୭ ଦିନରେ ୩୦୦ ଛୋଟ ପିଲା କରୋନାରେ ଆକ୍ରାନ୍ତ, ଚିନ୍ତାରେ ସରକାର…
ବେଙ୍ଗାଲୁରୁ,୧୨।୮: ଆମେରିକା ସମେତ ପୃଥିବୀର ବହୁ ଦେଶରେ କରୋନା ସଂକ୍ରମଣ ପୁଣିଥରେ ବିପଦ ସୃଷ୍ଟି କରିଛି। ବିଶେଷଜ୍ଞମାନେ ଏହାକୁ ତୃତୀୟ ଲହର ଭାବରେ ବିଚାର କରୁଛନ୍ତି। ଏପରିସ୍ଥଳେ ଭାରତର କର୍ନାଟକରେ ଛୋଟ ପିଲାମାନଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ…
ସୋନିଆଙ୍କ ଡିନର କୂଟନୀତି, ବିରୋଧୀ ନେତାଙ୍କୁ କରିବେ ନିମନ୍ତ୍ରଣ…
ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନ ହଟ୍ଟଗୋଳ ମଧ୍ୟରେ ଶେଷ ହେବା ପରେ ସୋନିଆ ଗାନ୍ଧୀ ବିରୋଧୀଙ୍କୁ ଏକଜୁଟ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ସୋନିଆ ବିରୋଧୀ ଦଳର ବହୁ ବଡ ନେତାଙ୍କ ସହ ଏକ ବୈଠକ କରିବାକୁ ଯୋଜନା କରିଛନ୍ତି।…
ପ୍ରିୟା ରମାନୀଙ୍କୁ ହାଇକୋର୍ଟ ନୋଟିସ
ନୂଆଦିଲ୍ଲୀ, ୧୨।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏମ୍.ଜେ. ଆକବରଙ୍କ ଏକ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ବୁଧବାର ଖବରଦାତା ପ୍ରିୟା ରମାନୀଙ୍କୁ ନୋଟିସ ଜାରି କରିଛନ୍ତି। ଆକବରଙ୍କ ବିରୋଧରେ ପ୍ରିୟା ରମଣୀ ଯୌନ ନିର୍ଯାତନ ଅଭିଯୋଗ ଆଣିଥିଲେ। ଏହା ବିରୋଧରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ…
୪୦ ହଜାର ଟପିଲା ଦୈନିକ ସଂକ୍ରମଣ…
ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୧ ହଜାର ୧୯୫ ରେ ପହଞ୍ଚିଛି। ଏହି…
ଇସ୍ରୋର ଜିସାଟ୍-୧ ସାଟେଲାଇଟ୍ ମିଶନ ଅସଫଳ,କକ୍ଷ ପଥରେ ହୋଇ ପାରିଲାନି ଅବସ୍ଥାପିତ…
ଶ୍ରୀହରିକୋଟା,୧୨।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍-୧ର ଉତକ୍ଷେପଣ କରିବା ନେଇ ଉତ୍ସାହ ଦେଖାଦେଇଥିଲା। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇଥାନ୍ତା। ଏହା ମାଧ୍ୟମରେ ସୀମାରେ ଆକାଶରୁ କଡ଼ା ନଜର ରଖାଯାଇ…
୫୦ ନାଗରିକଙ୍କୁ ଫେରାଇ ଆଣିଲା ଭାରତ
ନୂଆଦିଲ୍ଲୀ,୧୨।୮: ତାଲିବାନ ଏବଂ ସୈନ୍ୟବାହିନୀ ମଧ୍ୟରେ ସଂଘର୍ଷ ଯୋଗୁ ଆଫଗାନିସ୍ତାନ ସ୍ଥିତି ଦିନକୁ ଦିନ ଅଧିକରୁ ଅଧିକ ଖରାପ ଆଡ଼କୁ ଗତି କରୁଛି। ଭାରତ ସେଠାର ମଜାର-ଇ-ସରିଫ୍ରୁ କୂଟନୀତିଜ୍ଞଙ୍କ ସମେତ ୫୦ ନାଗରିକଙ୍କୁ ଫେରାଇ ଆଣିଛି। ସେମାନେ ବୁଧବାର ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି।…
ମନ୍ତ୍ରୀଙ୍କ ପାଇଁ ଅଢ଼ୁଆରେ ନୂଆ ମୁଖ୍ୟମନ୍ତ୍ରୀ ବୋମାଇ
ବାଙ୍ଗାଲୁରୁ,୧୨।୮ : କର୍ନାଟକ ମୁଖ୍ୟମନ୍ତ୍ରୀ ବାସଭାରଜ ବୋମାଇଙ୍କ ନେତୃତ୍ୱରେ ଖୁସି ନାହାନ୍ତି ମନ୍ତ୍ରୀ। ମନ୍ତ୍ରିମଣ୍ଡଳର ଜଣେ ମନ୍ତ୍ରୀ ଇଚ୍ଛା ମୁତାବକ ବିଭାଗ ନ ମିଳିବାରୁ ଇସ୍ତଫା ଲାଗି ଧମକ ଦେଇଛନ୍ତି। ପରିବେଶ ଓ ପର୍ଯ୍ୟଟନ ବିଭାଗୀୟ ମନ୍ତ୍ରୀ ଅଛନ୍ତି ଆନନ୍ଦ ସିଂ।…
ଟିକା ନେବା ପରେ ୪୦ ହଜାର ସଂକ୍ରମିତ
ନୂଆଦିଲ୍ଲୀ,୧୧।୮: କେରଳରେ କୋଭିଡ୍ ଟିକାର ୨ଟି ଡୋଜ୍ ନେଇଥିବା ୪୦ ହଜାରରୁ ଊର୍ଦ୍ଧ୍ୱ ଲୋକ ପୁଣିଥରେ କରୋନାରେ ସଂକ୍ରମିତ ହୋଇଛନ୍ତି। ସମସ୍ତ ମାମଲାର ନମୁନା ଜିନୋମ୍ ସିକ୍ୱେନ୍ସିଂ ପାଇଁ ପଠାଇବାକୁ କେନ୍ଦ୍ର ସରକାର କେରଳକୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି ଭୂତାଣୁ ଅଧିକ…
ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଗିରଫ ହେଲେ ଭାଜପା ନେତା
ନୂଆଦିଲ୍ଲୀ,୧୧।୮ : ଦିଲ୍ଲୀର ଜନ୍ତର ମନ୍ତରଠାରେ ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ ଗିରଫ ହୋଇଥିଲେ। ତାଙ୍କ ଜାମିନକୁ କୋର୍ଟ ବୁଧବାର ମଞ୍ଜୁର କରିଛନ୍ତି। ଧାର୍ମିକ ହିଂସାକୁ ପ୍ରୋତ୍ସାହିତ କରିବା ମାମଲାରେ ଅଶ୍ୱିନୀଙ୍କ ସମେତ ୫ ଜଣଙ୍କୁ…
୧୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା, ଫସିଛନ୍ତି ୨୫ରୁ ଊର୍ଦ୍ଧ୍ୱ
ଶିମଲା,୧୧।୮ : ହିମାଚଳ ପ୍ରଦେଶର କିନୋରଠାରେ ବୁଧବାର ଭୂଶ୍ଖଳନ ଘଟିବାରୁ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ୩୦ ଜଣ ନିଖୋଜ ଅଛନ୍ତି। ମାଟି ଅତଡ଼ା ତଳେ ବହୁ ଗାଡ଼ି, ବସ୍ ଚାପି ହୋଇ ରହିଛି। ରେକଙ୍ଗ୍ ପେଓ-ଶିମଲା ହାଇଓ୍ବେରେ ଚଳାଚଳ…
ସପ୍ତାହନ୍ତ କର୍ଫ୍ୟୁରେ ପରିବର୍ତ୍ତନ
ଲକ୍ଷ୍ନୌ,୧୧।୮: ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ ନିୟନ୍ତ୍ରଣକୁ ଆସିଥିବା ବେଳେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। କିନ୍ତୁ ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ରହିଛି। କେରଳରେ, ଯେଉଁଠାରେ କରୋନା ମାମଲା କ୍ରମାଗତ ବୃଦ୍ଧି ପାଉଛି, ସେଠାରେ ଏଭଳି…
ମେକ୍ ଇନ୍ ଇଣ୍ଡିଆ ସ୍ବପ୍ନର ଦୁଃଖଦ ଅନ୍ତ
ମୁମ୍ବାଇ,୧୧।୮: ମହାରାଷ୍ଟ୍ରର ୟଭତମାଲରେ ଜଣେ ଯୁବକଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ସ୍ବପ୍ନର ଏକ ଦୁଃଖଦ ଅନ୍ତ ଘଟିଛି। ପରୀକ୍ଷଣ ସମୟରେ ‘ମୁନ୍ନା ହେଲିକପ୍ଟର’ ଦୁର୍ଘଟଣାଗ୍ରସ୍ତ ହୋଇଯିବାରୁ ଏହାକୁ ତିଆରି କରିଥିବା ଶେଖ୍ ଇସ୍ମାଇଲ ଅରଫ ମୁନ୍ନା ଶେଖଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ,…
Archives


