍ରିଡ଼ମ୍‌ ହାଉସ୍‌ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଗତବର୍ଷ ଭାରତ ଶ୍ରେଷ୍ଠ ନାଗରିକ ସ୍ବତନ୍ତ୍ରତା ପ୍ରଦାନକାରୀ ଦେଶ ମଧ୍ୟରେ...

ଆତ୍ମହତ୍ୟାରେ ଶେଷ ଯୌତୁକ ଯନ୍ତ୍ରଣା

ଅହମଦାବାଦ, ୪ା୩: ଗତ ଫେବୃୟାରୀ ୨୫ରେ ସାବରମତୀ ନଦୀକୁ ଲମ୍ଫ ମାରି ଆତ୍ମହତ୍ୟା କରିଥିଲେ ଗୁଜରାଟ ଅହମଦାବାଦର ଆୟେଶା। ଏହା ପୂର୍ବରୁ ସେ ଏକ ଭିଡିଓ କରିଥିଲେ। ଭିଡିଓରେ ସେ କହିଥିଲେ,‘ଯଦି ସେ ମୋଠାରୁ ମୁକ୍ତି ଚାହଁାନ୍ତି ତେବେ ତାଙ୍କୁ...

ଏମର୍ଜେନ୍ସି ଭୁଲ୍‌ ଥିଲା

ନୂଆଦିଲ୍ଲୀ,୪ା୩ : ୧୯୭୫ ଜୁନ୍‌ ୨୫ରୁ ୧୯୭୭ ମାର୍ଚ୍ଚ ୨୧ ଏକୋଇଶ ମାସର ଅବଧି। ଏହି କାଳଖଣ୍ଡରେ ସୃଷ୍ଟି ହୋଇଥିଲା ସ୍ବାଧୀନ ଭାରତର ସବୁଠୁ କଳଙ୍କିତ ଓ ବିବାଦୀୟ ଅଧ୍ୟାୟ। ଏହାକୁ ରଚିଥିଲେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ। ଦେଶବ୍ୟାପୀ...

ଭିନ୍ନମତ ଦେଶଦ୍ରୋହ ନୁହେଁ

ନୂଆଦିଲ୍ଲୀ,୪ା୩(ପି.ଟି.): ସରକାରଙ୍କ ଆଭିମୁଖ୍ୟଠାରୁ ଭିନ୍ନମତ ପୋଷଣ କରିବା ଦେଶଦ୍ରୋହ ପଦବାଚ୍ୟ ହେବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି। ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ବିରୋଧରେ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଖାରଜ କରି ସର୍ବୋଚ୍ଚ...

କୋଭିଡ୍‌ ଭାକ୍ସିନ ପ୍ରମାଣପତ୍ରରେ ମୋଦିଙ୍କ ଫଟୋ : ନିର୍ବାଚନ ଆୟୋଗଙ୍କ ଦ୍ୱାରସ୍ଥ ହେଲା ଟିଏମ୍‌ସି

ନୂଆଦିଲ୍ଲୀ,୩।୩ : ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବୁଧବାର ନିର୍ବାଚନ ଆୟୋଗ (ଇସି)ଙ୍କ ଦ୍ୱାରସ୍ଥ ହୋଇଛି। ପଶ୍ଚିମ ବଙ୍ଗରେ ବିଭିନ୍ନ କେନ୍ଦ୍ରୀୟ ଯୋଜନା ବିଜ୍ଞାପନରେ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚେହେରା ବ୍ୟବହାର ହୋଇଛି, ଯାହାକି ସରକାରୀ ଯନ୍ତ୍ରର...

ରୋଷେଇ ଟେଷ୍ଟି ହୋଇ ନ ଥିବାରୁ ସାଙ୍ଗକୁ ହତ୍ୟା କଲା ସାଙ୍ଗ

ମୁମ୍ବାଇ,୩।୩ : ରୋଷେଇ ଟେଷ୍ଟି ହୋଇ ନ ଥିବାରୁ ଜଣେ ଶ୍ରମିକ ତାଙ୍କ ୨୭ ବର୍ଷୀୟ ସାଙ୍ଗକୁ ହତ୍ୟା କରିଛନ୍ତି। ଏହି ଘଟଣା ସୋମବାର ମୁମ୍ବାଇର ଦହିସର ଅଞ୍ଚଳରେ ଏକ ନିର୍ମାଣଧୀନ କୋଠାରେ ଘଟିଛି। ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।...

ରାଜନୀତି ଛାଡ଼ିଲେ ଶଶିକଳା

ଚେନ୍ନାଇ,୩।୩ : ତାମିଲନାଡୁ ସରକାରରେ ଥିବା ଏଆଇଏଡିଏମ୍‌କେ ମୁଖ୍ୟ ପଦରୁ ବିଦା ହୋଇଥିବା ଭି.କେ. ଶଶିକଳା ବୁଧବାର ରାଜନୀତିରୁ ସନ୍ନ୍ୟାସ ନେଇଛନ୍ତି। ବିଧାନସଭା ନିର୍ବାଚନର କିଛି ସପ୍ତାହ ପୂର୍ବରୁ ଏଭଳି ପଦକ୍ଷେପ ପଛର କାରଣ ସ୍ପଷ୍ଟ କରାଯାନାହିଁ। ଲିଖିତ ଆକାରରେ...

ପୋଷ୍ଟମର୍ଟମ ଟେବୁଲରେ ଜୀବନ୍ତ ହୋଇ ଉଠିଲେ ଯୁବକ

ନୂଆଦିଲ୍ଲୀ,୩।୩ : ମୋଟର ସାଇକେଲ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କୁ ମୃତ ଘୋଷଣା କରିବା ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିଲା। ମାତ୍ର ବ୍ୟବଚ୍ଛେଦ ପ୍ରକ୍ରିୟା ଆରମ୍ଭ କରିବା ପୂର୍ବରୁ ସେ ବଞ୍ଚିଥିବା ଦେଖିବାକୁ ପାଇଥିଲେ ପାଥାଲୋଜିଷ୍ଟ। କର୍ନାଟକରେ ଏଭଳି...

ବଲିଉଡ୍‌ ଅଭିନେତ୍ରୀଙ୍କ ଘରେ ଆଇଟି ଚଢ଼ାଉ

ନୂଆଦିଲ୍ଲୀ,୩।୩ : ବଲିଉଡ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଡ଼ ସମାଲୋଚକ ଭାବେ ଜଣାଶୁଣା ଫିଲ୍ମ ନିର୍ମାତା ଅନୁରାଗ କଶ୍ୟପ ଓ ଅଭିନେତ୍ରୀ ତାପସି ପନ୍ନୁଙ୍କ ଘରେ ବୁଧବାର ଆୟକର ବିଭାଗ (ଆଇଟି) ଚଢ଼ାଉ କରିଛି। ଟିକସ ଫାଙ୍କି ଅଭିଯୋଗରେ ଦୁଇ...

ସନ୍ଦେହର ପରିଣାମ: ପତ୍ନୀ, ଦୁଇ ଝିଅଙ୍କୁ ହାତୁଡ଼ିରେ ଛେଚି ଛେଚି ହତ୍ୟା

ବୁଲନ୍ଦଶାହର,୩।୩ : ସନ୍ଦେହର ପରିଣାମ କେତେ ଯେ, ଭୟଙ୍କର ତାହାର ଆକଳନ କରିବା କଷ୍ଟକର। ଉତ୍ତର ପ୍ରଦେଶର ବୁଲନ୍ଦଶାହରରେ ଏକ ଘଟଣା ସାମ୍ନାକୁ ଆସିଛି। ଅନ୍ୟ ପୁରୁଷଙ୍କ ସହ ଅନୈତିକ ସମ୍ପର୍କ ଥିବା ସନ୍ଦେହ କରି ପତ୍ନୀ ଓ ଦୁଇ...

ଯେତେବେଳେ ଇଚ୍ଛା ନେଇପାରିବେ କରୋନା ଟିକା

ନୂଆଦିଲ୍ଲୀ,୩।୨: ଭାରତରେ ଚାଲିଥିବା କରୋନା ଟିକାକରଣ ଅଭିଯାନକୁ ଆହୁରି ଗତିଶିଳ କରିବାକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ନିଷ୍ପତ୍ତି ନିଆଯାଇଛି। ଟିକାକରଣ କାର୍ଯ୍ୟକ୍ରମ ୨୪ ଘଣ୍ଟା ଓ ସପ୍ତାହକୁ ୭ ଦିନ ଚାଲିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା....

୯ କର୍ମଚାରୀଙ୍କୁ କରୋନା, ୪୮ ଘଣ୍ଟା ପାଇଁ ସିଲ୍‌ ହେଲା ହୋଟେଲ

ଲକ୍ଷ୍ନୌ,୩।୩: ଉତ୍ତରପ୍ରଦେଶର ଲକ୍ଷ୍ନୌସ୍ଥିତ ଏକ ହୋଟେଲର ୯ ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହି ସମସ୍ତ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ଅନ୍ୟପକ୍ଷରେ ହୋଟେଲକୁ ୪୮ ଘଣ୍ଟା ପାଇଁ ସିଲ୍‌ କରି ଦିଆଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri