ମହାମାରୀ ପରିଚାଳନାରେ ବିଫଳତା ସ୍ବୀକାର କଲା ମୋଦି ସରକାର
ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ପୂର୍ବରୁ ରାଷ୍ଟ୍ରପତି ରାମନାଥ କୋଭିନ୍ଦଙ୍କୁ ଇସ୍ତଫା ପତ୍ର ହସ୍ତାନ୍ତର କରିଥିଲେ ପୂର୍ବତନ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ। ଏହାକୁ କେନ୍ଦ୍ର କରି ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ସମାଲୋଚନା କରିଛନ୍ତି କଂଗ୍ରେସ…
‘ଇଞ୍ଜିନ ଖରାପ, ଡବା ବଦଳାଉଛି ଭାଜପା’
ନୂଆଦିଲ୍ଲୀ,୭।୭: ଇଞ୍ଜିନ ଖରାପ ହୋଇଯାଇଥିବା ବେଳେ ଡବା ବଦଳାଯାଉଛି। ମୋଦି କ୍ୟାବିନେଟର ସମ୍ପ୍ରସାରଣକୁ ନେଇ କଂଗ୍ରେସ ପକ୍ଷରୁ ଏପରି ପ୍ରତିକ୍ରିୟା ଆସିଛି। ଏଆଇସିସି ମୁଖପାତ୍ର ରଣଦୀପ ସୁର୍ଜଓ୍ବୋଲା ବୁଧବାର କହିଛନ୍ତି, ଏହା ହେଉଛି କ୍ଷମତା ଲୁଣ୍ଠନର ବଣ୍ଟନ ଏବଂ ଦଳଡିଆଁଙ୍କ ଥଇଥାନ।…
ମୋଦୀଙ୍କ ନୂଆ ମନ୍ତ୍ରିମଣ୍ଡଳରେ ଓଡ଼ିଶାରୁ ୨
ନୂଆଦିଲ୍ଲୀ,୭।୭: ମୋଦୀ କ୍ୟାବିନେଟର ବୁଧବାର ସମ୍ପ୍ରସାରଣ ହୋଇଛି। ଓଡ଼ିଶାର ୨ ଭାଜପା ନେତା କେନ୍ଦ୍ର ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଏମ୍ପି ବିଶ୍ୱେଶ୍ୱର ଟୁଡୁ ଓ ରାଜ୍ୟସଭା ଏମ୍ପି ଅଶ୍ୱିନୀ ବୈଷ୍ଣବ। ବିଶ୍ୱେଶ୍ୱର ଟୁଡୁ ପ୍ରଥମ ଥର…
କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଅଶ୍ୱିନୀ ବୈଷ୍ଣବ, ମିଳିପାରେ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରୀପଦ
ନୂଆଦିଲ୍ଲୀ,୭।୭: ରାଷ୍ଟ୍ରପତି ଭବନରେ ଶପଥ ନେଉଛନ୍ତି ନୂଆ ମନ୍ତ୍ରୀଗଣ। ଏହି ଅବସରରେ ଓଡ଼ିଶାର ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଏବଂ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ…
‘ମନ କି ବାତ୍’ ନୁହେଁ ‘ପେଟ୍ରୋଲ କି ବାତ୍’ ଦରକାର
କୋଲକାତା,୭।୭: ଦେଶର ପ୍ରାୟ ସମସ୍ତ ରାଜ୍ୟରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ପାର କରିଛି। ଏଥି ନେଇ ବୁଧବାର କେନ୍ଦ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଦେଶବାସୀଙ୍କୁ ‘ମନ…
ଇସ୍ତଫା ଦେଲେ ଭାଜପାର ୨ ହେଭିଓ୍ବେଟ୍ ମନ୍ତ୍ରୀ
ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ ସମ୍ପ୍ରସାରଣରେ ସାମିଲ ହେବାକୁ ଥିବା ୪୩ ନେତା ଶପଥ ନେବା ପୂର୍ବରୁ ଇସ୍ତଫା ଦେଇଛନ୍ତି ୧୨ ମନ୍ତ୍ରୀ । ଏମାନଙ୍କ ମଧ୍ୟରେ ରହିଛନ୍ତି ଆଇଟି ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ…
ଟ୍ରାଜେଡି କିଙ୍ଗ ଦିଲୀପ କୁମାରଙ୍କ ଅନ୍ତିମ ସଂସ୍କାର ସମ୍ପନ୍ନ
ମୁମ୍ବାଇ,୭।୭: ହିନ୍ଦୀ ସିନେମା ଜଗତର ଟ୍ରାଜେଡି କିଙ୍ଗ ଦିଲୀପ କୁମାରଙ୍କୁ ମୁମ୍ବାଇ ଜୁହୁ କବରସ୍ଥାନରେ ଅନ୍ତିମ ସଂସ୍କାର କରାଯାଇଛି । ମୁସ୍ଲିମ୍ ରିତିନୀତି ଅନୁଯାୟୀ ତାଙ୍କୁ ସମାଧି ଦିଆଯାଇଛି । ମୁମ୍ବାଇ ପୋଲିସ ପକ୍ଷରୁ ରାଜକୀୟ ସମ୍ମାନ ସହ ଦିଲୀପଙ୍କୁ ଅନ୍ତିମ…
ବିବାହରେ ପହଞ୍ଚିଲେ ହଜାରେ ଅତିଥି: ଆଉ ତା’ପରେ
ରାୟପୁର,୭।୭: ଛତିଶଗଡ଼ ଅମ୍ବିକାପୁର ସହରରେ ଆୟୋଜିତ ଏକ ବିବାହ କାର୍ଯ୍ୟକ୍ରମରେ କରୋନା ନିୟମ ଉଲ୍ଲଂଘନ ହୋଇଥିବା ଅଭିଯୋଗ ହୋଇଛି। କରୋନା କାଳରେ ବିବାହ କାର୍ଯ୍ୟକ୍ରମରେ କମ୍ ସଂଖ୍ୟକ ତଥା ୫୦ ଅତିଥି ସାମିଲ ହେବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ହେଲେ…
ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ହାତ ଛାଡ଼ି ଧରିଲେ ପଦ୍ମ
ମୁମ୍ବାଇ,୭।୭: ଦେଶର ରାଜନୈତିକ ଦଳରେ ବର୍ତ୍ତମାନ ଅଦଳବଦଳ ଓ ମିଶ୍ରଣ ପର୍ବ ଚାଲିଛି। ଇତିମଧ୍ୟରେ ମହାରାଷ୍ଟ୍ରର ଉତ୍ତର ଭାରତୀୟର ପ୍ରମୁଖ ନେତା ତଥା କଂଗ୍ରେସ ସରକାରରେ ମନ୍ତ୍ରୀ ଥିବା କ୍ରିପାଶଙ୍କର ସିଂହ ବୁଧବାର ହାତ ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ମୁମ୍ବାଇ…
ଶିକ୍ଷାମନ୍ତ୍ରୀଙ୍କ ପରେ ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଇସ୍ତଫା
ନୂଆଦିଲ୍ଲୀ,୭।୭: କେନ୍ଦ୍ର କ୍ୟାବିନେଟରେ ବୁଧବାର ସନ୍ଧ୍ୟାରେ ବଡ଼ ପରିବର୍ତ୍ତନ ସହ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବ। ହେଲେ ଏହା ପୂର୍ବରୁ ଅନେକ ମନ୍ତ୍ରୀମାନେ ନିଜ ପଦରୁ ଇସ୍ତାଫା ଦେଇଛନ୍ତି। ପୂର୍ବରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ନିଜ ପଦରୁ ଇସ୍ତଫା ଦେଇଥିବା ବେଳେ…
କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ପ୍ରତାପ ଷଡ଼ଙ୍ଗୀ
ନୂଆଦିଲ୍ଲୀ,୭ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ପ୍ରତାପ ଷଡ଼ଙ୍ଗୀ ଇସ୍ତଫା ଦେଇଥିବା ସୂଚନା ମିଳିଛି। ସଂପ୍ରସାରଣ ଅବସରରେ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏମ୍ଏସ୍ଏମ୍ଇ ଓ ପଶୁସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଥିଲେ ପ୍ରତାପ । ଲୋକ ସଭା ନିର୍ବାଚନରେ ସେ ବାଲେଶ୍ୱରୁ ନିର୍ବାଚିତ ହେବା…
୧୩ ଓକିଲ, ୬ ଡାକ୍ତର, ୫ ଇଞ୍ଜିନିୟର: ଏଭଳି ହେବ ମୋଦିଙ୍କ ନୂଆ ମନ୍ତ୍ରିମଣ୍ଡଳ
ନୂଆଦିଲ୍ଲୀ,୭।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା କ୍ୟାବିନେଟ ସମ୍ପ୍ରସାରଣ ବୁଧବାର ସନ୍ଧ୍ୟାରେ ହେବ। ଏଥିରେ ଅଧିକ ମହିଳା ଓ ପ୍ରଶାସନିକ ଅନୁଭୂତି ଥିବା ବ୍ୟକ୍ତିଙ୍କୁ ସ୍ଥାନ ମିଳିବ। ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ଏହା ପ୍ରଥମ କ୍ୟାବିନେଟ ସମ୍ପ୍ରସାରଣ ହୋଇଥିବାରୁ ଏଥିରେ…
Archives


