ମୁଖ୍ୟମନ୍ତ୍ରୀଙ୍କ ପାଇଁ ୨ କୋଟି ଟଙ୍କାର ମନ୍ଦିର ନିର୍ମାଣ କଲେ ଆନ୍ଧ୍ର ବିଧାୟକ
ହାଇଦ୍ରାବାଦ: ବିଶ୍ୱସ୍ତତା ଏବଂ ସମର୍ଥନର ଏକ ଅପ୍ରତ୍ୟାଶିତ ପ୍ରଦର୍ଶନସ୍ବରୂପ ଓ୍ବାଇଏସ୍ଆର୍ କଂଗ୍ରେସ ପାର୍ଟିର ଜଣେ ଆନ୍ଧ୍ରପ୍ରଦେଶ ବିଧାୟକ ଚିତ୍ତୋର ଜିଲାର ଶ୍ରୀକାଲାହାଷ୍ଟୀରେ ଏକ ବିରାଟ ମନ୍ଦିର ନିର୍ମାଣ କରି ଚର୍ଚ୍ଚାରେ। ସେ ଏହାକୁ ମୁଖ୍ୟମନ୍ତ୍ରୀ ଓ୍ବାଇଏସ୍ ଜଗନ୍ ମୋହନ ରେଡ୍ଡୀଙ୍କୁ ଉତ୍ସର୍ଗ…
ଲଭ୍ ଜିହାଦ ମାମଲାରେ ଯୁବତୀଙ୍କୁ ଧୋକା ଦେବାର ପ୍ରମାଣ ଜରୁରୀ ବୋଲି କହିଲେ ହାଇକୋର୍ଟ…
ଅହମଦାବାଦ୍,୧୯।୮: ଲଭ୍ ଜିହାଦ ଉପରେ ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ରାଜ୍ୟର ଲଭ ଜିହାଦ ଆକ୍ଟର କିଛି ଧାରା ଉପରେ କୋର୍ଟ ରୋକ ଲଗାଇଛନ୍ତି। ହାଇକୋର୍ଟ କହିଛନ୍ତି ଯେ ଯଦି ଏହା ପ୍ରମାଣିତ ନ ହୁଏ ଯେ ଯୁବତୀଙ୍କୁ…
ରାଜୌରିରେ ସୁରକ୍ଷାକର୍ମୀ ଆତଙ୍କବାଦୀ ମୁହାଁମୁହିଁ: ଜୁନିୟର କମିଶନଡ ଅଫିସର ଶହୀଦ
ଜମ୍ମୁ,୧୯ ।୮: ଜମ୍ମୁର ରାଜୌରୀରେ ସୁରଡକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ଏଥିରେ ଜଣେ ଜୁନିୟର କମିଶନଡ ଅଫିସର ଶହୀଦ ହୋଇ ଯାଇଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ଥାନାମଣ୍ଡି ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା…
ଚିରାଗଙ୍କ ସହ ସାକ୍ଷାତ୍କାର ସମୟରେ ଭାବୁକ ହେଲେ ଶରଦ ଯାଦବ
ପାଟନା,୧୯ ।୮: ଚିରାଗ ପାଶୱାନ ଗୁରୁବାର ବରିଷ୍ଠ ନେତା ଶରଦ ଯାଦବଙ୍କୁ ନୂଆଦିଲ୍ଲୀରେ ଭେଟିଛନ୍ତି । ବିହାରରେ ହେଉଥିବା ଆଶୀର୍ବାଦ ଯାତ୍ରା ପାଇଁ ମାର୍ଗଦର୍ଶନଓ ଆଶୀର୍ବାଦ ନେଇଛନ୍ତି ଚିରାଗ । ପାଶୱାନ ତାଙ୍କ ମା’ଙ୍କ ସହ ମିଶି ଦିଲ୍ଲୀରେ ଶରଦ ଯାଦବଙ୍କୁ…
ଚଳନ୍ତା କାର୍ରେ ହଠାତ୍ ଲାଗିଲା ନିଆଁ, ଆଉ ତା’ ପରେ…
ଲକ୍ଷ୍ନୌ,୧୯ା୮: ଉତ୍ତରପ୍ରଦେଶର ବାରାଣସୀରେ ଏକ ଚଳନ୍ତା କାର୍ରେ ନିଆଁ ଲାଗିଥିବା ଦୃଶ୍ୟର ଭିଡିଓ ଭାଇରାଲ ହେଉଛି। ବୁଧବାର ବିଳମ୍ବିତ ରାତିରେ ଲଙ୍କା ଥାନା ଅଞ୍ଚଳରେ ଏହି ଅଘଟଣ ଘଟିଛି। କାର୍ର ଆଗ ବନେଟ୍ ତଳେ ଥିବା ଇଞ୍ଜିନ୍ ଶଟ୍ସର୍କିଟ ହେବାରୁ ନିଆଁ…
ମମତାଙ୍କୁ ଝଟ୍କା, ନିର୍ବାଚନ ପରବର୍ତ୍ତୀ ହିଂସାର ଯାଞ୍ଚ୍ କରିବ ସିବିଆଇ…
କୋଲକାତା,୧୯।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ବଡ଼ ଝଟ୍କା ଲାଗିଛି। ସରକାର ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ନିର୍ବାଚନ ପରବର୍ତ୍ତୀ ହିଂସା ମାମଲାରେ ସିବିଆଇ ତଦନ୍ତ ପାଇଁ କୋଲକାତା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ମମତା ଦିଦିଙ୍କ ସମସ୍ୟା…
ଭାଜପା ନେତାଙ୍କୁ ଚା’ ପିଇବାକୁ ମମତାଙ୍କ ନିମନ୍ତ୍ରଣ ପରେ ବଢୁଛି ରାଜନୈତିକ ଚର୍ଚ୍ଚା
କୋଲକତା,୧୯।୮:ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ରାଜ୍ୟ ସଭାପତି ଦିଲୀପ ଘୋଷଙ୍କୁ ରାଜ୍ୟ ସଚିବାଳୟରେ ଚା ’ ପାଇଁ ନିମନ୍ତ୍ରଣ କରିବା ପରେ ରାଜନୈତିକ କଳ୍ପନାଜଳ୍ପନା ତୀବ୍ର ହୋଇଛି। ଏହି ନିମନ୍ତ୍ରଣ ପରେ ଚର୍ଚ୍ଚା ହେଉଛି ଯେ, ମମତା ବାନାର୍ଜୀ ବଙ୍ଗଳାରେ…
ଆଫଗାନିସ୍ତାନରେ ଆଜମଗଡର ୨୮ବାସିନ୍ଦା, ପାସପୋର୍ଟ ନେଲେ ଛଡ଼ାଇ…
କାବୁଲ/ନୂଆଦିଲ୍ଲୀ,୧୯।୮: ତାଲିବାନ ଆଫଗାନିସ୍ତାନ ଦଖଲ କରିବା ପରେ ସେଠାରେ ଜୀବନ ଅତ୍ୟନ୍ତ କଷ୍ଟସାଧ୍ୟ ହୋଇପଡିଛି। ଦେଶର ଅବସ୍ଥା ବିଗିଡିଯିବାରୁ ବହୁ ଭାରତୀୟ ସ୍ବଦେଶ ଫେରିଥିବାବେଳେ କେତେକ ବର୍ତ୍ତମାନ ସେଠାରେ ଅଟକି ରହିଛନ୍ତି। ସେମାନଙ୍କୁ ସ୍ଥାନାନ୍ତର କରିବା ପାଇଁ ଉଦ୍ୟମ ଚାଲିଛି। ଉତ୍ତରପ୍ରଦେଶର…
ଦୈନିକ ସଂକ୍ରମଣରେ ବ୍ରେକ୍…
ନୂଆଦିଲ୍ଲୀ,୧୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ହଜାର ୪୦୧ରେ ପହଞ୍ଚିଛି। ଏହି ସମୟ…
ଗଣମାଧ୍ୟମରେ ବିଚାରପତି ନିଯୁକ୍ତି ରିପୋର୍ଟ: ସିଜେଆଇ କ୍ଷୁବ୍ଧ
ନୂଆଦିଲ୍ଲୀ, ୧୯।୮(ଆଇଏଏନ୍ଏସ୍): ସର୍ବୋଚ୍ଚ ଅଦାଲତରେ ବିଚାରପତି ନିଯୁକ୍ତି ନିମନ୍ତେ କଲେଜିୟମ ବୈଠକକୁ ନେଇ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିବାରୁ ଏଥିରେ ପ୍ରଧାନ ବିଚାରପତି ଏନ୍.ଭି. ରମନା ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ଅବସର ଗ୍ରହଣ କରିଥିବା ସୁପ୍ରିମକୋର୍ଟ ବିଚାରପତି ନବୀନ ସିହ୍ନାଙ୍କୁ…
କେନ୍ଦ୍ର, ପଶ୍ଚିମବଙ୍ଗ ସରକାରଙ୍କୁ ନୋଟିସ
ନୂଆଦିଲ୍ଲୀ, ୧୯।୮(ପି.ଟି.): ପେଗାସସ୍ ଗୁପ୍ତଚରଗିରି ଅଭିଯୋଗର ତଦନ୍ତ ପାଇଁ ପଶ୍ଚିମବଙ୍ଗ ସରକାର ତଦନ୍ତ କମିଶନ ଗଠନ କରିଥିବାରୁ ସୁପ୍ରିମକୋର୍ଟ ବୁଧବାର ଏନେଇ କେନ୍ଦ୍ର ଓ ଉକ୍ତ ରାଜ୍ୟ ସରକାରଙ୍କୁ ନୋଟିସ ଜାରି କରି ଜବାବ ମାଗିଛନ୍ତି। ପ୍ରଧାନ ବିଚାରପତି ଏନ୍.ଭି. ରମନାଙ୍କ…
ସିବିଆଇକୁ ମିଳୁ ସ୍ବୟଂକ୍ରିୟ କ୍ଷମତା
ଚେନ୍ନାଇ, ୧୯।୮(ଆଇଏଏନ୍ଏସ୍): କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)କୁ ପିଞ୍ଜରାବଦ୍ଧ ଶୁଆ ନ କରି ଏହାକୁ ମୁକ୍ତ କରିବା ବା ସ୍ବୟଂକ୍ରିୟ କ୍ଷମତା ଦେବା ପାଇଁ ମାଡ୍ରାସ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏକ ଫାଇନାନ୍ସ କମ୍ପାନୀର ଠକେଇ ମାମଲାର ତଦନ୍ତ…
Archives


