ଜାତୀୟ

ପରୀକ୍ଷାରେ କପି କରିବା ପାଇଁ ଛାତ୍ରଙ୍କ ହାଇଟେକ୍‌ ବୁଦ୍ଧି

ଜୟପୁର,୨୬।୯: ରାଜସ୍ଥାନର ସରକାରୀ ସ୍କୁଲ ପାଇଁ ଶିକ୍ଷକ ଚୟନ ପରୀକ୍ଷା ବେଳେ କପି କରିବାକୁ ଉଦ୍ୟମ କରି ଗିରଫ ହୋଇଛନ୍ତି ୫ ପରୀକ୍ଷାର୍ଥୀ। ଗିରଫ ହୋଇଥିବା ଆଶୟୀମାନେ ସ୍ବତନ୍ତ୍ର ଚପଲ ପିନ୍ଧିଥିଲେ, ଯେଉଁଥିରେ ଫିଟ୍‌ ହୋଇଥିଲା ବ୍ଲୁଟୁଥ ଡିଭାଇସ୍‌। ଏ ନେଇ…

ମୋତେ ଇର୍ଷା କରୁଛନ୍ତି ମୋଦି, କାହିଁକି ଏମିତି କହିଲେ ଦିଦି

କୋଲକାତା,୨୬।୯: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରୋମ ଯିବାକୁ କେନ୍ଦ୍ର ତରଫରୁ ଅନୁମତି ନ ମିଳିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବର୍ଷିଛନ୍ତି ଦିଦି। ସେ କହିଛନ୍ତି, ମୋଦି ମୋତେ ଇର୍ଷା କରୁଛନ୍ତି। ଅକ୍ଟୋବରରେ ଇଟାଲୀଠାରେ ବିଶ୍ୱ ଶାନ୍ତି ସମ୍ମିଳନୀ…

ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କଲେ ଯୋଗୀ: ୭ ଜଣଙ୍କୁ ମିଳିଲା ମନ୍ତ୍ରୀ ପଦ

ପ୍ରାୟ ଚାରିମାସ ପରେ ୟୁପିରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି କ୍ୟାବିନେଟକୁ ସମ୍ପ୍ରସାରିତ କରାଯାଇଛି। କଂଗ୍ରେସରୁ ଭାଜପାରେ ଯୋଗ ଦେଇଥିବା ଜିତିନ ପ୍ରସାଦଙ୍କ ସମେତ ୭ ଜଣ ନେତା କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ମନ୍ତ୍ରୀ…

ଦେଶକୁ ଏସ୍‌ବିଆଇ ଭଳି ୪-୫ ବ୍ୟାଙ୍କ ଆବଶ୍ୟକ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୬।୯: ଭାରତକୁ ଷ୍ଟେଟ୍‌ ବ୍ୟାଙ୍କ୍‌ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭଳି ୪ରୁ ୫ ବୃହତ ବ୍ୟାଙ୍କର ଆବଶ୍ୟକତା ରହିଛି ବୋଲି ରବିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ଦେଶର ବର୍ଦ୍ଧିିତ ଚାହିଦା ପୂରଣ ଦିଗରେ ଏହା ସହାୟକ ହୋଇପାରିବ। ମହାମାରୀ ପରବର୍ତ୍ତୀ ସମୟରେ…

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିବାକୁ ଯାଉଛନ୍ତି ଯୋଗୀ

ଲକ୍ଷ୍ନୋ,୨୬।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳ ରବିବାର ସନ୍ଧ୍ୟାରେ ସମ୍ପ୍ରସାରଣ ହେବ। ଏନେଇ ରାଜ୍ୟପାଳ ଆନନ୍ଦିବେନ ପଟେଲ ଲକ୍ଷୋ୍ନରେ ପହଞ୍ଚି ସାରିଛନ୍ତି। ପ୍ରାୟ ୭ରୁ ୮ ଜଣ ମନ୍ତ୍ରୀ ଆଦିତ୍ୟନାଥଙ୍କ ମନ୍ତ୍ରିମଣ୍ଡଳରେ ଅନ୍ତର୍ଭୁକ୍ତ ହୋଇପାରନ୍ତି ବୋଲି ଜଣାପଡଛି। ୨୦୨୨ ନିର୍ବାଚନକୁ ଦୃଷ୍ଟିରେ…

୬୫ ଘଣ୍ଟା ମଧ୍ୟରେ ୨୦ ମିଟିଂ କଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତ ଶେଷ କରି ରବିବାର ଭାରତ ଫେରିଛନ୍ତି। ୨୨ ସେପ୍ଟେମ୍ବରରେ ଆମେରିକା ଗସ୍ତରେ ବାହାରିବା ପରେ ପ୍ରଧାନମନ୍ତ୍ରୀ ପ୍ରାୟ ୯୦ ଘଣ୍ଟା ମଧ୍ୟରେ ତାଙ୍କର ଯାତ୍ରା ଶେଷ କରିଥିଲେ। ପ୍ରଧାନମନ୍ତ୍ରୀ ଆମେରିକାରେ ୬୫ ଘଣ୍ଟା ବିତାଇଥିଲେ।…

ଚନ୍ନୀଙ୍କ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ: ବିରୋଧ ସତ୍ତ୍ୱେ ରାଣା ଗୁରଜିତ ହେଲେ ମନ୍ତ୍ରୀ

ଚଣ୍ଡିଗଡ଼,୨୬ ।୯: ପଞ୍ଜାବର ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଆରମ୍ଭ ହୋଇ ଯାଇଛି । ଶପଥ ଗ୍ରହଣ ପୂର୍ବରୁ ମନ୍ତ୍ରୀଙ୍କ ସୂଚିରେ ବଡ ଧରଣର ଅଦଳବଦଳ କରାଯାଇଛି । ଫତେହଗଡ଼ ସାହିବର ବିଧାୟକ କୁଲଜିତ ସିଂ ନାଗରାଙ୍କ ସ୍ଥାନରେ…

ପ୍ରଧାନମନ୍ତ୍ରୀ ମୋଦି ଆସିଲେ ମୁଁ ନେବି କରୋନା ଟିକା: ଅଧିକାରୀଙ୍କ ଝାଳ ବୁହାଇଲେ ବ୍ୟକ୍ତି

ଭୋପାଳ,୨୬ ।୯: କରୋନା ମହାମାରୀକୁ ଦୂରେଇବା ପାଇଁ ଏବେ ସାରା ବିଶ୍ୱରେ ଚାଲିଛି ଟିକାକରଣ । ଭାରତ ଏହି ଦିଗରେ ଟିକେ ଆଗରେ ଥିବା ବେଳେ ଟିକାକରଣ ସମୟରେ ମଧ୍ୟପ୍ରଦେଶର ଧାର ଜିଲାରୁ ଏକ ଆଶ୍ଚର୍ଯ୍ୟ କଲାଭଳି ଖବର ଆସିଛି ।…

ସୋନିଆ ଗାନ୍ଧୀ କାହିଁକି ହୋଇ ପାରିବେନି ପ୍ରଧାନମନ୍ତ୍ରୀ୍‌, ରାମଦାସଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୬।୯: କେନ୍ଦ୍ରୀୟ ମନ୍ତ୍ରୀ ତଥା ଆର୍‌ପିଆଇ ନେତା ରାମଦାସ ଉଠାଓ୍ବଲେ ସୋନିଆ ଗାନ୍ଧୀ ଦେଶର ପ୍ରଧାନମନ୍ତ୍ରୀ ହେବା ନେଇ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ରାମଦାସ ମଧ୍ୟପ୍ରଦେଶର ଇନ୍ଦୋରରେ ଆୟୋଜିତ ଏକ ଗଣମାଧ୍ୟମ ସମ୍ମିଳନୀରେ ସୋନିଆଙ୍କ ସପକ୍ଷରେ କହିଛନ୍ତି…

ଚନ୍ନୀ କ୍ୟାବିନେଟର ଶପଥ ଗ୍ରହଣ ପୂର୍ବରୁ ପୁଣି ବିବାଦ

ଚଣ୍ଡିଗଡ଼,୨୬ ।୯: ରାଣା ଗୁରଜିତ ସିଂଙ୍କୁ ମନ୍ତ୍ରୀ ପଦ ମିଳିବା ଖବର ଜଣାପଡିବା ପରେ ଆମ ଆଦମୀ ପାର୍ଟିରୁ ଆସି କଂଗ୍ରେସରେ ଯୋଗ ଦେଇଥିବା ସୁଖପାଲ ସିଂ ଖୌହରା ଓ ଅନ୍ୟ ୫ଜଣ ବିଧାୟକ ତାଙ୍କ ବିରୋଧରେ ସ୍ୱର ଉଠାଇଛନ୍ତି ।…

ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ସିଭିଲ ସର୍ଜନ, ସୋସିଆଲ ମିଡ଼ିଆରେ ଭାଇରାଲ…

ଗୋପଳଗଞ୍ଜ,୨୬।୯: ଏବେ ସୋସିଆଲ ମିଡ଼ିଆରେ ନିଜ ଠାରୁ କମ୍‌ ବୟସ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପାଦ ଛୁଇଁ ପ୍ରଣାମ କରୁଥିବା ଜଣେ ସଭିଲ୍‌ ସର୍ଜନଙ୍କ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଗତ କିଛି ଘଣ୍ଟା ଧରି ଏହାକୁ ନେଇ ସୋସିଆଲ ମିଡ଼ିଆରେ…

ବନ୍ଦିପୋରା ଏନ୍‌କାଉଣ୍ଟର, ଆତଙ୍କବାଦୀଙ୍କ ମୁଣ୍ଡଗଡ଼ିଲା…

ଶ୍ରୀନଗର,୨୬।୯: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁୁ ବଡ଼ ସଫଳତା ମିଳିଛି। ସ୍ଥାନୀୟ ବନ୍ଦିପୋରାର ଓ୍ପତନିରା ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ମୃତ ଆତଙ୍କବାଦୀଙ୍କଠାରୁ ବହୁ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?