ଆଖିରୁ ଝରାଇଲାଣି ଲୁହ, କେବେ କମିବ ପିଆଜ ଦର? ଆସିଲା ବଡ଼ ଅପଡେଟ
ନୂଆଦିଲ୍ଲୀ,୧୨।୧୦: ଦଶହରା, ଦୀପାବଳି ଏବଂ ଛଠ ପରି ପ୍ରମୁଖ ପର୍ବପର୍ବାଣୀ ଗୋଟିଏ ପରେ ଗୋଟିଏ ଆସୁଥିବା ବେଳେ, ପିଆଜର ବୃଦ୍ଧି ପାଉଥିବା ଦର ସାଧାରଣ ଲୋକଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। ବର୍ତ୍ତମାନ ପିଆଜର ଖୁଚୁରା ଦର କିଲୋଗ୍ରାମ ପିଛା ପ୍ରାୟ…
କାହିଁକି ବିରୋଧୀ ଦଳକୁ ଭେଟିବାକୁ ମନା କଲେ CJI ସୂର୍ଯ୍ୟ କାନ୍ତ? ଏହି ୫ କାରଣ ମାଧ୍ୟମରେ ବୁଝନ୍ତୁ ସମ୍ପୂର୍ଣ୍ଣ ଘଟଣାକୁ
ନୂଆଦିଲ୍ଲୀ,୧୨।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟ କାନ୍ତ ବିରୋଧୀ ଦଳର ନେତାମାନଙ୍କୁ ଭେଟିବାକୁ ମନା କରିଦେଇଛନ୍ତି। ରାହୁଲ ଗାନ୍ଧୀଙ୍କ ବ୍ୟତୀତ ମଲ୍ଲିକାର୍ଜୁନ ଖାର୍ଗେ ଏବଂ ଅନ୍ୟାନ୍ୟ କଂଗ୍ରେସ ନେତାମାନେ ସୋମବାର, ଅକ୍ଟୋବର ୧୨ ରେ ଦେଶର ପ୍ରଧାନ ବିଚାରପତି (CJI) ଙ୍କୁ…
ପୂର୍ବତନ ଭାଜପା ବିଧାୟକଙ୍କୁ ନିର୍ମମ ହତ୍ୟା; ୭୦-୮୦ ଜଣ ଲୋକ କ୍ରସର୍ ପ୍ଲାଣ୍ଟ ଉପରେ ଆକ୍ରମଣ କରି ନେଇଗଲେ ଜୀବନ…
ଜୟପୁର,୧୨।୧୦: ରାଜସ୍ତାନ ଭରତପୁରରେ ଖଣି କାର୍ଯ୍ୟକୁ ନେଇ ହୋଇଥିବା ବିବାଦ ମଧ୍ୟରେ ପୂର୍ବତନ ଭାଜପା ବିଧାୟକ ଅତର ସିଂହ ଭଦାନାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି, ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ଅଞ୍ଚଳ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମାଙ୍କ…
ଭାରତରେ ପ୍ରତି ୫ ଜଣରେ ଜଣେ ଝିଅ କରୁଛନ୍ତି ବାଲ୍ୟବିବାହ, ଜାତିସଂଘ ଓ ବିଶେଷଜ୍ଞଙ୍କ ଉଦ୍ବେଗ
ନୂଆଦିଲ୍ଲୀ,୧୨ା୧୦(ପି.ଟି.): ୨୦୩୦ ମସିହା ସୁଦ୍ଧା ବିଶ୍ୱରୁ ବାଲ୍ୟବିବାହ ସମ୍ପୂର୍ଣ୍ଣ ନିର୍ମୂଳ କରିବା ପାଇଁ ଜାତିସଂଘ ପକ୍ଷରୁ ଲକ୍ଷ୍ୟଧାର୍ଯ୍ୟ କରାଯାଇଥିବାବେଳେ ବିଶ୍ୱର ମୋଟ ବାଲ୍ୟବିବାହର ଏକ-ତୃତୀୟାଂଶ ଭାରତରେ ସଂଘଟିତ ହେଉଥିବା ଭଳି ଚିନ୍ତାଜନକ ତଥ୍ୟ ସାମ୍ନାକୁ ଆସିଛି । ଅକ୍ଟୋବର ୧୧ ଅନ୍ତର୍ଜାତୀୟ…
ଜେଜେମା’ଙ୍କ ମୃତ୍ୟୁ ପରେ ଭାଇ ସହ କଥା ହେବାକୁ ଫୋନ୍ ଦେଇ ନ ଥିଲା ପୋଲିସ: ଦୀପ୍କେ
ନୂଆଦିଲ୍ଲୀ,୧୨ା୧୦: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଶନିବାର ନୂଆଦିଲ୍ଲୀର ବିକ୍ଷୋଭ ପୂର୍ବରୁ ଏହାର ନେତା ଅଭିଜିତ୍ ଦୀପ୍କେଙ୍କୁ ପୋଲିସ ଅଟକ ରଖିଥିଲା। ସେହି ସମୟରେ ଦୀପ୍କେଙ୍କ ଜେଜେମା’ଙ୍କ ମୃତ୍ୟୁ ଘଟିଥିବା ନେଇ ପୋଲିସ ତାଙ୍କୁ ଖବର ଦେଇଥିଲା, ଯାହାର ଏକ…
ଆଜି ସୁପ୍ରିମକୋର୍ଟକୁ ବିରୋଧୀଙ୍କ ପଦଯାତ୍ରା
ନୂଆଦିଲ୍ଲୀ,୧୨ା୧୦ ଭୋଟ ଚୋରି ପ୍ରସଙ୍ଗରେ ବିରୋଧୀ ନେତାମାନେ ସୋମବାର ସୁପ୍ରିମକୋର୍ଟକୁ ପଦଯାତ୍ରାରେ ଯାଇ ଦେଶର ସ୍ଥିତି ସମ୍ପର୍କରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ସୂର୍ଯ୍ୟ କାନ୍ତଙ୍କୁ ଅବଗତ କରାଇବା ସହ ତାଙ୍କ ହସ୍ତକ୍ଷେପ ପାଇଁ ନିବେଦନ କରିବେ। ବିରୋଧୀ ନେତାମାନେ ସୋମବାର…
CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…
ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର ଏହି ମାର୍ଚ୍ଚରେ ସାମିଲ ହେବାକୁ ସେ ଦେଶର ସମସ୍ତ ରାଜନୈତିକ ଦଳ, ସିଭିଲ୍…
ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ
ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ ଭେଟିଛନ୍ତି । ଏହି ସାକ୍ଷାତ ସମୟରେ ଧର୍ମେନ୍ଦ୍ରଙ୍କ ଝିଅ କୀର୍ତ୍ତି କଶ୍ୟପଙ୍କ ସମେତ…
ବିବାହର ୩ ଦିନ ପରେ ବୋହୂଙ୍କ ଭୟଙ୍କର କାଣ୍ଡ! ପୂରା ପରିବାରକୁ ଦେଇଦେଲେ ମୂଷାମରା ଔଷଧ, ତାପରେ….
ମୁମ୍ବାଇ,୧୧।୧୦: ବିବାହର ଖୁସି ମନାଉଥିବା ପରିବାରରେ ହଠାତ୍ ଖେଳିଗଲା ଆତଙ୍କ । ବିବାହର ମାତ୍ର ୭୨ ଘଣ୍ଟା ମଧ୍ୟରେ ନବବଧୂ ନିଜ ସ୍ୱାମୀଙ୍କ ସମେତ ଶାଶୂଘରର ଅନ୍ୟ ସଦସ୍ୟଙ୍କ ଖାଦ୍ୟରେ ମୂଷାମରା ବିଷ ମିଶାଇଥିବା ଅଭିଯୋଗ ହୋଇଛି । ଖାଦ୍ୟ ଖାଇବା…
ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍ କ୍ୟାବିନ୍ରେ ଜଳିଲା…..
ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା ଘଟିଛି । ବିମାନର କ୍ୟାବିନ୍ରେ ରଖାଯାଇଥିବା ଏକ ପାୱାର ବ୍ୟାଙ୍କ୍ରେ ନିଆଁ ଲାଗିଯିବାରୁ…
କଂଗ୍ରେସ କାର୍ଯ୍ୟାଳୟରେ ଧସ୍ତାଧସ୍ତି ସହ ଚାପୁଡ଼ା ମାଡ଼; ରାଗରେ ବାହାରିଗଲେ ଅଜୟ
ଲକ୍ଷ୍ନୌ,୧୧।୧୦: ରବିବାର ଉତ୍ତର ପ୍ରଦେଶ କଂଗ୍ରେସ ମୁଖ୍ୟାଳୟରେ ନବନିଯୁକ୍ତ ରାଜ୍ୟ ସଭାପତି ଆରାଧନା ମିଶ୍ର ‘ମୋନା’ଙ୍କ ଦାୟିତ୍ୱ ଗ୍ରହଣ ଉତ୍ସବ ସମୟରେ ହଟ୍ଟଗୋଳ ସୃଷ୍ଟି ହୋଇଥିଲା। ପୂର୍ବତନ ରାଜ୍ୟ ସଭାପତି ଅଜୟ ରାୟ ଏବଂ କଂଗ୍ରେସ କର୍ପୋରେଟର ମମତା ଚୌଧୁରୀଙ୍କ ମଧ୍ୟରେ…
CM ବିଜୟଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ମୋଦି, କେନ୍ଦ୍ରରୁ ଯାହା….
ଚେନ୍ନାଇ,୧୧।୧୦: ତାମିଲନାଡୁକୁ ବିକାଶର ନୂଆ ଶିଖରରେ ପହଞ୍ଚାଇବା ପାଇଁ କେନ୍ଦ୍ର ସରକାର ସମସ୍ତ ପ୍ରକାରର ସହଯୋଗ ଯୋଗାଇଦେବେ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରବିବାର ଚେନ୍ନାଇରେ ରେଳ, ମେଟ୍ରୋ, ରାଜପଥ, ବନ୍ଦର, ପେଟ୍ରୋଲିୟମ ଓ ଶିକ୍ଷା କ୍ଷେତ୍ର ସହ ଜଡ଼ିତ…

