ଜାତୀୟ

ସୋମବାରଠାରୁ ସାବାଳକଙ୍କୁ ମାଗଣା ଟିକା

ନୂଆଦିଲ୍ଲୀ, ୨୦।୬: କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ସୋମବାରଠାରୁ ୧୮ରୁ ୪୪ ବର୍ଷ ବୟସ ବର୍ଗର ହିତାଧିକାରୀଙ୍କୁ ମାଗଣାରେ କୋଭିଡ୍‌ ଟିକା ଦିଆଯିବ। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସ ଆରମ୍ଭରେ ଘୋଷଣା କରିଥିଲେ। ୪୫…

ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ହତ୍ୟା କଲେ ସ୍ତ୍ରୀ

ଗୁରୁଗ୍ରାମ,୨୦।୬: ୩୯ ବର୍ଷୀୟ ଇଞ୍ଜିନିୟର ସ୍ବାମୀଙ୍କୁ ଛୁଆଙ୍କ ଆଗରେ ଛୁରି ଭୁଷି ହତ୍ୟା କରିଛନ୍ତି ସ୍ତ୍ରୀ। ଏଭଳି ଘଟଣା ଗୁରୁଗ୍ରାମର ଜ୍ୟୋତି ପାର୍କ କଲୋନିରେ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ହତ୍ୟାକାଣ୍ଡ ବେଳେ ଘରେ ସେମାନଙ୍କ ଦୁଇ ଛୁଆ ମଧ୍ୟ…

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ ପୋଲିସ କ୍ରାଇମ ବ୍ରାଞ୍ଚ। ସେମାନଙ୍କ ମଧ୍ୟରେ ରହିଛନ୍ତି ଦୁଇ ଡାକ୍ତର। ସେମାନଙ୍କ ମଧ୍ୟରୁ ଜଣେ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ: ମୋଦିଙ୍କ ନିକଟତର ହେଲେ ମିଳିବ ଲାଭ

ମୁମ୍ବାଇ,୨୦।୬: ଶିବସେନା ବିଧାୟକ ପ୍ରତାପ ସରନାୟକ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଏକ ସାଧାରଣ ଚିଠି ନୁହେଁ ବରଂ ଏକ ଚିଠି ବୋମା ବୋଲି କୁହାଯାଉଛି। ପ୍ରତାପ ତାଙ୍କ ଚିଠିରେ ଲେଖିଛନ୍ତି ଯେ, ଏନସିପି ଏବଂ…

ଅନ୍ତର୍ଜାତୀୟ ଯୋଗ ଦିବସ: ସକାଳ ୬.୩୦ରେ କାର୍ଯ୍ୟକ୍ରମକୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୬: ଜୁନ ୨୧ ଅର୍ଥାତ୍‌ ସୋମବାର ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ଭାରତ ସମେତ ଅନେକ ଦେଶରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଏଥି ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟୁଇଟ କରି…

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ କରିଥିଲେ। ବିବାହର ପ୍ରଥମ ରାତିରେ ଏହି ମିଥ୍ୟା ପ୍ରକାଶ ପାଇଥିଲା। ଶେଷରେ ବୋହୂ ତାଙ୍କ…

ଦିଲ୍ଲୀ ମେଟ୍ରୋରେ ଯାତ୍ରା କଲା ମାଙ୍କଡ଼

ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୨ ମିନିଟ୍‌ର ଭିଡିଓରେ ମାଙ୍କଡ଼ କୋଚ୍‌ ଭିତରେ ଆରମରେ ଭ୍ରମଣ କରୁଥିବା ଦେଖିବାକୁ…

ସୋମବାରଠାରୁ ବାର୍‌-ପାର୍କ ଖୋଲା…

ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍‌ଲକ୍‌ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍‌ ଏବଂ ପାର୍କ ଖୋଲା ଯିବ। ବାର୍‌ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା ଯିବାକୁ…

ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..

ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ ଶିଶୁ ବୋଲି କହିଛନ୍ତି। ଡାକ୍ତର କହିଛନ୍ତି, ଶିଶୁଟିର ଜନ୍ମ ପରେ ରାଜ୍ୟରେ ଥିବା ସମସ୍ତ…

ଥରିଲା ରାଜଧାନୀ …

ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ପଞ୍ଜାବୀ ବାଗ୍‌ ଅଞ୍ଚଳରେ ହଠାତ୍‌ ଭୂକମ୍ପ ହେବାରୁ…

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା ଲୋକଙ୍କୁ…

ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…

ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri