ଜାତୀୟ

ଚରଣଜିତ୍ ନେଲେ ପଞ୍ଜାବର ଶାସନ ଭାର, ଶପଥ ଗ୍ରହଣ ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ୍‌

ଚଣ୍ଡିଗଡ଼,୧୯ ।୯: ବହୁ ମନ୍ଥନ ପରେ ଶେଷରେ କେବେ ଗଣମାଧ୍ୟମର ଦୃଷ୍ଟି ଗୋଚର ହୋଇ ନ ଥିବା କଂଗ୍ରେସ ନେତା ଚରଣଜିତ୍ ସିଂ ଚାନିଙ୍କୁ ମୁଳିଛି ପଞ୍ଜାବର ମୁଖ୍ୟମନ୍ତ୍ରୀ ଆସନ । ମାତ୍ର କେଇମାସ ପାଇଁ ହେଲେ ବି ଏହା ତାଙ୍କ…

ଦଳ ବଦଳ କରି ମୁଁ କୌଣସି ଇତିହାସ ସୃଷ୍ଟି କରିନାହିଁ: ବାବୁଲ ସୁପ୍ରିୟୋ

କୋଲକତା,୧୯।୯: ରାଜନୀତିରୁ ଅବସର ଘୋଷଣା କରିବା ପରେ ତୃଣମୂଳ କଂଗ୍ରେସରେ ଯୋଗ ଦେଇଥିବା ଭାରତୀୟ ଜନତା ପାର୍ଟିର ପୂର୍ବତନ ନେତା ବାବୁଲ ସୁପ୍ରିୟୋ ରବବାର ସଫେଇ ଦେଇଛନ୍ତି। ସେ କହିଛନ୍ତି ମୁଁ ଦଳ ପରିବର୍ତ୍ତନ କରି କୌଣସି ଇତିହାସ ସୃଷ୍ଟି କରୁନାହିଁ।…

ଥରିଲା ଅରୁଣାଚଳ ପ୍ରଦେଶ

ଇଟାନଗର,୧୯।୯: ଅରୁଣାଚଳ ପ୍ରଦେଶ ରବିବାର ଭୂକମ୍ପ ଅନୁଭୂତ ହୋଇଛି। ଅରୁଣାଚଳର ଚାଙ୍ଗଲାଙ୍ଗ ଠାରୁ ୭୦ କିଲୋମିଟର ଦୂର ଉତ୍ତର-ପଶ୍ଚିମରେ ୩ଟା୬ ମିନିଟ୍‌ରେ ଭୂକମ୍ପ ଝଟ୍‌କା ଲାଗିଥିବା ଜାତୀୟ ଭୂକମ୍ପ ବିଜ୍ଞାନ ପ୍ରତିଷ୍ଠାନ ପକ୍ଷରୁ ସୂଚନା ମିଳିଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା…

ପଞ୍ଜାବର ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯।୯: ପଞ୍ଜାବରେ ପ୍ରଥମ ଥର ଜଣେ ଦଳିତ ନେତା ମୁଖ୍ୟମନ୍ତ୍ରୀ ଗାଦିରେ ବସିବାକୁ ଯାଉଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂଙ୍କ ଇସ୍ତଫା ପରେ ବିଧାୟକ ଦଳର ବୈଠକ ବସିଥିଲା। ବୈଠକରେ ସର୍ବସମ୍ମତିକ୍ରମେ ମୁଖ୍ୟମନ୍ତ୍ରୀ ପାଇଁ ଚରଣଜିତ ସିଂ ଚାନ୍ନିଙ୍କ ନାମ…

ବାଲ୍ୟ ବିବାହ ମାମଲା କର୍ନାଟକରେ ସର୍ବାଧିକ

ନୂଆଦିଲ୍ଲୀ,୧୯।୯: ଗତବର୍ଷ ଅପେକ୍ଷା ଦେଶରେ ଖୁବ୍‌ ବୃଦ୍ଧି ପାଇଛି ବାଲ୍ୟ ବିବାହ ମାମଲା। ଏହା ଦର୍ଶାଇଛି ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ(ଏନ୍‌ସିଆର୍‌ବି)ର ୨୦୨୦ ରିପୋର୍ଟ। ବାଲ୍ୟ ବିବାହ ଆଇନ ଅନୁସାରେ, ବିବାହ ଲାଗି ଜଣେ ଯୁବକଙ୍କ ବୟସ ୨୧ ବର୍ଷ ଓ…

ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯ ।୯: ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତଙ୍କ ଟୁଇଟର ସୂଚନା ଅନୁଯାୟୀ ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ଚରଣଜିତ୍ ସର୍ବସମ୍ମତି କ୍ରମେ କଂଗ୍ରେସ…

‘ସିଦ୍ଧୁଙ୍କ ନାଁରେ ଆସିଥିବା ଅଭିଯୋଗ ଉପରେ ଗାନ୍ଧୀ ପରିବାର ଚୁପ୍‌ କାହିଁକି’

ନୂଆଦିଲ୍ଲୀ,୧୯।୯: ପଞ୍ଜାବରେ ଚାଲିଥିବା ରାଜନୈତିକ ଲଢେଇ ଶେଷରେ ସମାଧାନ ହୋଇଛି। ସୁଖଜିନ୍ଦର ସିଂ ରାନ୍ଧଓ୍ବାଙ୍କୁ ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ପଦବୀକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଭାଜପା ପଞ୍ଜାବ କଂଗ୍ରେସକୁ ଟାର୍ଗେଟ କରିଛି। ଭାଜପା ଏମ୍‌ପି ତଥା ପୂର୍ବତନ…

ବିନା ବିରୋଧୀ ଦଳରେ ରାଜ୍ୟରେ ଚାଲିବ ସରକାର, ଏକଜୁଟ ହେଲେ ସଭିଏଁ…

କୋହିମା,୧୯।୯: ନାଗାଲାଣ୍ଡରେ ବିରୋଧ ଦଳ ବିନା ସରକାର ଚାଲିବ। ସମସ୍ତ ରାଜନୈତିକଦଳ ଏହି ପ୍ରସ୍ତାବ ଉପରେ ମୋହର ଲଗାଇଛନ୍ତି। ବିରୋଧୀ ବିନା ସରକାର ଚଳାଇବାରେ ନାଗାଲାଣ୍ଡ ଦେଶର ଏକମାତ୍ର ରାଜ୍ୟ ହେବ। ସରକାର ଏବଂ ବିରୋଧୀ ଦଳର ନେତାଙ୍କ ପରାମର୍ଶ ପରେ…

ଉତ୍ତରାଖଣ୍ଡ ବେକାରି ଯୁବକଙ୍କ ପାଇଁ କେଜରିୱାଲଙ୍କ ବଡ ଘୋଷଣା

ଡେରାଡୁନ,୧୯ ।୯: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି)ର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ଏକ ଦିବସୀୟ ଉତ୍ତରାଖଣ୍ଡ ଗସ୍ତରେ ଅଛନ୍ତି । କୁହାଯାଉଥିଲା କି ତୃତୀୟ ଥର ଲାଗି ଉତ୍ତରାଖଣ୍ଡ ଆସୁଥିବା ମୁଖ୍ୟମନ୍ତ୍ରୀ କେଜରିୱାଲ ବେକାରୀ ସମସ୍ୟାକୁ ନେଇ…

ପ୍ରାୟ ୧୨ ସପ୍ତାହ ପାଇଁ କାର୍ଯ୍ୟ କରିବେ ନୂଆ ମୁଖ୍ୟମନ୍ତ୍ରୀ …

ଚଣ୍ଡିଗଡ଼,୧୯।୯: ପଞ୍ଜାବ କଂଗ୍ରେସରେ ସଙ୍କଟ ଦେଖାଦେଇଛି। ମୁଖ୍ୟମନ୍ତ୍ରୀ କ୍ୟାପଟେନ୍‌ ଅମରିନ୍ଦର ସିଂଙ୍କ ଇସ୍ତଫା ଦେବା ପରେ ନୂଆ ମୁଖ୍ୟମନ୍ତ୍ରୀ ଚୟନ ନେଇ ହାଇକମାଣ୍ଡ ଅଡୁଆରେ ପଡ଼ିଛନ୍ତି। ହାଇକମାଣ୍ଡ ଏନେଇ ଅମ୍ବିକା ସୋନୀଙ୍କୁ କହିଥିଲେ ମଧ୍ୟ ସେ ଏହାକୁ ପ୍ରତ୍ୟାଖାନ କରିଥିବା କୁହାଯାଉଛି।…

ସାଢ଼ ୪ ବର୍ଷର ହିସାବ ଦେଲେ ମୁଖ୍ୟମନ୍ତ୍ରୀ …

ଲକ୍ଷ୍ନୌ,୧୯।୯: ଉତ୍ତରପ୍ରଦେଶରେ ୨୦୨୨ରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ତାଙ୍କ ଶାସନ ସମୟରେ ହୋଇଥିବା ସାଢ଼େ ୪ ବର୍ଷର ହିସାବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ରିପୋର୍ଟ କାର୍ଡରେ ସଫଳତାର ବାର୍ତ୍ତା ପ୍ରଦାନ କରାଯାଇଛି। କେନ୍ଦ୍ର ସରକାରଙ୍କ…

ରାଜସ୍ଥାନ-ଛତିଶଗଡ଼କୁ ନେଇ ଚର୍ଚ୍ଚା ଆରମ୍ଭ, ଚିନ୍ତାରେ ଗେହଲଟ-ବ।ଘେଲା …

ଜୟପୁର/ରାୟପୁର,୧୯।୯: କଂଗ୍ରେସ ହାଇକମାଣ୍ଡ ପଞ୍ଜାବରେ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ କରିଛନ୍ତି। ତେବେ ରାଜ୍ୟରେ ନୂଆ ମୁଖ୍ୟମନ୍ତ୍ରୀ ନେଇ ଅଙ୍କକଷା ଜାରି ରହିଛି। ଏବେ ସମସ୍ତଙ୍କ ଆଖି ରାଜସ୍ଥାନ ଏବଂ ଛତିଶଗଡ ଉପରେ ରହିଛି। ଏହି ୨ ରାଜ୍ୟରେ ମଧ୍ୟ ପଞ୍ଜାବ ଭଳି ସମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?