ମୃତ୍ୟୁ କ୍ଷେତ୍ର ପାଲଟିଛି ଏଲ୍ଓସି
ପୁଣେ, ୩୧।୮: ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ନିୟନ୍ତ୍ରଣ ରେଖା (ଏଲ୍ଓସି) ଏବଂ ଅନ୍ତର୍ଜାତୀୟ ସୀମା ଯବାନ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ କ୍ଷେତ୍ରରେ ପରିଣତ ହୋଇଛି। ଭାଜପା ନେତୃତ୍ୱାଧୀନ ଏନ୍ଡିଏ ସରକାର ସମୟରେ ସୀମାପାର ଗୁଳିମାଡ଼ରେ ଉଭୟ ପକ୍ଷରୁ…
ଉତ୍ତରାଖଣ୍ଡରେ ଭୂସ୍ଖଳନ: ୭ ମୃତ
ଡେରାଡୁନ, ୩୧।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ଶିଳାଖଣ୍ଡ ଖସି ସେମାନଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍କୋଟଠାରେ ଏହି ବିପର୍ଯ୍ୟୟ…
କର୍ନଲ ଏସ୍ଡିଏମ୍ଙ୍କୁ ସମର୍ଥନ କଲେ ହରିୟାଣା ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼, ୩୧।୮: ହରିୟାଣାର କର୍ନଲ ଜିଲାରେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ଚାଷୀଙ୍କ ମୁଣ୍ଡ ଫଟାଇବା ଲାଗି ପୋଲିସକୁ ନିର୍ଦ୍ଦେଶ ଦେଇ ସ୍ଥାନୀୟ ଏସ୍ଡିଏମ୍ ଆୟୁଷ ସିହ୍ନା ବିବାଦ ଘେରକୁ ଆସିଛନ୍ତି। ଏସ୍ଡିଏମ୍ ଆୟୁଷଙ୍କ କଠୋରତାକୁ ମୁଖ୍ୟମନ୍ତ୍ରୀ ମନୋହରଲାଲ୍ ଖଟ୍ଟର ସମର୍ଥନ କରିଛନ୍ତି।…
ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା
ଡେରାଡୁନ, ୩୦।୮: ଉତ୍ତରାଖଣ୍ଡର ପିଥୋରାଗଡ଼ ଜିଲାରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ଘଟିଛି। ଏଥିରେ ୭ ଜଣଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି। ପଥରଖଣ୍ଡ ଖସି ଲୋକଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗିରୁଜି ଯାଇଛି। ଜୁମ୍ମା ଗ୍ରାମର ଜାମ୍ରି ଏବଂ ତାର୍କୋଟଠାରେ ଏହି…
କରୋନାର ଆଉ ଏକ ମାରାତ୍ମକ ଭାରିଏଣ୍ଟ କାମ ନ କରିପାରେ ଭ୍ୟାକ୍ସିନ!
ନୂଆଦିଲ୍ଲୀ,୩୦ ।୮: ବିଶ୍ୱର ପ୍ରାୟ ସମସ୍ତ ଦେଶ ଏବେ କରୋନା ମହାମାରୀ ସହ ଲଢି ଚାଲିଛନ୍ତି । ଏପଟେ ଦେଶରେ କରୋନାର ତୃତୀୟ ଲହରକୁ ନେଇ ଚିନ୍ତା ବି ବଢି ଯାଇଛି । ଏବେ କିଛି ଦେଶରେ କରୋନାର ଏକ ମାରାତ୍ମକ…
କଂଗ୍ରେସକୁ ପତନ ଆଡକୁ ନେଇ ଯାଉଛନ୍ତି ବେଣୁଗୋପାଳ!
ନୂଆଦିଲ୍ଲୀ,୩୦ ।୮: କେରଳ କଂଗ୍ରେସର ସଚିବ ପିଏସ୍ ପ୍ରଶାନ୍ତ ସୋମବାର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଏକ ଚିଠି ଲେଖିଛନ୍ତି । ଉକ୍ତ ପତ୍ରରେ ସେ ଅଲ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି)ର ମହାସଚିବ କେସି ବେଣୁଗୋପାଳଙ୍କୁ ନେଇ ଅଭିଯୋଗ କରିଛନ୍ତି…
ଭାଜପାକୁ ଦୋଷାରୋପ କରି ଟିଏମ୍ସିରେ ଯୋଗ ଦେଲେ ତନ୍ମୟ ଘୋଷ
କୋଲାକାତା,୩୦ ।୮: ନେତାଙ୍କ ଦଳ ବଦଳ ସବୁ ସମୟରେ ଲାଗି ରହିଛି । ଏବେ ପଶ୍ଚିମବଙ୍ଗ ବିଷ୍ଣୁପୁରର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ତନ୍ମୟ ଘୋଷ ସୋମବାର ତ୍ରଣମୂଳ କଂଗ୍ରେସ(ଟିଏମ୍ସି)ରେ ଯୋଗ ଦେଇଛନ୍ତି । ଏହି ସମୟରେ ସେ ଭାଜପା ଉପରେ…
ପଦକ ବିଜେତାଙ୍କ ସହ ଫୋନ୍ରେ କଥା ହେଲେ ମୋଦି
ନୂଆଦିଲ୍ଲୀ,୩୦।୮: ସୋମବାର ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟ୍ମାନେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ଅବନୀ ଲେଖରା ଶୁଟିଂରେ ଦେଶ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ଯୋଗେଶ କଥୁନିୟା ଏବଂ ଦେବେନ୍ଦ୍ର ଝାଝରିଆ ରୌପ୍ୟ ପଦକ ଜିତିଥିଲେ। ସୁନ୍ଦର ସିଂ ଗୁର୍ଜର ବ୍ରୋଞ୍ଜ…
୨୫୦୦ ଦିନର ସଫଳତା ହିସାବ ଦେଲେ ମୁଖ୍ୟମନ୍ତ୍ରୀ…
ଚଣ୍ଡିଗଡ଼,୩୦।୮: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ସଫଳତାର ରିପୋର୍ଟ କାର୍ଡ ଜାରି ହୋଇଛି। ଖୋଦ୍ ମୁଖ୍ୟମନ୍ତ୍ରୀ କ୍ଷମତାକୁ ଆସିବାର ୨୫୦୦ ଦିନର ସଫଳତା ହିସାବ ଦେଇଛନ୍ତି। ରାଜ୍ୟରେ ଦୁର୍ନୀତି ବିରୋଧରେ ଅଧିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ସେ ସୂଚନା ଦେଇଛନ୍ତି।…
ଆଇନର ଚକ୍ରବ୍ୟୁହ, ୧୯ ବର୍ଷ ଧରି ଥାନାରେ ପ୍ରଭୁ ଶ୍ରୀକୃଷ୍ଣ …
କାନପୁର,୩୦।୮: ପୁରାଣରେ ଉଲ୍ଲେଖ କରାଯାଇଛି ଦ୍ୱାପର ଯୁଗରେ ପ୍ରଭୁ ଶ୍ରୀକୃଷ୍ଣ ବନ୍ଦୀଶାଳରେ ଜନ୍ମଗ୍ରହଣ କରିଥିଲେ। ତେବେ କଳିଯୁଗରେ ଆଇନର ଚକ୍ରବ୍ୟୁହରେ ପଡ଼ି ପ୍ରଭୁ ଶ୍ରୀକୃଷ୍ଣ ଗତ ୧୯ ବର୍ଷ ଧରି ଥାନାରେ ରହିଛନ୍ତି। ସ୍ଥାନୀୟ ଦେହାତ ଥାନାରେ ପ୍ରଭୁ ଶ୍ରୀକୃଷ୍ଣଙ୍କ ପ୍ରତିମାଙ୍କୁ…
ଲାଲୁଙ୍କ ପରିବାରରେ ଜନ୍ମାଷ୍ଟମୀ ବିବାଦ, ପୋଷ୍ଟରରେ ଅଛନ୍ତି କୃଷ୍ଣ ନାହାନ୍ତି ଅର୍ଜୁନ…
ପାଟନା,୩୦।୮: ବିହାରରେ ଲାଲୁ ପ୍ରସାଦ ଯାଦବଙ୍କ ଘରେ ଜନ୍ମାଷ୍ଟମୀ ବିବାଦ ଦେଖାଦେଇଛି। ଜନ୍ମାଷ୍ଟମୀ ଅବସରେ ପାଟନା ସହରରେ ପୋଷ୍ଟର ଲଗାଯାଇଛି। ପୋଷ୍ଟରରେ ଲାଲୁଙ୍କ ସହିତ ରାବ୍ରି ଦେବୀଙ୍କ ଫଟୋ ରହିଛି। ସେହିପରି ତେଜପ୍ରତାପ ଯାଦବଙ୍କ ଫଟୋ ବି ରହିଛି। ତେବେ ତେଜସ୍ବୀ…
ନୂଆ ଗାଇଡ୍ଲାଇନ ସହ ରାଜଧାନୀରେ ଖୋଲିବ ଶିକ୍ଷାନୁଷ୍ଠାନ
ନୂଆଦିଲ୍ଲୀ,୩୦ ।୮: କରୋନା ମହାମାରୀ ଯୋଗୁ ଦୀର୍ଘ ପ୍ରାୟ ୧ ବର୍ଷ ହେବ ସମସ୍ତ ଶିକ୍ଷାନୁଷ୍ଠାନ ଏକ ପ୍ରକାର ବନ୍ଦ ରହିଛି କହିଲେ ଚଳେ । ଇତିମଧ୍ୟରେ କରୋନାର ଦ୍ୱିତୀୟ ଲହର କମି ଯାଇଥିବା ବେଳେ ତୃତୀୟ ଲହର ଆରମ୍ଭ ହେବାକୁ…
Archives


