୨୫୦ରେ ଟିକା
ନୂଆଦିଲ୍ଲୀ, ୨୮।୨: ଘରୋଇ ହସ୍ପିଟାଲ ଓ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍ ଟିକା ଡୋଜ୍ ପିଛା ୨୫୦ ଟଙ୍କାରେ ଉପଲବ୍ଧ ହେବ। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଏହା ସ୍ଥିର ହୋଇଛି। ତେବେ ସରକାରୀ ହସ୍ପିଟାଲ ଓ ଟିକାଦାନ କେନ୍ଦ୍ରରେ ଟିକା...
ସ୍ବାମୀଙ୍କର ଏହି ପଦିଏ କଥାରେ ଭିଡିଓ ପ୍ରସ୍ତୁତ କରି ଜୀବନ ହାରିଲେ ସ୍ତ୍ରୀ
ଅହମ୍ମଦାବାଦ,୨୭।୨: ଅହମ୍ମଦାବାଦର ଆୟେଶା ନାମକ ଜଣେ ମହିଳା ଆତ୍ମହତ୍ୟା ପୂର୍ବରୁ ଭିଡିଓ ଏକ ପ୍ରସ୍ତୁତ କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ ସେ ତାଙ୍କ ପରିବାରକୁ ମେସେଜ ଦେଇଛନ୍ତି। ଖାଲି ଏତିକି ନୁହେଁ ଆତ୍ମହତ୍ୟା ପୂର୍ବରୁ...
୧୫ ଦିନ ବଢ଼ିଲା ନାଇଟ୍ କର୍ଫ୍ୟୁ
ଅହମ୍ମଦାବାଦ,୨୭।୨: କୋଭିଡ୍-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁଜରାଟ ସରକାର ଅହମ୍ମଦାବାଦ ସମେତ ରାଜ୍ୟର ୪ଟି ପ୍ରମୁଖ ସହରରେ ରାତ୍ର କର୍ଫ୍ୟୁକୁ ଆଉ ୧୫ ଦିନ ପାଇଁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅହମ୍ମଦାବାଦ, ସୁରଟ, ଭଦୋଦରା ଏବଂ...
ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍ ରହିବ…
ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। ତେବେ ଟିକାକରଣର ପ୍ରଥମ ପର୍ଯ୍ୟାୟରେ ସ୍ବାସ୍ଥ୍ୟକର୍ମୀ ଏବଂ ଫ୍ରଣ୍ଟଲାଇନ୍ କର୍ମଚାରୀଙ୍କୁ ଟିକା ଦିଆଯାଇଥିଲା।...
ପଶ୍ଚିମବଙ୍ଗରେ ପୋଷ୍ଟର ୱାର
କୋଲକାତା,୨୭ ।୨: ପାଖେଇ ଆସୁଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ । ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା ହେବା ପରେ ଶନିବାର ଏଠାରେ ଦେଖିବାକୁ ମିଳିଛି ପୋଷ୍ଟର ୱାର । ଶାସକ ତୃଣମୂଳ କଂଗ୍ରେସ(ଟିଏମ୍ସି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ...
ଜମ୍ମୁ ଶାନ୍ତି ସମ୍ମିଳନୀରେ ରାଜ ବବର କହିଲେ ଆମେ ଜି ୨୩ ନୁହେଁ ଗାନ୍ଧୀ ୨୩
ଜମ୍ମୁ,୨୭ ।୨: ଜମ୍ମୁରେ ଆୟୋଜିତ ଶାନ୍ତି ସମ୍ମିଳନୀରେ ଯୋଗ ଦେଇଥବା କଂଗ୍ରେସ ନେତା ରାଜ ବବର କହିଛନ୍ତି ଆମକୁ ଜି-୨୩ କହୁଛନ୍ତି ହେଲେ ମୁଁ କହୁଛି ଆମେ ଗାନ୍ଧୀ ୨୩ । ମହାତ୍ମା ଗାନ୍ଧୀଙ୍କ ବିଶ୍ୱାସ, ସଂକଳ୍ପ ଓ ଚିନ୍ତାଧାରା...
କଂଗ୍ରେସ ସବୁ ଧର୍ମକୁ ସମ୍ମାନ ଦିଏ: ଆଜାଦ୍
ଜମ୍ମୁ,୨୭।୨: ଦେଶର ସମସ୍ତ ଲୋକଙ୍କ ହିତ ପାଇଁ କାମ କରିବାକୁ କଂଗ୍ରେସ ସର୍ବଦା ତତ୍ପର। ଦଳ ସବୁ ଧର୍ମକୁ ସମ୍ମାନ ଦେଇଥାଏ। କଂଗ୍ରେସ ସମ୍ମୁଖରେ ସଭିଏଁ ସମାନ ବୋଲି ଜମ୍ମୁରେ ଆୟୋଜିତ ହୋଇଥିବା ୨ ଦିନିଆ ଶାନ୍ତି ସମ୍ମିଳନୀରେ କଂଗ୍ରେସର...
ନ୍ୟାୟପାଳିକା ଉପରେ ଲୋକଙ୍କର ଭରସା ନାହିଁ: ରାହୁଲ
ଥୁତୁକୁଡି,୨୭ ।୨: ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ଶୁକ୍ରବାର ତାରିଖ ଘୋଷଣା ହେବା ପରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ଥୁତୁକୁଡି ଜିଲାରେ ପହଞ୍ଚିଛନ୍ତି । ସେଠାରେ ପହଞ୍ଚିବା ପରେ କଂଗ୍ରେସ ସମର୍ଥକ ତାଙ୍କୁ ଜୋରଦାର ସ୍ୱାଗତ...
କୃଷକ କରିବେ ସାଇକେଲ ରାଲି: କନ୍ୟାକୁମାରୀରୁ କଶ୍ମୀର
ନୂଆଦିଲ୍ଲୀ,୨୭।୨: କୃଷି ଆଇନ ବିରୋଧରେ କୃଷକ ସଂଗଠନଗୁଡ଼ିକ ପକ୍ଷରୁ ଆନ୍ଦୋଳନ ଜାରି ରହିଛି। ଏପରିସ୍ଥଳେ ଦେଶର ପ୍ରତି ଲୋକଙ୍କୁ ଆନ୍ଦୋଳନ ସମ୍ପର୍କରେ ଅବଗତ କରାଇବା ପାଇଁ କୃଷକମାନଙ୍କ ପକ୍ଷରୁ କନ୍ୟାକୁମାରୀଠାରୁ କଶ୍ମୀର ପର୍ଯ୍ୟନ୍ତ ଦୀର୍ଘ ୮,୩୦୮ କିଲୋମିଟରର ସାଇକେଲ ରାଲି...
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବିଦେଶକୁ ବିମାନ ସେବା ବାତିଲ
ନୂଆଦିଲ୍ଲୀ,୨୭ ।୨: କରୋନା ମହାମାରୀ ସଂକ୍ରମଣ ଦେଶରେ ଲଗାତାର ଭାବେ ବଢି ଚାଲିଥିବା ବେଳେ ଏବେ ଅନ୍ତରାଷ୍ଟ୍ରୀୟ ବିମାନ ସେବା ଉପରେ ରୋକ ଲାଗିଛି । ଡାଇରେକ୍ଟର ଜେନରାଲ ଅଫ୍ ସିଭିଲ ଆଭିଏଶନ(ଡିଜିସିଏ) ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାର୍ଚ୍ଚ...
ସଜ ହେଲେଣି କମଲ ହାସନ
ଚେନ୍ନାଇ,୨୭ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ଶୁକ୍ରବାର ନିର୍ବାଚନ ତାରିଖ ଘୋଷଣା କରାଯାଇଛି । ଆଉ ଶନିବାର ସବୁଠି ଦେଖିବାକୁ ମିଳିଲାଣି ନିର୍ବାଚନୀ ସଜବାଜ । ସବୁ ରାଜନୈତିକ ଦଳ...
ଆମାଜୋନିଆ-୧ ଉତ୍କ୍ଷେପଣ ପାଇଁ କାଉଣ୍ଟଡାଉନ୍ ଆରମ୍ଭ
ଶ୍ରୀହରିକୋଟା,୨୭।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍କ୍ଷେପଣ କରାଯିବ। ଏନେଇ ଶନିବାର ୮ଟା ୫୪ରୁ ସାଢ଼େ ୨୫ ଘଣ୍ଟିଆ କାଉଣ୍ଟଡାଉନ୍ ଆରମ୍ଭ ହୋଇଛି। ପିଏସ୍ଏଲଭି-ସି-୫୧ ରକେଟ...
Archives


