୩ ପକ୍ଷଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ, ୧।୭: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରଠୁ ରାଜ୍ୟରେ ହିଂସାକାଣ୍ଡ ଲାଗି ରହିବା ସହ ଆଇନ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି। ସେଠାରେ ରାଷ୍ଟ୍ରପତି ଶାସନ ଜାରି ଲାଗି କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ହୋଇଥିବା…
କ୍ୟାପଟେନ ଅମରିନ୍ଦର ସିଂଙ୍କ ଗୋଟିଏ ଗୁଳିରେ ଦୁଇଟି ଶିକାର!
ଚଣ୍ଡିଗଡ଼,୧ ।୭: ଗୋଟିଏ ପଟେ ରାଜଧାନୀ ଦିଲ୍ଲୀରେ କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ସାକ୍ଷାତ୍ କରିଥିବା ବେଳେ ଅନ୍ୟପଟେ ସିଦ୍ଧୁଙ୍କୁ ନେଇ ପଞ୍ଜାବ ରାଜନୀତିରେ ଥିବା ଅର୍ନ୍ତକଳହ ଶେଷ ହେବ ବୋଲି ଆଲୋଚନା…
ସରକାର ଗଠନ ପରେ ସଂକଳ୍ପ ପତ୍ରକୁ ଅଳିଆ ଗଦାକୁ ଫିଙ୍ଗି ଦେଇଛି ଭାଜପା: ଅଖିଳେଶ
ଲକ୍ଷ୍ନୌ,୧ ।୭: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା)କୁ ପୁଣିଥରେ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟି ଏଥର ଛୋଟ ଛୋଟ ରାଜନୈତିକ ଦଳ ସହ ମେଣ୍ଟ କରିବ । ଭାଜପା ବେକାରୀ…
ସୁନାର ମାସ୍କ ତିଆରି କଲେ ମନୋଜ ସେନଗାର
କାନପୁର,୧ ।୭: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହିଛନ୍ତି । ଏବେ ଏହି ମାସ୍କକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ମନୋଜ ସେନଗାର ବା ମନୋଜଆନନ୍ଦ ମହାରାଜ । ଯେ କି ଗୋଲଡେନ୍ ବାବା…
ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ନେଲେ ଏମିତି ନିଷ୍ପତ୍ତି
ଜୟପୁର,୧।୭: ରାଜସ୍ଥାନର ପ୍ରତାପଗଡ ଜିଲାରେ ଏ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ଏବଂ ପୁଅ ବନ୍ଧକ ରଖିଥିଲେ। ସେ କୁଆଡେ ଯେମିତି ନ ଯାଇ ପାରିବେ ସେଥିପାଇଁ ତାଙ୍କ ଗୋଡକୁ ୩୦ କିଲୋଗ୍ରାମ ଓଜନର…
ନୂଆ କୃଷି ଆଇନକୁ ସମ୍ପୂର୍ଣ୍ଣ ଖାରଜ କରିବା ସପକ୍ଷରେ ନୁହଁନ୍ତି ଶରଦ
ନୂଆଦିଲ୍ଲୀ,୧ ।୭: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ବିରୋଧ କରି ବେଶ କିଛିଦିନ ହେବ ବିଭିନ୍ନ ରାଜ୍ୟର କୃଷକମାନେ ଆନ୍ଦୋଳନ କରିଥିଲେ ମଧ୍ୟ ଏଯାଏଁ ତା’ର କୌଣସି ସମାଧାନ ହୋଇପାରି ନାହିଁ । କେନ୍ଦ୍ର ସରକାର ନିଜ ଜିଦ୍ରେ ଅଟଳ…
‘ଏଭଳି ସଙ୍କଟ ସମୟରେ ରାଜନୀତି ବନ୍ଦ କରନ୍ତୁ’
ନୂଆଦିଲ୍ଲୀ,୧।୭: ଦେଶରେ କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ଦ୍ରୁତ କୋଭିଡ ଟିକାକରଣ ଅଭିଯାନ ଚାଲିଛି। ଏଥି ସହିତ ଟିକାକରଣ ସମ୍ବନ୍ଧରେ ଅନେକ ନେତାଙ୍କ ଦାୟିତ୍ୱହୀନ ବିବୃତ୍ତି ଦେଉଥିା ମଧ୍ୟ ଦେଖାଯାଉଛି। ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ ଟିକାକରଣ…
ଡାକ୍ତରଙ୍କ ବଳିଦାନକୁ କୃତଜ୍ଞତା ଜଣାଇଲେ ମୋଦି
ନୂଆଦିଲ୍ଲୀ,୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜାତୀୟ ଡାକ୍ତର ଦିବସ ଅବସରରେ ଡାକ୍ତରଙ୍କୁ ସମ୍ବୋଧିତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଡାକ୍ତରମାନଙ୍କୁ ଭଗବାନଙ୍କ ଅନ୍ୟ ଏକ ରୂପ କୁହାଯାଏ, ୧୩୦ କୋଟି ଭାରତୀୟଙ୍କ ତରଫରୁ ମୁଁ ଦେଶର ସମସ୍ତ ଡାକ୍ତରଙ୍କୁ କୃତଜ୍ଞତା…
ରାଜଧାନୀ ସମେତ ଉତ୍ତର ଭାରତର ଅଧିକାଂଶ ରାଜ୍ୟରେ ଅସହ୍ୟ ଗରମ
ନୂଆଦିଲ୍ଲୀ,୧ ।୭: ଗୋଟିଏ ପଟେ ଦକ୍ଷିଣ ଭାରତରେ ମୌସୁମୀ ପ୍ରବେଶ କରିଥିବା ବେଳେ ଅନ୍ୟପଟେ ଉତ୍ତର ଓ ଉତ୍ତର-ପଶ୍ଚିମ ରାଜ୍ୟରେ ବିଳମ୍ବିତ ମୌସୁମୀ ସାଧାରଣ ଜୀବନ ଉପରେ ଖୁବ୍ ପ୍ରଭାବ ପକାଇଛି । ମୌସୁମୀ ଆସିବାରେ ବିଳମ୍ବ ହେଉଥିବା ରାଜଧାନୀ ଦିଲ୍ଲୀ…
ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ ଅଜୟ କୋଠିୟାଲ
ଡେରାଡୁନ,୧।୭: ଆମ ଆଦମୀ ପାର୍ଟି(ଏଏପି)ର ବରିଷ୍ଠ ନେତା ତଥା ଅବସରପ୍ରାପ୍ତ କଲୋନେଲ ଅଜୟ କୋଠିୟାଲ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତଙ୍କ ବିରୋଧରେ ନିର୍ବାଚନ ଲଢ଼ିବେ ବୋଲି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ହେବାର ୬ମାସ ପରେ ବି ତୀରଥ ନିର୍ବାଚନ ଲଢ଼ିବାକୁ…
ମୁଲାୟମ୍ ସିଂ ଅସୁସ୍ଥ
ଲକ୍ଷ୍ନୌ,୧।୭: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି (ଏସ୍ପି)ର ପ୍ରତିଷ୍ଠାତା ମୁଲାୟମ୍ ସିଂ ଯାଦବଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିଯାଇଛି। ଗୁରୁବାର ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୁଲାୟମଙ୍କୁ ନିଃଶ୍ୱାସ ନେବାରେ କଷ୍ଟ ଅନୁଭବ ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି…
ଆସି ନ ପାରେ କରୋନାର ଥାର୍ଡ ୱେଭ: ଗୁଲେରିଆ
ନୂଆଦିଲ୍ଲୀ,୧ ।୭: କରୋନା ମହାମାରୀ ସାରା ବିଶ୍ୱରେ ତାଣ୍ଡବ ରଚିଥିବା ବେଳେ ଭାରତରେ ଏହା ବ୍ୟାପକ କ୍ଷତି ଘଟାଇ ସାରିଲାଣି । ଆଗକୁ ଏହା ଆହୁରି ବୃଦ୍ଧି ପାଇବ ବୋଲି ବିଶେଷଜ୍ଞମାନେ ଅନୁମାନ କରିଛନ୍ତି । ତେବେ କରୋନାର ଥାର୍ଡ ୱେଭ…
Archives


