ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ କରିଥିବା…
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ ବିହାରର ଛପରାରେ ଜଣେ ନର୍ସ ଟିକା ଭର୍ତ୍ତି ନ କରି ଜଣେ ଯୁବକଙ୍କୁ ଇଞ୍ଜେକଶନ…
ବର ପଢ଼ିପାରିଲେନି ଖବରକାଗଜ: କନ୍ୟା ଭାଙ୍ଗିଦେଲେ ବାହାଘର
ଅରୈୟା,୨୫।୬: ପୂର୍ବରୁ ବିବାହ ଭାଙ୍ଗିବା ନେଇ ଅନେକ କାରଣ ଶୁଣିଥିବେ। ହେଲେ କେବେ ଶୁଣିଛନ୍ତି କି, ବର ଖବରକାଗଜ ପଢ଼ି ନ ପାରିବାରୁ ବିବାହ ଭାଙ୍ଗିଯିବା କଥା। ଏଥିସହ ବରଙ୍କ ନାଁରେ ଥାନାରେ ମାମଲା ମଧ୍ୟ ରୁଜୁ କରାଯାଇଛି। କିଛି ଏଭଳି…
ପଞ୍ଜାବରେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟର ପ୍ରଥମ ମାମଲା: ମହାରାଷ୍ଟ୍ର-ମଧ୍ୟପ୍ରଦେଶର ଅନେକ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍ ଘୋଷିତ
ଚଣ୍ଡିଗଡ଼/ମୁମ୍ବାଇ/ଭୋପାଳ,୨୫।୬: ଦେଶରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଧୀରେ ଧୀରେ ଏବେ ନିୟନ୍ତ୍ରଣକୁ ଆସୁଛି। କିନ୍ତୁ ଏବେ ବି ସଙ୍କଟ ଜାରି ରହିଛି। ଅନ୍ୟପଟେ ସମ୍ଭାବ୍ୟ ତୃତୀୟ ଲହର ଖୁବ୍ଶୀଘ୍ର ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଇତିମଧ୍ୟରେ କରୋନାର ଡେଲ୍ଟା…
ଆଜି ଦେଶରେ ୫୧,୬୬୭ କରୋନା ଆକ୍ରାନ୍ତ ଚିହ୍ନଟ, ୧୩୨୯ ମୃତ
ନୂଆଦିଲ୍ଲୀ,୨୫ା୬: ଗତ ୨୪ ଘଣ୍ଟାରେ ଦେଶରୁ ୫୧,୬୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୬୪,୫୨୭ ଜଣ ରୋଗୀ କରୋନାରୁ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩…
ଇସ୍ରୋ ଗୁପ୍ତଚର କେସ୍: ପୂର୍ବତନ ପୋଲିସ ଅଧିକାରୀଙ୍କ ନାଁରେ ମାମଲା
ଥିରୁଭାନନ୍ତପୁରମ,୨୫ା୬: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଗୁପ୍ତଚର ମାମଲାରେ ସିବିଆଇ ଗୁରୁବାର ୧୮ ଜଣଙ୍କ ନାଁରେ ଥିରୁଭାନନ୍ତପୁରମ୍ ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ୍ କୋର୍ଟରେ ଏଫ୍ଆଇଆର ରୁଜୁ କରିଛି। ସେମାନଙ୍କ ମଧ୍ୟରେ କେରଳର ୨ ପୂର୍ବତନ ପୋଲିସ ଅଧିକାରୀ ରହିଛନ୍ତି।…
କଶ୍ମୀରକୁ ଫେରିବ ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ,୨୫।୬(ପି.ଟି.): ଜମ୍ମୁ-କଶ୍ମୀରକୁ ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ। ବର୍ତ୍ତମାନ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ଚାଲିଥିବା କସରତ ଉପତ୍ୟକାରେ ନିର୍ବାଚନ ପ୍ରକ୍ରିୟା ପାଇଁ ବାଟ ଫିଟାଇବ। କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ବିକାଶକୁ ଗୁରୁତ୍ୱ ଦେଉଛନ୍ତି। ଭୋଟ ପରେ ନିର୍ବାଚିତ…
ମୋଦିଙ୍କୁ ମମତାଙ୍କ ଚିଠି
କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଅଭିଯୋଗ କରିଛନ୍ତି। ଏଥିସହିତ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି…
ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ
ଲକ୍ଷ୍ନୌ, ୨୪।୬: ମୌସୁମୀ ବର୍ଷା ଯୋଗୁ ବୃଦ୍ଧିପାଇଛି ଗଙ୍ଗାନଦୀର ଜଳସ୍ତର। ଏଥି ଯୋଗୁ ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ପ୍ରୟାଗରାଜରେ ଲୁକାୟତ ଥିବା ଆଉ ଏକ କବରସ୍ଥାନ। ରାଜ୍ୟର କୋଭିଡ୍ ମୃତ୍ୟୁସଂଖ୍ୟା ଲୁଚାଇବା ପାଇଁ ଗଙ୍ଗାନଦୀ କୂଳରେ ପୋତା ଯାଇଥିଲା ଅନେକ ମୃତଦେହ।…
ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର
ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ ଅଞ୍ଚଳର ସୀମା ନିର୍ଦ୍ଧାରଣ ଚାଲିଛି। ଏହା ଶେଷ ହେଲା ପରେ ନିର୍ବାଚନ ହେବ। ଉପତ୍ୟକାରେ…
ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ
ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଅଜିତ୍ ଡୋଭାଲ ଚାପ ପକାଉଛନ୍ତି। ଆତଙ୍କବାଦୀ ଆକ୍ରମଣର ଅପରାଧୀମାନଙ୍କୁ ତୁରନ୍ତ…
ବଲିଉଡ୍ ଅଭିନେତ୍ରୀଙ୍କୁ ମହଙ୍ଗା ପଡ଼ିଲା ଅନଲାଇନ୍ରେ ମଦ କିଣିବା
ମୁମ୍ବାଇ,୨୪।୬: ବଲିଉଡର ଭେଟେରାନ ଅଭିନେତ୍ରୀ ଶାବାନା ଆଜମି ଗୁରୁବାର ଏକ ମଦ ଯୋଗାଉଥିବା ଅନଲାଇନ୍ ପ୍ଲାଟଫର୍ମ ନାମରେ ଠକାମି ଅଭିଯୋଗ ଆଣିଛନ୍ତି। ହୋମ ଡେଲିଭରି କରୁଥିବା ‘ଲିଭିଂ ଲିକ୍ୟୁଡ୍ଜ’ ନାମକ ଅନଲାଇନ ପ୍ଲାଟଫର୍ମରୁ ମଦ ଅର୍ଡର କରିଥିଲେ। କିନ୍ତୁ ଏହା ତାଙ୍କ…
Archives


