ଜାତୀୟ

ସିଦ୍ଧୁ ଅଟକ, ଚନ୍ନିଙ୍କୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୪।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସାରେ ୪ କୃଷକଙ୍କ ସମେତ ୮ ଜଣଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ପଞ୍ଜାବ କଂଗ୍ରେସ ନେତା ନବଜ୍ୟୋତ୍‌ ସିଂ ସିଦ୍ଧୁ ସୋମବାର ରାଜଭବନ ଅଭିମୁଖେ ବିକ୍ଷୋଭ ଶୋଭାଯାତ୍ରାରେ ବାହାରିଥିବା ବେଳେ ତାଙ୍କୁ ଅଟକ…

ସୋସିଆଲ ମିଡିଆ ସର୍ଭର ଡାଉନ

ନୂଆଦିଲ୍ଲୀ,୪।୧୦: ପାଖାପାଖି ୩୦ମିନିଟ୍‌ ଧରି ସୋସିଆଲ ମିଡିଆ ଫେସ୍‌ବୁକ୍‌, ଇନଷ୍ଟାଗ୍ରାମ,ହ୍ବାଟ୍ସଆପ୍‌ରେ ସର୍ଭର ଡାଉନ ରହିଛି। ବ୍ୟବହାରକାରୀମାନେ ପରସ୍ପର ସହ ଯୋଗଯୋଗ କରିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଭିନ୍ନ ଗଣମାଧ୍ୟମରେ ଏହି ବିଷୟରେ ସୂଚନା ଦିଆଯାଉଛି।

ଆର୍ୟନଙ୍କୁ ମିଳିଲା ନାହିଁ ଜାମିନ

ନୂଆଦିଲ୍ଲୀ,୪।୧୦ : କ୍ରୁଜ ଡ୍ରଗ୍ସ ପାର୍ଟ ମାମଲାରେ ଗିରଫ ହୋଇଥିବା ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ୟନଙ୍କ ଜାମିନ ଆବେଦନକୁ ମୁମ୍ବାଇର ଏକ କୋର୍ଟ ନାମଞ୍ଜୁର କରି ଦେଇଛନ୍ତି। ୨୩ ବର୍ଷୀୟ ଆର୍ୟନଙ୍କୁ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ନାର୍କୋଟିକ୍ସ…

ସଫେଇ ଦେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ଲକ୍ଷ୍ନୌ,୪।୧୦ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲାରେ ରବିବାର ସ୍ବରାଷ୍ଟ୍ର ରାଜ୍ୟମନ୍ତ୍ରୀ ଅଜୟ କୁମାର ମିଶ୍ରାଙ୍କ ସହ ଆସିଥିବା କାର୍‌ ଆନ୍ଦୋଳନରତ କୃଷକଙ୍କ ଉପରେ ମାଡ଼ି ଯାଇଥିଲା। ଏହି ଦୁର୍ଘଟଣାରେ ୨ ଚାଷୀଙ୍କ ମୃତ୍ୟୁ ହେବା ପରେ ଆନ୍ଦୋଳନକାରୀମାନେ ପୋଡ଼ାଜଳା କରିଥିଲେ।…

ଭଉଣୀଙ୍କୁ ଏମିତି ଉପଦେଶ ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରୀ ହିଂସା ପରେ ଘଟଣାସ୍ଥଳକୁ ଯାଉଥିବା କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରଙ୍କୁ ନଜରବନ୍ଦୀ କରାଯାଇଛି। ସୋମବାର କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପ୍ରିୟଙ୍କାଙ୍କୁ ଉପଦେଶ ଦେଇ କହିଛନ୍ତି,ସେମାନେ ତୁମ ସାହସକୁ ଭୟ କରୁଛନ୍ତି,…

ସ୍ବାମୀଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ପରେ ମୁହଁ ଖୋଲିଲେ ଅମରିନ୍ଦରଙ୍କ ସ୍ତ୍ରୀ

ଚଣ୍ଡିଗଡ଼,୪।୧୦: ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ କ୍ୟାପଟେନ ଅମରିନ୍ଦର ସିଂଙ୍କୁ ହଟାଇଯିବା ପରେ ଆରୋପ-ପ୍ରତ୍ୟାରୋପ ଲାଗି ରହିଛି। ଏଭଳି ପରିସ୍ଥିତିରେ କ୍ୟାପଟେନଙ୍କ ସ୍ତ୍ରୀ ତଥା ଏମ୍‌ପି ପ୍ରିନୀତି କୌର କଂଗ୍ରେସ ହାଇକମାଣ୍ଡ ଉପରେ ରାଗିଛନ୍ତି। ଏକ ସାକ୍ଷାତକାରରେ ସେ କହିଛନ୍ତି ଯେ, ଯଦି…

ଆଇନ ଲାଗୁ ନେଇ କୋର୍ଟରେ ବିଚାର ଜାରି ରହିଥିବାବେଳେ ବିରୋଧ ପ୍ରଦର୍ଶନ କାହିଁକି, ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୧୦: କୃଷି ଆଇନ ଲାଗୁ ହୋଇ ନାହିଁ। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଏହାର ବିରୋଓରେ ପ୍ରଦର୍ଶନ କାହିଁକି କରାଯାଉଛି ବୋଲି ସୁପ୍ରିମ୍‌କୋର୍ଟ କଡ଼ା ପ୍ରଶ୍ନ କରିଛନ୍ତି। କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ବିରୋଧରେ ହୋଇଥିବା…

କରୋନା ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା କ୍ଷତିପୂରଣ ରାଶିକୁ ସୁପ୍ରିମକୋର୍ଟଙ୍କ ମଞ୍ଜୁରୀ, ଆବେଦନର ୩୦ ଦିନ ମଧ୍ୟରେ ମିଳିବ ଟଙ୍କା

ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିଜନଙ୍କୁ ୫୦ ହଜାର ଟଙ୍କାର କ୍ଷତି ପୂରଣ ରାଶି ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୁପ୍ରିମକୋର୍ଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଅନ୍ୟ ଅନୁକମ୍ପା ରାଶିଠାରୁ ଏହା…

ଲକ୍ଷ୍ମୀପୁର ହିଂସା, ୪୫ ଲକ୍ଷ କ୍ଷତି ପୂରଣରେ ପ୍ରଶାସନ-କୃଷକଙ୍କ ମଧ୍ୟରେ ସହମତି…

ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ହିଂସା ଘଟଣାରେ ପ୍ରଶାସନ ଏବଂ କୃଷକଙ୍କ ମଧ୍ୟରେ ସହମତି ହୋଇଛି। ୪ ମୃତକଙ୍କ ପରିବାରଙ୍କୁ ୪୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ପ୍ରଦାନ କରାଯାଇଛି। ସେହିପରି ଆହତଙ୍କୁ ୧୦ ଲକ୍ଷ…

ପ୍ରିୟଙ୍କା ଅଟକ, ଲଗାଇଲେ ଝାଡୁ…

ଲକ୍ଷ୍ନୌ,୪।୧୦: ଉତ୍ତରପ୍ରଦେଶ ଲକ୍ଷ୍ମୀପୁର ହିଂସା ଘଟଣାରେ ପୀଡ଼ିତଙ୍କୁ ଭେଟିବାକୁ ଯାଉଥିବା କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ପୋଲିସ ପକ୍ଷରୁ ଅଟକ ରଖାଯାଇଛି। ପ୍ରିୟଙ୍କା ଅଟକ ରହିଥିବା ଗେଷ୍ଟ ହାଉସରେ ଝାଡୁ ଲଗାଉଥିବାର ୪୫ ସକେଣ୍ଡର ଭିଡ଼ିଓ ଏବଂ ଫଟୋ…

ଆବେଦନର ୩୦ ଦିନ ମଧ୍ୟରେ ୫୦ ହଜାର ଟଙ୍କା କରୋନା ମୃତ୍ୟୁ ସହାୟତାକୁ ମଞ୍ଜୁରୀ…

ନୂଆଦିଲ୍ଲୀ,୪।୧୦: କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଅନୁକମ୍ପା ମୂଳକ ସହାୟତା ଯୋଗାଇ ଦେବାକୁ ସୁପ୍ରିମ୍‌କୋର୍ଟଙ୍କ ମଞ୍ଜୁରୀ ମିଳିଛି। କରୋନା ମହାମାରୀ ଯୋଗୁ ମୃତ୍ୟୁ ଘଟିଥିବା ଲୋକଙ୍କ ପରିବାର ସଦସ୍ୟଙ୍କୁ…

ଡ୍ରଗ୍ସ୍‌ ଚୋରା ଚାଲାଣକୁ ରୋକିବ ସିମ୍ସ୍‌, ୨୬ ଦେଶ ସହିତ ବୁଝାମଣା…

ନୂଆଦିଲ୍ଲୀ,୪।୧୦: ଆଫଗାନିସ୍ତାନରେ ତାଲିବାନ୍‌ର କ୍ଷମତା ଦଖଲ ପରେ ଭାରତ ସରକାରଙ୍କ ପକ୍ଷରୁ ସୀମା ପାର୍‌ ଡ୍ରଗ୍ସ୍‌ ଚୋରା ଚାଲାଣ ପାଇଁ ସତର୍କତା ମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଆଫଗାନିସ୍ତାନକୁ ପାକିସ୍ତାନ ଏହି କାର୍ଯ୍ୟରେ ଆବଶ୍ୟକ ସହାୟତା ଯୋଗାଇ ଦେଉଛି। ଆଦାନୀ ବନ୍ଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?