ଜାତୀୟ

ଆଖୁ ଚାଷୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାର ଆଖୁ ଚାଷୀଙ୍କ ସପକ୍ଷରେ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ସରକାର କୁଇଣ୍ଟାଲ ଏଫ୍‌ଆର୍‌ପି ମୂଲ୍ୟକୁ ୨୯୦ ଟଙ୍କାକୁ ବୃଦ୍ଧି କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଆଜି…

ଜନ ପ୍ରତିନିଧିଙ୍କ ବିରୋଧରେ ମାମଲା ପ୍ରତ୍ୟାହୃତ ପାଇଁ ହାଇକୋର୍ଟଙ୍କ ମଞ୍ଜୁରୀ ଜରୁରୀ: ଏସ୍‌ସି…

ନୂଆଦିଲ୍ଲୀ,୨୫।୮: ଏମ୍‌ପି ଏବଂ ବିଧାୟକଙ୍କ ଭଳି ଜନ ପ୍ରତିନିଧିଙ୍କ ବିରୋଧରେ ଅପରାଧିକ ମାମଲା ପ୍ରତ୍ୟାହାର ଉପରେ ସମ୍ପୂର୍ଣ୍ଣ କଟକଣା ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଦୁର୍ଭାଗ୍ୟ ବଶତଃ କୌଣସି ମାମଲା ପଞ୍ଜିକୃତ ହୋଇଛି, ତେବେ ରାଜ୍ୟ ସରକାର ଏହାକୁ ପ୍ରତ୍ୟାହାର…

୧୬ ଆଫଗାନିସ୍ତାନ ଫେରନ୍ତା କରୋନା ପଜିଟିଭ୍‌…

ନୂଆଦିଲ୍ଲୀ,୨୫।୮: ଆଫଗାନିସ୍ତାନରୁ ମଙ୍ଗଳବାର ଭାରତ ଫେରିଥିବା ୭୮ ଜଣଙ୍କ ମଧ୍ୟରୁ ୧୬ ଜଣଙ୍କର ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେମାନଙ୍କଠାରେ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥିଲା। ସେମାନଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଛି। ପଜିଟିଭ୍‌ ଆସିଥିବା ଲୋକଙ୍କ ମଧ୍ୟରେ…

ଶିକ୍ଷା ବିଭାଗ ସମ୍ମୁଖରେ ଜହର ପିଇଲେ ୫ ଶିକ୍ଷୟିତ୍ରୀ, ୩ ବେହୋସ …

କୋଲକାତା,୨୫।୮: ପଶ୍ଚିମବଙ୍ଗରେ ଶିକ୍ଷା ବିଭାଗ ସମ୍ମୁଖରେ ଏକ ଶିଶୁ ଶିକ୍ଷା କେନ୍ଦ୍ରର ୫ ଜଣ କଣ୍ଟ୍ରାକ୍ଟଚୁଆଲ ଶିକ୍ଷୟିତ୍ରୀ ଜହର ପିଇଛନ୍ତି। ଜହର ପିଇବା ପରେ ଘଟଣାସ୍ଥଳରେ ୩ ଜଣ ବେହୋସ ହୋଇଯାଇଥିଲେ। ସେମାନଙ୍କୁ ଚିକିତ୍ସା ଲାଗି ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ,୨୫।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୫୯୩ ରେ…

ଦିଗହରା ଜୀବନ, କିଏ ଦେବ ଶରଣ…

କାବୁଲ,୨୫।୮: ଆଫଗାନିସ୍ତାନ ଶରଣାର୍ଥୀଙ୍କୁ ଶରଣ ଦେବା ନେଇ ଏବେ ସମସ୍ୟା ଉପୁଜିଛି। ଭିଟାମାଟି ଛାଡ଼ିଥିବା ଶରଣାର୍ଥୀଙ୍କ ଜୀବନ ଏବେ ଦିଗହରା ହୋଇପଡ଼ିଛି। ଆଖିରେ ଆଖିଏ ସପନ ନେଇ ସେମାନେ ଶରଣ ପାଇଁ ଅପେକ୍ଷା କରିଛନ୍ତି। ଆଫଗାନିସ୍ତାନର ମିତ୍ର ବୋଲାଉଥିବା ପାକିସ୍ତାନ ବିପଦ…

ବଢ଼ିଲା କଂଗ୍ରେସ କନ୍ଦଳ

ନୂଆଦିଲ୍ଲୀ, ୨୫ା୮: ପଞ୍ଜାବ, ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଥମିବାର ନାଁ ଧରୁ ନ ଥିବାବେଳେ ଏବେ ଛତିଶଗଡ଼ରେ କ୍ଷମତା ହାତେଇବାକୁ ନେଇ ଦଳରେ ଫାଟ ଦେଖାଦେଇଛି। ଶାସନ ଗାଦି ହାତରେ ରଖିବାକୁ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲ ଏବଂ ବରିଷ୍ଠ ନେତା ତଥା…

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ, ୨୫।୮: ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ର ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପୁସ୍ତକ ପାଇଁ ୨୦୨୦ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ମଙ୍ଗଳବାର…

ନ୍ୟାୟ ନ ମିଳିବାରୁ ସୁପ୍ରିମକୋର୍ଟ ଆଗରେ ଆତ୍ମହୁତି : ପୀଡ଼ିତାଙ୍କ ମୃତ୍ୟୁ

ଲକ୍ଷ୍ନୌ,୨୪।୮: ବିଏସ୍‌ପି ଏମ୍‌ପି ଅତୁଲ ରାଇଙ୍କ ବିରୋଧରେ ୨୦୧୯ରେ ବଳାତ୍କାର ଅଭିଯୋଗ ଆଣିଥିବା ପୂର୍ବ ଉତ୍ତରପ୍ରଦେଶର ୨୪ ବର୍ଷୀୟା ମହିଳାଙ୍କର ମଙ୍ଗଳବାର ଦିଲ୍ଲୀ ହସ୍ପିଟାଲରେ ମୃତ୍ୟୁ ଘଟିଛି। ସେ ଗତ ସପ୍ତାହରେ ସୁପ୍ରିମକୋର୍ଟ ଆଗରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଆତ୍ମହୁତି…

‘୭୦ ବର୍ଷରେ ଭାରତ ଯାହା କରିଥିଲା, ସବୁ ବିକି ଦେଲେ ମୋଦି’

ନୂଆଦିଲ୍ଲୀ,୨୪।୮: ଗତ ୭୦ ବର୍ଷରେ ଭାରତରେ ସୃଷ୍ଟି କରାଯାଇଥିବା ସମସ୍ତ ସମ୍ପତ୍ତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଶିଳ୍ପପତି ବନ୍ଧୁମାନଙ୍କୁ ବିକ୍ରି କରି ଦେଉଛନ୍ତି। ଏଭଳି କେନ୍ଦ୍ର ସରକାରଙ୍କ ଜାତୀୟ ମୋନେଟାଇଜେଶନ ପାଇପ୍‌ଲାଇନ (ଏନ୍‌ଏମ୍‌ପି)କୁ ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା…

ଖାଇବା ଥାଳିରୁ ଗିରଫ ହେଲେ କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୮ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇଥିବା କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ମଙ୍ଗଳବାର ଖାଉଥିବା ବେଳେ ତାଙ୍କୁ ମହାରାଷ୍ଟ୍ର ପୋଲିସ ଗିରଫ କରିଛି। ଭାଜପା ପକ୍ଷରୁ ଶେୟାର କରାଯାଇଥିବା ଭିଡିଓରେ ୬୯ ବର୍ଷୀୟ ରାଣେ…

ମହାରାଷ୍ଟ୍ର ସରକାରଙ୍କୁ ତାଲିବାନ ସହ ତୁଳନା

ମୁମ୍ବାଇ,୨୪।୮ : ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ଉପରେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ ଦେଇଥିବା ବିବାଦୀୟ ମନ୍ତବ୍ୟ ଠାରୁ ଭାଜପା ଦୂରେଇ ରହିଛି। କିନ୍ତୁ କେନ୍ଦ୍ର ମନ୍ତ୍ରୀଙ୍କ ଗିରଫଦାରୀକୁ ବିରୋଧ କରିଛନ୍ତି ଭାଜପା ମୁଖ୍ୟ ଜେ. ପି. ନଡ୍ଡା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri