ଜାତୀୟ

ବିହାର ଛାଡି ଦିଲ୍ଲୀ ଯିବେ ନୀତୀଶ: ଏହିଦିନ ରାଜ୍ୟ ସଭା ଏମ୍‌ପି ଭାବେ ନେବେ ଶପଥ

ପାଟନା,୨।୪: ବିହାରରେ ନୀତୀଶ କୁମାର ଯୁଗର ଶେଷ ହେବାକୁ ଯାଉଛି। ନିକଟରେ ନୀତୀଶ କୁମାର ବିହାର ବିଧାନ ପରିଷଦରୁ ଇସ୍ତଫା ଦେଇଛନ୍ତି। ଏବେ, ଦିଲ୍ଲୀ ପାଇଁ ତାଙ୍କର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ନୀତୀଶ କୁମାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଛନ୍ତି।…

ମୁହଁରେ କପଡ଼ା ବାନ୍ଧି ବାପାଙ୍କୁ ଲୁଟିବାକୁ ଆସିଥିଲେ ପୁଅ: ୧୦ ଲକ୍ଷ ଟଙ୍କା ନେବା ପରେ ଘଟିଲା…

ନୂଆଦିଲ୍ଲୀ,୨।୪: ଦିଲ୍ଲୀର ଲକ୍ଷ୍ମୀ ନଗର ଅଞ୍ଚଳରେ ଘଟିଥିବା ୧୦ ଲକ୍ଷ ଡକାୟତି ଘଟଣାର ସମାଧାନ ପୋଲିସ ମାତ୍ର ୨୪ ଘଣ୍ଟା ମଧ୍ୟରେ କରିଛି। ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ପୀଡିତଙ୍କ ପୁଅ ହିଁ ମାଷ୍ଟରମାଇଣ୍ଡ ବୋଲି ଜଣାପଡିଛି। ପୋଲିସ ତିନି ଜଣ…

ପୁଅ ପାଇଁ ନିଜ ଝିଅର ବଳି ଦେଲେ ମା’, ତାନ୍ତ୍ରିକଙ୍କ ନିର୍ଦ୍ଦେଶରେ…ପୂରା ଘଟଣା ଜାଣିଲେ ଥରିଉଠିବ ଦେହ

ରାଞ୍ଚି,୨।୪: ଝାଡ଼ଖଣ୍ଡର ହଜାରୀବାଗ ଜିଲାର ବିଷ୍ଣୁଗଡ଼ ଥାନା ଅଞ୍ଚଳର କୁସୁମ୍ଭା ଗାଁରେ ଜଣେ ୧୩ ବର୍ଷୀୟା ଝିଅର ହତ୍ୟା ଘଟଣାରେ ପୋଲିସ ଏକ ଚାଞ୍ଚଲ୍ୟକର ଖୁଲାସା କରିଛି। ପୋଲିସ କହିଛି ଯେ ପୁଅର ସ୍ବାସ୍ଥ୍ୟ ପାଇଁ ମା’ ନିଜ ଝିଅକୁ ବଳି…

ଗ୍ୟାସ, ତେଲ ପରେ କଣ୍ଡୋମ ଅଭାବ: ୫୦% ପର୍ଯ୍ୟନ୍ତ ଦର ବୃଦ୍ଧି ସମ୍ଭାବନା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଯୋଗୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦେଶରେ କଣ୍ଡୋମ ମୂଲ୍ୟ ୫୦% ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ। ତେଲ ଏବଂ ଗ୍ୟାସ ପରେଏବେ କଣ୍ଡୋମ ଉତ୍ପାଦନରେ ବ୍ୟବହୃତ କଞ୍ଚାମାଲର ଅଭାବ ଦେଖାଦେଇଛି। ପ୍ରମୁଖ କଣ୍ଡୋମ…

ଯୁଦ୍ଧ ମଧ୍ୟରେ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି : ଏହି ଉତ୍ପାଦ ଉପରେ ଜୁନ ଯାଏ…

ନୂଆଦିଲ୍ଲୀ,୨।୪: ଆଜି ମଧ୍ୟପ୍ରାଚ୍ୟ ଯୁଦ୍ଧର ୩୪ତମ ଦିନ। ଏହି ଯୁଦ୍ଧ ବିଶ୍ୱ ବାଣିଜ୍ୟ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଛି। ଏହି ସମୟରେ, ଭାରତ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭାରତ ସରକାର ପ୍ରମୁଖ ପେଟ୍ରୋକେମିକାଲ ଉତ୍ପାଦଗୁଡ଼ିକ ଉପରେ ପୂର୍ଣ୍ଣ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ ହୋଇଥିଲା। ପ୍ରଥମେ ପ୍ରଭୁ ଜଗନ୍ନାଥ ଓ ପଣ୍ଡିତ ମଦନ ମୋହନ ମାଲବ୍ୟଙ୍କ ପ୍ରତିମୂର୍ତ୍ତିରେ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା ସହ ସେମାନଙ୍କ ବିରୋଧରେ ଜରିମାନା ଓ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ୫ଟା…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ, ଉପସାଗରୀୟ ଅଞ୍ଚଳରେ ଚାଲିଥିବା ଉତ୍ତେଜନା ଯୋଗୁ ଏହି ମୃତଦେହଗୁଡ଼ିକର ସ୍ବଦେଶ ଫେରାଇବାରେ ବିଳମ୍ବ…

ଉତ୍କଳ ଦିବସରେ ଓଡିଆରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଆଗାମୀ ଦିନରେ…

ନୂଆଦିଲ୍ଲୀ,୧।୪: ଆଜି ଉତ୍କଳ ଦିବସ। ଚାରିଆଡ଼େ ଉତ୍ସାହର ମାହୋଲ। ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ ଯୋଗେ ଓଡ଼ିଆରେ କହିଛନ୍ତି, ଉତ୍କଳ ଦିବସର ବିଶେଷ ଅବସରରେ…

ବଢିଲା ପେଟ୍ରୋଲ-ଡିଜେଲ ଦାମ୍‌, ଏଥର ମୁଣ୍ଡରେ ହାତ ଦେବେ ଗ୍ରାହକ

ନୂଆଦିଲ୍ଲୀ,୧।୪: ଦେଶବ୍ୟାପୀ ପ୍ରିମିୟମ ପେଟ୍ରୋଲ ମୂଲ୍ୟ ବୃଦ୍ଧି ପରେ, ପ୍ରିମିୟମ ଡିଜେଲ ମଧ୍ୟ ମହଙ୍ଗା ହୋଇଯାଇଛି। ତେଲ କମ୍ପାନୀଗୁଡ଼ିକ ସୋମବାର ମଧ୍ୟରାତ୍ରିରୁ ପ୍ରିମିୟମ ଡିଜେଲ ମୂଲ୍ୟ ପ୍ରାୟ ୧.୫୦ଟଙ୍କା ପ୍ରତି ଲିଟର ବୃଦ୍ଧି କରିଛନ୍ତି। ଏହି ନିଷ୍ପତ୍ତିର ସିଧାସଳଖ ପ୍ରଭାବ ସାଧାରଣ…

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ ସଙ୍କଟର ପ୍ରଭାବ ସମ୍ପର୍କରେ ଆରୋପ ପ୍ରତ୍ୟାରୋପ କରିଥିଲେ। ଗୁଜୁରାଟର ଭାଭ-ଥାରାଡରେ ଭାଷଣ ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri