ଅନ୍ଲକ୍-୪, ଖୋଲିବ ସ୍କୁଲ-କଲେଜ…
ପାଟନା,୫।୭: ବିହାରରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅନ୍ଲକ୍-୪ ସମ୍ପର୍କରେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଏହି ପ୍ରର୍ଯ୍ୟାୟରେ ରାଜ୍ୟରେ ସ୍କୁଲ୍, କଲେଜ ଖୋଲାଯିବ ବୋଲି ସେ କହିଛନ୍ତି। ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ସେହିପରି କଲେଜ,…
ଭାଜପା-ଶିବସେନାର ସମ୍ପର୍କ ଆମିର-କିରଣଙ୍କ ସମ୍ପର୍କ ଭଳି: ସଞ୍ଜୟ ରାଉତ
ମୁମ୍ବାଇ,୫ ।୭: ମହାରାଷ୍ଟ୍ରରେ ଶିବସେନା ଓ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ଏକାଠି ହୋଇ ପାରନ୍ତି ବୋଲି ଅନୁମାନ କରାଯାଉଛି । ଶିବସେନା ନେତା ତଥା ଏମ୍ପି ସଞ୍ଜୟ ରାଉତ କହିଛନ୍ତି ଆମର ସମ୍ପର୍କ ଭାରତ-ପାକିସ୍ତାନ ଭଳି ନୁହେଁ ବରଂ ଅଭିନେତା…
ଚିନିକଳ ଦୁର୍ନୀତିର ଯାଞ୍ଚ୍ ପାଇଁ ଶାହାଙ୍କ ଅନୁମତି ଲୋଡ଼ିଲା ଇଡ଼ି, ଗଡ଼କରୀଙ୍କ ୨ କଳ ବି ସାମିଲ୍…
ମୁମ୍ବାଇ,୫।୭: ମହାରାଷ୍ଟ୍ରରେ ଚିନିକଳ କିଣିବାରେ ବ୍ୟାପକ ଅର୍ଥ ହେର୍ଫେର୍ ହୋଇଥିବା ଅଭିଯୋଗ ହୋଇଛି। ପ୍ରାୟ ୨୫ ହଜାର କୋଟି ଟଙ୍କାର ଏହି ଦୁର୍ନୀତିର ଯାଞ୍ଚ୍ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅନୁମତି ଲୋଡ଼ାଯାଇଛି। ଚିନିକଳ ଗୁଡ଼ିକର…
ଦେଖୁ ଦେଖୁ ଧସିଗଲା ଘର
ପାଟନା,୫।୭: ବିହାରର ବିଭିନ୍ନ ଅଞ୍ଚଳରେ ଲାଗିରହିଥିବା ଲଗାଣ ବର୍ଷା ଯୋଗୁ ନଦୀଗୁଡ଼ିକ ଫୁଲିଯିବାରୁ ବର୍ତ୍ତମାନ ପ୍ରାୟ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବିହାରର ମୋତିହାରି, ଦରଭଙ୍ଗା, ସୀତାମଢ଼ୀ ସମେତ ୧୦ଟି ଜିଲାର ଛୋଟ ବଡ଼ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ…
କରୋନା ମାର୍ଗଦର୍ଶିକାକୁ ଫୁ, ରାଜଧାନୀର ବଜାର ପୁଣି ବନ୍ଦ…
ନୂଆଦିଲ୍ଲୀ,୫।୭: କରୋନା ମାର୍ଗଦର୍ଶିକାକୁ ପାଳନ ନ କରାଯିବାରୁ ରାଜଧାନୀ ଦିଲ୍ଲୀରେ ବଜାରକୁ ପୁଣି ବନ୍ଦ କରି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଦିଲ୍ଲୀରେ ଷଷ୍ଠ ପର୍ଯ୍ୟାୟ ଅନ୍ଲକ୍ ସୋମବାରଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ…
ଭାକ୍ସିନ ସଚେତନତା ପାଇଁ କଳାକାରଙ୍କ ନିଆରା ପ୍ରୟାସ
ଚେନ୍ନାଇ,୫।୭: କରୋନା ଭାଇରସ୍ର ଦ୍ୱିତୀୟ ଲହର ସାରା ଦେଶରେ ଆତଙ୍କ ଖେଳାଇଥିବା ବେଳେ ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣକୁ ଆସିଛି। ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। କରୋନା ଲଢ଼େଇରେ ଡାକ୍ତରମାନେ ଭଗବାନ ସାଜି…
ମୁଁ ବିଷ୍ଣୁଙ୍କ କଳ୍କୀ ଅବତାର, ଶୀଘ୍ର ଦିଅ ଗ୍ରାଚ୍ୟୁଟି…
ଅହମଦାବାଦ,୫।୭: ଏବେ ସୋସିଆଲ୍ ମିଡ଼ିଆରେ ଜଣେ ସରକାରୀ ବାବୁଙ୍କ ଧମକ ଭରା ଚିଠି ବେଶ୍ ଭାଇରାଲ ହେବାରେ ଲାଗିଛି। ସରକାରୀ ବାବୁ ଜଣକ ଗୁଜରାଟ ଜଳସମ୍ପଦ ବିଭାଗର ବଡୋଦରା କାର୍ଯ୍ୟାଳୟରେ ସର୍ଦ୍ଦାର ସରୋବର ପୁନର୍ବାସ ଏଜେନ୍ସିରେ ଅଧୀକ୍ଷଣ ଯନ୍ତ୍ରୀ ଭାବେ କାର୍ଯ୍ୟ…
ଦେଶରେ ଶିକ୍ଷୟିତ୍ରୀଙ୍କ ସଂଖ୍ୟା ଶିକ୍ଷକଙ୍କଠାରୁ ଢେର୍ ଅଧିକ…
ନୂଆଦିଲ୍ଲୀ,୫।୭: ଦେଶରେ ଶିକ୍ଷକଙ୍କ ତୁଳନାରେ ଢେର୍ ଅଧିକ ଶିକ୍ଷୟିତ୍ରୀ ରହିଛନ୍ତି। ୟୁନିଫାଏଡ୍ ଡିଷ୍ଟ୍ରିକ୍ ଥନଫରମେଶନ ଅନ୍ ସ୍କୁଲ୍ ଏଜୁକେଶନ (ୟୁ-ଡିଆଇଏସ୍ଇ) ଦ୍ୱାରା ପ୍ରକାଶିତ ୨୦୧୯-୨୦ ରିପୋର୍ଟରେ ଏହା ଉଲ୍ଲେଖ କରାଯାଇଛି। ଦେଶରେ ଶିକ୍ଷାକ୍ଷେତ୍ରରେ ମୋଟ ୯୬.୮ ଲକ୍ଷ ନିୟୋଜିତ ରହିଛନ୍ତି। ସେମାନଙ୍କ…
୪୦ ହଜାର ତଳେ ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୫।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟାରେ ଲଗାମ୍ ଲାଗିଛି। ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ପାର୍ଲାମେଣ୍ଟ ବାହାରେ ବିକ୍ଷୋଭ କରିବେ ଚାଷୀ
ନୂଆଦିଲ୍ଲୀ, ୫।୭ (ପି.ଟି.): ଜୁଲାଇ ୧୯ରୁ ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଆରମ୍ଭ ହେଉଛି। ଏହି ସମୟରେ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ୨୦୦ ଚାଷୀ ପ୍ରତିଦିନ ପାର୍ଲାମେଣ୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିବେ। ସଂଯୁକ୍ତ କିଷାନ ମୋର୍ଚ୍ଚା…
ଜାତୀୟ ସୁରକ୍ଷା କେବଳ ସ୍ଲୋଗାନରେ
ନୂଆଦିଲ୍ଲୀ, ୫।୭(ପି.ଟି.): ରାଫାଲ ଯୁଦ୍ଧବିମାନ କିଣା ଚୁକ୍ତିନାମାରେ ହୋଇଥିବା ଦୁର୍ନୀତି ଓ ପ୍ରିୟାପ୍ରୀତି ତୋଷଣ ଅଭିଯୋଗର ତଦନ୍ତ ପାଇଁ ଫ୍ରାନ୍ସ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେବା ପରେ କେନ୍ଦ୍ର ସରକାରଙ୍କ ନୀରବତାକୁ ନେଇ କଂଗ୍ରେସ ପ୍ରଶ୍ନ ଉଠାଇଛି। ଯୁଦ୍ଧ ବିମାନ କ୍ରୟ ନେଇ…
‘ୟୁପିରେ ବହୁଛି ପ୍ରିୟଙ୍କା ଝଡ଼’
ଲକ୍ଷ୍ନୌ,୪।୭: ଉତ୍ତର ପ୍ରଦେଶରେ ପରିବର୍ତ୍ତନର ଝଡ଼ ବହୁଛି। ଯାହାର ନାମ ପ୍ରିୟଙ୍କା ଗାନ୍ଧୀ। ରାଜ୍ୟ ବାସୀ କଂଗ୍ରେସକୁ ଆଶାର ଦୃଷ୍ଟିରେ ଦେଖୁଛନ୍ତି। ଖୁବ୍ ଉତ୍ସାହିତ ଅଛନ୍ତି ଦଳୀୟ କର୍ମୀ। ପ୍ରିୟଙ୍କା ନେତୃତ୍ୱରେ ୟୁପିରେ କଂଗ୍ରେସ ସରକାର ଗଢ଼ିବ ବୋଲି କହିଛନ୍ତି କଂଗ୍ରେସର…
Archives


