ଜାତୀୟ

୧୫ ମିନିଟ୍‌ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର

ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ। ତେଣୁ ଲୋକଙ୍କ ସାହାଯ୍ୟ ପାଇଁ ସୋନୁଙ୍କ ଅନୁପସ୍ଥିତିକୁ ପୂରଣ କରିଛନ୍ତି…

ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…

ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା ତୃତୀୟ…

ସିଂଘଓ୍ବି ରାମଦେବ ମୁହାଁମୁହିଁ

ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ ଆୟୋଜିତ କରାଯାଇଛି। ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଅଭିଷେକ ମନୁ ସିଂଘଓ୍ବିଙ୍କ ଏକ ଟୁଇଟକୁ…

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର ପକ୍ଷରୁ ନୂଆ ଶିକ୍ଷା ନୀତି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କୁ ବୃକ୍ଷଚାରା ରୋପଣ କରିବା ସହିତ…

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…

ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍‌ କମାଣ୍ଡର ମୁଦାସିର୍‌ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ ଆତଙ୍କବାଦୀ…

୨୦୨୨ରେ ଭୋଟ୍‌ ପ୍ରଚାର କରିବ ରୋବୋ

ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍‌ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ ପ୍ରଚାର ସଭାରେ ଲକ୍ଷାଧିକ ଲୋକଙ୍କ ସମାବେଶ ହେବାରୁ ସଂକ୍ରମଣ ବଢ଼ିଥିଲା। ନେତାମାନଙ୍କ ନିର୍ବାଚନୀ ସଭା…

ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ

ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଆସନ୍ତା…

୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ ଆକ୍ରାନ୍ତଙ୍କ…

ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..

ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍‌-ଯୋଗ ଆପ୍‌ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍‌ ମାଧ୍ୟମରେ…

ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରୁଥିଲେ ସ୍ବାମୀ: ଜଣାପଡିବା ପରେ…

ପୁଣେ,୨୦।୬:ମହାରାଷ୍ଟ୍ରର ପୁଣେରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଲୁଚିଛପି ସ୍ତ୍ରୀଙ୍କ ଗାଧୋଇବା ବେଳର ଭିଡିଓ କରି ଗିରଫ ହୋଇଛନ୍ତି ସ୍ବାମୀ। ରୋଚକ କଥା ହେଉଛି ୪୦ ବର୍ଷୀୟ ଏହି ବ୍ୟକ୍ତି ଜଣଙ୍କ ପୋଲିସ ଷ୍ଟେଶନକୁ ନିଜେ ଯାଇ ଏକ ଲିଖିତ ଅଭିଯୋଗ…

କରୋନାର ତୃତୀୟ ଲହରରେ କେମିତି ରହିବେ ସୁରକ୍ଷିତ: ଏମ୍ସ ପ୍ରଫେସର୍‌ ଦେଲେ ଟିପ୍ସ

ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହରର ଗତି ବହୁତ ମନ୍ଥର ହୋଇଛି। ଗତ ଏକ ସପ୍ତାହ ହେବ ଦୈନିକ ସଂକ୍ରମଣ ସଂଖ୍ୟା ୧ ଲକ୍ଷରୁ କମ ଆସୁଛି। ଏହି କ୍ରମରେ, ଅନେକ ରାଜ୍ୟରେ ଲାଗୁ କରାଯାଇଥିବା କଟକଣା ଉଠାଯିବା ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri