ଜାତୀୟ

୮୩ ଲ୍ୟାଣ୍ଡମାଇନ୍‌ ନିଷ୍କ୍ରିୟ କଲେ କୋବ୍ରା-ସିଆର୍‌ପିଏଫ୍‌ ଯବାନ

ଗୟା,୨୭।୨: ବିହାରର ଗୟା ଜିଲାରେ ମାଓବାଦୀଙ୍କ ଦ୍ୱାରା ବିଛା ଯାଇଥିବା ୮୩ ଲ୍ୟାଣ୍ଡ୍‌ମାଇନ୍‌କୁ ଠାବ କରି ଏସବୁକୁ ନିଷ୍କ୍ରିୟ କରାଯାଇଛି। କୋବ୍ରା-୨୫୦ ବାଟାଲିୟନ୍‌ ଏବଂ ସିଆର୍‌ପିଏଫ୍‌ର ୧୫୯ ଏବଂ ୪୭ ବାଟାଲିୟନ ଯବାନଙ୍କ ମିଳିତ ଉଦ୍ୟମରେ ଏହା ସମ୍ଭବ ହୋଇଛି।...

ଆନ୍ଧ୍ରରେ ଗଧବଂଶ ଲୋପ ପାଇବା ଆଶଙ୍କା

ହାଇଦ୍ରାବାଦ୍‌,୨୭।୨: ଆନ୍ଧ୍ରପ୍ରଦେଶରେ ଗଧବଂଶ ଲୋପ ପାଇବା ଆଶଙ୍କା ସୃଷ୍ଟି ହୋଇଛି। ରାଜ୍ୟରେ ମାଂସ ପାଇଁ ଗଧହତ୍ୟା କରାଯାଉଛି। ଭାରତୀୟ ଖାଦ୍ୟ ଏବଂ ମାନକ ପ୍ରାଧିକରଣ ଅନୁସାରେ ଗଧ ପ୍ରଜାତିଙ୍କୁ ଖାଦ୍ୟ ପ୍ରାଣୀ ଅନ୍ତର୍ଗତ ପଞ୍ଜିକୃତ କରାଯାଇ ନାହିଁ। ତେଣୁ ଗଧ...

ଜୀବନସାଥୀଙ୍କ ବିରୋଧରେ ବାରମ୍ବାର ଅଭିଯୋଗ ଛାଡପତ୍ରର କାରଣ ହୋଇପାରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୭।୨: ଦାମ୍ପତ୍ୟ ଜୀବନରେ ସୃଷ୍ଟି ହେଉଥିବା ଅଶାନ୍ତି ନେଇ ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଜଣେ ଜୀବନସାଥୀଙ୍କ ବିରୋଧରେ ଅନ୍ୟ ଜଣେ ବାରମ୍ବାର ଅଭିଯୋଗ ଆଣିବା ଅବା ତାଙ୍କୁ ତିରସ୍କାର କରିବା ଅନୁଚିତ।...

ବଦଳିବ ସମୀକରଣ

ନୂଆଦିଲ୍ଲୀ,୨୭ା୨: ପ୍ରଚାର କେବେଠୁ ଆରମ୍ଭ ହୋଇସାରିଥିଲା। ବାକି ଥିଲା କେବଳ ନିର୍ବାଚନ ତାରିଖ। ଶୁକ୍ରବାର ସିଇସି ସୁନୀଲ ଆରୋରାଙ୍କ ଘୋଷଣା ସହ ୪ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳରେ ଆନୁଷ୍ଠାନିକ ଭାବେ ବାଜିଛି ନିର୍ବାଚନୀ ବିଗୁଲ। ୮୨୪ ବିଧାନସଭା...

ଆମେରିକାରୁ ଫେରି ପାହାଡ଼କୁ ସବୁଜ ସୁନ୍ଦର କଲେ ଏହି ଯୁବ ଇଞ୍ଜିନିୟର

ଭୋପାଳ,୨୬।୨: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାର ଦୀପକ ଗୋଏଲ ନାମକ ଜଣେ ଯୁବ ଇଞ୍ଜିନିୟର ଆମେରିକାରେ ଇଲେକ୍ଟ୍ରିକାଲ ଇଞ୍ଜିନିୟର ଥିଲେ। ବର୍ତ୍ତମାନ ସେ ଆମେରିକାରୁ ଫେରି ତାଙ୍କ ସ୍ତ୍ରୀ ଶିଳ୍ପାଙ୍କ ସହ ମିଶି ଏକ ପାହାଡ଼କୁ ସବୁଜ ସୁନ୍ଦର କରିବାରେ ସକ୍ଷମ...

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ମମତା

କୋଲକତା,୨୬।୨: ପଞ୍ଚିମବଙ୍ଗ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ରାଜ୍ୟ ସହରାଞ୍ଚଳ ନିଯୁକ୍ତ ରୋଜଗାର ଯୋଜନାରେ ଶ୍ରମିକଙ୍କ ମଜୁରୀ ଟଙ୍କା ବୃଦ୍ଧି ପାଇଁ ଘୋଷଣା କରିଛନ୍ତି। ଏନେଇ ମମତା ଟୁଇଟ୍‌ କରି କହିଛନ୍ତି। ଏହି ଯୋଜନା ଦ୍ୱାରା...

ଗୋଟିଏ ପର୍ଯ୍ୟାୟରେ ତାମିଲନାଡୁ, କେରଳ, ପୁଡୁଚେରୀରେ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୬।୨: ତାମିଲନାଡୁ, କେରଳ, ପଶ୍ଚିମ ବଙ୍ଗ, ଆସାମ ଓ ପୁଡୁଚେରୀରେ ବିଧାନସଭା ନିର୍ବାଚନ ଲାଗି ଶୁକ୍ରବାର ତାରିଖ ଘୋଷଣା କରିଛି ନିର୍ବାଚନ କମିଶନ (ଇସି)। ଆସନ୍ତା ମାର୍ଚ୍ଚ ୨୭ ତାରିଖରୁ ୪ ରାଜ୍ୟ ସମେତ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳରେ...

କରୋନା ପାଇଁ ବଢୁଛି ଟ୍ରେନ ଯାତ୍ରା ଭଡ଼ା

ନୂଆଦିଲ୍ଲୀ,୨୬।୨: ଭାରତୀୟ ରେଳ ବିଭାଗ ପକ୍ଷରୁ ରେଳ ଭଡ଼ା ବୃଦ୍ଧି କରାଯାଇଛି। ଲୋକାଲ ପାସେଞ୍ଜର ଟ୍ରେନରେ ୩୦ରୁ ୪୦ କି.ମି ଯାତ୍ରା କରୁଥିବା ଯାତ୍ରୀଙ୍କ ଭଡ଼ା ୨ ଗୁଣା କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ଭଡ଼ା ବୃଦ୍ଧି ହୋଇଥିବା...

ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ,୨୬।୨: କୋଭିଡ୍‌-୧୯ର ନୂତନ ଷ୍ଟ୍ରେନ ବୃଦ୍ଧିକୁ ଦୃଷ୍ଟିରେ ରଖି ଶୁକ୍ରବାର ଗୃହ ମନ୍ତ୍ରାଳୟ ପକ୍ଷରୁ ମାର୍ଚ୍ଚ ପାଇଁ ନୂତନ ଗାଇଡ୍‌ଲାଇନ ଜାରି କରାଯାଇଛି। ଏଥିରେ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ଟିକାକରଣକୁ ଅଧିକ ବଢାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।...

ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ମମତାଙ୍କ ଘରେ ବିଶେଷ ପୂଜା!

କୋଲକାତା,୨୬ ।୨: ନିର୍ବାଚନ କମିଶନଙ୍କ ଦ୍ୱାରା ଶୁକ୍ରବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରଯାଇଥିବା ବେଳେ ଏଥିରେ ୫ ରାଜ୍ୟର ବିଧାନସଭା ପାଇଁ ତାରିଖ ଘୋଷଣା କରାଯିବ ବୋଲି ଅନୁମାନ କରାଯାଇଛି । ହେଲେ ଏହା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

୧.୩୪ କୋଟି ଅତିକ୍ରମ କଲାଣି କରୋନା ଟିକାକରଣ

ନୂଆଦିଲ୍ଲୀ,୨୬ ।୨: କରୋନା ମହାମାରୀକୁ ଏଡାଇବା ପାଇଁ ଦେଶରେ ଆରମ୍ଭ କରାଯାଇଥିବା ଟିକାକରଣ ସଫଳତାର ସହ ଆଗେଇ ଚାଲିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଶୁକ୍ରବାର ସୁଦ୍ଧା ଦେଶରେ ସ୍ୱାସ୍ଥ୍ୟକର୍ମୀ ଓ ଫ୍ରଣ୍ଟଲାଇନ...

ଅଦ୍ଭୁତ ଘଟଣା: ପାଣିରେ ଦିଆସିଲି ମାରିଲେ ଜଳୁଛି ନିଆଁ

ଭୋପାଳ,୨୬।୨: ମଧ୍ୟପ୍ରଦେଶର ଦାମୋହ ଜିଲାରେ ପୂର୍ବରୁ ଅମୂଲ୍ୟ ରତ୍ନ ପାଇଁ ବେଶ୍‌ ପରିଚିତ। ବର୍ତ୍ତମାନ ରତ୍ନ ସହିତ ପେଟ୍ରେଲିୟମ ପଦାର୍ଥ ଏବଂ ଗ୍ୟାସର ଭଣ୍ଡାର ମିଳିଛି। ପ୍ରଥମେ ଗ୍ରାମୀଣ ଅଞ୍ଚଳରେ କିଛିଦିନ ପର୍ଯ୍ୟନ୍ତ ଅଚାନକ ବୋରିଂ ପାଣିରୁ ଗ୍ୟାସ ବାହାରିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri