ଜାତୀୟ

୫୦ପ୍ରତିଶତରେ ଖୋଲିବ ବାର, ପବ୍‌

ଚଣ୍ଡିଗଡ଼,୨୯।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହରର ଏବେ ଧୀରେ ଧିରେ ନିୟନ୍ତ୍ରଣକୁ ଆସୁଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ କମିଛି। ହେଲେ ଏବେ ବି ସଙ୍କଟ ଜାରି ରହିଛି। ସମ୍ଭାବ୍ୟ ତୃତୀୟ ଲହରକୁ…

ଭାରତରେ ମର୍ଡେନା ଭାକ୍ସିନକୁ ମିଳିଲା ମଞ୍ଜୁରୀ

ନୂଆଦିଲ୍ଲୀ,୨୯।୬: ଖୁବ୍‌ଶୀଘ୍ର ଭାରତକୁ ଆସିବ ଆଉ ଏକ ବିଦେଶୀ ଟିକା। ଏଥିପାଇଁ ବାଟ ଫିଟିଥିବା ବେଳେ ଆମେରିକୀୟ କମ୍ପାନୀ ମର୍ଡେନା ଟିକା ଖୁବଶୀଘ୍ର ଭାରତ ଆସିବ ବୋଲି ଜଣାପଡ଼ିଛି। ଏନେଇ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ମର୍ଡେନାକୁ ଅନୁୁମତି ଦେଇଥିବା…

ଜୁଲାଇ ୧୯ରୁ ଆରମ୍ଭ ହୋଇପାରେ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୨୯।୬: ଦେଶରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଏବେ ବହୁ ପରିମାଣରେ ନିୟନ୍ତ୍ରଣକୁ ଆସିଛି। ତେଣୁ ସଂସଦର କାର୍ଯ୍ୟକୁ ପୁଣି ଥରେ ଆରମ୍ଭ କରିବାକୁ ବିଚାର କରାଯାଉଛି। ମଙ୍ଗଳବାର ସଂସଦୀୟ ବ୍ୟାପାର କମିଟି (ସିସିପିଏ) ଜୁଲାଇ ୧୯ରୁ ଅଗଷ୍ଟ ୧୩ପର୍ଯ୍ୟନ୍ତ ସଂସଦର…

ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ

ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ ରଖିଛନ୍ତି। ସୋମବାର ଉତ୍ତରାଖଣ୍ଡ ହାଇକୋର୍ଟ ଯାତ୍ରା ଉପରେ ରୋକୋ ଲଗାଇବାକୁ ନିର୍ଦ୍ଦେଶ ଦେବା ପରେ…

କେଜରିଓ୍ବାଲଙ୍କ ମିଶନ ପଞ୍ଜାବ

ଚଣ୍ଡିଗଡ଼,୨୯।୬: ଆସନ୍ତା ବର୍ଷ ପଞ୍ଜାବରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଏବେଠାରୁ ନିର୍ବାଚନୀ ବିଗୁଲ ବାଜିସାରିଲାଣି। ନିଜ ଦଳକୁ ମଜଭୁତ କରିବା ପାଇଁ ବିଭିନ୍ନ ରାଜନୈତିକ ଦଳ ଏବେଠାରୁ କସ୍‌ରତ ଆରମ୍ଭ କଲେଣି। ଇତିମଧ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଆମ୍‌…

ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଭାକ୍ସିନ୍‌, ମାର୍ଗଦର୍ଶିକା ଜାରି କଲା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତୃତୀୟ ଲହରକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗର୍ଭବତୀମାନେ ଭାକ୍ସିନ୍‌ ନେବାକୁ ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ଭାକ୍ସିନ୍‌ ଗର୍ଭବତୀଙ୍କ…

୩୧ ଜୁଲାଇ ପର୍ଯ୍ୟନ୍ତ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ପାଇଁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୯।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲକ୍‌ଡାଉନ୍‌ ଜାରି ରହିଛି। ଏପରିସ୍ଥଳେ ପ୍ରବାସୀ ଶ୍ରମିକଙ୍କ ସୁବିଧା ପାଇଁ ଦେଶରେ ଓ୍ବାନ୍‌ ନେଶନ୍‌-ଓ୍ବାନ୍‌ ରାଶନ କାର୍ଡ ସୁବିଧା ୩୧ ଜୁଲାଇ ପର୍ଯ୍ୟନ୍ତ ଉପଲବ୍ଧ କରାଇବା ଲାଗି ସୁପ୍ରିମ୍‌କୋର୍ଟଙ୍କ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି।…

ବେତନର ଅର୍ଦ୍ଧାଧିକ ଟିକସ ଦିଏ: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୯ା୬: ଦେଶର ବିକାଶ ଲାଗି ନିୟମିତ ଟିକସ ଦେବା ପାଇଁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଉତ୍ତରପ୍ରଦେଶ ଗସ୍ତରେ ଥିବା ରାଷ୍ଟ୍ରପତି ଏକ କାର୍ଯ୍ୟକ୍ରମରେ କହିଛନ୍ତି, ସେ ମାସିକ ୫ ଲକ୍ଷ ଟଙ୍କା ବେତନ ପାଉଥିବାବେଳେ ଏହାର…

ସୀମାରେ ଆଉ ୫୦ ହଜାର ସେନା ମୁତୟନ

ନୂଆଦିଲ୍ଲୀ, ୨୯ା୬: ଦୀର୍ଘ ୭୦ ବର୍ଷ ପରେ ଚାଇନା ପ୍ରତି ପୂର୍ବରୁ ଥିବା ପ୍ରତିରକ୍ଷା ଆଭିମୁଖ୍ୟ ବଦଳାଇଛି ଭାରତ। ଆକ୍ରୋଶ ଓ ବିସ୍ତାରବାଦୀ ଚିନ୍ତାଧାରା ରଖିଥିବା ଏହି ପଡ଼ୋଶୀ ଦେଶ ସହ ଆକ୍ରମଣାତ୍ମକ ବ୍ୟବହାର ପାଇଁ ଭାରତ ସେନାକୁ ବିକଳ୍ପ ଭାବେ…

କନ୍ୟାଙ୍କୁ କାନ୍ଧରେ ବୋହି ନଦୀ ପାର ହେଲେ ବର, ଭିଡ଼ିଓ ଭାଇରାଲ…

ପାଟନା,୨୯।୬: ସମ୍ପ୍ରତି ସୋସିଆଲ ମିଡ଼ିଆରେ ଏକ ଭିଡ଼ିଓ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ବର କନ୍ୟାଙ୍କୁ କାନ୍ଧରେ ବୋହି ନଦୀ ପାର ହେଉଛନ୍ତି। ଏଭଳି ଘଟଣା ବିହାରରେ ଘଟିଛି। ବନ୍ୟା ଯୋଗୁ ବିହାରରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। କିଶନଗଞ୍ଜ ଜିଲାରେ…

ପୁଣି ମିଲିଟାରୀ ଷ୍ଟେଶନ ଉପରେ ଡ୍ରୋନ୍‌, ଆଲର୍ଟରେ ସେନା…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ସୁଞ୍ଜଓ୍ବାନଠାରେ ଥିବା ମିଲିଟାରୀ ଷ୍ଟେଶନ ଉପରେ ମଙ୍ଗଳବାର ପୁଣି ଡ୍ରୋନ୍‌ ଉଡୁଥିବାର ଦେଖାଯାଇଛି। ଏହାକୁ ନେଇ ସତର୍କ ସୂଚନା ଜାରି କରାଯାଇଛି। ଶନିବାର-ରବିବାର ବିଳମ୍ବିତ ରାତ୍ରରେ ଏୟାର ଫୋର୍ସ ଷ୍ଟେଶନରେ ଡ୍ରୋନ୍‌ ଦ୍ୱାରା ଆକ୍ରମଣ କରାଯିବା ପରେ ସୋମବାର…

ଲଶ୍କରର ଟପ୍‌ କମାଣ୍ଡର ନିହତ…

ଶ୍ରୀନଗର,୨୯।୬: ଜମ୍ମୁ-କଶ୍ମୀର ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳତ ସୁରକ୍ଷାକର୍ମୀଙ୍କ ବଡ଼ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡରଙ୍କ ସମେତ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶ୍ରୀନଗରର ପରିମପୋରା ଅଞ୍ଚଳର ମଲହୁରାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri