ଜାତୀୟ

ଜାମିନ ଶୁଣାଣିର ୧ ଘଣ୍ଟା ପୂର୍ବରୁ ଆଖି ବୁଜିଲେ ଷ୍ଟାନ୍‌ ସ୍ବାମୀ

ମୁମ୍ବାଇ, ୫।୭: ଭୀମା କୋରେଗାଁଓ-ଏଲ୍‌ଗାର ପରିଷଦ ମାମଲାରେ ବିଚାରାଧୀନ କଏଦୀ ଥିବା ୮୪ ବର୍ଷୀୟ ଆଦିବାସୀ ଅଧିକାର କର୍ମୀ ଫାଦର ଷ୍ଟାନ୍‌ ସ୍ବାମୀଙ୍କ ସୋମବାର ପରଲୋକ ହୋଇଯାଇଛି। ଗୁରୁତର ଅସୁସ୍ଥ ଥିବା ସ୍ବାମୀଙ୍କୁ ଅଦାଲତଙ୍କ ନିର୍ଦ୍ଦେଶକ୍ରମେ ମୁମ୍ବାଇର ହୋଲି ଫାମିଲି ହସ୍ପିଟାଲରେ…

ପେଟ୍ରୋଲ ଡିଜେଲ ଦର ବୃଦ୍ଧିକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକାତା,୫ ।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି । ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧିକୁ ନେଇ ସେ ଏହି ଚିଠି ଲେଖିଛନ୍ତି । ଏଥିରେ ସେ ଉଲ୍ଲେଖ କରିଛନ୍ତି ଯେ ପେଟ୍ରୋଲ, ଡିଜେଲ…

କରୋନା, ବ୍ଲାକ୍‌ ଫଙ୍ଗସ୍‌ ପରେ ଏବେ ଚିନ୍ତା ବଢ଼ାଉଛି ‘ବୋନ୍‌ ଡେଥ୍‌’

ମୁମ୍ବାଇ,୫।୭: କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଆତଙ୍କ ଖେଳାଇବା ପରେ ଦେଶରେ ବ୍ଲାକ୍‌ ଫଙ୍ଗସ୍‌ ସଂକ୍ରମଣ ମାମଲା ସାମ୍ନାକୁ ଆସିଛି। ବିଭିନ୍ନ ରାଜ୍ୟରେ ହଜାର ହଜାର ସଂଖ୍ୟାରେ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ଚିହ୍ନଟ ହୋଇଥିବା ବେଳେ ଏବେ ସ୍ଥିତି ନିୟନ୍ତ୍ରଣକୁ ଆସିଛି।…

କେନ୍ଦ୍ରକୁ ଅଧିକ ଭ୍ୟାକ୍ସିନ ମାଗିଲେ ଗେହଲଟ

ଜୟପୁର,୫ ।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟରେ କରୋନା ଭ୍ୟାକ୍ସିନ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ହୋଇ ନ ଥିବା ଦର୍ଶାଇଛନ୍ତି । ସେ କହିଛନ୍ତି ରାଜ୍ୟରେ ଭ୍ୟାକ୍ସିନ କମ୍ ଥିବାରୁ ବାଧ୍ୟହୋଇ ଟିକାକରଣ କାର୍ଯ୍ୟକ୍ରମକୁ ବନ୍ଦ କରିବାକୁ ପଡୁଛି ।…

ନିଲମ୍ବିତ ବିଧାୟକଙ୍କ ପ୍ରତିକ୍ରିୟା: ନୋ ବଲ୍‌ରେ ୱିକେଟ ଯାଇଛି ଏବେ ଦୁଇ ହାତରେ ବୋଲିଂ କରିବି

ମୁମ୍ବାଇ,୫ ।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ହୋଇଥିବା ହଟ୍ଟଗୋଳ ଏବେ ରାଜନୈତିକ ଉଷ୍ମତା ସୃଷ୍ଟି କଲାଣି । ଏହି ହଟ୍ଟଗୋଳରେ ସ୍ପିକର ବିଧାନସଭାର ୧୨ ବିଧାୟକଙ୍କୁ ନିଲମ୍ବନ କରିଛନ୍ତି । ମହାରାଷ୍ଟ୍ର ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ ଦିନ ହିଁ ଘଟିଛି…

କଂଗ୍ରେସକୁ ଝଟ୍‌କା: ଟିଏମ୍‌ସିରେ ଯୋଗଦେଲେ ପୂର୍ବତନ ରାଷ୍ଟ୍ରପତିଙ୍କ ପୁଅ

କୋଲକାତା,୫।୭: ପଶ୍ଚିମ ବଙ୍ଗରେ ନିଜର ଅସ୍ତିତ୍ୱ ହରାଉଥିବା କଂଗ୍ରେସକୁ ଆଉ ଏକ ଝଟ୍‌କା ଲାଗିଛି। ପୂର୍ବତନ ରାଷ୍ଟ୍ରପତି ତଥା ସ୍ବର୍ଗତ ନେତା ପ୍ରଣବ ମୁଖାର୍ଜୀଙ୍କ ପୁଅ ଅଭିଜିତ ମୁଖାର୍ଜୀ ଶାସକ ଦଳ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ସୋମବାର କୋଲକାତାରେ…

ଚଳିତ ସପ୍ତାହ ଶେଷ ସୁଦ୍ଧା ଭାରତରେ ପହଞ୍ଚିପାରେ ମର୍ଡନା ଭ୍ୟାକ୍ସିନ

ନୂଆଦିଲ୍ଲୀ,୫ ।୭: କରୋନା ମହାମାରୀ ସହ ଲଢିବାକୁ ଏବେ ଟିକାକରଣକୁ ବେଶ୍ ଗୁରୁତ୍ୱ ଦିଆଯାଉଛି । ବିଶ୍ୱର ପ୍ରାୟ ସମସ୍ତ ଦେଶରେ ଟିକାକରଣ ଅଭିଯାନକୁ ଦ୍ରୁତ ଗତିରେ ଆଗକୁ ନିଆଯାଉଛି । ଏହି କ୍ରମରେ ଆମେରିକା କମ୍ପାନୀ ମର୍ଡନା ଦ୍ୱାରା ପ୍ରସ୍ତୁତ…

ମହାରାଷ୍ଟ୍ର ବିଧାନସଭାରେ ହଟ୍ଟଗୋଳ: ୧୨ ଭାଜପା ବିଧାୟକ ନିଲମ୍ବିତ

ମୁମ୍ବାଇ,୫।୭: ମହାରାଷ୍ଟ୍ର ବିଧାନସଭାର ଦୁଇ ଦିନିଆ ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ହେଲେ ପ୍ରଥମ ଦିନରୁ ହିଁ ବିରୋଧୀ ଭାଜପାର ସଦସ୍ୟମାନେ ଓବିସି ସଂରକ୍ଷଣକୁ ନେଇ ଗୃହରେ ହଟ୍ଟଗୋଳ କରିଛନ୍ତି। ସଂରକ୍ଷଣ ଦାବିରେ ଗୃହ ଅଚଳ କରିବା ସହ ବାଚସ୍ପତି…

ଅଭିଯୁକ୍ତ ଫାଦର ଷ୍ଟେନ ସ୍ୱାମୀଙ୍କ ମୃତ୍ୟୁ

ମୁମ୍ବାଇ,୫ ।୭: ଭୀମା କୋରେଗାଁଓ ହିଂସ ମାମଲା ସହ ଜଡିତ ଥାଇ ଗିରଫ କରାଯାଇଥିବା ଆକ୍ଟିଭିଷ୍ଟ ଫାଦର ଷ୍ଟେନ ସ୍ୱାମୀଙ୍କର ମୃତ୍ୟୁ ହୋଇଛି । ନିକଟରେ ସେ ଗୁରୁତର ହୋଇ ପଡିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସୋମବାର…

ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବେ ବିବେଚନା କରେ ଭାରତୀୟ ସଭ୍ୟତା: ମୋଦି

କୋଓ୍ବିନ ଗ୍ଲୋବାଲ କନକ୍ଲେଭ୍‌ରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ମତ ରଖିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ସଭ୍ୟତା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବରେ ବିବେଚନା କରେ। କରୋନା ମହାମାରୀ ଅନେକ ଲୋକଙ୍କୁ ଭାରତୀୟ ଦର୍ଶନର ଏହି ମୌଳିକ…

କଇଁଚି ନ ମିଳିବାରୁ ହାତରେ ଫିତା ଛିଡାଇ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ହାଇଦ୍ରାବାଦ,୫।୭: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ରାଜନ୍ନା ସିରସିଲା ଜିଲାରେ ପହଞ୍ଚି ହାଉସିଂ ୟୁନିଟ ଉଦ୍‌ଘାଟନ କରିଥିଲେ। ଏହି ସମୟରେ, ସେହି ସ୍ଥାନରେ ରିବନ କାଟିବା ପାଇଁ କଇଁଚି ଉପଲବ୍ଧ ନ ଥିଲା। ରାଓ କିଛି ସମୟ ଅପେକ୍ଷା କଲେ…

ଦୀର୍ଘ ବର୍ଷ ପରେ ଆର୍‌ଜେଡି ସ୍ଥାପନା ଦିବସରେ କର୍ମୀଙ୍କୁ ଉଦ୍‌ବୋଧନ ଦେଲେ ଲାଲୁ

ନୂଆଦିଲ୍ଲୀ,୫ ।୭: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୋମବାର ତା’ର ୨୫ ତମ ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ଦୀର୍ଘ ସମୟ ପରେ ଦଳ ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଦଳୀୟ କର୍ମୀଙ୍କୁ ଉଦ୍‌ବୋଧନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri